-+91-9937148622 |

prerana_bgr@rediffmail.com |

  Friday 25th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଫରେଷ୍ଟରଙ୍କ ଆତ୍ମହତ୍ୟାର ଅନ୍ତରାଳେ♦️ ବଲାଙ୍ଗୀର ବନବିଭାଗରେ କୋଟି କୋଟି ହଡପ    (24-Sep-2026)       ||      କୁଟ୍ରୁମାଳି–ସିଜିମାଳି ଅଞ୍ଚଳର ଆଦିବାସୀ ଙ୍କୁ ସୁରକ୍ଷା ଦିଅ ନଚେତ ଦୁର୍ବାର ଆନ୍ଦୋଳନ ହେବ    (24-Sep-2026)       ||      ସରକାରୀ ମହିଳା ମହାବିଦ୍ୟାଳୟରେ ଏନ୍. ଏସ୍. ଏସ୍ ଦିବସ ପାଳିତ   (24-Sep-2026)       ||      ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ ଏନ.ଏସ.ଏସ ଦିବସ ପାଳିତ   (24-Sep-2026)       ||      ବର୍ଷା ଯୋଗୁଁ ଘର ଉପରେ ପଡିଲା ବିରାଟ ତେନ୍ତୁଳି ଗଛ, ଅଳ୍ପକେ ବର୍ତ୍ତିଲେ ଚୈତନ ମାଝୀଙ୍କ ପରିବାର   (24-Sep-2026)       ||      * *ସାହାଣୀ କପ୍ ଫୁଟବଲ୍ ଦ୍ୱିତୀୟ ଦିଵସ ପ୍ରଥମ ମ୍ୟାଚ୍ ବରଗଡ଼ ଦଳ ୪-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ୧-୧ ଗୋଲ ସ୍କୋର ହୋଇ ଉଭୟ ଦଳ ଦଳ କୁ ୧-୧- ପଏଣ୍ଟ ମିଳିଛି* -   (24-Sep-2026)       ||      ଆଚାର ଜାର୍‌ରେ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ ବଲାଙ୍ଗୀର ସହର ପୋଲିସର ଚଢ଼ାଉ, ୩୭ କେଜି ୬୫୦ ଗ୍ରାମ ଗଞ୍ଜେଇ ଜବତ; ୨ ଗିରଫ    (24-Sep-2026)       ||      ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ    (24-Sep-2026)       ||      ଗଭୀର ଅବପାତ ଉପକୂଳ ଅତିକ୍ରମ କରିଛି ; ସମନ୍ୱିତ ପ୍ରୟାସ ଓ ପ୍ରସ୍ତୁତିମୂଳକ ପଦକ୍ଷେପ ସହ ରାଜ୍ୟରେ ପରିସ୍ଥିତି ଉପରେ ନିରନ୍ତର ନଜର   (24-Sep-2026)       ||      ପୁଣି ପିସି ପ୍ରସଙ୍ଗ : ଥାନାରେ ମାମଲା ଯୋଗାଣବିଭାଗରେ ପିସି କୁ ନେଇ ପାଟିତୁଣ୍ଡ !   (24-Sep-2026)       ||      ଜୀବନ ସହ ସଂଘର୍ଷ କରୁଛନ୍ତି କିଡନୀ ରୋଗରେ ପୀଡିତ ସ୍ୱତାମ୍ବର ♦️ଉତ୍ତମ ଚିକିତ୍ସା ପାଇଁ ଅର୍ଥ ସାଜିଛି ବାଧକ   (24-Sep-2026)       ||      କୋଶଳ ସୁନ୍ଦରୀ ଆୱାର୍ଡ ୨୦୨୬ ସିଜନ-୦୬ ର ଫାଇନାଲ୍ ରାଉଣ୍ଡ ପ୍ରତିଯୋଗୀ ଚୟନ ପ୍ରକ୍ରିୟା ସମାପନ । ବରଗଡ ର ଶ୍ରାବ୍ୟା ସାନଭି ପଧାନ ବେଷ୍ଟଅଫ୍ ପିକ୍ ଘୋଷିତ   (24-Sep-2026)       ||      *ଘର ଭିତରେ ପଶିଲା ଜଙ୍ଗଲୀ ଭାଲୁ, -ଘଉଡ଼ାଇଲେ ବନ କର୍ମଚାରୀ*   (24-Sep-2026)       ||      *ସୁବର୍ଣ୍ଣପୁର ଜିଲ୍ଲା ରେ ଉଦ୍ଘାଟନ ହେଲା ରାଜ୍ୟ ସ୍ତରୀୟ ସାହାଣୀ କପ୍ ଫୁଟବଲ୍*- *ପ୍ରଥମ ମ୍ୟାଚ୍ ରେ ୨-୦ ଗୋଲରେ ଖୋର୍ଦ୍ଧା ଓ ଦ୍ୱିତୀୟ ମ୍ୟାଚ ରେ ୧-୦ ଗୋଲ ରେ ଗଞ୍ଜାମ ଦଳ ଵିଜୟୀ *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   (24-Sep-2026)       ||      *ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ନବରଙ୍ଗପୁରରେ ମଧ୍ୟ ପଦୋନ୍ନତି ପ୍ରକ୍ରିୟା ନେଇ ଶିକ୍ଷକଙ୍କ ଆଶା ବଢ଼ିଲା*   (24-Sep-2026)       ||      ବଲାଙ୍ଗୀର : ୨,୦୦୦ ଟଙ୍କାରୁ ଅଧିକ ୟୁପିଆଇ ଲେଣ ଦେଣ ୦.୪% ଏମ ଡି ଆର ପ୍ରତ୍ୟାହାର ଦାବିରେ ସ୍ମାରକ ପତ୍ର ପ୍ରଦାନ    (24-Sep-2026)       ||      ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   (23-Sep-2026)       ||      ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   (23-Sep-2026)       ||      ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   (23-Sep-2026)       ||      ଜିଲ୍ଲା ବ୍ରାହ୍ମଣ ମହାସଭା   (23-Sep-2026)       ||     

