-+91-9937148622 |

prerana_bgr@rediffmail.com |

  Friday 25th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଫରେଷ୍ଟରଙ୍କ ଆତ୍ମହତ୍ୟାର ଅନ୍ତରାଳେ♦️ ବଲାଙ୍ଗୀର ବନବିଭାଗରେ କୋଟି କୋଟି ହଡପ    (24-Sep-2026)       ||      କୁଟ୍ରୁମାଳି–ସିଜିମାଳି ଅଞ୍ଚଳର ଆଦିବାସୀ ଙ୍କୁ ସୁରକ୍ଷା ଦିଅ ନଚେତ ଦୁର୍ବାର ଆନ୍ଦୋଳନ ହେବ    (24-Sep-2026)       ||      ସରକାରୀ ମହିଳା ମହାବିଦ୍ୟାଳୟରେ ଏନ୍. ଏସ୍. ଏସ୍ ଦିବସ ପାଳିତ   (24-Sep-2026)       ||      ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ ଏନ.ଏସ.ଏସ ଦିବସ ପାଳିତ   (24-Sep-2026)       ||      ବର୍ଷା ଯୋଗୁଁ ଘର ଉପରେ ପଡିଲା ବିରାଟ ତେନ୍ତୁଳି ଗଛ, ଅଳ୍ପକେ ବର୍ତ୍ତିଲେ ଚୈତନ ମାଝୀଙ୍କ ପରିବାର   (24-Sep-2026)       ||      * *ସାହାଣୀ କପ୍ ଫୁଟବଲ୍ ଦ୍ୱିତୀୟ ଦିଵସ ପ୍ରଥମ ମ୍ୟାଚ୍ ବରଗଡ଼ ଦଳ ୪-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ୧-୧ ଗୋଲ ସ୍କୋର ହୋଇ ଉଭୟ ଦଳ ଦଳ କୁ ୧-୧- ପଏଣ୍ଟ ମିଳିଛି* -   (24-Sep-2026)       ||      ଆଚାର ଜାର୍‌ରେ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ ବଲାଙ୍ଗୀର ସହର ପୋଲିସର ଚଢ଼ାଉ, ୩୭ କେଜି ୬୫୦ ଗ୍ରାମ ଗଞ୍ଜେଇ ଜବତ; ୨ ଗିରଫ    (24-Sep-2026)       ||      ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ    (24-Sep-2026)       ||      ଗଭୀର ଅବପାତ ଉପକୂଳ ଅତିକ୍ରମ କରିଛି ; ସମନ୍ୱିତ ପ୍ରୟାସ ଓ ପ୍ରସ୍ତୁତିମୂଳକ ପଦକ୍ଷେପ ସହ ରାଜ୍ୟରେ ପରିସ୍ଥିତି ଉପରେ ନିରନ୍ତର ନଜର   (24-Sep-2026)       ||      ପୁଣି ପିସି ପ୍ରସଙ୍ଗ : ଥାନାରେ ମାମଲା ଯୋଗାଣବିଭାଗରେ ପିସି କୁ ନେଇ ପାଟିତୁଣ୍ଡ !   (24-Sep-2026)       ||      ଜୀବନ ସହ ସଂଘର୍ଷ କରୁଛନ୍ତି କିଡନୀ ରୋଗରେ ପୀଡିତ ସ୍ୱତାମ୍ବର ♦️ଉତ୍ତମ ଚିକିତ୍ସା ପାଇଁ ଅର୍ଥ ସାଜିଛି ବାଧକ   (24-Sep-2026)       ||      କୋଶଳ ସୁନ୍ଦରୀ ଆୱାର୍ଡ ୨୦୨୬ ସିଜନ-୦୬ ର ଫାଇନାଲ୍ ରାଉଣ୍ଡ ପ୍ରତିଯୋଗୀ ଚୟନ ପ୍ରକ୍ରିୟା ସମାପନ । ବରଗଡ ର ଶ୍ରାବ୍ୟା ସାନଭି ପଧାନ ବେଷ୍ଟଅଫ୍ ପିକ୍ ଘୋଷିତ   (24-Sep-2026)       ||      *ଘର ଭିତରେ ପଶିଲା ଜଙ୍ଗଲୀ ଭାଲୁ, -ଘଉଡ଼ାଇଲେ ବନ କର୍ମଚାରୀ*   (24-Sep-2026)       ||      *ସୁବର୍ଣ୍ଣପୁର ଜିଲ୍ଲା ରେ ଉଦ୍ଘାଟନ ହେଲା ରାଜ୍ୟ ସ୍ତରୀୟ ସାହାଣୀ କପ୍ ଫୁଟବଲ୍*- *ପ୍ରଥମ ମ୍ୟାଚ୍ ରେ ୨-୦ ଗୋଲରେ ଖୋର୍ଦ୍ଧା ଓ ଦ୍ୱିତୀୟ ମ୍ୟାଚ ରେ ୧-୦ ଗୋଲ ରେ ଗଞ୍ଜାମ ଦଳ ଵିଜୟୀ *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   (24-Sep-2026)       ||      *ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ନବରଙ୍ଗପୁରରେ ମଧ୍ୟ ପଦୋନ୍ନତି ପ୍ରକ୍ରିୟା ନେଇ ଶିକ୍ଷକଙ୍କ ଆଶା ବଢ଼ିଲା*   (24-Sep-2026)       ||      ବଲାଙ୍ଗୀର : ୨,୦୦୦ ଟଙ୍କାରୁ ଅଧିକ ୟୁପିଆଇ ଲେଣ ଦେଣ ୦.୪% ଏମ ଡି ଆର ପ୍ରତ୍ୟାହାର ଦାବିରେ ସ୍ମାରକ ପତ୍ର ପ୍ରଦାନ    (24-Sep-2026)       ||      ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   (23-Sep-2026)       ||      ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   (23-Sep-2026)       ||      ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   (23-Sep-2026)       ||      ଜିଲ୍ଲା ବ୍ରାହ୍ମଣ ମହାସଭା   (23-Sep-2026)       ||     

