-+91-9937148622 |

prerana_bgr@rediffmail.com |

  Friday 25th September 2026 |

| | | |

R.N.I. Regd No. ODIODI/2010/46693

Breaking News

*ନୂଆଁଖାଇ ଭେଟଘାଟ ପାଇଁ କ୍ଷତ୍ରିୟ ଧାକଡ ସମାଜ କୋର କମିଟି ର ପ୍ରସ୍ତୁତି ବୈଠକ*   (25-Sep-2026)       ||      ଫରେଷ୍ଟରଙ୍କ ଆତ୍ମହତ୍ୟାର ଅନ୍ତରାଳେ♦️ ବଲାଙ୍ଗୀର ବନବିଭାଗରେ କୋଟି କୋଟି ହଡପ    (24-Sep-2026)       ||      କୁଟ୍ରୁମାଳି–ସିଜିମାଳି ଅଞ୍ଚଳର ଆଦିବାସୀ ଙ୍କୁ ସୁରକ୍ଷା ଦିଅ ନଚେତ ଦୁର୍ବାର ଆନ୍ଦୋଳନ ହେବ    (24-Sep-2026)       ||      ସରକାରୀ ମହିଳା ମହାବିଦ୍ୟାଳୟରେ ଏନ୍. ଏସ୍. ଏସ୍ ଦିବସ ପାଳିତ   (24-Sep-2026)       ||      ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ ଏନ.ଏସ.ଏସ ଦିବସ ପାଳିତ   (24-Sep-2026)       ||      ବର୍ଷା ଯୋଗୁଁ ଘର ଉପରେ ପଡିଲା ବିରାଟ ତେନ୍ତୁଳି ଗଛ, ଅଳ୍ପକେ ବର୍ତ୍ତିଲେ ଚୈତନ ମାଝୀଙ୍କ ପରିବାର   (24-Sep-2026)       ||      * *ସାହାଣୀ କପ୍ ଫୁଟବଲ୍ ଦ୍ୱିତୀୟ ଦିଵସ ପ୍ରଥମ ମ୍ୟାଚ୍ ବରଗଡ଼ ଦଳ ୪-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ୧-୧ ଗୋଲ ସ୍କୋର ହୋଇ ଉଭୟ ଦଳ ଦଳ କୁ ୧-୧- ପଏଣ୍ଟ ମିଳିଛି* -   (24-Sep-2026)       ||      ଆଚାର ଜାର୍‌ରେ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ ବଲାଙ୍ଗୀର ସହର ପୋଲିସର ଚଢ଼ାଉ, ୩୭ କେଜି ୬୫୦ ଗ୍ରାମ ଗଞ୍ଜେଇ ଜବତ; ୨ ଗିରଫ    (24-Sep-2026)       ||      ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ    (24-Sep-2026)       ||      ଗଭୀର ଅବପାତ ଉପକୂଳ ଅତିକ୍ରମ କରିଛି ; ସମନ୍ୱିତ ପ୍ରୟାସ ଓ ପ୍ରସ୍ତୁତିମୂଳକ ପଦକ୍ଷେପ ସହ ରାଜ୍ୟରେ ପରିସ୍ଥିତି ଉପରେ ନିରନ୍ତର ନଜର   (24-Sep-2026)       ||      ପୁଣି ପିସି ପ୍ରସଙ୍ଗ : ଥାନାରେ ମାମଲା ଯୋଗାଣବିଭାଗରେ ପିସି କୁ ନେଇ ପାଟିତୁଣ୍ଡ !   (24-Sep-2026)       ||      ଜୀବନ ସହ ସଂଘର୍ଷ କରୁଛନ୍ତି କିଡନୀ ରୋଗରେ ପୀଡିତ ସ୍ୱତାମ୍ବର ♦️ଉତ୍ତମ ଚିକିତ୍ସା ପାଇଁ ଅର୍ଥ ସାଜିଛି ବାଧକ   (24-Sep-2026)       ||      କୋଶଳ ସୁନ୍ଦରୀ ଆୱାର୍ଡ ୨୦୨୬ ସିଜନ-୦୬ ର ଫାଇନାଲ୍ ରାଉଣ୍ଡ ପ୍ରତିଯୋଗୀ ଚୟନ ପ୍ରକ୍ରିୟା ସମାପନ । ବରଗଡ ର ଶ୍ରାବ୍ୟା ସାନଭି ପଧାନ ବେଷ୍ଟଅଫ୍ ପିକ୍ ଘୋଷିତ   (24-Sep-2026)       ||      *ଘର ଭିତରେ ପଶିଲା ଜଙ୍ଗଲୀ ଭାଲୁ, -ଘଉଡ଼ାଇଲେ ବନ କର୍ମଚାରୀ*   (24-Sep-2026)       ||      *ସୁବର୍ଣ୍ଣପୁର ଜିଲ୍ଲା ରେ ଉଦ୍ଘାଟନ ହେଲା ରାଜ୍ୟ ସ୍ତରୀୟ ସାହାଣୀ କପ୍ ଫୁଟବଲ୍*- *ପ୍ରଥମ ମ୍ୟାଚ୍ ରେ ୨-୦ ଗୋଲରେ ଖୋର୍ଦ୍ଧା ଓ ଦ୍ୱିତୀୟ ମ୍ୟାଚ ରେ ୧-୦ ଗୋଲ ରେ ଗଞ୍ଜାମ ଦଳ ଵିଜୟୀ *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   (24-Sep-2026)       ||      *ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ନବରଙ୍ଗପୁରରେ ମଧ୍ୟ ପଦୋନ୍ନତି ପ୍ରକ୍ରିୟା ନେଇ ଶିକ୍ଷକଙ୍କ ଆଶା ବଢ଼ିଲା*   (24-Sep-2026)       ||      ବଲାଙ୍ଗୀର : ୨,୦୦୦ ଟଙ୍କାରୁ ଅଧିକ ୟୁପିଆଇ ଲେଣ ଦେଣ ୦.୪% ଏମ ଡି ଆର ପ୍ରତ୍ୟାହାର ଦାବିରେ ସ୍ମାରକ ପତ୍ର ପ୍ରଦାନ    (24-Sep-2026)       ||      ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   (23-Sep-2026)       ||      ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   (23-Sep-2026)       ||      ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   (23-Sep-2026)       ||     

