-+91-9937148622 |

prerana_bgr@rediffmail.com |

  Friday 25th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଫରେଷ୍ଟରଙ୍କ ଆତ୍ମହତ୍ୟାର ଅନ୍ତରାଳେ♦️ ବଲାଙ୍ଗୀର ବନବିଭାଗରେ କୋଟି କୋଟି ହଡପ    (24-Sep-2026)       ||      କୁଟ୍ରୁମାଳି–ସିଜିମାଳି ଅଞ୍ଚଳର ଆଦିବାସୀ ଙ୍କୁ ସୁରକ୍ଷା ଦିଅ ନଚେତ ଦୁର୍ବାର ଆନ୍ଦୋଳନ ହେବ    (24-Sep-2026)       ||      ସରକାରୀ ମହିଳା ମହାବିଦ୍ୟାଳୟରେ ଏନ୍. ଏସ୍. ଏସ୍ ଦିବସ ପାଳିତ   (24-Sep-2026)       ||      ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ ଏନ.ଏସ.ଏସ ଦିବସ ପାଳିତ   (24-Sep-2026)       ||      ବର୍ଷା ଯୋଗୁଁ ଘର ଉପରେ ପଡିଲା ବିରାଟ ତେନ୍ତୁଳି ଗଛ, ଅଳ୍ପକେ ବର୍ତ୍ତିଲେ ଚୈତନ ମାଝୀଙ୍କ ପରିବାର   (24-Sep-2026)       ||      * *ସାହାଣୀ କପ୍ ଫୁଟବଲ୍ ଦ୍ୱିତୀୟ ଦିଵସ ପ୍ରଥମ ମ୍ୟାଚ୍ ବରଗଡ଼ ଦଳ ୪-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ୧-୧ ଗୋଲ ସ୍କୋର ହୋଇ ଉଭୟ ଦଳ ଦଳ କୁ ୧-୧- ପଏଣ୍ଟ ମିଳିଛି* -   (24-Sep-2026)       ||      ଆଚାର ଜାର୍‌ରେ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ ବଲାଙ୍ଗୀର ସହର ପୋଲିସର ଚଢ଼ାଉ, ୩୭ କେଜି ୬୫୦ ଗ୍ରାମ ଗଞ୍ଜେଇ ଜବତ; ୨ ଗିରଫ    (24-Sep-2026)       ||      ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ    (24-Sep-2026)       ||      ଗଭୀର ଅବପାତ ଉପକୂଳ ଅତିକ୍ରମ କରିଛି ; ସମନ୍ୱିତ ପ୍ରୟାସ ଓ ପ୍ରସ୍ତୁତିମୂଳକ ପଦକ୍ଷେପ ସହ ରାଜ୍ୟରେ ପରିସ୍ଥିତି ଉପରେ ନିରନ୍ତର ନଜର   (24-Sep-2026)       ||      ପୁଣି ପିସି ପ୍ରସଙ୍ଗ : ଥାନାରେ ମାମଲା ଯୋଗାଣବିଭାଗରେ ପିସି କୁ ନେଇ ପାଟିତୁଣ୍ଡ !   (24-Sep-2026)       ||      ଜୀବନ ସହ ସଂଘର୍ଷ କରୁଛନ୍ତି କିଡନୀ ରୋଗରେ ପୀଡିତ ସ୍ୱତାମ୍ବର ♦️ଉତ୍ତମ ଚିକିତ୍ସା ପାଇଁ ଅର୍ଥ ସାଜିଛି ବାଧକ   (24-Sep-2026)       ||      କୋଶଳ ସୁନ୍ଦରୀ ଆୱାର୍ଡ ୨୦୨୬ ସିଜନ-୦୬ ର ଫାଇନାଲ୍ ରାଉଣ୍ଡ ପ୍ରତିଯୋଗୀ ଚୟନ ପ୍ରକ୍ରିୟା ସମାପନ । ବରଗଡ ର ଶ୍ରାବ୍ୟା ସାନଭି ପଧାନ ବେଷ୍ଟଅଫ୍ ପିକ୍ ଘୋଷିତ   (24-Sep-2026)       ||      *ଘର ଭିତରେ ପଶିଲା ଜଙ୍ଗଲୀ ଭାଲୁ, -ଘଉଡ଼ାଇଲେ ବନ କର୍ମଚାରୀ*   (24-Sep-2026)       ||      *ସୁବର୍ଣ୍ଣପୁର ଜିଲ୍ଲା ରେ ଉଦ୍ଘାଟନ ହେଲା ରାଜ୍ୟ ସ୍ତରୀୟ ସାହାଣୀ କପ୍ ଫୁଟବଲ୍*- *ପ୍ରଥମ ମ୍ୟାଚ୍ ରେ ୨-୦ ଗୋଲରେ ଖୋର୍ଦ୍ଧା ଓ ଦ୍ୱିତୀୟ ମ୍ୟାଚ ରେ ୧-୦ ଗୋଲ ରେ ଗଞ୍ଜାମ ଦଳ ଵିଜୟୀ *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   (24-Sep-2026)       ||      *ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ନବରଙ୍ଗପୁରରେ ମଧ୍ୟ ପଦୋନ୍ନତି ପ୍ରକ୍ରିୟା ନେଇ ଶିକ୍ଷକଙ୍କ ଆଶା ବଢ଼ିଲା*   (24-Sep-2026)       ||      ବଲାଙ୍ଗୀର : ୨,୦୦୦ ଟଙ୍କାରୁ ଅଧିକ ୟୁପିଆଇ ଲେଣ ଦେଣ ୦.୪% ଏମ ଡି ଆର ପ୍ରତ୍ୟାହାର ଦାବିରେ ସ୍ମାରକ ପତ୍ର ପ୍ରଦାନ    (24-Sep-2026)       ||      ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   (23-Sep-2026)       ||      ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   (23-Sep-2026)       ||      ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   (23-Sep-2026)       ||      ଜିଲ୍ଲା ବ୍ରାହ୍ମଣ ମହାସଭା   (23-Sep-2026)       ||     

