-+91-9937148622 |

prerana_bgr@rediffmail.com |

  Wednesday 8th July 2026 |

| | | |

R.N.I. Regd No. ODIODI/2010/46693

Breaking News

ପି ଏମ ଶ୍ରୀ ଉଚ୍ଚ ବିଦ୍ୟାଳୟ କରଙ୍ଗାମାଲ ଠାରେ ବନ ମହୋତ୍ସବ   (08-Jul-2026)       ||      ଝାରବନ୍ଧ ପଞ୍ଚାୟତ ଉଚ୍ଚ ପ୍ରାଥମିକ ବିଦ୍ୟାଲୟଠାରେ ବନମହୋତ୍ସବ   (08-Jul-2026)       ||      ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ମନ୍ତ୍ରୀଙ୍କ କୋଲକାତା ଗସ୍ତ   (08-Jul-2026)       ||      ସାଇବର ଆର୍ଥିକ ଠକେଇ ମାମଲାର ତ୍ୱରିତ ପଞ୍ଜୀକରଣ ପାଇଁ ଓଡ଼ିଶା ପୋଲିସର ‘ଇ-ଜିରୋ ଏଫ୍‌ଆଇଆର୍ (e-Zero FIR)’ ବ୍ୟବସ୍ଥାର ଶୁଭାରମ୍ଭ   (08-Jul-2026)       ||      ପରିବେଶ ସୁରକ୍ଷାର ଶପଥ ସହ ବନ ମହୋତ୍ସବ ପାଳିଲା ପିଏମ ଶ୍ରୀ ବାଳିକା ଉଚ୍ଚ ବିଦ୍ୟାଳୟ    (08-Jul-2026)       ||      ଖଣି ଉପନିର୍ଦ୍ଦେଶକ ଦୁଇ ଲକ୍ଷ ୬୦ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ଦୁର୍ନୀତି ନିବାରଣ ଦ୍ୱାରା ଗିରଫ   (08-Jul-2026)       ||      କଟକରେ ରଥଯାତ୍ରା-୨୦୨୬ ନିମନ୍ତେ ପ୍ରଶାସନର ପ୍ରସ୍ତୁତି ବୈଠକ ଅନୁଷ୍ଠିତ   (08-Jul-2026)       ||      ରେଙ୍ଗାଲି ରେ ସମାଜ ପକ୍ଷରୁ ବ୍ଳକ୍ ସ୍ତରୀୟ ଚିତ୍ରାଙ୍କନ ଓ,କୁଇଜ୍ ପ୍ରତିଯୋଗିତା: ଚିତ୍ରାଙ୍କନ ରେ ସୋହମ୍ କୁଇଜ୍ ରେ ଶାନ୍ତାରାମ ପ୍ରଥମ    (08-Jul-2026)       ||      ଘର୍ଟ ଇଣ୍ଟରନ୍ୟାସନାଲ ଷଷ୍ଠ ପ୍ରତିଷ୍ଠା ଦିଵସ, ସମାଜସେବା ପାଇଁ ଗୌରବ ଦୀପ ସମ୍ମାନିତ    (08-Jul-2026)       ||      ପିଏମ୍-ସୂର୍ଯ୍ୟ ଘରକୁ ପିଏମ୍-ଆବାସ ଯୋଜନା ସହ ସଂଯୋଜନ କରାଯିବ: ଉପ ମୁଖ୍ୟମନ୍ତ୍ରୀ ଶ୍ରୀ କନକ ବର୍ଦ୍ଧନ ସିଂହଦେଓ   (08-Jul-2026)       ||      ଜିଲ୍ଲା ପରିଷଦ ସମ୍ମିଳନୀ କକ୍ଷ, ଯାଜପୁର ଠାରେ ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଶିବିର   (08-Jul-2026)       ||      କନ୍ଧମାଳରେ ପ୍ରାଥମିକ ଶିକ୍ଷା ବ୍ୟବସ୍ଥା ସମ୍ପୂର୍ଣ୍ଣ ବିପର୍ଯ୍ୟସ୍ତ :   (08-Jul-2026)       ||      ପୋଲିସର ନିଦ ହଜାଇ ଦେଇଛି ୨୮ ରାଉଣ୍ଡ୍ ଗୁଳି ଚାଳନା    (08-Jul-2026)       ||      ଶହୀଦ୍ ପୀଠରେ ବୃକ୍ଷରୋପଣ ।   (08-Jul-2026)       ||      ତାଳଜୁରି ଆଦିବାସୀ ଉଚ୍ଚ ବିଦ୍ୟାଳୟରେ ବୃକ୍ଷରୋପଣ କାର୍ଯ୍ୟକ୍ରମ   (08-Jul-2026)       ||      ବନ ମହୋତ୍ସବ ପାଳନ ଅବସରରେ ବୃକ୍ଷ ରୋପଣ କାର୍ଯ୍ଯକ୍ରମ   (07-Jul-2026)       ||      ବର୍ଷାରେ ଭାଙ୍ଗିଲା ନିମ୍ନମାନର ନଦୀଆଡିବନ୍ଧ   (07-Jul-2026)       ||      ଟାଉନ ବାଳିକା ଓ ବାଳକ ବିଦ୍ୟାଳୟ ରେ ସମସ୍ୟା ଶୁଣିଲେ ନରସିଂହ♦️ ପରୀକ୍ଷା ଫଳ ଓ ଉପସ୍ଥାନ ସନ୍ତୋଷଜନକ   (07-Jul-2026)       ||      ଏସ୍‌.ଆଇ.ଆର୍ ର ସୁପରିଚାଳନା ପାଇଁ ଉପଜିଲ୍ଲାପାଳଙ୍କୁ ସାକ୍ଷାତ କଲା ବଲାଙ୍ଗୀର ସିଭିଲ ସୋସାଇଟି   (07-Jul-2026)       ||      ଏସ୍‌.ଆଇ.ଆର୍ ର ସୁପରିଚାଳନା ପାଇଁ ଉପଜିଲ୍ଲାପାଳଙ୍କୁ ସାକ୍ଷାତ କଲା ବଲାଙ୍ଗୀର ସିଭିଲ ସୋସାଇଟି   (07-Jul-2026)       ||     