HOME   ଜିଲ୍ଲା

ବୈଦୁପାଲି ରାଧାକୃଷ୍ଣ ମନ୍ଦିର ପ୍ରତିଷ୍ଠା ପାଇଁ ପ୍ରସ୍ତୁତି ବୈଠକ, କଂସ ଦରବାର–କଂସ ଭୂମିକାରେ ଗୋପାଳ ପଣ୍ଡା

12-Nov-2024



ଡୁଙ୍ଗୁରିପାଲି(ଅରବିନ୍ଦ ମିଶ୍ର): ବ୍ଲକର ବୈଦୁପାଲି ଗ୍ରାମରେ ନବ ନିର୍ମିତ ରାଧାକୃଷ୍ଣ ଜଗନ୍ନାଥ ମନ୍ଦିରର ପ୍ରତିଷ୍ଠା ମହୋତ୍ସବ ଆସନ୍ତା ଜାନୁୟାରୀ ୩୧ରୁ ଫେବୃୟାରୀ ୬ତାରିଖ ପଯ୍ୟନ୍ତ ହେବାକୁ ସ୍ଥିରିକୃତ ହୋଇଅଛି । ଏହି ଅବସରରେ ଅନୁଷ୍ଠିତ ପ୍ରସ୍ତୁତି ବୈଠକ ପରିଚାଳନା କମିଟୀର ସଭାପତି ହିମାଂଶୁ ବାରିକଙ୍କ ଅଧ୍ୟକ୍ଷତାରେ କାର୍ଯ୍ୟକ୍ରମକୁ ନେଇ ଆଲୋଚନା କରାଯାଇଥିଲା । ପ୍ରତିଷ୍ଠା ଉତ୍ସବରେ ୧୬ ପ୍ରହର ନାମ ଯଜ୍ଞ, ପାରାୟଣ, ମନ୍ଦିର ଯଜ୍ଞ, ସହିତ ବିଭିନ୍ନ ସାଂସ୍କୃତିକ କାର୍ଯ୍ୟକ୍ରମ ଅନୁଷ୍ଠିତ ହେବ । ହେବାକୁ ଥିବା କଂସ ଦରବାରର କଂସ ଭୂମିକାରେ ପଶ୍ଚିମ ଓଡିଶାର ଜଣାଶୁଣା କଂସ କଳାକାର ଅନ୍ତର୍ଜାର ଗୋପାଳ ପଣ୍ଡାଙ୍କୁ କମିଟୀ ପକ୍ଷରୁ ନିମନ୍ତ୍ରଣ କରାଯାଇଛି । ଏଥ୍ ସହିତ ମନ୍ଦିର ଯଜ୍ଞ ପୂଜକ ଭାବରେ ପହଣ୍ଡି ଗ୍ରାମର ଲୁଲୁ ମିଶ୍ର, ନାମ ଯଜ୍ଞରେ କେଶବ ଦାଶ, ପାରାୟଣ ଗାୟକ ଭାବେ ଲୁଗାପଡାର ଉଦ୍ଧବ ତ୍ରୀପାଠୀ, ବିପିନ ଜାଲ ଏବଂ ସପୁର ନାଗଙ୍କ ଦଣ୍ଡ ନୃତ୍ୟ ସହିତ ଜଟର୍ଲା ଏବଂ କୁମ୍ଭାରିର ଭଗବାନ ପାର୍ଟୀ ନାଟକ, ଉମା ପାର୍ଟିର ଅର୍କେଷ୍ଟ କାର୍ଯ୍ୟକ୍ରମ ରହିଛି । ଏଥି ସହିତ ମୀନା ବଜାର ସାଙ୍ଗକୁ ବିଭିନ୍ନ ଘଣ୍ଟ ଶଙ୍ଖ ଦଳ, ମନୋରଞ୍ଜନ ସକାଶେ ଆହୁରି ଅନେକ ସାଂସ୍କୃତି ଦଳମାନେ ଯୋଗ ଦେବାର କାର୍ଯ୍ୟକ୍ରମ ରହିଅଛି । କାର୍ଯ୍ୟକ୍ରମକୁ ସଫଳ କରିବା ପାଇଁ ମନ୍ଦିର ପ୍ରତିଷ୍ଠା କମିଟୀର ସଂପାଦକ ରତ୍ନାକର ସେଠ, କୋଷାଧ୍ୟକ୍ଷ ଲୀଲାମୟ ବେହାର, କୋଅର୍ଡିନେଟର ମନୋଜ ଦିଶ୍ରୀ, ସହ ସଂପାଦକ ଭାବେ ପ୍ରେମାନନ୍ଦ ଭୋଇ, ମୃତ୍ୟୁଞ୍ଜୟ ଉଦୁଜୁଲିଆ, ଓ ଦୋଳଗୋବିନ୍ଦ ବିଶି, ଉପଦେଷ୍ଟା ତ‌ଥା ବିଭିନ୍ନ କମିଟୀରେ ଭୈରବ ଦିଶୀ, ପବିତ୍ର ଦାଶ, ହରି ଦାଶ, ଅଚ୍ୟୁତ ବାରିକ, ଉଦେ ଦିଶ୍ରୀ, ରାଧାମୋହନ ଅଦାବର, ପ୍ରସାଦି ବିଶ୍ୱାଳ, ଗୁଣନିଧ ବାରିକ, ଉଦ୍ଧବ ବାରିକ,ଘନଶ୍ୟାମ ବାରିକ, ଅରୁଣ ବାରିକ, ଲିଙ୍ଗ ବାରିକ, ସମାରୁ ପୋଢ, ସୁଦାମ ବାରିକ, ରାମଚନ୍ଦ୍ର ବାରିକ, ଲଲିତ ଭୋଇ, ବିନୋଦ ଦିଶ୍ରୀ, ଦାମୋଦର ବାରିକ, ନାରେନ ପାଣ୍ଡେ, ବିକ୍ରମ ପଧାନ, କୁଞ୍ଜ ବିହାରି ତାଣ୍ଡି, ବାଳ କୁମ୍ଭାର, ଉଗ୍ରସେନ ତାଣ୍ଡି, ବିରେନ ପୋଢ, ବଳରାମ ତାଣ୍ଡି, ରାଜକୁମାର ପଧାନ, ଅଧିକାରୀ ନାଏକ, ଲେକ୍ସ ପାଣ୍ଡେ, ପ୍ରଦୀପ କୁମାର ବାରିକ, ଉଜ୍ଜଲ ବାରିକ, ଚମରା ସୁନା, ରାଧାମୋହନ ଦିଶ୍ରୀ, ନକୁଳ ବୁଡେକ, ଯଗତ ନାଏକ, ବିହାରି ପାଣ୍ଡେ, ଜ‌ୟରାମ ବାରିକ ପ୍ରମୁଖ ରହିଛନ୍ତି । ଏହା ସହିତ ପଶ୍ମି ମ ଓଡିଶାର ନାଁ କରା କଳାକାର, ସମାଜସେବୀମାନଙ୍କ ଏକାଠି ଦେଖୁବାର ସୁଯୋଗ ପାଇପାରିବେ । ଏହାକୁ ନେଇ ଗ୍ରାମରେ ଘନ ଘନ ବୈଠକ ହେବା ସହ ଶାନ୍ତି ଶୃଙ୍ଖଳାର ସହିତ ଯେପରି ଅନୁଷ୍ଠିତ ହେବ ଏହାକୁ କମିଟୀ ତଥା ଗ୍ରାମବାସୀ ଗୁରୁତ୍ୱ ଦେବାକୁ ବୈଠକରେ ଆଲୋଚନା ହୋଇଥିଲା । ଶେଷରେ ସଂପାଦକ ରତ୍ନାକର ସେଠ ଧନ୍ୟବାଦ ଅର୍ପଣ କରିଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
*ନୂଆଁଖାଇ ଭେଟଘାଟ ପାଇଁ କ୍ଷତ୍ରିୟ ଧାକଡ ସମାଜ କୋର କମିଟି ର ପ୍ରସ୍ତୁତି ବୈଠକ*   25-Sep-2026
  ଜିଲ୍ଲା  
ଫରେଷ୍ଟରଙ୍କ ଆତ୍ମହତ୍ୟାର ଅନ୍ତରାଳେ♦️ ବଲାଙ୍ଗୀର ବନବିଭାଗରେ କୋଟି କୋଟି ହଡପ   24-Sep-2026
  ରାଜ୍ୟ  