HOME   ଜିଲ୍ଲା

ମହିଳା ମାନଙ୍କ ଦ୍ଵାରା ପ୍ରକୃତି ପୂଜନ ଓ ଅଁଳା ନବମୀ ଉତ୍ସବ ପାଳନ

11-Nov-2024



(ମନୋରଞ୍ଜନ ତ୍ରିପାଠୀ )
ସୁବର୍ଣ୍ଣପୁର ସ୍ଥିତ ଶ୍ରୀ ଗୋପାଳଜୀ ତମଶ୍ଵା ଯୋଗାଳୟ ମଧ୍ୟରେ, ମହିଳା ମାନଙ୍କ ଦ୍ୱାରା, ପ୍ରକୃତି ପୂଜନ- ଅଁଳା ନବମୀ ଉତ୍ସବ ପାଳନ ଅବସରରେ ଏକ ବୃକ୍ଷ ରୋପଣ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି।ଏହି ପାରିବାରିକ ବୃକ୍ଷ ପୂଜନ ଉତ୍ସବରେ ଶିକ୍ଷାଦାତ୍ରୀ ଅରୁନ୍ଧତୀ ମହାପାତ୍ର, ଶ୍ରୀମତୀ ମଞ୍ଜୁଶ୍ରୀ ବାବୁ, ଶ୍ରୀମତୀ ସୁବର୍ଣ୍ଣ ଶତପଥୀ, ଶ୍ରୀମତୀ ବିଦ୍ୟୁତ୍ ପ୍ରଭା ପଟ୍ଟନାୟକ,ଅଧ୍ୟାପିକା ନଳିନୀପ୍ରଭା ପ୍ରଧାନ ଏବଂ ଶ୍ରୀମତୀ ନିରୁପମା ତ୍ରିପାଠୀ ସମ୍ମାନୀୟା ଅତିଥି ଓ ବକ୍ତାଭାବରେ ମଞ୍ଚାସୀନ ହୋଇ, ବର୍ତ୍ତମାନ ପରିସ୍ଥିତିରେ କେବଳ ବୃକ୍ଷ ରୋପଣ ଦ୍ୱାରା ହିଁ ଶାନ୍ତ, ସ୍ଵଚ୍ଛ ,ସବୁଜ, ସୁନ୍ଦର ପୃଥିବୀ ଗଠନ କରି ପାରିବା ସମ୍ଭବପର ବୋଲି  ମତବ୍ୟକ୍ତ କରିଥିଲେ । ଶିକ୍ଷାବିତ୍ ଶତୃଘ୍ନ ହୋତା, ବିଭୂତି ଭୂଷଣ ଶତପଥୀ ବେଦମନ୍ତ୍ର, ବିଷ୍ଣୁ ସହସ୍ର ନାମ, ରୁଦ୍ରାଷ୍ଟକ ପ୍ରାର୍ଥନା ପାଠ କରିଥିଲେ । ସମ୍ପାଦକ ଡ.ଆର୍ତ୍ତତ୍ରାଣ ବାବୁ ସବୁଜ ବିପ୍ଲବ ରେ ଯୋଗାଳୟ ର ମହତ୍ତ୍ୱପୂର୍ଣ୍ଣ ଯୋଗଦାନ ଉପରେ ସାରଗର୍ଭକ ବକ୍ତବ୍ୟ ପ୍ରଦାନ କରିଥିବା ବେଳେ,ସଂଯୋଜକ ପ୍ରଦୀପ ପୁରୋହିତ  ଅଧୁନା ପରିସ୍ଥିତ ରେ ପରିବେଶରୁ , ଅଙ୍ଗାରକାମ୍ଳ ବିଷ ଶୋଷଣ କରି, ଅମ୍ଳଜାନ ରୂପକ ଅମୃତ ଦାନ କରି ନୀଳକଣ୍ଠ ସାଜିଥିବା ବୃକ୍ଷ ଦେବତା ଙ୍କ ରୋପଣ, ସୁରକ୍ଷା, ପରିଚାଳନା ତଥା ଯତ୍ନ ଉପରେ ସମସ୍ତେ ଧାନ ଦେବାକୁ ଅନୁରୋଧ କରିଥିଲେ ।  