-+91-9937148622 |

prerana_bgr@rediffmail.com |

  Friday 25th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଫରେଷ୍ଟରଙ୍କ ଆତ୍ମହତ୍ୟାର ଅନ୍ତରାଳେ♦️ ବଲାଙ୍ଗୀର ବନବିଭାଗରେ କୋଟି କୋଟି ହଡପ    (24-Sep-2026)       ||      କୁଟ୍ରୁମାଳି–ସିଜିମାଳି ଅଞ୍ଚଳର ଆଦିବାସୀ ଙ୍କୁ ସୁରକ୍ଷା ଦିଅ ନଚେତ ଦୁର୍ବାର ଆନ୍ଦୋଳନ ହେବ    (24-Sep-2026)       ||      ସରକାରୀ ମହିଳା ମହାବିଦ୍ୟାଳୟରେ ଏନ୍. ଏସ୍. ଏସ୍ ଦିବସ ପାଳିତ   (24-Sep-2026)       ||      ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ ଏନ.ଏସ.ଏସ ଦିବସ ପାଳିତ   (24-Sep-2026)       ||      ବର୍ଷା ଯୋଗୁଁ ଘର ଉପରେ ପଡିଲା ବିରାଟ ତେନ୍ତୁଳି ଗଛ, ଅଳ୍ପକେ ବର୍ତ୍ତିଲେ ଚୈତନ ମାଝୀଙ୍କ ପରିବାର   (24-Sep-2026)       ||      * *ସାହାଣୀ କପ୍ ଫୁଟବଲ୍ ଦ୍ୱିତୀୟ ଦିଵସ ପ୍ରଥମ ମ୍ୟାଚ୍ ବରଗଡ଼ ଦଳ ୪-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ୧-୧ ଗୋଲ ସ୍କୋର ହୋଇ ଉଭୟ ଦଳ ଦଳ କୁ ୧-୧- ପଏଣ୍ଟ ମିଳିଛି* -   (24-Sep-2026)       ||      ଆଚାର ଜାର୍‌ରେ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ ବଲାଙ୍ଗୀର ସହର ପୋଲିସର ଚଢ଼ାଉ, ୩୭ କେଜି ୬୫୦ ଗ୍ରାମ ଗଞ୍ଜେଇ ଜବତ; ୨ ଗିରଫ    (24-Sep-2026)       ||      ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ    (24-Sep-2026)       ||      ଗଭୀର ଅବପାତ ଉପକୂଳ ଅତିକ୍ରମ କରିଛି ; ସମନ୍ୱିତ ପ୍ରୟାସ ଓ ପ୍ରସ୍ତୁତିମୂଳକ ପଦକ୍ଷେପ ସହ ରାଜ୍ୟରେ ପରିସ୍ଥିତି ଉପରେ ନିରନ୍ତର ନଜର   (24-Sep-2026)       ||      ପୁଣି ପିସି ପ୍ରସଙ୍ଗ : ଥାନାରେ ମାମଲା ଯୋଗାଣବିଭାଗରେ ପିସି କୁ ନେଇ ପାଟିତୁଣ୍ଡ !   (24-Sep-2026)       ||      ଜୀବନ ସହ ସଂଘର୍ଷ କରୁଛନ୍ତି କିଡନୀ ରୋଗରେ ପୀଡିତ ସ୍ୱତାମ୍ବର ♦️ଉତ୍ତମ ଚିକିତ୍ସା ପାଇଁ ଅର୍ଥ ସାଜିଛି ବାଧକ   (24-Sep-2026)       ||      କୋଶଳ ସୁନ୍ଦରୀ ଆୱାର୍ଡ ୨୦୨୬ ସିଜନ-୦୬ ର ଫାଇନାଲ୍ ରାଉଣ୍ଡ ପ୍ରତିଯୋଗୀ ଚୟନ ପ୍ରକ୍ରିୟା ସମାପନ । ବରଗଡ ର ଶ୍ରାବ୍ୟା ସାନଭି ପଧାନ ବେଷ୍ଟଅଫ୍ ପିକ୍ ଘୋଷିତ   (24-Sep-2026)       ||      *ଘର ଭିତରେ ପଶିଲା ଜଙ୍ଗଲୀ ଭାଲୁ, -ଘଉଡ଼ାଇଲେ ବନ କର୍ମଚାରୀ*   (24-Sep-2026)       ||      *ସୁବର୍ଣ୍ଣପୁର ଜିଲ୍ଲା ରେ ଉଦ୍ଘାଟନ ହେଲା ରାଜ୍ୟ ସ୍ତରୀୟ ସାହାଣୀ କପ୍ ଫୁଟବଲ୍*- *ପ୍ରଥମ ମ୍ୟାଚ୍ ରେ ୨-୦ ଗୋଲରେ ଖୋର୍ଦ୍ଧା ଓ ଦ୍ୱିତୀୟ ମ୍ୟାଚ ରେ ୧-୦ ଗୋଲ ରେ ଗଞ୍ଜାମ ଦଳ ଵିଜୟୀ *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   (24-Sep-2026)       ||      *ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ନବରଙ୍ଗପୁରରେ ମଧ୍ୟ ପଦୋନ୍ନତି ପ୍ରକ୍ରିୟା ନେଇ ଶିକ୍ଷକଙ୍କ ଆଶା ବଢ଼ିଲା*   (24-Sep-2026)       ||      ବଲାଙ୍ଗୀର : ୨,୦୦୦ ଟଙ୍କାରୁ ଅଧିକ ୟୁପିଆଇ ଲେଣ ଦେଣ ୦.୪% ଏମ ଡି ଆର ପ୍ରତ୍ୟାହାର ଦାବିରେ ସ୍ମାରକ ପତ୍ର ପ୍ରଦାନ    (24-Sep-2026)       ||      ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   (23-Sep-2026)       ||      ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   (23-Sep-2026)       ||      ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   (23-Sep-2026)       ||      ଜିଲ୍ଲା ବ୍ରାହ୍ମଣ ମହାସଭା   (23-Sep-2026)       ||     