HOME   ଜିଲ୍ଲା

ଜିଲ୍ଲା ସ୍ତରୀୟ ବିଶ୍ଵ ନିମୋନିଆ ଦିବସ ପାଳିତ --

12-Nov-2024



ସୁବର୍ଣ୍ଣପୁର (ମନୋରଞ୍ଜନ ତ୍ରିପାଠୀ )
ଜିଲ୍ଲା ସ୍ୱାସ୍ଥ୍ୟ ବିଭାଗ ତରଫରୁbଜିଲ୍ଲା ମୁଖ୍ୟ ଚିକିତ୍ସାଳୟ  ସୁବର୍ଣ୍ଣପୁର ସେମିନାର ହଲ ଠାରେ ବିଶ୍ଵ ନିମୋନିଆ ଦିବସ ଜିଲ୍ଲା ମୁଖ୍ୟ ଚିକିତ୍ସା ଓ ଜନସ୍ବାସ୍ଥ୍ୟ ଅଧିକାରୀ ଡ଼ା ପ୍ରଦୀପ କୁମାର ଗୁରୁ ଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଅଛି। ଉକ୍ତ ସଭାରେ ଅତିରିକ୍ତ ଜିଲ୍ଲା ଜନ ସ୍ବାସ୍ଥ୍ୟ ଅଧିକାରୀ (ପରିବାର କଲ୍ୟାଣ) ଡ଼ା ଦୈତ୍ୟ ନାରାୟଣ ପାଢ଼ୀ ,  Senior consultant Paediatrics ଡା ଦିଲ୍ଲୀପ କୁମାର ପୁରୋହିତ ଓ ଡ଼ା ନନ୍ଦ କିଶୋର ନାଏକ,ଜିଲ୍ଲା ପ୍ରୋଗ୍ରାମ ସଂଯୋଜକ ବିଶ୍ବମ୍ବର ବେହେରା  ପ୍ରମୁଖ  ମଂଚାସୀନ ଥିଲେ l ଅତିଥି ବୃନ୍ଦ ସାନ୍ସ କ୍ୟାମ୍ପେନ କାନୋପୀ ର ଶୁଭ ଉଦଘାଟନ କରି ନିମୋନିଆ ର ଲକ୍ଷଣ, ଏହା କିପରି ବ୍ୟାପିଥାଏ, ଲକ୍ଷଣ ଜାଣିଲା ମାତ୍ରେ କେଉଁ ସବୁକଥା ପ୍ରତି ଧ୍ୟାନ ଦେବା ଏବଂ ନିମୋନିଆ ରୁ ରକ୍ଷା ପାଇବା ପାଇଁ କି କି ପଦକ୍ଷେପ ନେବା ସେ ଉପରେ  ସଚେତନତା ସୃଷ୍ଟି କରି "ନିମୋନିଆ କୁ କଲେ ଦମନ, ସୁଖ ମୟ ହେବା ଶିଶୁ ଜୀବନ"  ଉପରେ ଗୁରୁତ୍ୱାରୋପ କରିଥିଲେ l ସହକାରୀ ଜିଲ୍ଲା ଜନ ସ୍ବାସ୍ଥ୍ୟ ଯୋଗାଯୋଗ  ଅଧିକାରୀ ବୃନ୍ଦାବନ ସାହୁ ସଭା ପରିଚାଳନା କରିଥିଲେ  ଏହିକ୍ରମରେ ଏକ କୁଇଜ୍ କାର୍ଯ୍ୟକ୍ରମ କରାଯାଇଥିଲା ଓ ମୁଖ୍ୟ ଅତିଥି ୧୦ ଜଣ ହିତାଧିକାରୀ ମା ମାନଙ୍କୁ ପୁରସ୍କୃତ କରିଥିଲେ।
ଉକ୍ତ ସଭାରେ ହିତାଧିକାରୀ ମା ମାନେ, ଏ ଏନ ଏମ ଟ୍ରେନିଂ ଛାତ୍ରୀ ବୃନ୍ଦ ,ସମସ୍ତ କର୍ମଚାରୀ  , ନର୍ସିଂ ଅଫିସର,ସ୍ବାସ୍ଥ୍ୟ ଅଧିକାରୀ ଓ ସାମ୍ବାଦିକ ପ୍ରମୁଖ ଉପସ୍ଥିତି ଥିଲେ।ଶେଷରେ ଏଲି ଭଞ୍ଜ ନର୍ସିଂ ଅଫିସର  ଧନ୍ୟବାଦ ଅର୍ପଣ କରିଥିଲେ l


