-+91-9937148622 |

prerana_bgr@rediffmail.com |

  Tuesday 7th July 2026 |

| | | |

R.N.I. Regd No. ODIODI/2010/46693

Breaking News

ମଦ ଦୋକାନ ସ୍ଥାନାନ୍ତର ଦାବି ରେ ରାସ୍ତାରୋକ   (06-Jul-2026)       ||      ପୁରୀରେ ରଥଯାତ୍ରା ପାଇଁ ପାନୀୟ ଜଳ ବ୍ୟବସ୍ଥାର ସମୀକ୍ଷା, ନଗର ଉନ୍ନୟନ ମନ୍ତ୍ରୀ ଡ. କୃଷ୍ଣ ଚନ୍ଦ୍ର ମହାପାତ୍ରଙ୍କ କ୍ଷେତ୍ର ପରିଦର୍ଶନ♦️୪୨ ଏମଏଲଡି ଜଳ ବିଶୋଧନ ପ୍ରକଳ୍ପର ଅଗ୍ରଗତି ସମୀକ୍ଷା   (06-Jul-2026)       ||      ପୁଇଁତଲା ମୁଖ୍ୟ ନାଳ ଅବରୋଧ, ଜଳବନ୍ଦୀ ରେ ଗୃହ...   (06-Jul-2026)       ||      ବିଶାଲପାଳି ସ୍କୁଲରେ ବୃକ୍ଷ ରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ   (06-Jul-2026)       ||      ବୁରୋଗlଢ଼ରେ ବାରମ୍ବାର ବନ୍ୟା ଯୋଗୁଁ ଜାତାୟତ ଠପ୍   (06-Jul-2026)       ||      *ଡାବୁଗାଁ ଭୈରବ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ଠାରେ ବୃକ୍ଷ ରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ*   (06-Jul-2026)       ||      ବଲାଙ୍ଗିର ଜିଲ୍ଲାରେ ରେଭୁନ୍ୟୁ ବିଭାଗର ବଦଳିରେ ହେରାଫେରି... ଚର୍ଚ୍ଚାରେ ତ୍ରିପାଠୀ ବାବୁ   (06-Jul-2026)       ||      କଳିଙ୍ଗ ଭାଷା ମୁକ୍ତମଞ୍ଚ ପକ୍ଷରୁ କଫି ବ୍ରେକ୍ କାର୍ଯ୍ୟକ୍ରମ♦️ ଓଡ଼ିଆ କବିତାର ବର୍ଷାରେ ଭିଜିଲେ ଯୁବ ପିଢ଼ି    (05-Jul-2026)       ||      ସମାଜ ଖବକାଗଜ ପକ୍ଷରୁ ବ୍ଲକ ସ୍ତରୀୟ ଚିତ୍ରାଙ୍କନ ଓ କ୍ଵିଜ ପ୍ରତିଯୋଗିତା ଅନୁଷ୍ଠିତ   (05-Jul-2026)       ||      ବର୍ଷାକୁ ଖାତିର କଲେ ନି♦️ ଚିତ୍ରାଙ୍କନ ଓ କୁଇଜ୍‌ ପରୀକ୍ଷା ଦେଲେ ୭୮ଜଣ   (05-Jul-2026)       ||      ଡେଙ୍ଗ ବିଦ୍ୟାଳୟ ରେ ବନମହୋତ୍ସବ ପାଳିତ    (05-Jul-2026)       ||      ଜଗବନ୍ଧୁ ଦାଶ ସ୍ନାତକ ମହିଳା ମହାବିଦ୍ୟାଳୟ କଦଳୀପାଲିରେ ବନମହୋତ୍ସବ ପାଳିତ    (05-Jul-2026)       ||      ଖୁବ ଶୀଘ୍ର ନୂଆ ରୂପରେ ଝଲସି ଉଠିବ ବରପାଲି ସହର   (05-Jul-2026)       ||      ବରପାଲି ଅଶୋକ କ୍ଲବର ଉନ୍ନତିକରଣ କାର୍ଯ୍ୟର ଶୁଭ ଉଦ୍ଘାଟନ   (05-Jul-2026)       ||      ଡାବୁଗାଁ ପ୍ରେସ କ୍ଲବ ସଭାପତିଙ୍କୁ ବିଦାୟକାଳୀନ ସମ୍ବର୍ଦ୍ଧନା ସହ ନୂତନ ସଭାପତିଙ୍କୁ ସ୍ୱାଗତ ସମ୍ବର୍ଦ୍ଧନା ସଭା l   (05-Jul-2026)       ||      ପୁରୀ–କୋରାପୁଟ ନୂତନ ଏକ୍ସପ୍ରେସ ଟ୍ରେନ୍‌ର ଶୁଭାରମ୍ଭ ୬ ତାରିଖରେ   (05-Jul-2026)       ||      ଝରକା ଫାଙ୍କା ଦେଇ ଟାଣି ନେଲା ଯମ, ଦେବାହାଲୀରେ ବଜ୍ରାଘାତରେ ଅକାଳରେ ଝଡିଗଲା ଯୁବ ଜୀବନ    (05-Jul-2026)       ||      କନ୍ଧମାଳରେ ଚିଠା ଭୋଟର ତାଲିକା ପ୍ରକାଶ: ସ୍ୱତନ୍ତ୍ର ସଘନ ସଂଶୋଧନ ନେଇ ସର୍ବଦଳୀୟ ବୈଠକ    (05-Jul-2026)       ||      ରେଳ ପ୍ରକଳ୍ପ ପାଇଁ ଜମି ଅଧିଗ୍ରହଣ କାର୍ଯ୍ୟ ୯୦ ପ୍ରତିଶତ ଶେଷ    (05-Jul-2026)       ||      ଓଟିଇଟି ପରୀକ୍ଷା କେନ୍ଦ୍ର ବୁଲି ଦେଖିଲେ ବିଦ୍ୟାଳୟ ଓ ଗଣଶିକ୍ଷା ଶାସନ ସଚିବ   (05-Jul-2026)       ||     