କୁଟ୍ରୁମାଳି–ସିଜିମାଳି ଅଞ୍ଚଳର ଆଦିବାସୀ ଙ୍କୁ ସୁରକ୍ଷା ଦିଅ ନଚେତ ଦୁର୍ବାର ଆନ୍ଦୋଳନ ହେବ   24-Sep-2026
  ଜିଲ୍ଲା  
ସରକାରୀ ମହିଳା ମହାବିଦ୍ୟାଳୟରେ ଏନ୍. ଏସ୍. ଏସ୍ ଦିବସ ପାଳିତ   24-Sep-2026
  ଜିଲ୍ଲା  
ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ ଏନ.ଏସ.ଏସ ଦିବସ ପାଳିତ   24-Sep-2026
  ଜିଲ୍ଲା  
ବର୍ଷା ଯୋଗୁଁ ଘର ଉପରେ ପଡିଲା ବିରାଟ ତେନ୍ତୁଳି ଗଛ, ଅଳ୍ପକେ ବର୍ତ୍ତିଲେ ଚୈତନ ମାଝୀଙ୍କ ପରିବାର   24-Sep-2026
  ଜିଲ୍ଲା  
* *ସାହାଣୀ କପ୍ ଫୁଟବଲ୍ ଦ୍ୱିତୀୟ ଦିଵସ ପ୍ରଥମ ମ୍ୟାଚ୍ ବରଗଡ଼ ଦଳ ୪-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ୧-୧ ଗୋଲ ସ୍କୋର ହୋଇ ଉଭୟ ଦଳ ଦଳ କୁ ୧-୧- ପଏଣ୍ଟ ମିଳିଛି* -   24-Sep-2026
  ଜିଲ୍ଲା  
ଆଚାର ଜାର୍‌ରେ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ ବଲାଙ୍ଗୀର ସହର ପୋଲିସର ଚଢ଼ାଉ, ୩୭ କେଜି ୬୫୦ ଗ୍ରାମ ଗଞ୍ଜେଇ ଜବତ; ୨ ଗିରଫ   24-Sep-2026
  ଜିଲ୍ଲା  
ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ   24-Sep-2026
  ଜିଲ୍ଲା  
ଗଭୀର ଅବପାତ ଉପକୂଳ ଅତିକ୍ରମ କରିଛି ; ସମନ୍ୱିତ ପ୍ରୟାସ ଓ ପ୍ରସ୍ତୁତିମୂଳକ ପଦକ୍ଷେପ ସହ ରାଜ୍ୟରେ ପରିସ୍ଥିତି ଉପରେ ନିରନ୍ତର ନଜର   24-Sep-2026
  ଜିଲ୍ଲା  
ପୁଣି ପିସି ପ୍ରସଙ୍ଗ : ଥାନାରେ ମାମଲା ଯୋଗାଣବିଭାଗରେ ପିସି କୁ ନେଇ ପାଟିତୁଣ୍ଡ !   24-Sep-2026
  ଜିଲ୍ଲା  
ଜୀବନ ସହ ସଂଘର୍ଷ କରୁଛନ୍ତି କିଡନୀ ରୋଗରେ ପୀଡିତ ସ୍ୱତାମ୍ବର ♦️ଉତ୍ତମ ଚିକିତ୍ସା ପାଇଁ ଅର୍ଥ ସାଜିଛି ବାଧକ   24-Sep-2026

You Might Also Like