-+91-9937148622 |

prerana_bgr@rediffmail.com |

  Friday 25th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଫରେଷ୍ଟରଙ୍କ ଆତ୍ମହତ୍ୟାର ଅନ୍ତରାଳେ♦️ ବଲାଙ୍ଗୀର ବନବିଭାଗରେ କୋଟି କୋଟି ହଡପ    (24-Sep-2026)       ||      କୁଟ୍ରୁମାଳି–ସିଜିମାଳି ଅଞ୍ଚଳର ଆଦିବାସୀ ଙ୍କୁ ସୁରକ୍ଷା ଦିଅ ନଚେତ ଦୁର୍ବାର ଆନ୍ଦୋଳନ ହେବ    (24-Sep-2026)       ||      ସରକାରୀ ମହିଳା ମହାବିଦ୍ୟାଳୟରେ ଏନ୍. ଏସ୍. ଏସ୍ ଦିବସ ପାଳିତ   (24-Sep-2026)       ||      ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ ଏନ.ଏସ.ଏସ ଦିବସ ପାଳିତ   (24-Sep-2026)       ||      ବର୍ଷା ଯୋଗୁଁ ଘର ଉପରେ ପଡିଲା ବିରାଟ ତେନ୍ତୁଳି ଗଛ, ଅଳ୍ପକେ ବର୍ତ୍ତିଲେ ଚୈତନ ମାଝୀଙ୍କ ପରିବାର   (24-Sep-2026)       ||      * *ସାହାଣୀ କପ୍ ଫୁଟବଲ୍ ଦ୍ୱିତୀୟ ଦିଵସ ପ୍ରଥମ ମ୍ୟାଚ୍ ବରଗଡ଼ ଦଳ ୪-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ୧-୧ ଗୋଲ ସ୍କୋର ହୋଇ ଉଭୟ ଦଳ ଦଳ କୁ ୧-୧- ପଏଣ୍ଟ ମିଳିଛି* -   (24-Sep-2026)       ||      ଆଚାର ଜାର୍‌ରେ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ ବଲାଙ୍ଗୀର ସହର ପୋଲିସର ଚଢ଼ାଉ, ୩୭ କେଜି ୬୫୦ ଗ୍ରାମ ଗଞ୍ଜେଇ ଜବତ; ୨ ଗିରଫ    (24-Sep-2026)       ||      ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ    (24-Sep-2026)       ||      ଗଭୀର ଅବପାତ ଉପକୂଳ ଅତିକ୍ରମ କରିଛି ; ସମନ୍ୱିତ ପ୍ରୟାସ ଓ ପ୍ରସ୍ତୁତିମୂଳକ ପଦକ୍ଷେପ ସହ ରାଜ୍ୟରେ ପରିସ୍ଥିତି ଉପରେ ନିରନ୍ତର ନଜର   (24-Sep-2026)       ||      ପୁଣି ପିସି ପ୍ରସଙ୍ଗ : ଥାନାରେ ମାମଲା ଯୋଗାଣବିଭାଗରେ ପିସି କୁ ନେଇ ପାଟିତୁଣ୍ଡ !   (24-Sep-2026)       ||      ଜୀବନ ସହ ସଂଘର୍ଷ କରୁଛନ୍ତି କିଡନୀ ରୋଗରେ ପୀଡିତ ସ୍ୱତାମ୍ବର ♦️ଉତ୍ତମ ଚିକିତ୍ସା ପାଇଁ ଅର୍ଥ ସାଜିଛି ବାଧକ   (24-Sep-2026)       ||      କୋଶଳ ସୁନ୍ଦରୀ ଆୱାର୍ଡ ୨୦୨୬ ସିଜନ-୦୬ ର ଫାଇନାଲ୍ ରାଉଣ୍ଡ ପ୍ରତିଯୋଗୀ ଚୟନ ପ୍ରକ୍ରିୟା ସମାପନ । ବରଗଡ ର ଶ୍ରାବ୍ୟା ସାନଭି ପଧାନ ବେଷ୍ଟଅଫ୍ ପିକ୍ ଘୋଷିତ   (24-Sep-2026)       ||      *ଘର ଭିତରେ ପଶିଲା ଜଙ୍ଗଲୀ ଭାଲୁ, -ଘଉଡ଼ାଇଲେ ବନ କର୍ମଚାରୀ*   (24-Sep-2026)       ||      *ସୁବର୍ଣ୍ଣପୁର ଜିଲ୍ଲା ରେ ଉଦ୍ଘାଟନ ହେଲା ରାଜ୍ୟ ସ୍ତରୀୟ ସାହାଣୀ କପ୍ ଫୁଟବଲ୍*- *ପ୍ରଥମ ମ୍ୟାଚ୍ ରେ ୨-୦ ଗୋଲରେ ଖୋର୍ଦ୍ଧା ଓ ଦ୍ୱିତୀୟ ମ୍ୟାଚ ରେ ୧-୦ ଗୋଲ ରେ ଗଞ୍ଜାମ ଦଳ ଵିଜୟୀ *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   (24-Sep-2026)       ||      *ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ନବରଙ୍ଗପୁରରେ ମଧ୍ୟ ପଦୋନ୍ନତି ପ୍ରକ୍ରିୟା ନେଇ ଶିକ୍ଷକଙ୍କ ଆଶା ବଢ଼ିଲା*   (24-Sep-2026)       ||      ବଲାଙ୍ଗୀର : ୨,୦୦୦ ଟଙ୍କାରୁ ଅଧିକ ୟୁପିଆଇ ଲେଣ ଦେଣ ୦.୪% ଏମ ଡି ଆର ପ୍ରତ୍ୟାହାର ଦାବିରେ ସ୍ମାରକ ପତ୍ର ପ୍ରଦାନ    (24-Sep-2026)       ||      ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   (23-Sep-2026)       ||      ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   (23-Sep-2026)       ||      ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   (23-Sep-2026)       ||      ଜିଲ୍ଲା ବ୍ରାହ୍ମଣ ମହାସଭା   (23-Sep-2026)       ||     