HOME   ଜିଲ୍ଲା

ଦରମା ବନ୍ଦ ପ୍ରତିବାଦ ରେ ଏମବିକେ,ସିଆରପି, ବ୍ୟାଙ୍କ୍ ମିତ୍ର ଙ୍କ ଆନ୍ଦୋଳନ ପ୍ରସ୍ତୁତି

11-Nov-2024



ସୁବର୍ଣ୍ଣପୁର ମନୋରଞ୍ଜନ ତ୍ରିପାଠୀ )
 ସୋନପୁର ସୁରେଶ୍ଵରୀ କଲ୍ୟାଣ ମଣ୍ଡପରେ ଜିଲ୍ଲା ର ଏମ୍ ବି କେ,ସିଆରପି, ବ୍ୟାଙ୍କ୍ ମିତ୍ର,ପ୍ରାଣି ମିତ୍ର ଓ କୃଷି ମିତ୍ର  ସଂଘ ର ଏକ ବୈଠକରେ ସମସ୍ତେ  ଏକତ୍ରିତ ହୋଇ ସରକାରଙ୍କ ଉପରେ କ୍ଷୋଭ ପ୍ରକାଶ କରି ଗର୍ଜିଥିଲେ। ସରକାର ଙ୍କ ଆଦେଶ ମାନି ସେମାନେ ସକାଳୁ ସଂଧ୍ୟା ପର୍ଯ୍ୟନ୍ତ  କାମ କରୁଥିଲେ ମଧ୍ୟ ସେମାନଙ୍କୁ ଲଗାତାର ଭାବେ ଆଠ ମାସ ଧରି ଦରମା ମିଳିନଥିବାରୁ  ବହୁ ଅକଥନୀୟ ଅସୁବିଧାର ସମ୍ମୁଖିନ ହେଉଛନ୍ତି ଯା ଫଳରେ ସେମାନେ ଆଣିଥିବା ସ୍କୁଟି ଲୋନ୍ ର କିସ୍ତି ମଧ୍ୟ ବୁଝେଇ ପାରୁନାହାନ୍ତି। ସେମାନଙ୍କର ଏ ସବୁ ସମସ୍ୟା ନେଇ ଭୂବନେଶ୍ଵର ରେ  ବିଭିନ୍ନ ଅଧିକାରୀ ଙ୍କୁ ଭେଟିବା ସହ ଉପ ମୁଖ୍ୟମନ୍ତ୍ରୀ ପ୍ରଭାତି ପରିଡା ଙ୍କୁ ମଧ୍ୟ ଲିଖିତ ଅଭିଯୋଗ କରିଥିଲେ । ସେ ମଧ୍ୟ  ସମସ୍ତ କଥାର ସମାଧାନ ପାଇଁ ପ୍ରତିଶ୍ରୁତି ଦେଇଥିଲେ ହେଲେ ଅଦ୍ୟାବଧି ସେମାନଙ୍କ କୈ।ଣସି କଥାପ୍ରତି ସରକାର ଦୃଷ୍ଟି ଦେଇନଥିବା ହେତୁ ଆଗାମୀ ଦିନରେ  ବିଧାନସଭା ଘେରାଉ କରିବା ସହ ରାଜରାସ୍ତା କୁ ଓହ୍ଲାଇ ବିକ୍ଷୋଭ ପ୍ରଦର୍ଶନ କରିବାକୁ ସର୍ବସମ୍ମତି ନିଷ୍ପତ୍ତି ନେଇଥିବା  ଏକ ପ୍ରେସ ବିଜ୍ଞପ୍ତି ମାଧ୍ୟମରେ ଜଣାଇଛନ୍ତି।ପୂର୍ବରୁ ସଂଘ ତରଫରୁ ଜିଲ୍ଲା ର ବୀରମହାରାଜପୁର ଉପଖଣ୍ଡ ର ୧୫ ଟି ପଞ୍ଚାୟତ ରେ ତାଲା ଝୁଲାଇଥିବା ସହ ଜିପିଏଲ୍ଏଫ୍  ଙ୍କ ଦାବିପତ୍ର ପ୍ରଦାନ କରିଥିଲେ ହେଲେବି ତାଙ୍କ କଥାକୁ କେହି କର୍ଣ୍ଣପାତ କରୁନଥିବା ଯୋଗୁଁ ଉପସ୍ଥିତ ସଂଘ କର୍ମକର୍ତ୍ତା ମାନେ ତାଙ୍କ ଅସନ୍ତୋଷ ବ୍ୟକ୍ତ କରିଛନ୍ତି। ଆଜିର ଏହି ବୈଠକ ରେ ସଭାନେତ୍ରୀ ମଲ୍ଲି ସାହୁ,ପୁଷ୍ପା ପଣ୍ଡା,ରେଖା ନାଏକ,ଅଦିତି ଭୋଇ,ବବିତା ରାଣୀ ମହାପାତ୍ର ପ୍ରମୁଖ ଜିଲ୍ଲା ର ୬ଗୋଟି ବ୍ଲକର ଏମବିକେ,ସିଆରପି, ବ୍ୟାଙ୍କ୍ ମିତ୍ର, ପ୍ରାଣି ମିତ୍ର ଓ କୃଷି ମିତ୍ର ର ସଦସ୍ୟାମାନେ ଉପସ୍ଥିତ ଥିଲେ l