HOME   ଜିଲ୍ଲା

ହିତାଧିକାରୀଙ୍କୁ ଭତ୍ତା ବଣ୍ଟନ ସହ ଏନ୍ ଏ ସି ର ବିକାଶ କୁ ନେଇ ଗର୍ଜିଲେ ବିଧାୟକ

12-Nov-2024



ଅତାବିରା(ଆକାଶ ମିଶ୍ର): ବରଗଡ ଜିଲ୍ଲା ଅତାବିରା  ବିଜ୍ଞାପିତ ଅଞ୍ଚଳ ପରିଷଦ  ର ଅଧ୍ୟକ୍ଷ ବନମାଳୀ ବରିହା ଙ୍କ ଅଧ୍ୟକ୍ଷତାରେ ଆଜି ଏନ୍ ଏ  ସି କାର୍ଯ୍ୟାଳୟ ରେ  ଅତାବିରା ଅଞ୍ଚଳର ବିକାଶ ଉପରେ ପୁଙ୍ଖାନୁପୁଙ୍ଖ ଆଲୋଚନା ହୋଇଥିଲା ।ଏଥିରେ ସ୍ଥାନୀୟ ବିଧାୟକ ନିହାର ରଞ୍ଜନ ମହାନନ୍ଦ  ମୁଖ୍ୟ ଅତିଥି ଭାବେ ଯୋଗ ଦେଇଥିବା ବେଳେ  ତହସିଲଦାର କାଲୋ ରିଚି କୁମାର ,ଥାନା ଅଧିକାରୀ ସୁକୁମାର ତ୍ରିପାଠୀ,  ଜିଲ୍ଲା ସାଂସଦ ପ୍ରତିନିଧି ସୁରେନ୍ଦ୍ର କୁମାର ସ୍ବାଇଁ, ଉପାଧ୍ୟକ୍ଷ ଅନୁଶୟା ବିଶ୍ଵାଳ ପ୍ରମୁଖ ମଞ୍ଚଷିନ ରହିଥିବା ବେଳେ ଗୋଷ୍ଠୀ ଉନ୍ନୟନ ଅଧିକାରୀ ତଥା କାର୍ଯ୍ୟ ନିର୍ବାହୀ ଅଧିକାରୀ  ସୂର୍ଯ୍ୟ କୁମାର ନାୟକ   ମଞ୍ଚ ପରିଚାଳନା କରିଥିଲେ । ଏହି କାର୍ଯ୍ୟକ୍ରମରେ  ନୂତନ ଭାବେ ଅନୁମୋଦିତ ହୋଇଥିବା ୧୬ ଜଣ ଭିନ୍ନକ୍ଷମ ଙ୍କୁ ଭତ୍ତା, ୧୬ ଜଣ ବୃଦ୍ଧ ଓ ବୃଦ୍ଧା  ବାର୍ଦ୍ଧକ୍ୟ ଭତ୍ତା ଓ ୱାର୍ଡ ନଂ ୪ ର  ଦିବ୍ୟାଙ୍ଗ ପ୍ରକାଶ ବାରିହାଙ୍କୁ   ଏକ ହୁଇଲ୍  ଚେୟାର ପ୍ରଦାନ କରାଯାଇଥିଲା ।ଏହା ପରେ ସହର ର ବିକାଶ କୁ ନେଇ ଆଲୋଚନା ଓ ସମାଲୋଚନା ହୋଇଥିଲା ।ଉପସ୍ଥିତ ସମସ୍ତ କାଉନସିଲର  ମାନଙ୍କ ସହ ବିଧାୟକ  ସହର ର ବିକାଶ ଉପରେ ପ୍ରଶ୍ନ  ରଖିବା ସହ ପୁଙ୍ଖାନୁପୁଙ୍ଖ  ଆଲୋଚନା କରିଥିଲେ । ଦୀର୍ଘ ବର୍ଷ ଧରି  ଅତାବିରା ଦମଦମା  କଡ଼ରେ ଥିବା ଶ୍ମଶାନ   ର ନିର୍ମାଣ କାର୍ଯ୍ୟ  ପଡ଼ି ରହିଥିବା ବେଳେ ତାକୁ ସମ୍ପୂର୍ଣ  କରି ଅଲୋକିକରଣ କରି ଗୋଟିଏ ମାସ ମଧ୍ୟରେ ଏନ୍ ଏ ସି କୁ ହସ୍ତାନ୍ତର କରିବା ପାଇଁ ନିର୍ଦ୍ଦେଶ ଦେଇଥିଲେ ।୨୦୧୭ ମସିହାରେ ଅତାବିରା   ଜାତୀୟ ରାଜପଥ ରେ  ଉଭୟ ରେଙ୍ଗାଲିକ୍ୟାମ୍ପ ଓ ଝାଉଁ ନଦୀ  ପୋଲ ଆଗରେ  ୨୪ ଲକ୍ଷ ଟଙ୍କା ବ୍ୟୟ ଅଟକଳରେ ନିର୍ମାଣ ହୋଇଥିବା ସ୍ଵାଗତ ଦ୍ଵାର  ର  ତୋରଣ  ର କାର୍ଯ୍ୟ ଅତ୍ୟନ୍ତ ନିମ୍ନ ମନର ହୋଇଥିବାରୁ  ତାହା ୨୦୧୯ ମସିହାରୁ ଭାଙ୍ଗି ପଡ଼ି ରହିଛି । ଯାହାକୁ ନେଇ 