HOME   ଜିଲ୍ଲା

ବଲାଙ୍ଗିର ଜିଲ୍ଲା ଆଇନ ସେବା ପ୍ରାଧିକରଣ ତରଫରୁ ଆଇନ ସଚେତନତା ଶିବିର

11-Nov-2024



ବଲାଙ୍ଗିର(ଦେବାଶିଷ ବହିଦାର): ବଲାଙ୍ଗିର ଜିଲ୍ଲା ଆଇନ ସେବା ପ୍ରାଧିକରଣ ତରଫରୁ ଆଇନ ସଚେତନତା ଶିବିର
ରାଜ୍ୟ ଆଇନ ସେବା ପ୍ରାଧିକରଣଙ୍କ ନିର୍ଦେଶ ଅନୁସାରେ ଏବଂ ଜିଲ। ଆଇନ ସେବା ପ୍ରାଧିକରଣଙ୍କ ଅଧକ୍ଷ ଡକ୍ଟର ପବିତ୍ର ମୋହନ ସାମଲଙ୍କ ତତ୍ୱାବଧାନରେ ଅନୁଷ୍ଠିତ ହୋଇଯାଇଛି l ସ୍ଥାନୀୟ ପଥରଚେପl ଓଡିଶା ଆଦର୍ଶ ବିଦ୍ୟାଳୟ ଠାରେ ଅନୁଷ୍ଠିତ ଏହି ଆଇନ ସଚେତନତା ଶିବିରରେ  ବଲାଙ୍ଗିର ଜିଲ୍ଲା ଅତିରିକ୍ତ  ନ୍ୟାୟାଧିଶ(ପୋକସୋ) ଗୋପବନ୍ଧୁ ଗଡନାୟକ ଯୋଗଦାନ ଦେଇ ପୋକସୋ ଆଇନ ସମ୍ବନ୍ଧରେ ବିଦ୍ୟାଳୟର ଛାତ୍ରଛାତ୍ରୀ ମାନଙ୍କୁ ଅବଗତ କରାଇଥିଲେ। ବଲାଙ୍ଗିର ଜିଲ୍ଲା ଆଇନ ସେବା ପ୍ରାଧିକରଣ ସଚିବ ପବିତ୍ରାନନ୍ଦ ପ୍ରଧାନ କିଶୋର  ନିଜ ବକ୍ତବ୍ୟରେ ଅଧିନିୟମ ଓ ନାଗରିକଙ୍କର ମୌଳିକ ଅଧିକାର  ସହିତ ଛାତ୍ରଛାତ୍ରୀ ମାନଙ୍କର ରାଷ୍ଟ୍ରପ୍ରଗତିରେ ଥିବା ଭୂମିକା ଏବଂ ପ୍ରାଧିକରଣ ଦ୍ବାରା ଦିଆ ଯାଉଥିବା ମାଗଣା ଆଇନ ସେବା ସଂପର୍କରେ ବିସ୍ତୃତ ଭାବରେ ଆଲୋକପାତ କରିଥିଲେ। ଶ୍ରୀମତୀ ସସ୍ମିତା ବାରିକ୍ ଉପ ଆରକ୍ଷୀ ଅଧିକ୍ଷିକ, ବଲାଙ୍ଗିର ଉକ୍ତ ଆଇନ ଉପରେ ପୁଲିସ୍ ବିଭାଗର ଦାୟିତ୍ବ ଏବଂ କର୍ତବ୍ୟ ଓ ବିପଦ ଆସିବା ଆଗରୁ କିପରି ସତର୍କତା ଅବଲମ୍ବନ କରିବା ତାହା ସମ୍ବନ୍ଧରେ ଆଲୋକପାତ କରିଥିଲେ । ଏହି ଶିବିରରେ ସିଡବ୍ଲ୍ୟୁସି ର ସଭ୍ୟ ଏସ୍ ଲତାଶ୍ରୀ ସିଡବ୍ଲ୍ୟୁସି ର ଦାୟିତ୍ବ ଉପରେ ସୂଚନା ପ୍ରଦାନ କରିଥିଲେ । ଶିବିରକୁ ବିଦ୍ୟାଳୟର ଅଧ୍ୟକ୍ଷ କ୍ଷମାନିଧି ଝାଙ୍କର ପରିଚାଳନା କରିଥିଲେ l ବିଦ୍ୟାଳୟର ଶିକ୍ଷକ, ଶିକ୍ଷୟିତ୍ରୀ ଏବଂ ଛାତ୍ରଛାତ୍ରୀ ମାନେ ଉପସ୍ଥିତ ଥିଲେ । ପରିଶେଷରେ ରାଷ୍ଟ୍ରୀୟ ଆଇନ ସେବା ପ୍ରାଧିକରଣଙ୍କ ଥିମ୍ ଗୀତ ପରିବେଷଣ କରାଯାଇ ନିଶୁଳ୍କ ଆଇନ ସେବା ସଂଖ୍ୟା ୧୫୧୦୦ ର ପ୍ରଚାର ପ୍ରସାର କରାଯାଇଥିଲା ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଫରେଷ୍ଟରଙ୍କ ଆତ୍ମହତ୍ୟାର ଅନ୍ତରାଳେ♦️ ବଲାଙ୍ଗୀର ବନବିଭାଗରେ କୋଟି କୋଟି ହଡପ   24-Sep-2026
