-+91-9937148622 |

prerana_bgr@rediffmail.com |

  Thursday 9th July 2026 |

| | | |

R.N.I. Regd No. ODIODI/2010/46693

Breaking News

ପି ଏମ ଶ୍ରୀ ଉଚ୍ଚ ବିଦ୍ୟାଳୟ କରଙ୍ଗାମାଲ ଠାରେ ବନ ମହୋତ୍ସବ   (08-Jul-2026)       ||      ଝାରବନ୍ଧ ପଞ୍ଚାୟତ ଉଚ୍ଚ ପ୍ରାଥମିକ ବିଦ୍ୟାଲୟଠାରେ ବନମହୋତ୍ସବ   (08-Jul-2026)       ||      ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ମନ୍ତ୍ରୀଙ୍କ କୋଲକାତା ଗସ୍ତ   (08-Jul-2026)       ||      ସାଇବର ଆର୍ଥିକ ଠକେଇ ମାମଲାର ତ୍ୱରିତ ପଞ୍ଜୀକରଣ ପାଇଁ ଓଡ଼ିଶା ପୋଲିସର ‘ଇ-ଜିରୋ ଏଫ୍‌ଆଇଆର୍ (e-Zero FIR)’ ବ୍ୟବସ୍ଥାର ଶୁଭାରମ୍ଭ   (08-Jul-2026)       ||      ପରିବେଶ ସୁରକ୍ଷାର ଶପଥ ସହ ବନ ମହୋତ୍ସବ ପାଳିଲା ପିଏମ ଶ୍ରୀ ବାଳିକା ଉଚ୍ଚ ବିଦ୍ୟାଳୟ    (08-Jul-2026)       ||      ଖଣି ଉପନିର୍ଦ୍ଦେଶକ ଦୁଇ ଲକ୍ଷ ୬୦ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ଦୁର୍ନୀତି ନିବାରଣ ଦ୍ୱାରା ଗିରଫ   (08-Jul-2026)       ||      କଟକରେ ରଥଯାତ୍ରା-୨୦୨୬ ନିମନ୍ତେ ପ୍ରଶାସନର ପ୍ରସ୍ତୁତି ବୈଠକ ଅନୁଷ୍ଠିତ   (08-Jul-2026)       ||      ରେଙ୍ଗାଲି ରେ ସମାଜ ପକ୍ଷରୁ ବ୍ଳକ୍ ସ୍ତରୀୟ ଚିତ୍ରାଙ୍କନ ଓ,କୁଇଜ୍ ପ୍ରତିଯୋଗିତା: ଚିତ୍ରାଙ୍କନ ରେ ସୋହମ୍ କୁଇଜ୍ ରେ ଶାନ୍ତାରାମ ପ୍ରଥମ    (08-Jul-2026)       ||      ଘର୍ଟ ଇଣ୍ଟରନ୍ୟାସନାଲ ଷଷ୍ଠ ପ୍ରତିଷ୍ଠା ଦିଵସ, ସମାଜସେବା ପାଇଁ ଗୌରବ ଦୀପ ସମ୍ମାନିତ    (08-Jul-2026)       ||      ପିଏମ୍-ସୂର୍ଯ୍ୟ ଘରକୁ ପିଏମ୍-ଆବାସ ଯୋଜନା ସହ ସଂଯୋଜନ କରାଯିବ: ଉପ ମୁଖ୍ୟମନ୍ତ୍ରୀ ଶ୍ରୀ କନକ ବର୍ଦ୍ଧନ ସିଂହଦେଓ   (08-Jul-2026)       ||      ଜିଲ୍ଲା ପରିଷଦ ସମ୍ମିଳନୀ କକ୍ଷ, ଯାଜପୁର ଠାରେ ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଶିବିର   (08-Jul-2026)       ||      କନ୍ଧମାଳରେ ପ୍ରାଥମିକ ଶିକ୍ଷା ବ୍ୟବସ୍ଥା ସମ୍ପୂର୍ଣ୍ଣ ବିପର୍ଯ୍ୟସ୍ତ :   (08-Jul-2026)       ||      ପୋଲିସର ନିଦ ହଜାଇ ଦେଇଛି ୨୮ ରାଉଣ୍ଡ୍ ଗୁଳି ଚାଳନା    (08-Jul-2026)       ||      ଶହୀଦ୍ ପୀଠରେ ବୃକ୍ଷରୋପଣ ।   (08-Jul-2026)       ||      ତାଳଜୁରି ଆଦିବାସୀ ଉଚ୍ଚ ବିଦ୍ୟାଳୟରେ ବୃକ୍ଷରୋପଣ କାର୍ଯ୍ୟକ୍ରମ   (08-Jul-2026)       ||      ବନ ମହୋତ୍ସବ ପାଳନ ଅବସରରେ ବୃକ୍ଷ ରୋପଣ କାର୍ଯ୍ଯକ୍ରମ   (07-Jul-2026)       ||      ବର୍ଷାରେ ଭାଙ୍ଗିଲା ନିମ୍ନମାନର ନଦୀଆଡିବନ୍ଧ   (07-Jul-2026)       ||      ଟାଉନ ବାଳିକା ଓ ବାଳକ ବିଦ୍ୟାଳୟ ରେ ସମସ୍ୟା ଶୁଣିଲେ ନରସିଂହ♦️ ପରୀକ୍ଷା ଫଳ ଓ ଉପସ୍ଥାନ ସନ୍ତୋଷଜନକ   (07-Jul-2026)       ||      ଏସ୍‌.ଆଇ.ଆର୍ ର ସୁପରିଚାଳନା ପାଇଁ ଉପଜିଲ୍ଲାପାଳଙ୍କୁ ସାକ୍ଷାତ କଲା ବଲାଙ୍ଗୀର ସିଭିଲ ସୋସାଇଟି   (07-Jul-2026)       ||      ଏସ୍‌.ଆଇ.ଆର୍ ର ସୁପରିଚାଳନା ପାଇଁ ଉପଜିଲ୍ଲାପାଳଙ୍କୁ ସାକ୍ଷାତ କଲା ବଲାଙ୍ଗୀର ସିଭିଲ ସୋସାଇଟି   (07-Jul-2026)       ||     

