-+91-9937148622 |

prerana_bgr@rediffmail.com |

  Friday 25th September 2026 |

| | | |

R.N.I. Regd No. ODIODI/2010/46693

Breaking News

*ନୂଆଁଖାଇ ଭେଟଘାଟ ପାଇଁ କ୍ଷତ୍ରିୟ ଧାକଡ ସମାଜ କୋର କମିଟି ର ପ୍ରସ୍ତୁତି ବୈଠକ*   (25-Sep-2026)       ||      ଫରେଷ୍ଟରଙ୍କ ଆତ୍ମହତ୍ୟାର ଅନ୍ତରାଳେ♦️ ବଲାଙ୍ଗୀର ବନବିଭାଗରେ କୋଟି କୋଟି ହଡପ    (24-Sep-2026)       ||      କୁଟ୍ରୁମାଳି–ସିଜିମାଳି ଅଞ୍ଚଳର ଆଦିବାସୀ ଙ୍କୁ ସୁରକ୍ଷା ଦିଅ ନଚେତ ଦୁର୍ବାର ଆନ୍ଦୋଳନ ହେବ    (24-Sep-2026)       ||      ସରକାରୀ ମହିଳା ମହାବିଦ୍ୟାଳୟରେ ଏନ୍. ଏସ୍. ଏସ୍ ଦିବସ ପାଳିତ   (24-Sep-2026)       ||      ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ ଏନ.ଏସ.ଏସ ଦିବସ ପାଳିତ   (24-Sep-2026)       ||      ବର୍ଷା ଯୋଗୁଁ ଘର ଉପରେ ପଡିଲା ବିରାଟ ତେନ୍ତୁଳି ଗଛ, ଅଳ୍ପକେ ବର୍ତ୍ତିଲେ ଚୈତନ ମାଝୀଙ୍କ ପରିବାର   (24-Sep-2026)       ||      * *ସାହାଣୀ କପ୍ ଫୁଟବଲ୍ ଦ୍ୱିତୀୟ ଦିଵସ ପ୍ରଥମ ମ୍ୟାଚ୍ ବରଗଡ଼ ଦଳ ୪-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ୧-୧ ଗୋଲ ସ୍କୋର ହୋଇ ଉଭୟ ଦଳ ଦଳ କୁ ୧-୧- ପଏଣ୍ଟ ମିଳିଛି* -   (24-Sep-2026)       ||      ଆଚାର ଜାର୍‌ରେ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ ବଲାଙ୍ଗୀର ସହର ପୋଲିସର ଚଢ଼ାଉ, ୩୭ କେଜି ୬୫୦ ଗ୍ରାମ ଗଞ୍ଜେଇ ଜବତ; ୨ ଗିରଫ    (24-Sep-2026)       ||      ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ    (24-Sep-2026)       ||      ଗଭୀର ଅବପାତ ଉପକୂଳ ଅତିକ୍ରମ କରିଛି ; ସମନ୍ୱିତ ପ୍ରୟାସ ଓ ପ୍ରସ୍ତୁତିମୂଳକ ପଦକ୍ଷେପ ସହ ରାଜ୍ୟରେ ପରିସ୍ଥିତି ଉପରେ ନିରନ୍ତର ନଜର   (24-Sep-2026)       ||      ପୁଣି ପିସି ପ୍ରସଙ୍ଗ : ଥାନାରେ ମାମଲା ଯୋଗାଣବିଭାଗରେ ପିସି କୁ ନେଇ ପାଟିତୁଣ୍ଡ !   (24-Sep-2026)       ||      ଜୀବନ ସହ ସଂଘର୍ଷ କରୁଛନ୍ତି କିଡନୀ ରୋଗରେ ପୀଡିତ ସ୍ୱତାମ୍ବର ♦️ଉତ୍ତମ ଚିକିତ୍ସା ପାଇଁ ଅର୍ଥ ସାଜିଛି ବାଧକ   (24-Sep-2026)       ||      କୋଶଳ ସୁନ୍ଦରୀ ଆୱାର୍ଡ ୨୦୨୬ ସିଜନ-୦୬ ର ଫାଇନାଲ୍ ରାଉଣ୍ଡ ପ୍ରତିଯୋଗୀ ଚୟନ ପ୍ରକ୍ରିୟା ସମାପନ । ବରଗଡ ର ଶ୍ରାବ୍ୟା ସାନଭି ପଧାନ ବେଷ୍ଟଅଫ୍ ପିକ୍ ଘୋଷିତ   (24-Sep-2026)       ||      *ଘର ଭିତରେ ପଶିଲା ଜଙ୍ଗଲୀ ଭାଲୁ, -ଘଉଡ଼ାଇଲେ ବନ କର୍ମଚାରୀ*   (24-Sep-2026)       ||      *ସୁବର୍ଣ୍ଣପୁର ଜିଲ୍ଲା ରେ ଉଦ୍ଘାଟନ ହେଲା ରାଜ୍ୟ ସ୍ତରୀୟ ସାହାଣୀ କପ୍ ଫୁଟବଲ୍*- *ପ୍ରଥମ ମ୍ୟାଚ୍ ରେ ୨-୦ ଗୋଲରେ ଖୋର୍ଦ୍ଧା ଓ ଦ୍ୱିତୀୟ ମ୍ୟାଚ ରେ ୧-୦ ଗୋଲ ରେ ଗଞ୍ଜାମ ଦଳ ଵିଜୟୀ *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   (24-Sep-2026)       ||      *ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ନବରଙ୍ଗପୁରରେ ମଧ୍ୟ ପଦୋନ୍ନତି ପ୍ରକ୍ରିୟା ନେଇ ଶିକ୍ଷକଙ୍କ ଆଶା ବଢ଼ିଲା*   (24-Sep-2026)       ||      ବଲାଙ୍ଗୀର : ୨,୦୦୦ ଟଙ୍କାରୁ ଅଧିକ ୟୁପିଆଇ ଲେଣ ଦେଣ ୦.୪% ଏମ ଡି ଆର ପ୍ରତ୍ୟାହାର ଦାବିରେ ସ୍ମାରକ ପତ୍ର ପ୍ରଦାନ    (24-Sep-2026)       ||      ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   (23-Sep-2026)       ||      ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   (23-Sep-2026)       ||      ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   (23-Sep-2026)       ||     

