-+91-9937148622 |

prerana_bgr@rediffmail.com |

  Wednesday 8th July 2026 |

| | | |

R.N.I. Regd No. ODIODI/2010/46693

Breaking News

ବନ ମହୋତ୍ସବ ପାଳନ ଅବସରରେ ବୃକ୍ଷ ରୋପଣ କାର୍ଯ୍ଯକ୍ରମ   (07-Jul-2026)       ||      ବର୍ଷାରେ ଭାଙ୍ଗିଲା ନିମ୍ନମାନର ନଦୀଆଡିବନ୍ଧ   (07-Jul-2026)       ||      ଟାଉନ ବାଳିକା ଓ ବାଳକ ବିଦ୍ୟାଳୟ ରେ ସମସ୍ୟା ଶୁଣିଲେ ନରସିଂହ♦️ ପରୀକ୍ଷା ଫଳ ଓ ଉପସ୍ଥାନ ସନ୍ତୋଷଜନକ   (07-Jul-2026)       ||      ଏସ୍‌.ଆଇ.ଆର୍ ର ସୁପରିଚାଳନା ପାଇଁ ଉପଜିଲ୍ଲାପାଳଙ୍କୁ ସାକ୍ଷାତ କଲା ବଲାଙ୍ଗୀର ସିଭିଲ ସୋସାଇଟି   (07-Jul-2026)       ||      ଏସ୍‌.ଆଇ.ଆର୍ ର ସୁପରିଚାଳନା ପାଇଁ ଉପଜିଲ୍ଲାପାଳଙ୍କୁ ସାକ୍ଷାତ କଲା ବଲାଙ୍ଗୀର ସିଭିଲ ସୋସାଇଟି   (07-Jul-2026)       ||      *ଅଙ୍ଗନୱାଡି ଘରର ଅବସ୍ଥା ଦେଖି ପିଲାଙ୍କୁ ନେଇଗଲେ ଅଭିଭାବକ , ମରାମତି ନ ହେବା ଯାଏଁ ପିଲାଙ୍କୁ ଅଙ୍ଗନୱାଡି ନ ଛାଡ଼ିବା ପାଇଁ ନିଷ୍ପତି*   (07-Jul-2026)       ||      ବରପାଲିରେ ‘ପ୍ଲାଣ୍ଟ ପାରାଡାଇଜ’ ନର୍ସରୀର ଶୁଭ ଉଦଘାଟନ   (07-Jul-2026)       ||      ମଦ ଦୋକାନ ସ୍ଥାନାନ୍ତର ଦାବି ରେ ରାସ୍ତାରୋକ   (06-Jul-2026)       ||      ପୁରୀରେ ରଥଯାତ୍ରା ପାଇଁ ପାନୀୟ ଜଳ ବ୍ୟବସ୍ଥାର ସମୀକ୍ଷା, ନଗର ଉନ୍ନୟନ ମନ୍ତ୍ରୀ ଡ. କୃଷ୍ଣ ଚନ୍ଦ୍ର ମହାପାତ୍ରଙ୍କ କ୍ଷେତ୍ର ପରିଦର୍ଶନ♦️୪୨ ଏମଏଲଡି ଜଳ ବିଶୋଧନ ପ୍ରକଳ୍ପର ଅଗ୍ରଗତି ସମୀକ୍ଷା   (06-Jul-2026)       ||      ପୁଇଁତଲା ମୁଖ୍ୟ ନାଳ ଅବରୋଧ, ଜଳବନ୍ଦୀ ରେ ଗୃହ...   (06-Jul-2026)       ||      ବିଶାଲପାଳି ସ୍କୁଲରେ ବୃକ୍ଷ ରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ   (06-Jul-2026)       ||      ବୁରୋଗlଢ଼ରେ ବାରମ୍ବାର ବନ୍ୟା ଯୋଗୁଁ ଜାତାୟତ ଠପ୍   (06-Jul-2026)       ||      *ଡାବୁଗାଁ ଭୈରବ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ଠାରେ ବୃକ୍ଷ ରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ*   (06-Jul-2026)       ||      ବଲାଙ୍ଗିର ଜିଲ୍ଲାରେ ରେଭୁନ୍ୟୁ ବିଭାଗର ବଦଳିରେ ହେରାଫେରି... ଚର୍ଚ୍ଚାରେ ତ୍ରିପାଠୀ ବାବୁ   (06-Jul-2026)       ||      କଳିଙ୍ଗ ଭାଷା ମୁକ୍ତମଞ୍ଚ ପକ୍ଷରୁ କଫି ବ୍ରେକ୍ କାର୍ଯ୍ୟକ୍ରମ♦️ ଓଡ଼ିଆ କବିତାର ବର୍ଷାରେ ଭିଜିଲେ ଯୁବ ପିଢ଼ି    (05-Jul-2026)       ||      ସମାଜ ଖବକାଗଜ ପକ୍ଷରୁ ବ୍ଲକ ସ୍ତରୀୟ ଚିତ୍ରାଙ୍କନ ଓ କ୍ଵିଜ ପ୍ରତିଯୋଗିତା ଅନୁଷ୍ଠିତ   (05-Jul-2026)       ||      ବର୍ଷାକୁ ଖାତିର କଲେ ନି♦️ ଚିତ୍ରାଙ୍କନ ଓ କୁଇଜ୍‌ ପରୀକ୍ଷା ଦେଲେ ୭୮ଜଣ   (05-Jul-2026)       ||      ଡେଙ୍ଗ ବିଦ୍ୟାଳୟ ରେ ବନମହୋତ୍ସବ ପାଳିତ    (05-Jul-2026)       ||      ଜଗବନ୍ଧୁ ଦାଶ ସ୍ନାତକ ମହିଳା ମହାବିଦ୍ୟାଳୟ କଦଳୀପାଲିରେ ବନମହୋତ୍ସବ ପାଳିତ    (05-Jul-2026)       ||      ଖୁବ ଶୀଘ୍ର ନୂଆ ରୂପରେ ଝଲସି ଉଠିବ ବରପାଲି ସହର   (05-Jul-2026)       ||     

