-+91-9937148622 |

prerana_bgr@rediffmail.com |

  Friday 25th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଫରେଷ୍ଟରଙ୍କ ଆତ୍ମହତ୍ୟାର ଅନ୍ତରାଳେ♦️ ବଲାଙ୍ଗୀର ବନବିଭାଗରେ କୋଟି କୋଟି ହଡପ    (24-Sep-2026)       ||      କୁଟ୍ରୁମାଳି–ସିଜିମାଳି ଅଞ୍ଚଳର ଆଦିବାସୀ ଙ୍କୁ ସୁରକ୍ଷା ଦିଅ ନଚେତ ଦୁର୍ବାର ଆନ୍ଦୋଳନ ହେବ    (24-Sep-2026)       ||      ସରକାରୀ ମହିଳା ମହାବିଦ୍ୟାଳୟରେ ଏନ୍. ଏସ୍. ଏସ୍ ଦିବସ ପାଳିତ   (24-Sep-2026)       ||      ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ ଏନ.ଏସ.ଏସ ଦିବସ ପାଳିତ   (24-Sep-2026)       ||      ବର୍ଷା ଯୋଗୁଁ ଘର ଉପରେ ପଡିଲା ବିରାଟ ତେନ୍ତୁଳି ଗଛ, ଅଳ୍ପକେ ବର୍ତ୍ତିଲେ ଚୈତନ ମାଝୀଙ୍କ ପରିବାର   (24-Sep-2026)       ||      * *ସାହାଣୀ କପ୍ ଫୁଟବଲ୍ ଦ୍ୱିତୀୟ ଦିଵସ ପ୍ରଥମ ମ୍ୟାଚ୍ ବରଗଡ଼ ଦଳ ୪-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ୧-୧ ଗୋଲ ସ୍କୋର ହୋଇ ଉଭୟ ଦଳ ଦଳ କୁ ୧-୧- ପଏଣ୍ଟ ମିଳିଛି* -   (24-Sep-2026)       ||      ଆଚାର ଜାର୍‌ରେ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ ବଲାଙ୍ଗୀର ସହର ପୋଲିସର ଚଢ଼ାଉ, ୩୭ କେଜି ୬୫୦ ଗ୍ରାମ ଗଞ୍ଜେଇ ଜବତ; ୨ ଗିରଫ    (24-Sep-2026)       ||      ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ    (24-Sep-2026)       ||      ଗଭୀର ଅବପାତ ଉପକୂଳ ଅତିକ୍ରମ କରିଛି ; ସମନ୍ୱିତ ପ୍ରୟାସ ଓ ପ୍ରସ୍ତୁତିମୂଳକ ପଦକ୍ଷେପ ସହ ରାଜ୍ୟରେ ପରିସ୍ଥିତି ଉପରେ ନିରନ୍ତର ନଜର   (24-Sep-2026)       ||      ପୁଣି ପିସି ପ୍ରସଙ୍ଗ : ଥାନାରେ ମାମଲା ଯୋଗାଣବିଭାଗରେ ପିସି କୁ ନେଇ ପାଟିତୁଣ୍ଡ !   (24-Sep-2026)       ||      ଜୀବନ ସହ ସଂଘର୍ଷ କରୁଛନ୍ତି କିଡନୀ ରୋଗରେ ପୀଡିତ ସ୍ୱତାମ୍ବର ♦️ଉତ୍ତମ ଚିକିତ୍ସା ପାଇଁ ଅର୍ଥ ସାଜିଛି ବାଧକ   (24-Sep-2026)       ||      କୋଶଳ ସୁନ୍ଦରୀ ଆୱାର୍ଡ ୨୦୨୬ ସିଜନ-୦୬ ର ଫାଇନାଲ୍ ରାଉଣ୍ଡ ପ୍ରତିଯୋଗୀ ଚୟନ ପ୍ରକ୍ରିୟା ସମାପନ । ବରଗଡ ର ଶ୍ରାବ୍ୟା ସାନଭି ପଧାନ ବେଷ୍ଟଅଫ୍ ପିକ୍ ଘୋଷିତ   (24-Sep-2026)       ||      *ଘର ଭିତରେ ପଶିଲା ଜଙ୍ଗଲୀ ଭାଲୁ, -ଘଉଡ଼ାଇଲେ ବନ କର୍ମଚାରୀ*   (24-Sep-2026)       ||      *ସୁବର୍ଣ୍ଣପୁର ଜିଲ୍ଲା ରେ ଉଦ୍ଘାଟନ ହେଲା ରାଜ୍ୟ ସ୍ତରୀୟ ସାହାଣୀ କପ୍ ଫୁଟବଲ୍*- *ପ୍ରଥମ ମ୍ୟାଚ୍ ରେ ୨-୦ ଗୋଲରେ ଖୋର୍ଦ୍ଧା ଓ ଦ୍ୱିତୀୟ ମ୍ୟାଚ ରେ ୧-୦ ଗୋଲ ରେ ଗଞ୍ଜାମ ଦଳ ଵିଜୟୀ *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   (24-Sep-2026)       ||      *ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ନବରଙ୍ଗପୁରରେ ମଧ୍ୟ ପଦୋନ୍ନତି ପ୍ରକ୍ରିୟା ନେଇ ଶିକ୍ଷକଙ୍କ ଆଶା ବଢ଼ିଲା*   (24-Sep-2026)       ||      ବଲାଙ୍ଗୀର : ୨,୦୦୦ ଟଙ୍କାରୁ ଅଧିକ ୟୁପିଆଇ ଲେଣ ଦେଣ ୦.୪% ଏମ ଡି ଆର ପ୍ରତ୍ୟାହାର ଦାବିରେ ସ୍ମାରକ ପତ୍ର ପ୍ରଦାନ    (24-Sep-2026)       ||      ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   (23-Sep-2026)       ||      ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   (23-Sep-2026)       ||      ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   (23-Sep-2026)       ||      ଜିଲ୍ଲା ବ୍ରାହ୍ମଣ ମହାସଭା   (23-Sep-2026)       ||     