HOME   ଜିଲ୍ଲା

୪୦ତମ ବାର୍ଷିକ କ୍ରୀଡ଼ା ସମାରୋହ ଉଦଯାପିତ

11-Nov-2024



ପଦ୍ମପୁର:( ପ୍ରେରଣା ଖବର )
ସରସ୍ଵତୀ ଶିଶୁ ବିଦ୍ୟା ମନ୍ଦିର, ପଦ୍ମପୁରର ୪୦ତମ ବାର୍ଷିକ କ୍ରୀଡ଼ା ସମାରୋହ ଆଜି ଉଦଯାପିତ ହୋଇଯାଇଛି। ଆଜି ପ୍ରାତଃ ପର୍ଯ୍ୟାୟରେ ଶ୍ରୀଯୁକ୍ତ  ରମେଶ ଗୁର୍ଲା ଓ ଶ୍ରୀଯୁକ୍ତ ସୁରେନ୍ଦ୍ର ସାହୁ ଯୋଗଦେଇ ଦୀପ ପ୍ରଜ୍ୱଳନ ପୂର୍ବକ ଆଜିର କ୍ରୀଡ଼ାକୁ ଆରମ୍ଭ କରିଥିଲେ ଉଦ୍‌ଯାପନୀ ଉତ୍ସବରେ ପାଇକମାଳ ବ୍ଲକ ଶିକ୍ଷା ଅଧିକାରୀ ଶ୍ରୀଯୁକ୍ତ ଚୂଡ଼ାମଣି ବାରିକ  ମୁଖ୍ୟ ଅତିଥି ଭାବରେ ଯୋଗଦେଇ ଦୀପ ପ୍ରଜ୍ଜ୍ବଳନ ପୂର୍ବକ କୃତି ପ୍ରତିଯୋଗୀମାନଙ୍କୁ ପୁରସ୍କାର ବିତରଣ କରି ଶିଶୁମାନେ ନିଜକୁ ଖେଳାଳୀ ମନୋଭାବ ରଖି ବିଶ୍ବ ସ୍ତରରେ ନାମ ରଖିବାର ପ୍ରୟାସ ଜାରି ରଖିବା ପାଇଁ ମାର୍ଗଦର୍ଶନ କରିଥିଲେ l ଶେଷରେ ଧ୍ଵଜା ଅବରୋହଣ କରି କାର୍ଯ୍ୟକ୍ରମକୁ ସମାପନ ଘୋଷଣା କରିଥିଲେ। ସଭାପତି ଶ୍ରୀଯୁକ୍ତ ପୃଥ୍ବୀରାଜ ସାହୁ,ଉପ ସଭାପତି ଶ୍ରୀଯୁକ୍ତ ଗୋପାଳ କୃଷ୍ଣ ମିଶ୍ର,ସଂକୁଳ ପ୍ରମୁଖ ଶ୍ରୀଯୁକ୍ତ ଦ୍ୱାଦଶ କୁମାର ପଧାନ, ବରଗଡ଼ ଜିଲ୍ଲା ସଂଘ ଚାଳକ ଶ୍ରୀଯୁକ୍ତ ରୋହିତ କୁମାର ମେହେର, ସମାଜସେବୀ ନିରୋଜ ଦୋରା ପ୍ରମୁଖ ମଞ୍ଚାସୀନ ଥିଲେ । ପ୍ରଧାନ ଆଚାର୍ଯ୍ୟ ଶ୍ରୀଯୁକ୍ତ ଚୈତନ୍ୟ ଭୋଇ ସ୍ୱାଗତ ଭାଷଣ ଓ ଅତିଥି ପରିଚୟ ପ୍ରଦାନ କରିଥିଲେ । କୋଷାଧ୍ୟକ୍ଷ ଶ୍ରୀଯୁକ୍ତ ଘନଶ୍ୟାମ ପୁଞ୍ଜି ଧନ୍ୟବାଦ ଅର୍ପଣ କରିଥିଲେ । ଶିଶୁମାନଙ୍କ  ଦ୍ୱାରା ସାଂସ୍କୃତିକ କାର୍ଯ୍ୟକ୍ରମ ପରିବେଷଣ କରଯାଇଥିଲା l ଉକ୍ତ କ୍ରୀଡ଼ା ସମାରୋହରେ ୮୪ ଟି ପ୍ରତିଯୋଗିତାରେ ୨୫୨ ଜଣ ପୁରସ୍କୃତ ହୋଇଥିବା ବେଳେ ଅଭିଭାବକ ଅଭିଭାବିକାମାନେ ଓ ଶ୍ରେଷ୍ଠ ଖେଳାଳୀ ଭାବରେ ଖୋଳାଣା ମଞ୍ଜରୀ ସାହା ପୁରସ୍କୃତ ହୋଇଥିଲେ l ସମସ୍ତ ଗୁରୁଜୀ ଗୁରୁମାମାନଙ୍କ ସହଯୋଗରେ କାର୍ଯ୍ୟକ୍ରମଟି ସଫଳ ହୋଇଥିଲା ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଫରେଷ୍ଟରଙ୍କ ଆତ୍ମହତ୍ୟାର ଅନ୍ତରାଳେ♦️ ବଲାଙ୍ଗୀର ବନବିଭାଗରେ କୋଟି କୋଟି ହଡପ   24-Sep-2026