HOME   ଜିଲ୍ଲା

କୋକସରା ଓଡିଶା ଆଦର୍ଶ ବିଦ୍ୟାଳୟ ରେ ବିଜ୍ଞାନ ପ୍ରଦର୍ଶନୀ ମେଳା, ୯୬ ପ୍ରକଳ୍ପ ପ୍ରଦର୍ଶନ।

11-Nov-2024



କୋକସରା (ତ୍ରିନାଥ ବେଶ୍ରା )
କୋକସରା ବ୍ଲକ ବଙ୍ଗୋମୁଣ୍ଡା ଓଡିଶା ଆଦର୍ଶ ବିଦ୍ୟାଳୟ ଠାରେ ସୋମବାର ବିଜ୍ଞାନ ପ୍ରଦର୍ଶନୀ ମେଳା ଅନୁଷ୍ଠିତ ହୋଇଯାଇଛି। ଓଏଭି ର ଭାରପ୍ରାପ୍ତ ଅଧ୍ୟକ୍ଷା ନିଝୁମ ରାଣୀ ପଣ୍ଡିତ ଙ୍କ ସଭାପତିତ୍ୱ ରେ ବିଜ୍ଞାନ ପ୍ରଦର୍ଶନ ମେଳା ରେ ମୁଖ୍ୟ ଅତିଥି ଭାବେ ପର୍ଲା ଆଦର୍ଶ ବିଦ୍ୟାଳୟ ର ଅଧ୍ୟକ୍ଷ ଅଭିଷେକ ମହାନ୍ତି ଯୋଗଦେଇ ଛାତ୍ରଛାତ୍ରୀ ଙ୍କୁ ଉତ୍ସାହିତ କରିବା ସହ ଛାତ୍ରଛାତ୍ରୀ ଙ୍କ ଦ୍ଵାରା ନିର୍ମିତ ପ୍ରକଳ୍ପ ପରିଦର୍ଶନ କରି ଆଗକୁ ଜଣେ ଜଣେ ସଫଳ ବ୍ୟକ୍ତିତ୍ୱ ହେବାକୁ ପରାମର୍ଶ ଦେଇଥିଲେ। ଏହି ବିଜ୍ଞାନ ପ୍ରଦର୍ଶନୀ ମେଳା ରେ ଛାତ୍ରଛାତ୍ରୀ ଙ୍କ ଦ୍ଵାରା ବିଜ୍ଞାନ ଜ୍ଞାନ କୌଶଳ ଉପରେ ୯୬ ଗୋଟି ପ୍ରକଳ୍ପ ପ୍ରଦର୍ଶନ ହୋଇ ଉଚ୍ଚ ପ୍ରଶଂସିତ ହୋଇଥିଲା। ଛାତ୍ରଛାତ୍ରୀ ଙ୍କ ପ୍ରକଳ୍ପର କୁ ମୁଲ୍ୟଙ୍କନ କରିବାକୁ ଆଦର୍ଶ ବିଦ୍ୟାଳୟ ର ଶିକ୍ଷକ କମଳାକାନ୍ତ ସାହୁ, ବିଶ୍ୱରଂଜନ ସାହୁ, ନୀତିଶ କୁମାର ଚାନ୍ଦ, ଅମୁଲ୍ୟ କୁମାର ସିଂ, ସରୋଜ କୁମାର ସେଠି, ନାଲିନିପ୍ରଭା ନାଏକ ବିଚାରକ ରହିଥିଲେ। ସିନିୟର ବର୍ଗ ରେ ଆଶୁତୋଷ ସିଙ୍ଘଲ ପ୍ରଥମ, ପ୍ରଜ୍ଞାଶ୍ରୀ ଚୌଧୁରୀ ଦ୍ଵିତୀୟ, ଅପରାଜିତା ମୁଣ୍ଡ ତୃତୀୟ ଓ ଜୁନିୟର ବର୍ଗ ରେ ଅନ୍ୱେସା ସୃଷ୍ଟି ପଣ୍ଡା ପ୍ରଥମ, ଅଂଶୁମାନ ବେହେରା ଦ୍ଵିତୀୟ,ଆୟୁଷ୍ମାନ ମହାପାତ୍ର ତୃତୀୟ ସ୍ଥାନ ଅଧିକାର କରିଛନ୍ତି। କାର୍ଯ୍ୟକ୍ରମ କୁ ପ୍ରଜ୍ଞା ବିନୋଦିନି ଓ କିଶନ କୁମାର ତାଣ୍ଡି କୋଡ଼ିନେଟ କରିଥିଲେ। ବିଜ୍ଞାନ ମେଳା କୁ ଆଦର୍ଶ ବିଦ୍ୟାଳୟ ର ଶିକ୍ଷକ ବରିଷ୍ଠ ଶିକ୍ଷକ ଦୀନବନ୍ଧୁ କର, ଶଙ୍କର ରାଉତ, ଧୀରେନ୍ଦ୍ର ନାଥ ଠାକୁର, ପଦ୍ମମୁଖ ଚଳାନ, ସୁରେନ୍ଦ୍ର କୁମାର ଦାସ, ତୁଷାର ନାଥ ମହାନନ୍ଦ, ଶିକ୍ଷୟିତ୍ରୀ ନଳିନୀ ପ୍ରଭା ନାଏକ, ଭାରତୀ ହୋତା, ଦିପାଞ୍ଚଲି ନାଏକ ଓ କର୍ମଚାରୀ ମାନେ ସହଯୋଗ କରିଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ବନ ମହୋତ୍ସବ ପାଳନ ଅବସରରେ ବୃକ୍ଷ ରୋପଣ କାର୍ଯ୍ଯକ୍ରମ   07-Jul-2026