News Comment




Photo in News

Advertisment
Lastest News
  ଜିଲ୍ଲା  
ପି ଏମ ଶ୍ରୀ ଉଚ୍ଚ ବିଦ୍ୟାଳୟ କରଙ୍ଗାମାଲ ଠାରେ ବନ ମହୋତ୍ସବ   08-Jul-2026
  ଜିଲ୍ଲା  
ଝାରବନ୍ଧ ପଞ୍ଚାୟତ ଉଚ୍ଚ ପ୍ରାଥମିକ ବିଦ୍ୟାଲୟଠାରେ ବନମହୋତ୍ସବ   08-Jul-2026
  ରାଜ୍ୟ  
ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ମନ୍ତ୍ରୀଙ୍କ କୋଲକାତା ଗସ୍ତ   08-Jul-2026
  ଜିଲ୍ଲା  
ସାଇବର ଆର୍ଥିକ ଠକେଇ ମାମଲାର ତ୍ୱରିତ ପଞ୍ଜୀକରଣ ପାଇଁ ଓଡ଼ିଶା ପୋଲିସର ‘ଇ-ଜିରୋ ଏଫ୍‌ଆଇଆର୍ (e-Zero FIR)’ ବ୍ୟବସ୍ଥାର ଶୁଭାରମ୍ଭ   08-Jul-2026
  ଜିଲ୍ଲା  
ପରିବେଶ ସୁରକ୍ଷାର ଶପଥ ସହ ବନ ମହୋତ୍ସବ ପାଳିଲା ପିଏମ ଶ୍ରୀ ବାଳିକା ଉଚ୍ଚ ବିଦ୍ୟାଳୟ    08-Jul-2026
  ଜିଲ୍ଲା  
ଖଣି ଉପନିର୍ଦ୍ଦେଶକ ଦୁଇ ଲକ୍ଷ ୬୦ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ଦୁର୍ନୀତି ନିବାରଣ ଦ୍ୱାରା ଗିରଫ   08-Jul-2026
  ଜିଲ୍ଲା  
କଟକରେ ରଥଯାତ୍ରା-୨୦୨୬ ନିମନ୍ତେ ପ୍ରଶାସନର ପ୍ରସ୍ତୁତି ବୈଠକ ଅନୁଷ୍ଠିତ   08-Jul-2026
  ଜିଲ୍ଲା  
ରେଙ୍ଗାଲି ରେ ସମାଜ ପକ୍ଷରୁ ବ୍ଳକ୍ ସ୍ତରୀୟ ଚିତ୍ରାଙ୍କନ ଓ,କୁଇଜ୍ ପ୍ରତିଯୋଗିତା: ଚିତ୍ରାଙ୍କନ ରେ ସୋହମ୍ କୁଇଜ୍ ରେ ଶାନ୍ତାରାମ ପ୍ରଥମ   08-Jul-2026
  ଜିଲ୍ଲା  
ଘର୍ଟ ଇଣ୍ଟରନ୍ୟାସନାଲ ଷଷ୍ଠ ପ୍ରତିଷ୍ଠା ଦିଵସ, ସମାଜସେବା ପାଇଁ ଗୌରବ ଦୀପ ସମ୍ମାନିତ   08-Jul-2026
  ଜିଲ୍ଲା  
ପିଏମ୍-ସୂର୍ଯ୍ୟ ଘରକୁ ପିଏମ୍-ଆବାସ ଯୋଜନା ସହ ସଂଯୋଜନ କରାଯିବ: ଉପ ମୁଖ୍ୟମନ୍ତ୍ରୀ ଶ୍ରୀ କନକ ବର୍ଦ୍ଧନ ସିଂହଦେଓ   08-Jul-2026
  ଜିଲ୍ଲା  
ଜିଲ୍ଲା ପରିଷଦ ସମ୍ମିଳନୀ କକ୍ଷ, ଯାଜପୁର ଠାରେ ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଶିବିର   08-Jul-2026
  ଜିଲ୍ଲା  
କନ୍ଧମାଳରେ ପ୍ରାଥମିକ ଶିକ୍ଷା ବ୍ୟବସ୍ଥା ସମ୍ପୂର୍ଣ୍ଣ ବିପର୍ଯ୍ୟସ୍ତ :   08-Jul-2026

You Might Also Like