HOME   ଜିଲ୍ଲା

ବଲାଙ୍ଗିର ଜିଲ୍ଲା ଉନ୍ନୟନ ସମନ୍ନୟ ଏବଂ ପର୍ଯ୍ୟାଲୋଚନା କମିଟି (ଦିଶା) ବୈଠକ ଅନୁଷ୍ଠିତ

12-Nov-2024



ବଲାଙ୍ଗିର(ଦେବାଶିଷ ବହିଦାର): ଆଜି ପୂର୍ବାହ୍ନରେ ଜିଲ୍ଲା ପରିଷଦ ସମ୍ମିଳନୀ କକ୍ଷରେ ବଲାଙ୍ଗିର ଜିଲ୍ଲା ଉନ୍ନୟନ ସମନ୍ନୟ ଏବଂ ପର୍ଯ୍ୟାଲୋଚନା କମିଟି (ଦିଶା)ର ବୈଠକ କମିଟିର ଅଧ୍ୟକ୍ଷା ତଥା ବଲାଙ୍ଗିର ଲୋକସଭା ସାଂସଦ ସଂଗୀତା କୁମାରୀ ସିଂହଦେଓଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଛି ।

ରାଜ୍ୟସଭା ସାଂସଦ ନିରଞ୍ଜନ ବିଶି,  ଟିଟିଲାଗଡ଼ ବିଧାୟକ  ନବୀନ କୁମାର ଜୈନ, କଣ୍ଟାବାଞ୍ଜି ବିଧାୟକ, ଲକ୍ଷ୍ମଣ ବାଗ, ଜିଲ୍ଲାପାଳ ଗୌରୱ ଶିୱାଜୀ ଇସଲୱାର , ଟିଟିଲାଗଡ଼ ଉପଜିଲ୍ଲାପାଳ ରେହାନ ଖେତ୍ରି ଏବଂ ବିଧାୟକ, ବଲାଙ୍ଗିରଙ୍କ ପ୍ରତିନିଧି, ବିଧାୟକ, ପାଟଣାଗଡଙ୍କ ପ୍ରତିନିଧି, ବିଧାୟକ, ଲୋଇଶିଙ୍ଗାଙ୍କ ପ୍ରତିନିଧି ପ୍ରମୁଖ ମଞ୍ଚାସିନ ଥିଲେ | ସେମାନଙ୍କ ସହ ବିଭିନ୍ନ ପଞ୍ଚାୟତ ସମିତି ର ଅଧ୍ୟକ୍ଷ ଅଧ୍ୟକ୍ଷା ,ଦିଶା କମିଟି ର ମନୋନୀତ ସଦସ୍ୟ ସଦସ୍ୟାଙ୍କ ସମେତ ବିଭିନ୍ନ ବିଭାଗର ଜିଲ୍ଲା ସ୍ତରୀୟ ଅଧିକାରୀ ମାନେ ଉପସ୍ଥିତ ଥିଲେ । ବୈଠକରେ ଜିଲ୍ଲା ପରିଷଦର ମୁଖ୍ୟ ଉନ୍ନୟନ

