-+91-9937148622 |

prerana_bgr@rediffmail.com |

  Friday 25th September 2026 |

| | | |

R.N.I. Regd No. ODIODI/2010/46693

Breaking News

*ନୂଆଁଖାଇ ଭେଟଘାଟ ପାଇଁ କ୍ଷତ୍ରିୟ ଧାକଡ ସମାଜ କୋର କମିଟି ର ପ୍ରସ୍ତୁତି ବୈଠକ*   (25-Sep-2026)       ||      ଫରେଷ୍ଟରଙ୍କ ଆତ୍ମହତ୍ୟାର ଅନ୍ତରାଳେ♦️ ବଲାଙ୍ଗୀର ବନବିଭାଗରେ କୋଟି କୋଟି ହଡପ    (24-Sep-2026)       ||      କୁଟ୍ରୁମାଳି–ସିଜିମାଳି ଅଞ୍ଚଳର ଆଦିବାସୀ ଙ୍କୁ ସୁରକ୍ଷା ଦିଅ ନଚେତ ଦୁର୍ବାର ଆନ୍ଦୋଳନ ହେବ    (24-Sep-2026)       ||      ସରକାରୀ ମହିଳା ମହାବିଦ୍ୟାଳୟରେ ଏନ୍. ଏସ୍. ଏସ୍ ଦିବସ ପାଳିତ   (24-Sep-2026)       ||      ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ ଏନ.ଏସ.ଏସ ଦିବସ ପାଳିତ   (24-Sep-2026)       ||      ବର୍ଷା ଯୋଗୁଁ ଘର ଉପରେ ପଡିଲା ବିରାଟ ତେନ୍ତୁଳି ଗଛ, ଅଳ୍ପକେ ବର୍ତ୍ତିଲେ ଚୈତନ ମାଝୀଙ୍କ ପରିବାର   (24-Sep-2026)       ||      * *ସାହାଣୀ କପ୍ ଫୁଟବଲ୍ ଦ୍ୱିତୀୟ ଦିଵସ ପ୍ରଥମ ମ୍ୟାଚ୍ ବରଗଡ଼ ଦଳ ୪-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ୧-୧ ଗୋଲ ସ୍କୋର ହୋଇ ଉଭୟ ଦଳ ଦଳ କୁ ୧-୧- ପଏଣ୍ଟ ମିଳିଛି* -   (24-Sep-2026)       ||      ଆଚାର ଜାର୍‌ରେ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ ବଲାଙ୍ଗୀର ସହର ପୋଲିସର ଚଢ଼ାଉ, ୩୭ କେଜି ୬୫୦ ଗ୍ରାମ ଗଞ୍ଜେଇ ଜବତ; ୨ ଗିରଫ    (24-Sep-2026)       ||      ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ    (24-Sep-2026)       ||      ଗଭୀର ଅବପାତ ଉପକୂଳ ଅତିକ୍ରମ କରିଛି ; ସମନ୍ୱିତ ପ୍ରୟାସ ଓ ପ୍ରସ୍ତୁତିମୂଳକ ପଦକ୍ଷେପ ସହ ରାଜ୍ୟରେ ପରିସ୍ଥିତି ଉପରେ ନିରନ୍ତର ନଜର   (24-Sep-2026)       ||      ପୁଣି ପିସି ପ୍ରସଙ୍ଗ : ଥାନାରେ ମାମଲା ଯୋଗାଣବିଭାଗରେ ପିସି କୁ ନେଇ ପାଟିତୁଣ୍ଡ !   (24-Sep-2026)       ||      ଜୀବନ ସହ ସଂଘର୍ଷ କରୁଛନ୍ତି କିଡନୀ ରୋଗରେ ପୀଡିତ ସ୍ୱତାମ୍ବର ♦️ଉତ୍ତମ ଚିକିତ୍ସା ପାଇଁ ଅର୍ଥ ସାଜିଛି ବାଧକ   (24-Sep-2026)       ||      କୋଶଳ ସୁନ୍ଦରୀ ଆୱାର୍ଡ ୨୦୨୬ ସିଜନ-୦୬ ର ଫାଇନାଲ୍ ରାଉଣ୍ଡ ପ୍ରତିଯୋଗୀ ଚୟନ ପ୍ରକ୍ରିୟା ସମାପନ । ବରଗଡ ର ଶ୍ରାବ୍ୟା ସାନଭି ପଧାନ ବେଷ୍ଟଅଫ୍ ପିକ୍ ଘୋଷିତ   (24-Sep-2026)       ||      *ଘର ଭିତରେ ପଶିଲା ଜଙ୍ଗଲୀ ଭାଲୁ, -ଘଉଡ଼ାଇଲେ ବନ କର୍ମଚାରୀ*   (24-Sep-2026)       ||      *ସୁବର୍ଣ୍ଣପୁର ଜିଲ୍ଲା ରେ ଉଦ୍ଘାଟନ ହେଲା ରାଜ୍ୟ ସ୍ତରୀୟ ସାହାଣୀ କପ୍ ଫୁଟବଲ୍*- *ପ୍ରଥମ ମ୍ୟାଚ୍ ରେ ୨-୦ ଗୋଲରେ ଖୋର୍ଦ୍ଧା ଓ ଦ୍ୱିତୀୟ ମ୍ୟାଚ ରେ ୧-୦ ଗୋଲ ରେ ଗଞ୍ଜାମ ଦଳ ଵିଜୟୀ *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   (24-Sep-2026)       ||      *ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ନବରଙ୍ଗପୁରରେ ମଧ୍ୟ ପଦୋନ୍ନତି ପ୍ରକ୍ରିୟା ନେଇ ଶିକ୍ଷକଙ୍କ ଆଶା ବଢ଼ିଲା*   (24-Sep-2026)       ||      ବଲାଙ୍ଗୀର : ୨,୦୦୦ ଟଙ୍କାରୁ ଅଧିକ ୟୁପିଆଇ ଲେଣ ଦେଣ ୦.୪% ଏମ ଡି ଆର ପ୍ରତ୍ୟାହାର ଦାବିରେ ସ୍ମାରକ ପତ୍ର ପ୍ରଦାନ    (24-Sep-2026)       ||      ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   (23-Sep-2026)       ||      ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   (23-Sep-2026)       ||      ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   (23-Sep-2026)       ||     