HOME   ଜିଲ୍ଲା

ଜାତୀୟ ସ୍ତରୀୟ ଦୌଡ ପ୍ରତିଯୋଗୀତା ପ୍ରିତିମୟୀ ମନୋନୀତ

12-Nov-2024



ବୀରମହାରାଜପୁର, (ବିନୋଦ ପାଣ୍ଡେ ): ସୁବର୍ଣ୍ଣପୁର ଜିଲ୍ଲା ବୀରମହାରାଜପୁର ବ୍ଲକ ସଂଗ୍ରାମପୁର ଗ୍ରାମର ପ୍ରିତିମୟୀ ଭୁକ୍ତା ରାଜ୍ୟ ଦୌଡ ପ୍ରତିଯୋଗୀତା ରେ ପ୍ରଥମ ସ୍ଥାନ ଅଧିକାର କରି ଚାମ୍ପିୟନ ହୋଇଛନ୍ତି। କେନ୍ଦୁଝର ଠାରେ ରାଜ୍ୟ ସ୍ତରୀୟ ବିଦ୍ୟାଳୟ ସମୂହ ଦୌଡ କୁଦ ପ୍ରତିଯୋଗିତା ରେ  ୧୭ ବର୍ଷରୁ କମ ବାଳିକା ବିଭାଗରେ ୮୦୦ ମିଟର ୧୫୦୦ ମିଟର ଓ ୩୦୦୦ ମିଟର  ଦୌଡରେ ପ୍ରଥମ ସ୍ଥାନ ଅଧିକାର କରି ଚାମ୍ପିୟନ ହେବା ସହ ଜାତୀୟ ସ୍ତରକୁ ଉନ୍ନୀତ ହୋଇଛନ୍ତି। ଉକ୍ତ ଗ୍ରାମର ପିତା ସୁରେନ୍ଦ୍ର ଭୁକ୍ତା ଓ ମାଁ ଅର୍ଚନା ଭୁକ୍ତା ଙ୍କର ଝିଅ ପ୍ରିତିମୟୀ ଭୁକ୍ତା ସିନ୍ଧୋଲ  ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ରେ  ଅଧ୍ୟୟନ କରୁଛନ୍ତି। ତାଙ୍କର ଏହି ସଫଳତାରେ ସଂଗ୍ରାମପୁର ବିଦ୍ୟାଳୟର ପ୍ରଧାନ ଶିକ୍ଷୟତ୍ରୀ ଓ ସମସ୍ତ ଶିକ୍ଷକ ଶିକ୍ଷୟତ୍ରୀ, ସିନ୍ଧୋଳ କଲେଜ ର ଅଧ୍ୟକ୍ଷ,ଖେଳ ଶିକ୍ଷକ ଜିଲ୍ଲାର ଜିଲ୍ଲା ଶିକ୍ଷା ଅଧିକାରୀ, ଡିପିଇଓ ସମସ୍ତ ବ୍ଲକ ଶିକ୍ଷା ଅଧିକାରୀ, ଖେଳ ଶିକ୍ଷକ, କଳିଙ୍ଗ ଷ୍ଟାଡିଅମ ଭୁବନେଶ୍ୱର ର ପ୍ରଶିକ୍ଷକ ଗଣ ଶୁଭେଚ୍ଛା ଜଣାଇଛନ୍ତି। ପ୍ରଥମ ଥର ପାଇଁ ବିଦ୍ୟାଳୟ ସମୂହ ରାଜ୍ୟ ସ୍ତରୀୟ ଦୌଡ କୁଦ ପ୍ରତିଯୋଗିତାରେ ପ୍ରିତୀମୟୀ ଙ୍କର ଏହି ବିରଳ ସଫଳତା ଦେଖି ଭିଭିନ୍ନ ଅଞ୍ଚଳ ରୁ ପ୍ରିତୀମୟୀ ଙ୍କୁ ଶୁଭେଚ୍ଛା ର ବାର୍ତ୍ତା ଆସୁଛି ।