HOME   ରାଜ୍ୟ

ହାଟପଦା ପଡା ମେଟାକାନୀ ମନ୍ଦିରର ନାମଯଜ୍ଞ ପାଇଁ କଳସ ଯାତ୍ରା

11-Nov-2024



ବଲାଙ୍ଗିର(ପ୍ରେରଣା ଖବର): ବଲାଙ୍ଗିର ସହର ହାଟପଦା ପଡା ମାଁ ମେଟାକାନୀ ମନ୍ଦିର କମିଟି ପକ୍ଷରୁ ସବୁବର୍ଷ ଭଳି ଚଳିତ ବର୍ଷ ମଧ୍ୟ ଦଶମ ବlର୍ଷୀକ ୨୪ପ୍ରହରି ନାମଯଜ୍ଞ ପାଳିତ କରା ଯାଉଛି । କମିଟୀର ସଭାପତି ଲୋଟସ ଷଢଙ୍ଗୀଙ୍କ ସଭାପତିତ୍ୱରେ ଚଳିତ ବର୍ଷ ବହୁଅଡମ୍ବରରେ ଜିଲ୍ଲା ତଥା ଜିଲ୍ଲା ବାହାରୁ ଅନେକ ସଙ୍କୀର୍ତ୍ତନ ଦଳ ଆସିବାର କାର୍ଯକ୍ରମ ରହିଛି ।ଚଳିତବର୍ଷ ସତଦଳ ମିଶ୍ର ଓ ସହଧର୍ମିଣୀ ଡାକ୍ତର ମିନାକ୍ଷୀ ବେଦବାକ କର୍ତ୍ତା ଭାବରେ ଥିବା ବେଳେ ପୂଜକ ଭାବରେ ମୁରାରୀ ମିଶ୍ର ଦାୟିତ୍ଵ ତୁଳାଉଛନ୍ତି । ଆଜି ସଂଧ୍ୟା ୫ଟା ସମୟରେ ସ୍ଥାନୀୟ ମେଟାକାନୀ ମନ୍ଦିରରୁ ୧୫ ଶହରୁ ଉର୍ଦ୍ଧ ମହିଳା ବାହାରି ନରସିଂହ ମନ୍ଦିରରେ ଥିବା ପୋଖରୀରେ ରୀତିନୀତି ପରାମ୍ପରିକ ପୂଜାର୍ଚ୍ଚନା ପରେ  କଳସ ଯାତ୍ରାରେ ବାହlରି ହlଟପଦା ପଡା ସ୍ଥିତ ନାମଯଜ୍ଞ ମଣ୍ଡଳୀରେ ଶୁଭ କଳସ ସ୍ଥାପନ କରିଥିଲେ। ଚଳିତ ମାସ ୧୨ ତାରିଖ ସକାଳ ୯ ଘଂଟା  ସମୟରୁ ନାମ ଆରମ୍ଭ ହୋଇ ଚଳିତ ମାସ ୧୫ ତାରିଖ ୯ଘଂଟା ସମୟରେ ପୂର୍ଣ୍ଣାହୁତିର କାର୍ଯ୍ୟକ୍ରମ ରହିଥିବାର କମିଟୀର ସଭାପତି ଶ୍ରୀ ଷଢଙ୍ଗୀ ସୂଚନା ଦେଇଛନ୍ତି । ଏହି ନାମଯଜ୍ଞର କଳସ ଯାତ୍ରରେ ହରିବଂଶ ମିଶ୍ର, ଗିରିଧାରୀ ଶତପଥୀ,ବୈକଣ୍ଠ ଖୁଣ୍ଟିଆ,ବିଭୁଦତ୍ତ ଗୁରୁ, ନିର୍ମଳ ନନ୍ଦ, ରଘୁନାଥ ହୋତା, ଶାନ୍ତନୁ ମିଶ୍ର, ରାଧେଶ୍ୟାମ ଷଢଙ୍ଗୀ, ବିଶ୍ୱାମିତ୍ର ସାହୁ, ଶ୍ରୀବତ୍ସ ମିଶ୍ର, ପବିତ୍ର ଖୁଣ୍ଟିଆ, ଶନତ ତ୍ରୀପାଠୀ, ସରତ ପୂଝାରୀ, ପ୍ରଦୀପ ଷଢଙ୍ଗୀ, ସୋମନାଥ ମିଶ୍ର,ରାଜ କୁମାର ମିଶ୍ର, ନିତିଆ ପଧାନ, ଇନ୍ଦ୍ର ନନ୍ଦ, ଲିଜୁ ସାହୁ, ଜତୀନ ମିଶ୍ର, କମ୍ବୁ ତ୍ରୀପାଠୀ, ଟୁଙ୍ଗୁରୁ ମୁନୀ, ବେଳା ଥପା, ସନ୍ତୋଷ କୁମାର ପାଢୀ, ପ୍ରତ୍ୟୁଷ ପ୍ରକାଶ ଯୋଷୀ, ଲକ୍ଷ୍ମୀ ସ୍ୱାଇଁ, ଲାଲୁ ଶତପଥୀ, ପୃଥୀରାଜ ବରାଳ, ଟିକୁ ପରିଚ୍ଛା, ମଧୁ ବନଛୋର, ଶିଶିର ବେହେରା, ଦିଲିପ ସ୍ୱାଇଁ, ସଞ୍ଜୟ ଷଢଙ୍ଗୀ, ବଂଶୀ ପତି ଓ ଅଂଚଳର ଶତାଧିକ ମହିଳା,ପୁରୁଷ ଆଜିର ଏହି ନାମଯଜ୍ଞର କଳସ ଯାତ୍ରରେ ସମିଲ ହୋଇ ଥିବା କମିଟି ସାଧାରଣ ସମ୍ପାଦକ ଜଗନ୍ନାଥ ମିଶ୍ର ସୂଚନା ଦେଇଛନ୍ତି ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଫରେଷ୍ଟରଙ୍କ ଆତ୍ମହତ୍ୟାର ଅନ୍ତରାଳେ♦️ ବଲାଙ୍ଗୀର ବନବିଭାଗରେ କୋଟି କୋଟି ହଡପ   24-Sep-2026
  ରାଜ୍ୟ  
କୁଟ୍ରୁମାଳି–ସିଜିମାଳି ଅଞ୍ଚଳର ଆଦିବାସୀ ଙ୍କୁ ସୁରକ୍ଷା ଦିଅ ନଚେତ ଦୁର୍ବାର ଆନ୍ଦୋଳନ ହେବ   24-Sep-2026
  ଜିଲ୍ଲା  
ସରକାରୀ ମହିଳା ମହାବିଦ୍ୟାଳୟରେ ଏନ୍. ଏସ୍. ଏସ୍ ଦିବସ ପାଳିତ   24-Sep-2026
  ଜିଲ୍ଲା  
ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ ଏନ.ଏସ.ଏସ ଦିବସ ପାଳିତ   24-Sep-2026
  ଜିଲ୍ଲା  
ବର୍ଷା ଯୋଗୁଁ ଘର ଉପରେ ପଡିଲା ବିରାଟ ତେନ୍ତୁଳି ଗଛ, ଅଳ୍ପକେ ବର୍ତ୍ତିଲେ ଚୈତନ ମାଝୀଙ୍କ ପରିବାର   24-Sep-2026