HOME   ଜିଲ୍ଲା

ଜନସମ୍ପର୍କ ପଦଯାତ୍ରା ,,,,,,,,,, ସିଂହର ପଟୁଆରାରେ ସୋହେଲା ବିସ୍ମିତ

12-Nov-2024



ବରଗଡ଼:(ନିରଞ୍ଜନ ତ୍ରିପାଠୀ)-ଆଜି ବିଜୁ ଜନତା ଦଳ ର ଭଟଲି ନିର୍ବାଚନ ମଣ୍ଡଳୀ ତରଫରୁ ମାନ୍ୟବର ପୂର୍ବତନ ମନ୍ତ୍ରୀ ଶ୍ରୀ ସୁଶାନ୍ତ ସିଂହଙ୍କ ନେତୃତ୍ୱରେ ସୋହେଲା ଠାରେ ୧୦ ହଜାର ରୁ ଉର୍ଦ୍ଧ୍ବ ଏକ ବିଶାଳ " ଜନ ସଂପର୍କ ପଦଯାତ୍ରା" କାର୍ଯ୍ୟକ୍ରମ ସଫଳତା ପୂର୍ବକ ଅନୁଷ୍ଠିତ ହୋଇଯାଇଛି ।ଲୋକଙ୍କ ସମାଗମରୁ ଜଣାପଡେ ଯେ ବର୍ତ୍ତମାନ ମଧ୍ୟ ତାଙ୍କ ଲୋକପ୍ରିୟତାରେ ଏବେବି ପଶ୍ଚିମ ଓଡ଼ିଶାର କିଙ୍ଗ ଅଟନ୍ତି ବୋଲି ହୃଦୟଙ୍ଗମ ହେଉଛି।
ଏହି କାର୍ଯ୍ୟକ୍ରମରେ ସମ୍ମାନୀତ ଅତିଥି ରୂପେ ବରଗଡ଼ର ପୂର୍ବତନ ବିଧାୟକ ଶ୍ରୀ ଦେବେଶ ଆଚାର୍ଯ୍ୟ, ପଦ୍ମପୁର ବିଧାୟିକା ଶ୍ରୀମତୀ ବର୍ଷା ସିଂ ବରିହା, ପୂର୍ବତନ ମନ୍ତ୍ରୀ ଶ୍ରୀମତୀ ରିତା ସାହୁ , ବିଜେଡି ଜିଲ୍ଲା କାର୍ଯ୍ୟକାରୀ ସଭାପତି ଶ୍ରୀ ସୁଶାନ୍ତ ମହାପାତ୍ର ଯୋଗ ଦେଇଥିଲେ।