  ରାଜ୍ୟ  
କୁଟ୍ରୁମାଳି–ସିଜିମାଳି ଅଞ୍ଚଳର ଆଦିବାସୀ ଙ୍କୁ ସୁରକ୍ଷା ଦିଅ ନଚେତ ଦୁର୍ବାର ଆନ୍ଦୋଳନ ହେବ   24-Sep-2026
  ଜିଲ୍ଲା  
ସରକାରୀ ମହିଳା ମହାବିଦ୍ୟାଳୟରେ ଏନ୍. ଏସ୍. ଏସ୍ ଦିବସ ପାଳିତ   24-Sep-2026
  ଜିଲ୍ଲା  
ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ ଏନ.ଏସ.ଏସ ଦିବସ ପାଳିତ   24-Sep-2026
  ଜିଲ୍ଲା  
ବର୍ଷା ଯୋଗୁଁ ଘର ଉପରେ ପଡିଲା ବିରାଟ ତେନ୍ତୁଳି ଗଛ, ଅଳ୍ପକେ ବର୍ତ୍ତିଲେ ଚୈତନ ମାଝୀଙ୍କ ପରିବାର   24-Sep-2026
  ଜିଲ୍ଲା  
* *ସାହାଣୀ କପ୍ ଫୁଟବଲ୍ ଦ୍ୱିତୀୟ ଦିଵସ ପ୍ରଥମ ମ୍ୟାଚ୍ ବରଗଡ଼ ଦଳ ୪-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ୧-୧ ଗୋଲ ସ୍କୋର ହୋଇ ଉଭୟ ଦଳ ଦଳ କୁ ୧-୧- ପଏଣ୍ଟ ମିଳିଛି* -   24-Sep-2026
  ଜିଲ୍ଲା  
ଆଚାର ଜାର୍‌ରେ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ ବଲାଙ୍ଗୀର ସହର ପୋଲିସର ଚଢ଼ାଉ, ୩୭ କେଜି ୬୫୦ ଗ୍ରାମ ଗଞ୍ଜେଇ ଜବତ; ୨ ଗିରଫ   24-Sep-2026
  ଜିଲ୍ଲା  
ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ   24-Sep-2026
  ଜିଲ୍ଲା  
ଗଭୀର ଅବପାତ ଉପକୂଳ ଅତିକ୍ରମ କରିଛି ; ସମନ୍ୱିତ ପ୍ରୟାସ ଓ ପ୍ରସ୍ତୁତିମୂଳକ ପଦକ୍ଷେପ ସହ ରାଜ୍ୟରେ ପରିସ୍ଥିତି ଉପରେ ନିରନ୍ତର ନଜର   24-Sep-2026
  ଜିଲ୍ଲା  
ପୁଣି ପିସି ପ୍ରସଙ୍ଗ : ଥାନାରେ ମାମଲା ଯୋଗାଣବିଭାଗରେ ପିସି କୁ ନେଇ ପାଟିତୁଣ୍ଡ !   24-Sep-2026
  ଜିଲ୍ଲା  
ଜୀବନ ସହ ସଂଘର୍ଷ କରୁଛନ୍ତି କିଡନୀ ରୋଗରେ ପୀଡିତ ସ୍ୱତାମ୍ବର ♦️ଉତ୍ତମ ଚିକିତ୍ସା ପାଇଁ ଅର୍ଥ ସାଜିଛି ବାଧକ   24-Sep-2026
  ଜିଲ୍ଲା  
କୋଶଳ ସୁନ୍ଦରୀ ଆୱାର୍ଡ ୨୦୨୬ ସିଜନ-୦୬ ର ଫାଇନାଲ୍ ରାଉଣ୍ଡ ପ୍ରତିଯୋଗୀ ଚୟନ ପ୍ରକ୍ରିୟା ସମାପନ । ବରଗଡ ର ଶ୍ରାବ୍ୟା ସାନଭି ପଧାନ ବେଷ୍ଟଅଫ୍ ପିକ୍ ଘୋଷିତ   24-Sep-2026

You Might Also Like