ଆର୍ଯ୍ୟମାନ୍, ଆୟୁଷ୍ମାନ୍,ଆର୍ଚ୍ଚିଷ୍କାନ୍   ଙ୍କ ସହିତ ଅନ୍ୟାନ୍ୟ ଶିଶୁ ପ୍ରତିଭା  ମଧ୍ୟ ଗୀତ ନାଚ ମାଧ୍ୟମରେ ତାଙ୍କ ପ୍ରତିଭା ପ୍ରଦର୍ଶନ କରିଥିଲେ । କାର୍ତ୍ତିକ ବ୍ରତ, ଅଁଳା ନବମୀ ଏବଂ ବୃକ୍ଷ ବନସ୍ପତି ଉପରେ ମଧ୍ୟ ଅନେକ ସଦସ୍ୟ ନିଜ ନିଜର ବକ୍ତବ୍ୟ ପ୍ରଦାନ କରିଥିଲେ ।ସବୁଜ ସୁବର୍ଣ୍ଣପୁର ଅଭିଯାନ ରେ ଏକ ପ୍ରମୁଖ ଭୂମିକା ନିଭାଇ ଥିବା ଯୋଗାଳୟ ର ବରିଷ୍ଠ ଯୋଗୀ ମୃତ୍ୟୁଞ୍ଜୟ ଦାସଙ୍କୁ ସପନ୍ନୀକ ସମ୍ବର୍ଦ୍ଧିତ କରାଯାଇଥିଲା ।ଉକ୍ତ ଉତ୍ସବରେ ଯୋଗାଳୟ ର ସମସ୍ତ ଯୋଗୀ ଗଣ ସପରିବାର ଯୋଗଦାନ କରି , ସବୁଜ ସୁବର୍ଣ୍ଣପୁର ଅଭିଯାନରେ ସାମିଲ ହେବାର ଦୃଢ଼ ସଂକଳ୍ପ ନେଇ, ମଧ୍ୟାହ୍ନ ଭୋଜନ ରେ ସାମିଲ
ହୋଇ ଖୁସି ବାଣ୍ଟିଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଫରେଷ୍ଟରଙ୍କ ଆତ୍ମହତ୍ୟାର ଅନ୍ତରାଳେ♦️ ବଲାଙ୍ଗୀର ବନବିଭାଗରେ କୋଟି କୋଟି ହଡପ   24-Sep-2026
  ରାଜ୍ୟ  
କୁଟ୍ରୁମାଳି–ସିଜିମାଳି ଅଞ୍ଚଳର ଆଦିବାସୀ ଙ୍କୁ ସୁରକ୍ଷା ଦିଅ ନଚେତ ଦୁର୍ବାର ଆନ୍ଦୋଳନ ହେବ   24-Sep-2026
  ଜିଲ୍ଲା  
ସରକାରୀ ମହିଳା ମହାବିଦ୍ୟାଳୟରେ ଏନ୍. ଏସ୍. ଏସ୍ ଦିବସ ପାଳିତ   24-Sep-2026
  ଜିଲ୍ଲା  
ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ ଏନ.ଏସ.ଏସ ଦିବସ ପାଳିତ   24-Sep-2026
  ଜିଲ୍ଲା  