ଏହି ପଦଯାତ୍ରା କାର୍ଯ୍ୟକ୍ରମରେ ବିଜେଡି ନେତା ଶ୍ରୀ ସୁଶାନ୍ତ ମିଶ୍ର,ବରଗଡ଼ ଜିଲ୍ଲା ପରିଷଦ ଅଧ୍ୟକ୍ଷା ଶ୍ରୀମତୀ ମାନିନୀ ଭୋଇ,ରାଜ୍ୟ ଦଳୀୟ ସାଧାରଣ ସମ୍ପାଦକ ଶ୍ରୀ ରାଜୁ ଘିବେଲା, କାର୍ଯ୍ୟକ୍ରମର ପରିଚାଳକ ଶ୍ରୀ ସୁବ୍ରତ କୁମାର ବେହେରା,ଭଟଲି ବ୍ଲକ ଅଧ୍ୟକ୍ଷ ଶ୍ରୀ ନିତ୍ୟାନନ୍ଦ ପ୍ରଧାନ, ଅମ୍ବାଭୋନା ବ୍ଲକ ଅଧ୍ୟକ୍ଷ ଶ୍ରୀ କୀର୍ତ୍ତି ଚନ୍ଦ୍ର ଦୁଆନ, ସୋହେଲା ବ୍ଲକ ଅଧ୍ୟକ୍ଷା ଶ୍ରୀମତୀ ବବି ପ୍ରଧାନ, ଭଟଲି ବ୍ଲକ ବିଜେଡି ସଭାପତି ଶ୍ରୀ ଗୋବିନ୍ଦ ପ୍ରଧାନ, ଅମ୍ବାଭୋନା ବ୍ଲକ ବିଜେଡି ସଭାପତି ଶ୍ରୀ ରଘୁନାଥ ପଟେଲ, ପୂର୍ବତନ ବ୍ଲକ ଅଧ୍ୟକ୍ଷ ଶ୍ରୀ ଜିବର୍ଦ୍ଧନ ବରିହା, ବରିଷ୍ଠ ବିଜେଡି ନେତା ଶ୍ରୀ ସରୋଜ ମହାପାତ୍ର,ବରିଷ୍ଠ ବିଜେଡି ନେତା ଶ୍ରୀ ଗୌର ହରି ମିଶ୍ର,ଜିଲ୍ଲା ପରିଷଦ ସଦସ୍ୟ ସଦସ୍ୟା ବୃନ୍ଦ ଶ୍ରୀମତୀ କଳ୍ପନା ମାଝୀ, ଶ୍ରୀମତୀ ରୋଜୀ ନାଏକ, ଶ୍ରୀମତୀ ମିତା ବିଶି,ଶ୍ରୀମତୀ ଜାଇଫୁଲ ସିଂ ବରିହା, ଶ୍ରୀମତୀ ଭାରତୀ ଭୁଏ,ଶ୍ରୀ ଈଶ୍ୱର ଚନ୍ଦ୍ର ସାହୁ, ଶ୍ରୀ ଗଣତନ୍ତ୍ର ପ୍ରଧାନ, ଶ୍ରୀ ପ୍ରଫୁଲ୍ଲ ପ୍ରଧାନ, ଶ୍ରୀ ଦୟାନିଧି ପଟେଲ,ବିଜୁ ଯୁବ ଜନତା ଦଳର ଜିଲ୍ଲା ସଭାପତି ଶ୍ରୀ ପ୍ରଦ୍ୟୁମ୍ନ କୁମାର ତ୍ରିପାଠୀ,ଜିଲ୍ଲା ଯୁବ ଛାତ୍ର ସଭାପତି ଶ୍ରୀ କରନ ସିକନ୍ଦର, ଶ୍ରୀ କାର୍ତ୍ତିକ ବାରିକ ଯୋଗଦେଇ କାର୍ଯ୍ୟକ୍ରମକୁ ସଫଳ ମଣ୍ଡିତ କରିଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
*ନୂଆଁଖାଇ ଭେଟଘାଟ ପାଇଁ କ୍ଷତ୍ରିୟ ଧାକଡ ସମାଜ କୋର କମିଟି ର ପ୍ରସ୍ତୁତି ବୈଠକ*   25-Sep-2026
  ଜିଲ୍ଲା  
ଫରେଷ୍ଟରଙ୍କ ଆତ୍ମହତ୍ୟାର ଅନ୍ତରାଳେ♦️ ବଲାଙ୍ଗୀର ବନବିଭାଗରେ କୋଟି କୋଟି ହଡପ   24-Sep-2026
  ରାଜ୍ୟ  