ଅଧିକାରୀ ପ୍ରଭାତ କୁମାର ମହାପାତ୍ର ସମସ୍ତଙ୍କୁ ସ୍ବାଗତ ଜଣାଇବା ସହ ପ୍ରାରମ୍ଭିକ ସୂଚନା ପ୍ରଦାନ କରିଥିଲେ ଏବଂ ଆଲୋଚ୍ୟ ବିଷୟ ଉପସ୍ଥାପନା କରିଥିଲେ । ଜିଲ୍ଲାର ସର୍ବାଙ୍ଗୀନ ବିକାଶ ଓ ସମୃଦ୍ଧି ସକାଶେ ବିଭାଗୀୟ ଅଧିକାରୀ ମାନେ ଉତ୍ତମ ସମନ୍ନୟ ରଖି ଦାୟିତ୍ବ ଓ କର୍ତ୍ତବ୍ୟ ସମ୍ପାଦନ କରିବା ସହ ଯୋଜନା ଗୁଡିକ ଯେପରି ତୃଣମୁଳ ସ୍ତରରେ ପହଞ୍ଚିପାରିବ, ସେଥିପ୍ରତି ଯତ୍ନବାନ ହେବାକୁ ଅଧ୍ୟକ୍ଷା ଶ୍ରୀମତୀ ସିଂହଦେଓ ବିଭାଗୀୟ ଅଧିକାରୀ ମାନଙ୍କୁ ପରାମର୍ଶ ଦେଇଥିଲେ । କୃଷି, ଜଳସେଚନ, ଆଡ଼ିବନ୍ଧ ନିର୍ମାଣ, ବୃହତ ଉଠା ଜଳସେଚନ, କ୍ଷୁଦ୍ର ଉଠା ଜଳସେଚନ, ପାନୀୟ ଜଳ,ଶିକ୍ଷା, ବିଦ୍ୟୁତ୍, ସଡକ, ଏନଆରଜିଏସ, ଖଣି, ଦୂର ସଂଚାର ବାବଦରେ କାର୍ଯ୍ୟକାରୀ ହେଉଥିବା ଯୋଜନା ଗୁଡିକର କାର୍ଯ୍ୟକାରିତା ଓ ଅଗ୍ରଗତି ସମ୍ପର୍କରେ ସେ