  ଜିଲ୍ଲା  
ବର୍ଷାରେ ଭାଙ୍ଗିଲା ନିମ୍ନମାନର ନଦୀଆଡିବନ୍ଧ   07-Jul-2026
  ଜିଲ୍ଲା  
ଟାଉନ ବାଳିକା ଓ ବାଳକ ବିଦ୍ୟାଳୟ ରେ ସମସ୍ୟା ଶୁଣିଲେ ନରସିଂହ♦️ ପରୀକ୍ଷା ଫଳ ଓ ଉପସ୍ଥାନ ସନ୍ତୋଷଜନକ   07-Jul-2026
  ଜିଲ୍ଲା  
ଏସ୍‌.ଆଇ.ଆର୍ ର ସୁପରିଚାଳନା ପାଇଁ ଉପଜିଲ୍ଲାପାଳଙ୍କୁ ସାକ୍ଷାତ କଲା ବଲାଙ୍ଗୀର ସିଭିଲ ସୋସାଇଟି   07-Jul-2026
ଏସ୍‌.ଆଇ.ଆର୍ ର ସୁପରିଚାଳନା ପାଇଁ ଉପଜିଲ୍ଲାପାଳଙ୍କୁ ସାକ୍ଷାତ କଲା ବଲାଙ୍ଗୀର ସିଭିଲ ସୋସାଇଟି   07-Jul-2026
  ଜିଲ୍ଲା  
*ଅଙ୍ଗନୱାଡି ଘରର ଅବସ୍ଥା ଦେଖି ପିଲାଙ୍କୁ ନେଇଗଲେ ଅଭିଭାବକ , ମରାମତି ନ ହେବା ଯାଏଁ ପିଲାଙ୍କୁ ଅଙ୍ଗନୱାଡି ନ ଛାଡ଼ିବା ପାଇଁ ନିଷ୍ପତି*   07-Jul-2026
  ଜିଲ୍ଲା  
ବରପାଲିରେ ‘ପ୍ଲାଣ୍ଟ ପାରାଡାଇଜ’ ନର୍ସରୀର ଶୁଭ ଉଦଘାଟନ   07-Jul-2026
  ଜିଲ୍ଲା  
ମଦ ଦୋକାନ ସ୍ଥାନାନ୍ତର ଦାବି ରେ ରାସ୍ତାରୋକ   06-Jul-2026
  ଜିଲ୍ଲା  
ପୁରୀରେ ରଥଯାତ୍ରା ପାଇଁ ପାନୀୟ ଜଳ ବ୍ୟବସ୍ଥାର ସମୀକ୍ଷା, ନଗର ଉନ୍ନୟନ ମନ୍ତ୍ରୀ ଡ. କୃଷ୍ଣ ଚନ୍ଦ୍ର ମହାପାତ୍ରଙ୍କ କ୍ଷେତ୍ର ପରିଦର୍ଶନ♦️୪୨ ଏମଏଲଡି ଜଳ ବିଶୋଧନ ପ୍ରକଳ୍ପର ଅଗ୍ରଗତି ସମୀକ୍ଷା   06-Jul-2026
  ଜିଲ୍ଲା  
ପୁଇଁତଲା ମୁଖ୍ୟ ନାଳ ଅବରୋଧ, ଜଳବନ୍ଦୀ ରେ ଗୃହ...   06-Jul-2026
  ଜିଲ୍ଲା  
ବିଶାଲପାଳି ସ୍କୁଲରେ ବୃକ୍ଷ ରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ   06-Jul-2026
  ଜିଲ୍ଲା  
ବୁରୋଗlଢ଼ରେ ବାରମ୍ବାର ବନ୍ୟା ଯୋଗୁଁ ଜାତାୟତ ଠପ୍   06-Jul-2026

You Might Also Like