ବର୍ଷା ଯୋଗୁଁ ଘର ଉପରେ ପଡିଲା ବିରାଟ ତେନ୍ତୁଳି ଗଛ, ଅଳ୍ପକେ ବର୍ତ୍ତିଲେ ଚୈତନ ମାଝୀଙ୍କ ପରିବାର   24-Sep-2026
  ଜିଲ୍ଲା  
* *ସାହାଣୀ କପ୍ ଫୁଟବଲ୍ ଦ୍ୱିତୀୟ ଦିଵସ ପ୍ରଥମ ମ୍ୟାଚ୍ ବରଗଡ଼ ଦଳ ୪-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ୧-୧ ଗୋଲ ସ୍କୋର ହୋଇ ଉଭୟ ଦଳ ଦଳ କୁ ୧-୧- ପଏଣ୍ଟ ମିଳିଛି* -   24-Sep-2026
  ଜିଲ୍ଲା  
ଆଚାର ଜାର୍‌ରେ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ ବଲାଙ୍ଗୀର ସହର ପୋଲିସର ଚଢ଼ାଉ, ୩୭ କେଜି ୬୫୦ ଗ୍ରାମ ଗଞ୍ଜେଇ ଜବତ; ୨ ଗିରଫ   24-Sep-2026
  ଜିଲ୍ଲା  
ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ   24-Sep-2026
  ଜିଲ୍ଲା  
ଗଭୀର ଅବପାତ ଉପକୂଳ ଅତିକ୍ରମ କରିଛି ; ସମନ୍ୱିତ ପ୍ରୟାସ ଓ ପ୍ରସ୍ତୁତିମୂଳକ ପଦକ୍ଷେପ ସହ ରାଜ୍ୟରେ ପରିସ୍ଥିତି ଉପରେ ନିରନ୍ତର ନଜର   24-Sep-2026
  ଜିଲ୍ଲା  
ପୁଣି ପିସି ପ୍ରସଙ୍ଗ : ଥାନାରେ ମାମଲା ଯୋଗାଣବିଭାଗରେ ପିସି କୁ ନେଇ ପାଟିତୁଣ୍ଡ !   24-Sep-2026
  ଜିଲ୍ଲା  
ଜୀବନ ସହ ସଂଘର୍ଷ କରୁଛନ୍ତି କିଡନୀ ରୋଗରେ ପୀଡିତ ସ୍ୱତାମ୍ବର ♦️ଉତ୍ତମ ଚିକିତ୍ସା ପାଇଁ ଅର୍ଥ ସାଜିଛି ବାଧକ   24-Sep-2026
  ଜିଲ୍ଲା  
କୋଶଳ ସୁନ୍ଦରୀ ଆୱାର୍ଡ ୨୦୨୬ ସିଜନ-୦୬ ର ଫାଇନାଲ୍ ରାଉଣ୍ଡ ପ୍ରତିଯୋଗୀ ଚୟନ ପ୍ରକ୍ରିୟା ସମାପନ । ବରଗଡ ର ଶ୍ରାବ୍ୟା ସାନଭି ପଧାନ ବେଷ୍ଟଅଫ୍ ପିକ୍ ଘୋଷିତ   24-Sep-2026

You Might Also Like