  ରାଜ୍ୟ  
କୁଟ୍ରୁମାଳି–ସିଜିମାଳି ଅଞ୍ଚଳର ଆଦିବାସୀ ଙ୍କୁ ସୁରକ୍ଷା ଦିଅ ନଚେତ ଦୁର୍ବାର ଆନ୍ଦୋଳନ ହେବ   24-Sep-2026
  ଜିଲ୍ଲା  
ସରକାରୀ ମହିଳା ମହାବିଦ୍ୟାଳୟରେ ଏନ୍. ଏସ୍. ଏସ୍ ଦିବସ ପାଳିତ   24-Sep-2026
  ଜିଲ୍ଲା  
ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ ଏନ.ଏସ.ଏସ ଦିବସ ପାଳିତ   24-Sep-2026
  ଜିଲ୍ଲା  
ବର୍ଷା ଯୋଗୁଁ ଘର ଉପରେ ପଡିଲା ବିରାଟ ତେନ୍ତୁଳି ଗଛ, ଅଳ୍ପକେ ବର୍ତ୍ତିଲେ ଚୈତନ ମାଝୀଙ୍କ ପରିବାର   24-Sep-2026
  ଜିଲ୍ଲା  
* *ସାହାଣୀ କପ୍ ଫୁଟବଲ୍ ଦ୍ୱିତୀୟ ଦିଵସ ପ୍ରଥମ ମ୍ୟାଚ୍ ବରଗଡ଼ ଦଳ ୪-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ୧-୧ ଗୋଲ ସ୍କୋର ହୋଇ ଉଭୟ ଦଳ ଦଳ କୁ ୧-୧- ପଏଣ୍ଟ ମିଳିଛି* -   24-Sep-2026
  ଜିଲ୍ଲା  
ଆଚାର ଜାର୍‌ରେ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ ବଲାଙ୍ଗୀର ସହର ପୋଲିସର ଚଢ଼ାଉ, ୩୭ କେଜି ୬୫୦ ଗ୍ରାମ ଗଞ୍ଜେଇ ଜବତ; ୨ ଗିରଫ   24-Sep-2026
  ଜିଲ୍ଲା  
ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ   24-Sep-2026
  ଜିଲ୍ଲା  
ଗଭୀର ଅବପାତ ଉପକୂଳ ଅତିକ୍ରମ କରିଛି ; ସମନ୍ୱିତ ପ୍ରୟାସ ଓ ପ୍ରସ୍ତୁତିମୂଳକ ପଦକ୍ଷେପ ସହ ରାଜ୍ୟରେ ପରିସ୍ଥିତି ଉପରେ ନିରନ୍ତର ନଜର   24-Sep-2026
  ଜିଲ୍ଲା  
ପୁଣି ପିସି ପ୍ରସଙ୍ଗ : ଥାନାରେ ମାମଲା ଯୋଗାଣବିଭାଗରେ ପିସି କୁ ନେଇ ପାଟିତୁଣ୍ଡ !   24-Sep-2026
  ଜିଲ୍ଲା  
ଜୀବନ ସହ ସଂଘର୍ଷ କରୁଛନ୍ତି କିଡନୀ ରୋଗରେ ପୀଡିତ ସ୍ୱତାମ୍ବର ♦️ଉତ୍ତମ ଚିକିତ୍ସା ପାଇଁ ଅର୍ଥ ସାଜିଛି ବାଧକ   24-Sep-2026
  ଜିଲ୍ଲା  
କୋଶଳ ସୁନ୍ଦରୀ ଆୱାର୍ଡ ୨୦୨୬ ସିଜନ-୦୬ ର ଫାଇନାଲ୍ ରାଉଣ୍ଡ ପ୍ରତିଯୋଗୀ ଚୟନ ପ୍ରକ୍ରିୟା ସମାପନ । ବରଗଡ ର ଶ୍ରାବ୍ୟା ସାନଭି ପଧାନ ବେଷ୍ଟଅଫ୍ ପିକ୍ ଘୋଷିତ   24-Sep-2026

You Might Also Like