News Comment




Photo in News

Advertisment
Lastest News
  ଜିଲ୍ଲା  
ପି ଏମ ଶ୍ରୀ ଉଚ୍ଚ ବିଦ୍ୟାଳୟ କରଙ୍ଗାମାଲ ଠାରେ ବନ ମହୋତ୍ସବ   08-Jul-2026
  ଜିଲ୍ଲା  
ଝାରବନ୍ଧ ପଞ୍ଚାୟତ ଉଚ୍ଚ ପ୍ରାଥମିକ ବିଦ୍ୟାଲୟଠାରେ ବନମହୋତ୍ସବ   08-Jul-2026
  ରାଜ୍ୟ  
ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ମନ୍ତ୍ରୀଙ୍କ କୋଲକାତା ଗସ୍ତ   08-Jul-2026
  ଜିଲ୍ଲା  
ସାଇବର ଆର୍ଥିକ ଠକେଇ ମାମଲାର ତ୍ୱରିତ ପଞ୍ଜୀକରଣ ପାଇଁ ଓଡ଼ିଶା ପୋଲିସର ‘ଇ-ଜିରୋ ଏଫ୍‌ଆଇଆର୍ (e-Zero FIR)’ ବ୍ୟବସ୍ଥାର ଶୁଭାରମ୍ଭ   08-Jul-2026
  ଜିଲ୍ଲା  
ପରିବେଶ ସୁରକ୍ଷାର ଶପଥ ସହ ବନ ମହୋତ୍ସବ ପାଳିଲା ପିଏମ ଶ୍ରୀ ବାଳିକା ଉଚ୍ଚ ବିଦ୍ୟାଳୟ    08-Jul-2026
  ଜିଲ୍ଲା  
ଖଣି ଉପନିର୍ଦ୍ଦେଶକ ଦୁଇ ଲକ୍ଷ ୬୦ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ଦୁର୍ନୀତି ନିବାରଣ ଦ୍ୱାରା ଗିରଫ   08-Jul-2026
  ଜିଲ୍ଲା  
କଟକରେ ରଥଯାତ୍ରା-୨୦୨୬ ନିମନ୍ତେ ପ୍ରଶାସନର ପ୍ରସ୍ତୁତି ବୈଠକ ଅନୁଷ୍ଠିତ   08-Jul-2026
  ଜିଲ୍ଲା  
ରେଙ୍ଗାଲି ରେ ସମାଜ ପକ୍ଷରୁ ବ୍ଳକ୍ ସ୍ତରୀୟ ଚିତ୍ରାଙ୍କନ ଓ,କୁଇଜ୍ ପ୍ରତିଯୋଗିତା: ଚିତ୍ରାଙ୍କନ ରେ ସୋହମ୍ କୁଇଜ୍ ରେ ଶାନ୍ତାରାମ ପ୍ରଥମ   08-Jul-2026
  ଜିଲ୍ଲା  
ଘର୍ଟ ଇଣ୍ଟରନ୍ୟାସନାଲ ଷଷ୍ଠ ପ୍ରତିଷ୍ଠା ଦିଵସ, ସମାଜସେବା ପାଇଁ ଗୌରବ ଦୀପ ସମ୍ମାନିତ   08-Jul-2026
  ଜିଲ୍ଲା  
ପିଏମ୍-ସୂର୍ଯ୍ୟ ଘରକୁ ପିଏମ୍-ଆବାସ ଯୋଜନା ସହ ସଂଯୋଜନ କରାଯିବ: ଉପ ମୁଖ୍ୟମନ୍ତ୍ରୀ ଶ୍ରୀ କନକ ବର୍ଦ୍ଧନ ସିଂହଦେଓ   08-Jul-2026
  ଜିଲ୍ଲା  
ଜିଲ୍ଲା ପରିଷଦ ସମ୍ମିଳନୀ କକ୍ଷ, ଯାଜପୁର ଠାରେ ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଶିବିର   08-Jul-2026
  ଜିଲ୍ଲା  
କନ୍ଧମାଳରେ ପ୍ରାଥମିକ ଶିକ୍ଷା ବ୍ୟବସ୍ଥା ସମ୍ପୂର୍ଣ୍ଣ ବିପର୍ଯ୍ୟସ୍ତ :   08-Jul-2026

You Might Also Like