  ଜିଲ୍ଲା  
* *ସାହାଣୀ କପ୍ ଫୁଟବଲ୍ ଦ୍ୱିତୀୟ ଦିଵସ ପ୍ରଥମ ମ୍ୟାଚ୍ ବରଗଡ଼ ଦଳ ୪-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ୧-୧ ଗୋଲ ସ୍କୋର ହୋଇ ଉଭୟ ଦଳ ଦଳ କୁ ୧-୧- ପଏଣ୍ଟ ମିଳିଛି* -   24-Sep-2026
  ଜିଲ୍ଲା  
ଆଚାର ଜାର୍‌ରେ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ ବଲାଙ୍ଗୀର ସହର ପୋଲିସର ଚଢ଼ାଉ, ୩୭ କେଜି ୬୫୦ ଗ୍ରାମ ଗଞ୍ଜେଇ ଜବତ; ୨ ଗିରଫ   24-Sep-2026
  ଜିଲ୍ଲା  
ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ   24-Sep-2026
  ଜିଲ୍ଲା  
ଗଭୀର ଅବପାତ ଉପକୂଳ ଅତିକ୍ରମ କରିଛି ; ସମନ୍ୱିତ ପ୍ରୟାସ ଓ ପ୍ରସ୍ତୁତିମୂଳକ ପଦକ୍ଷେପ ସହ ରାଜ୍ୟରେ ପରିସ୍ଥିତି ଉପରେ ନିରନ୍ତର ନଜର   24-Sep-2026
  ଜିଲ୍ଲା  
ପୁଣି ପିସି ପ୍ରସଙ୍ଗ : ଥାନାରେ ମାମଲା ଯୋଗାଣବିଭାଗରେ ପିସି କୁ ନେଇ ପାଟିତୁଣ୍ଡ !   24-Sep-2026
  ଜିଲ୍ଲା  
ଜୀବନ ସହ ସଂଘର୍ଷ କରୁଛନ୍ତି କିଡନୀ ରୋଗରେ ପୀଡିତ ସ୍ୱତାମ୍ବର ♦️ଉତ୍ତମ ଚିକିତ୍ସା ପାଇଁ ଅର୍ଥ ସାଜିଛି ବାଧକ   24-Sep-2026
  ଜିଲ୍ଲା  
କୋଶଳ ସୁନ୍ଦରୀ ଆୱାର୍ଡ ୨୦୨୬ ସିଜନ-୦୬ ର ଫାଇନାଲ୍ ରାଉଣ୍ଡ ପ୍ରତିଯୋଗୀ ଚୟନ ପ୍ରକ୍ରିୟା ସମାପନ । ବରଗଡ ର ଶ୍ରାବ୍ୟା ସାନଭି ପଧାନ ବେଷ୍ଟଅଫ୍ ପିକ୍ ଘୋଷିତ   24-Sep-2026

You Might Also Like