HOME   ଜିଲ୍ଲା

ଚନ୍ଦ୍ରପୁର ବ୍ଲକ ସଦର ମହକୁମା ଠାରେ ଯୁଗ୍ମ ଅଭିଯୋଗ ଶୁଣାଣି

12-Nov-2024



ରାୟଗଡା(ସୁନୀତା ଷଡଙ୍ଗୀ):  ରାୟଗଡା ଜିଲ୍ଲା ପ୍ରଶାସନ ତରଫରୁ ଚନ୍ଦ୍ରପୁର ବ୍ଲକସଦର ମହକୁମାସ୍ଥିତ ସଦଭାବନା ସଭାଗୃହ ଠାରେ ଯୁଗ୍ମ ଅଭିଯୋଗ ଶୁଣାଣୀ ଅନୁଷ୍ଠିତ ହୋଇଛି । ରାୟଗଡା ଅତିରିକ୍ତ ଜିଲ୍ଲାପାଳ ଭାସ୍କର ରଇତଙ୍କ ଅଧ୍ୟକ୍ଷତlରେ ଅନୁଷ୍ଠିତ ଏହି ଅଭିଯୋଗ ଶୁଣାଣି ଶିବିରରେ ଗୁଣପୁର ଉପ ଜିଲ୍ଲାପାଳ, କିରନଦୀପ କୌର ସାହୋତା, ଜିଲ୍ଲା ମୁଖ୍ୟ ଚିକିତ୍ସା ତଥା ଜନସ୍ୱାସ୍ତ୍ୟ ଅଧିକାରୀ ଲାଲ ମୋହନ ରାଉତରାୟ, ଚନ୍ଦ୍ରପୁର ଗୋଷ୍ଠୀ ଉନ୍ନୟନ ଅଧିକାରୀ କୃଷ୍ଣ ଚନ୍ଦ୍ର ଦଳପତି, ତହସିଲଦାର ଆଶିଷ କୁମାର ନାୟକ ଉପସ୍ଥିତ ରହି ଜନସାଧାରଣଙ୍କୁ ବିଭିନ୍ନ  ଅଭିଯୋଗ ଶୁଣାଣି କରିଥିଲେ l
         ଆଜି ମୋଟ ୬୮ଟି ଅଭିଯୋଗ ଅତିରିକ୍ତ ଜିଲ୍ଲାପାଳ ଗ୍ରହଣ କରିଥିଲେ । ସେଥି ମଧ୍ୟରୁ ୫୩ଟି ବ୍ୟକ୍ତିଗତ ଅଭିଯୋଗ ଥିଲା ବେଳେ  ୧୫ଗୋଟି ଗ୍ରାମ ବାସୀ ମାନଙ୍କର ସାମୂହିକ ଅଭିଯୋଗ  ଥିଲା l  ବିଶେଷ କରି ଆବାସ ଯୋଜନାରେ ଘର, ସ୍ବାସ୍ଥ୍ୟଗତ ସମସ୍ୟା, ଜମାଜମା, ପାରିବାରିକ ସମସ୍ୟା ,ଜଳସେଚନ, ଭତ୍ତା, ରାସ୍ତା ନିର୍ମାଣ, ଅଙ୍ଗନବାଡି ଗୃହ ନିର୍ମାଣ ସହ ଅନ୍ୟାନ୍ୟ ସମସ୍ୟା ଅଭିଯୋଗ ପଞ୍ଜିକୃତ ହୋଇଥିଲା ।  