ପୁଙ୍ଖାନୁପୁଙ୍ଖ ଭାବେ ସମୀକ୍ଷା କରିଥିଲେ । ପ୍ରଧାନମନ୍ତ୍ରୀ ଗ୍ରାମ୍ୟ ସଡକ ଯୋଜନାରେ ନିର୍ମାଣ ହେଉଥିବା ରାସ୍ତା ଗୁଡିକର ସ୍ଥିତି ସମ୍ପର୍କରେ ସମୀକ୍ଷା କରି ଅସମ୍ପୂର୍ଣ୍ଣ ରାସ୍ତା ଗୁଡିକର ନିର୍ମାଣ କାର୍ଯ୍ୟ ଯଥାଶୀଘ୍ର ସଂପୂର୍ଣ୍ଣ କରିବା ଏବଂ ଧାର୍ଯ୍ୟ ମାନଦଣ୍ଡ କୁ ବଜାୟ ରଖି  ଗୁଣବତ୍ତାକୁ ସୁନିଶ୍ଚିତ କରିବାକୁ ନିର୍ଦ୍ଦେଶ ଦେଇଥିଲେ । ରାସ୍ତାକାମ ନିମ୍ନ ମାନର ହୋଇଥିବା ଅଭିଯୋଗ ସମ୍ପର୍କରେ ବୈଠକରେ ଆଲୋଚନା କରାଯାଇ ଏହାର ଗୁଣବତ୍ତା ଉପରେ ସ୍ବତନ୍ତ୍ର ଯାଞ୍ଚ କରାଯିବା ସହ ଉନ୍ନୟନ ମୂଳକ କାମ କାର୍ଯ୍ୟକାରିତା ଏବଂ ହିତାଧିକାରୀ ମାନେ ପାଉଥିବା ସୁବିଧା ସୁଯୋଗ  ସମ୍ପର୍କରେ ଏକ ସୂଚନା ପତ୍ର  ପ୍ରସ୍ତୁତ କରି ସମସ୍ତ ନିର୍ବାଚିତ ପ୍ରତିନିଧି ମାନଙ୍କୁ ଅବଗତ କରିବାକୁ ଅଧିକାରୀ ମାନଙ୍କୁ କୁହାଯାଇଥିଲା । ବୈଠକରେ ପ୍ରଧାନମନ୍ତ୍ରୀ ଆବାସ ଯୋଜନା ଗ୍ରାମୀଣ ଓ ସହରାଞ୍ଚଳ ,ଜାତୀୟ ସ୍ୱାସ୍ଥ୍ୟ ମିଶନ ,ରାଷ୍ଟ୍ରୀୟ କୃଷି ବିକାଶ ଯୋଜନା, ପ୍ରଧାନମନ୍ତ୍ରୀ କୃଷି ସିଞ୍ଚାଇ ଯୋଜନାର ବିଭିନ୍ନ କାର୍ଯ୍ୟକ୍ରମ ସମ୍ପର୍କରେ ସେ ସମୀକ୍ଷା ହୋଇଥିଲା । ବୈଠକ ଶେଷରେ ଜିଲ୍ଲା ପରିଷଦ ର ମୁଖ୍ୟ ଉନ୍ନୟନ ଅଧିକାରୀ ଶ୍ରୀ ମହାପାତ୍ର  ସମସ୍ତଙ୍କୁ ଧନ୍ୟବାଦ ଅର୍ପଣ କରିଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
*ନୂଆଁଖାଇ ଭେଟଘାଟ ପାଇଁ କ୍ଷତ୍ରିୟ ଧାକଡ ସମାଜ କୋର କମିଟି ର ପ୍ରସ୍ତୁତି ବୈଠକ*   25-Sep-2026
  ଜିଲ୍ଲା  
ଫରେଷ୍ଟରଙ୍କ ଆତ୍ମହତ୍ୟାର ଅନ୍ତରାଳେ♦️ ବଲାଙ୍ଗୀର ବନବିଭାଗରେ କୋଟି କୋଟି ହଡପ   24-Sep-2026
  ରାଜ୍ୟ  
କୁଟ୍ରୁମାଳି–ସିଜିମାଳି ଅଞ୍ଚଳର ଆଦିବାସୀ ଙ୍କୁ ସୁରକ୍ଷା ଦିଅ ନଚେତ ଦୁର୍ବାର ଆନ୍ଦୋଳନ ହେବ   24-Sep-2026
  ଜିଲ୍ଲା  
ସରକାରୀ ମହିଳା ମହାବିଦ୍ୟାଳୟରେ ଏନ୍. ଏସ୍. ଏସ୍ ଦିବସ ପାଳିତ   24-Sep-2026
  ଜିଲ୍ଲା  
ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ ଏନ.ଏସ.ଏସ ଦିବସ ପାଳିତ   24-Sep-2026
  ଜିଲ୍ଲା  
ବର୍ଷା ଯୋଗୁଁ ଘର ଉପରେ ପଡିଲା ବିରାଟ ତେନ୍ତୁଳି ଗଛ, ଅଳ୍ପକେ ବର୍ତ୍ତିଲେ ଚୈତନ ମାଝୀଙ୍କ ପରିବାର   24-Sep-2026
  ଜିଲ୍ଲା  
* *ସାହାଣୀ କପ୍ ଫୁଟବଲ୍ ଦ୍ୱିତୀୟ ଦିଵସ ପ୍ରଥମ ମ୍ୟାଚ୍ ବରଗଡ଼ ଦଳ ୪-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ୧-୧ ଗୋଲ ସ୍କୋର ହୋଇ ଉଭୟ ଦଳ ଦଳ କୁ ୧-୧- ପଏଣ୍ଟ ମିଳିଛି* -   24-Sep-2026
  ଜିଲ୍ଲା  
ଆଚାର ଜାର୍‌ରେ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ ବଲାଙ୍ଗୀର ସହର ପୋଲିସର ଚଢ଼ାଉ, ୩୭ କେଜି ୬୫୦ ଗ୍ରାମ ଗଞ୍ଜେଇ ଜବତ; ୨ ଗିରଫ   24-Sep-2026
  ଜିଲ୍ଲା  
ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ   24-Sep-2026
  ଜିଲ୍ଲା  
ଗଭୀର ଅବପାତ ଉପକୂଳ ଅତିକ୍ରମ କରିଛି ; ସମନ୍ୱିତ ପ୍ରୟାସ ଓ ପ୍ରସ୍ତୁତିମୂଳକ ପଦକ୍ଷେପ ସହ ରାଜ୍ୟରେ ପରିସ୍ଥିତି ଉପରେ ନିରନ୍ତର ନଜର   24-Sep-2026
  ଜିଲ୍ଲା  
ପୁଣି ପିସି ପ୍ରସଙ୍ଗ : ଥାନାରେ ମାମଲା ଯୋଗାଣବିଭାଗରେ ପିସି କୁ ନେଇ ପାଟିତୁଣ୍ଡ !   24-Sep-2026
  ଜିଲ୍ଲା  
ଜୀବନ ସହ ସଂଘର୍ଷ କରୁଛନ୍ତି କିଡନୀ ରୋଗରେ ପୀଡିତ ସ୍ୱତାମ୍ବର ♦️ଉତ୍ତମ ଚିକିତ୍ସା ପାଇଁ ଅର୍ଥ ସାଜିଛି ବାଧକ   24-Sep-2026

You Might Also Like