ବିଧାୟକ ଦୁଃଖ ପ୍ରକାଶ କରିବା ସହ ପୁନଃ ତାର ନିର୍ମାଣ ପାଇଁ ବିହୀତ ପଦକ୍ଷେପ ନେବା ସେ ଆରମ୍ଭ କରିଦେଇଛନ୍ତି ।ଏହା ବ୍ୟତୀତ ଭେଣ୍ଡିଂ ଜୋନ, ବସ୍ ଷ୍ଟାଣ୍ଡ , ଯାତ୍ରୀ ବିଶ୍ରାମ ଗୃହ, ଛକ ମାନଙ୍କରେ ଟ୍ରାଫିକ ସହ ଉନ୍ନତ ଆଲୋକିକରଣ  ଉପରେ ରହିଥିବା ସମସ୍ୟା ଉପରେ ଆଲୋଚନା କରାଯାଇଥିଲା ।ଏଥିରେ ସମସ୍ତ ୱାର୍ଡ ର କାଉନସିଲର , ପି ଏ ଟୁନୁ କରାଳି, ସି ଓ ଚିନ୍ମୟୀ ପ୍ରଧାନ, ଏସ ଆଇ ଦିଲୀପ ବିଶ୍ଵାଳ, ଏମ୍ ଏଇ ଏସ ଦୁର୍ଯ୍ୟୋଧନ ସାହୁ, ଯେ ଏସ ଇ ଦୀନବନ୍ଧୁ ପ୍ରଧାନ , ପ୍ରଦୀପ ପ୍ରଧାନ ତଥା କାର୍ଯ୍ୟାଳୟ ର ସମସ୍ତ କର୍ମଚାରୀ ଉପସ୍ଥିତ ଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଫରେଷ୍ଟରଙ୍କ ଆତ୍ମହତ୍ୟାର ଅନ୍ତରାଳେ♦️ ବଲାଙ୍ଗୀର ବନବିଭାଗରେ କୋଟି କୋଟି ହଡପ   24-Sep-2026
  ରାଜ୍ୟ  
କୁଟ୍ରୁମାଳି–ସିଜିମାଳି ଅଞ୍ଚଳର ଆଦିବାସୀ ଙ୍କୁ ସୁରକ୍ଷା ଦିଅ ନଚେତ ଦୁର୍ବାର ଆନ୍ଦୋଳନ ହେବ   24-Sep-2026
  ଜିଲ୍ଲା  
ସରକାରୀ ମହିଳା ମହାବିଦ୍ୟାଳୟରେ ଏନ୍. ଏସ୍. ଏସ୍ ଦିବସ ପାଳିତ   24-Sep-2026
  ଜିଲ୍ଲା  
ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ ଏନ.ଏସ.ଏସ ଦିବସ ପାଳିତ   24-Sep-2026
  ଜିଲ୍ଲା  
ବର୍ଷା ଯୋଗୁଁ ଘର ଉପରେ ପଡିଲା ବିରାଟ ତେନ୍ତୁଳି ଗଛ, ଅଳ୍ପକେ ବର୍ତ୍ତିଲେ ଚୈତନ ମାଝୀଙ୍କ ପରିବାର   24-Sep-2026
  ଜିଲ୍ଲା  
* *ସାହାଣୀ କପ୍ ଫୁଟବଲ୍ ଦ୍ୱିତୀୟ ଦିଵସ ପ୍ରଥମ ମ୍ୟାଚ୍ ବରଗଡ଼ ଦଳ ୪-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ୧-୧ ଗୋଲ ସ୍କୋର ହୋଇ ଉଭୟ ଦଳ ଦଳ କୁ ୧-୧- ପଏଣ୍ଟ ମିଳିଛି* -   24-Sep-2026
  ଜିଲ୍ଲା  
ଆଚାର ଜାର୍‌ରେ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ ବଲାଙ୍ଗୀର ସହର ପୋଲିସର ଚଢ଼ାଉ, ୩୭ କେଜି ୬୫୦ ଗ୍ରାମ ଗଞ୍ଜେଇ ଜବତ; ୨ ଗିରଫ   24-Sep-2026
  ଜିଲ୍ଲା  
ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ   24-Sep-2026
  ଜିଲ୍ଲା  
ଗଭୀର ଅବପାତ ଉପକୂଳ ଅତିକ୍ରମ କରିଛି ; ସମନ୍ୱିତ ପ୍ରୟାସ ଓ ପ୍ରସ୍ତୁତିମୂଳକ ପଦକ୍ଷେପ ସହ ରାଜ୍ୟରେ ପରିସ୍ଥିତି ଉପରେ ନିରନ୍ତର ନଜର   24-Sep-2026
  ଜିଲ୍ଲା  
ପୁଣି ପିସି ପ୍ରସଙ୍ଗ : ଥାନାରେ ମାମଲା ଯୋଗାଣବିଭାଗରେ ପିସି କୁ ନେଇ ପାଟିତୁଣ୍ଡ !   24-Sep-2026
  ଜିଲ୍ଲା  
ଜୀବନ ସହ ସଂଘର୍ଷ କରୁଛନ୍ତି କିଡନୀ ରୋଗରେ ପୀଡିତ ସ୍ୱତାମ୍ବର ♦️ଉତ୍ତମ ଚିକିତ୍ସା ପାଇଁ ଅର୍ଥ ସାଜିଛି ବାଧକ   24-Sep-2026
  ଜିଲ୍ଲା  
କୋଶଳ ସୁନ୍ଦରୀ ଆୱାର୍ଡ ୨୦୨୬ ସିଜନ-୦୬ ର ଫାଇନାଲ୍ ରାଉଣ୍ଡ ପ୍ରତିଯୋଗୀ ଚୟନ ପ୍ରକ୍ରିୟା ସମାପନ । ବରଗଡ ର ଶ୍ରାବ୍ୟା ସାନଭି ପଧାନ ବେଷ୍ଟଅଫ୍ ପିକ୍ ଘୋଷିତ   24-Sep-2026

You Might Also Like