ଏହି ଅଭିଯୋଗ ଶିବିରରେ ମୁନିଗୁଡା ଉପଖଣ୍ଡ ଆରକ୍ଷୀ ଅଧିକାରୀ, ଜିଲ୍ଲା ନିୟୋଜନ ଅଧିକାରୀ ତତ୍ୱ ମସି ମହାପାତ୍ର, ଅତିରିକ୍ତ ମଙ୍ଗଳ ଅଧିକାରୀ,  ଆଞ୍ଚଳିକ ପରିବହନ ଅଧିକାରୀ ଶିବଶଙ୍କର ଚୌଧୁରୀ, ଜିଲ୍ଲା କୃଷି ଅଧିକାରୀ, ଅତିରିକ୍ତ  ଯୋଗାଣ, ଜିଲ୍ଲା ସମାଜ ମଙ୍ଗଳ ଅଧିକାରୀ, ମଧ୍ୟମ ଜଳସେଚନ ଅଧିକ୍ଷଣ ଯନ୍ତ୍ରୀ, ଉଠା ଜଳସେଚନ ନିର୍ବାହୀ ଯନ୍ତ୍ରୀ, ରାସ୍ତା ଓ କୋଠାବାଡ଼ି ନିର୍ବାହୀ ଯନ୍ତ୍ରୀ, ଟାଟା ପାୱାର ସହକାରୀ ଯନ୍ତ୍ରୀ, ଗ୍ରାମ୍ୟ ଉନ୍ନୟନ ନିର୍ବାହୀ ଯନ୍ତ୍ରୀ, ଗ୍ରାମ୍ୟ ଜଳ ଯୋଗାଣ ନିର୍ବାହୀ ଯନ୍ତ୍ରୀ, ଉପଖଣ୍ଡ ସୂଚନା ଓ ଲୋକସମ୍ପର୍କ ଅଧିକାରୀ ଧନଞ୍ଜୟ ବେହେରା, ଉପଖଣ୍ଡ ସାମାଜିକ ସୁରକ୍ଷା ଅଧିକାରୀ ଏଲ ସନ୍ତୋଷ କୁମାର,ଓ ଅନ୍ୟାନ୍ୟ ଜିଲ୍ଲା ସ୍ତରିୟ,  ଅଧିକାରୀ ମାନେ ଉପସ୍ଥିତ ରହି  ଜନସାଧାରଣଙ୍କ ବିଭିନ୍ନ ଅଭିଯୋଗ ଗୁଡିକର ଶୁଣାଣୀ କରିଥିଲେ । ଅତିରିକ୍ତ ଜିଲ୍ଲାପାଳ ଆଜିର ଅଭିଯୋଗ ଗୁଡିକୁ ପାଇଲା ପରେ ବିଭାଗୀୟ ଅଧିକାରୀ ମାନଙ୍କୁ ତୁରନ୍ତ ଫଇସଲା ନିମନ୍ତେ ନିର୍ଦ୍ଦେଶ ଦେଇଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଫରେଷ୍ଟରଙ୍କ ଆତ୍ମହତ୍ୟାର ଅନ୍ତରାଳେ♦️ ବଲାଙ୍ଗୀର ବନବିଭାଗରେ କୋଟି କୋଟି ହଡପ   24-Sep-2026
  ରାଜ୍ୟ  
କୁଟ୍ରୁମାଳି–ସିଜିମାଳି ଅଞ୍ଚଳର ଆଦିବାସୀ ଙ୍କୁ ସୁରକ୍ଷା ଦିଅ ନଚେତ ଦୁର୍ବାର ଆନ୍ଦୋଳନ ହେବ   24-Sep-2026
  ଜିଲ୍ଲା  
ସରକାରୀ ମହିଳା ମହାବିଦ୍ୟାଳୟରେ ଏନ୍. ଏସ୍. ଏସ୍ ଦିବସ ପାଳିତ   24-Sep-2026
  ଜିଲ୍ଲା  
ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ ଏନ.ଏସ.ଏସ ଦିବସ ପାଳିତ   24-Sep-2026
  ଜିଲ୍ଲା  