News Comment




Photo in News

Advertisment
Lastest News
  ଜିଲ୍ଲା  
ମଦ ଦୋକାନ ସ୍ଥାନାନ୍ତର ଦାବି ରେ ରାସ୍ତାରୋକ   06-Jul-2026
  ଜିଲ୍ଲା  
ପୁରୀରେ ରଥଯାତ୍ରା ପାଇଁ ପାନୀୟ ଜଳ ବ୍ୟବସ୍ଥାର ସମୀକ୍ଷା, ନଗର ଉନ୍ନୟନ ମନ୍ତ୍ରୀ ଡ. କୃଷ୍ଣ ଚନ୍ଦ୍ର ମହାପାତ୍ରଙ୍କ କ୍ଷେତ୍ର ପରିଦର୍ଶନ♦️୪୨ ଏମଏଲଡି ଜଳ ବିଶୋଧନ ପ୍ରକଳ୍ପର ଅଗ୍ରଗତି ସମୀକ୍ଷା   06-Jul-2026
  ଜିଲ୍ଲା  
ପୁଇଁତଲା ମୁଖ୍ୟ ନାଳ ଅବରୋଧ, ଜଳବନ୍ଦୀ ରେ ଗୃହ...   06-Jul-2026
  ଜିଲ୍ଲା  
ବିଶାଲପାଳି ସ୍କୁଲରେ ବୃକ୍ଷ ରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ   06-Jul-2026
  ଜିଲ୍ଲା  
ବୁରୋଗlଢ଼ରେ ବାରମ୍ବାର ବନ୍ୟା ଯୋଗୁଁ ଜାତାୟତ ଠପ୍   06-Jul-2026
  ଜିଲ୍ଲା  
*ଡାବୁଗାଁ ଭୈରବ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ଠାରେ ବୃକ୍ଷ ରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ*   06-Jul-2026
  ଜିଲ୍ଲା  
ବଲାଙ୍ଗିର ଜିଲ୍ଲାରେ ରେଭୁନ୍ୟୁ ବିଭାଗର ବଦଳିରେ ହେରାଫେରି... ଚର୍ଚ୍ଚାରେ ତ୍ରିପାଠୀ ବାବୁ   06-Jul-2026
  ରାଜ୍ୟ  
କଳିଙ୍ଗ ଭାଷା ମୁକ୍ତମଞ୍ଚ ପକ୍ଷରୁ କଫି ବ୍ରେକ୍ କାର୍ଯ୍ୟକ୍ରମ♦️ ଓଡ଼ିଆ କବିତାର ବର୍ଷାରେ ଭିଜିଲେ ଯୁବ ପିଢ଼ି   05-Jul-2026
  ଜିଲ୍ଲା  
ସମାଜ ଖବକାଗଜ ପକ୍ଷରୁ ବ୍ଲକ ସ୍ତରୀୟ ଚିତ୍ରାଙ୍କନ ଓ କ୍ଵିଜ ପ୍ରତିଯୋଗିତା ଅନୁଷ୍ଠିତ   05-Jul-2026
  ରାଜ୍ୟ  
ବର୍ଷାକୁ ଖାତିର କଲେ ନି♦️ ଚିତ୍ରାଙ୍କନ ଓ କୁଇଜ୍‌ ପରୀକ୍ଷା ଦେଲେ ୭୮ଜଣ   05-Jul-2026
  ଜିଲ୍ଲା  
ଡେଙ୍ଗ ବିଦ୍ୟାଳୟ ରେ ବନମହୋତ୍ସବ ପାଳିତ   05-Jul-2026
  ଖେଳ  
ଜଗବନ୍ଧୁ ଦାଶ ସ୍ନାତକ ମହିଳା ମହାବିଦ୍ୟାଳୟ କଦଳୀପାଲିରେ ବନମହୋତ୍ସବ ପାଳିତ   05-Jul-2026

You Might Also Like