କୁଟ୍ରୁମାଳି–ସିଜିମାଳି ଅଞ୍ଚଳର ଆଦିବାସୀ ଙ୍କୁ ସୁରକ୍ଷା ଦିଅ ନଚେତ ଦୁର୍ବାର ଆନ୍ଦୋଳନ ହେବ   24-Sep-2026
  ଜିଲ୍ଲା  
ସରକାରୀ ମହିଳା ମହାବିଦ୍ୟାଳୟରେ ଏନ୍. ଏସ୍. ଏସ୍ ଦିବସ ପାଳିତ   24-Sep-2026
  ଜିଲ୍ଲା  
ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ ଏନ.ଏସ.ଏସ ଦିବସ ପାଳିତ   24-Sep-2026
  ଜିଲ୍ଲା  
ବର୍ଷା ଯୋଗୁଁ ଘର ଉପରେ ପଡିଲା ବିରାଟ ତେନ୍ତୁଳି ଗଛ, ଅଳ୍ପକେ ବର୍ତ୍ତିଲେ ଚୈତନ ମାଝୀଙ୍କ ପରିବାର   24-Sep-2026
  ଜିଲ୍ଲା  
* *ସାହାଣୀ କପ୍ ଫୁଟବଲ୍ ଦ୍ୱିତୀୟ ଦିଵସ ପ୍ରଥମ ମ୍ୟାଚ୍ ବରଗଡ଼ ଦଳ ୪-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ୧-୧ ଗୋଲ ସ୍କୋର ହୋଇ ଉଭୟ ଦଳ ଦଳ କୁ ୧-୧- ପଏଣ୍ଟ ମିଳିଛି* -   24-Sep-2026
  ଜିଲ୍ଲା  
ଆଚାର ଜାର୍‌ରେ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ ବଲାଙ୍ଗୀର ସହର ପୋଲିସର ଚଢ଼ାଉ, ୩୭ କେଜି ୬୫୦ ଗ୍ରାମ ଗଞ୍ଜେଇ ଜବତ; ୨ ଗିରଫ   24-Sep-2026
  ଜିଲ୍ଲା  
ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ   24-Sep-2026
  ଜିଲ୍ଲା  
ଗଭୀର ଅବପାତ ଉପକୂଳ ଅତିକ୍ରମ କରିଛି ; ସମନ୍ୱିତ ପ୍ରୟାସ ଓ ପ୍ରସ୍ତୁତିମୂଳକ ପଦକ୍ଷେପ ସହ ରାଜ୍ୟରେ ପରିସ୍ଥିତି ଉପରେ ନିରନ୍ତର ନଜର   24-Sep-2026
  ଜିଲ୍ଲା  
ପୁଣି ପିସି ପ୍ରସଙ୍ଗ : ଥାନାରେ ମାମଲା ଯୋଗାଣବିଭାଗରେ ପିସି କୁ ନେଇ ପାଟିତୁଣ୍ଡ !   24-Sep-2026
  ଜିଲ୍ଲା  
ଜୀବନ ସହ ସଂଘର୍ଷ କରୁଛନ୍ତି କିଡନୀ ରୋଗରେ ପୀଡିତ ସ୍ୱତାମ୍ବର ♦️ଉତ୍ତମ ଚିକିତ୍ସା ପାଇଁ ଅର୍ଥ ସାଜିଛି ବାଧକ   24-Sep-2026

You Might Also Like