ବର୍ଷା ଯୋଗୁଁ ଘର ଉପରେ ପଡିଲା ବିରାଟ ତେନ୍ତୁଳି ଗଛ, ଅଳ୍ପକେ ବର୍ତ୍ତିଲେ ଚୈତନ ମାଝୀଙ୍କ ପରିବାର   24-Sep-2026
  ଜିଲ୍ଲା  
* *ସାହାଣୀ କପ୍ ଫୁଟବଲ୍ ଦ୍ୱିତୀୟ ଦିଵସ ପ୍ରଥମ ମ୍ୟାଚ୍ ବରଗଡ଼ ଦଳ ୪-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ୧-୧ ଗୋଲ ସ୍କୋର ହୋଇ ଉଭୟ ଦଳ ଦଳ କୁ ୧-୧- ପଏଣ୍ଟ ମିଳିଛି* -   24-Sep-2026
  ଜିଲ୍ଲା  
ଆଚାର ଜାର୍‌ରେ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ ବଲାଙ୍ଗୀର ସହର ପୋଲିସର ଚଢ଼ାଉ, ୩୭ କେଜି ୬୫୦ ଗ୍ରାମ ଗଞ୍ଜେଇ ଜବତ; ୨ ଗିରଫ   24-Sep-2026
  ଜିଲ୍ଲା  
ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ   24-Sep-2026
  ଜିଲ୍ଲା  
ଗଭୀର ଅବପାତ ଉପକୂଳ ଅତିକ୍ରମ କରିଛି ; ସମନ୍ୱିତ ପ୍ରୟାସ ଓ ପ୍ରସ୍ତୁତିମୂଳକ ପଦକ୍ଷେପ ସହ ରାଜ୍ୟରେ ପରିସ୍ଥିତି ଉପରେ ନିରନ୍ତର ନଜର   24-Sep-2026
  ଜିଲ୍ଲା  
ପୁଣି ପିସି ପ୍ରସଙ୍ଗ : ଥାନାରେ ମାମଲା ଯୋଗାଣବିଭାଗରେ ପିସି କୁ ନେଇ ପାଟିତୁଣ୍ଡ !   24-Sep-2026
  ଜିଲ୍ଲା  
ଜୀବନ ସହ ସଂଘର୍ଷ କରୁଛନ୍ତି କିଡନୀ ରୋଗରେ ପୀଡିତ ସ୍ୱତାମ୍ବର ♦️ଉତ୍ତମ ଚିକିତ୍ସା ପାଇଁ ଅର୍ଥ ସାଜିଛି ବାଧକ   24-Sep-2026
  ଜିଲ୍ଲା  
କୋଶଳ ସୁନ୍ଦରୀ ଆୱାର୍ଡ ୨୦୨୬ ସିଜନ-୦୬ ର ଫାଇନାଲ୍ ରାଉଣ୍ଡ ପ୍ରତିଯୋଗୀ ଚୟନ ପ୍ରକ୍ରିୟା ସମାପନ । ବରଗଡ ର ଶ୍ରାବ୍ୟା ସାନଭି ପଧାନ ବେଷ୍ଟଅଫ୍ ପିକ୍ ଘୋଷିତ   24-Sep-2026

You Might Also Like