-+91-9937148622 |

prerana_bgr@rediffmail.com |

  Tuesday 18th August 2026 |

| | | |

R.N.I. Regd No. ODIODI/2010/46693

Breaking News

ସୁମାନବ ଗଢ଼ିବାର ଶ୍ରେଷ୍ଠ ସମୟ ଛାତ୍ର ଜୀବନ: ନୀଳଜି ସରସ୍ବତୀ ଶିଶୁ ମନ୍ଦିରର ସ୍ୱାଧୀନତା ଦିବସ ପାଳନ ଅବସରରେ ରେ ବାର୍ତ୍ତା ଦେଲେ ମୁଖ୍ୟ ଅତିଥି   (18-Aug-2026)       ||      ବଲାଙ୍ଗୀରରେ ବିଜେଡି ପକ୍ଷରୁ ବିଶାଳ ଶିକ୍ଷାବଞ୍ଚାଅ ଶୋଭାଯାତ୍ରା,ଗଣଶିକ୍ଷାମନ୍ତ୍ରୀଙ୍କ କୁଶପୁତ୍ତଳିକା ଦାହ   (18-Aug-2026)       ||      ରାମମନ୍ଦିର କମିଟି ତୋରଣ ଗେଟ ଓ ମାର୍କେଟୟାଡ଼ ପାଇଁ ତହସିଲଦାର ଙ୍କୁ ଲିଖିତ ଅଭିଯୋଗ   (18-Aug-2026)       ||      ଲୋକଙ୍କୁ ହସାଉଥିବା କଳାକାର ବିଶ୍ୱ ବଗର୍ତ୍ତୀ ଆରପାରିରେ   (18-Aug-2026)       ||      ଜିଲ୍ଲାପାଳଙ୍କ ଜରିଆରେ ମୁଖ୍ୟ ମନ୍ତ୍ରୀଙ୍କୁ ବି ଏମ ଏସର ସ୍ମାରକ ପତ୍ର .ଶ୍ରମିକଙ୍କ ବିଭିନ୍ନ ଦାବୀର ତୁରନ୍ତ ସମାଧାନ .୧୧ ଦଫା ଦାବୀର ସ୍ମାରକ ପତ୍ର ପ୍ରଦାନ .ଉଦ୍ୟୋଗରେ ବେଆଇନ ଛଟେଇ ପ୍ରତ୍ୟାହାର   (18-Aug-2026)       ||      ବରୀ ରେ ବନ୍ୟା   (18-Aug-2026)       ||      *ଭାରତ ବିକାଶ ପରିଷଦ ସୋନପୁର ଶାଖା ପକ୍ଷରୁ ମେଗା ବୃକ୍ଷ ରୋପଣ କାର୍ଯକ୍ରମ*   (18-Aug-2026)       ||      କଣ୍ଟାବାଞ୍ଜି ରେ ସ୍ବାଧୀନତା ଦିବସରେ ସମ୍ବିଧାନ ହତ୍ୟା!    (18-Aug-2026)       ||      ନିଶାମୁକ୍ତ ସମାଜ ଗଠନ ଲକ୍ଷ୍ୟରେ ସୂଚନା ଓ ଲୋକସମ୍ପର୍କ ବିଭାଗ ପକ୍ଷରୁ ସାମୂହିକ ଶପଥ ପାଠ   (18-Aug-2026)       ||      *ରାସ୍ତା ଖାଳିବା ଘଟଣାକୁ କେନ୍ଦ୍ର କରି କେରଣ୍ଡୀ ଗ୍ରାମବାସୀ ଏବଂ ଜମି ମଲିକଙ୍କ ମଧ୍ୟରେ ସୃଷ୍ଟି ହେଲା ବିବାଦ*   (18-Aug-2026)       ||      ରାମମନ୍ଦିର କମିଟି ଗେଟ ଓ ମାର୍କେଟୟାଡ଼ ପାଇଁ ତହସିଲଦାର ଙ୍କ ଦ୍ୱାରସ୍ଥ   (18-Aug-2026)       ||      କଟକ ମହାନଗର ଶାନ୍ତି କମିଟିର ନବୀକରଣ କର୍ଯ୍ୟାଳୟ ଉଦଘାଟିତ   (18-Aug-2026)       ||      ବିଶ୍ରା ବ୍ଲକ ପରିସର ରେ ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଅନୁଷ୍ଠିତ   (17-Aug-2026)       ||      ଲୋକାର୍ପିତ କବିତା ସଂକଳନରେ ସୃଜନଶୀଳ ଚିନ୍ତାଧାରାର ପ୍ରତିଫଳନ♦️ କବି ରାଜକିଶୋର ପଣ୍ଡାଙ୍କ ରଚିତ ପୁସ୍ତକରେ ସ୍ଥାନ ପାଇଛି ୧୦୭ ଟି କବିତା    (17-Aug-2026)       ||      କବି ରାଜକିଶୋର ପଣ୍ଡା ରଚିତ ପୁସ୍ତକ ରେ ସ୍ଥାନ ପାଇଛି ୧୦୭ ଟି କବିତା    (17-Aug-2026)       ||      ଭୁବନେଶ୍ୱରରେ ଅନୁଷ୍ଠିତ ହେବ ଐତିହାସିକ ୱାର୍ଲ୍ଡ ଆଥଲେଟିକ୍ସ କଣ୍ଟିନେଣ୍ଟାଲ୍ ଟୁର ସିଲଭର୍ ମିଟ୍   (17-Aug-2026)       ||      ଆଗକୁ ନୂଆଖାଇ ପାଟଣେଶ୍ୱରୀ ମନ୍ଦିର ଗମ୍ଭାର ଘର ମରାମତି କେବେ ?   (17-Aug-2026)       ||      ଦେଓଗାଁରେ ଓଷ୍ଟା ପକ୍ଷରୁ ସାମ୍ବିଧାନିକ ବୈଠକ   (17-Aug-2026)       ||      ଇଷ୍ଟଜୋନ ବ୍ୟାଡମିଣ୍ଟ ଚମ୍ପିୟାନସିପ୍ ପାଇଁ ଓଡିଶା ଦଳ ଘୋଷଣା   (17-Aug-2026)       ||      ସ୍ମାର୍ଟ ଜଳସେଚନ ଓ ଚାହିଦାଭିତ୍ତିକ ଜଳ ପରିଚାଳନା ଉପରେ ଜଳ ସମ୍ପଦ ବିଭାଗ ପକ୍ଷରୁ ଏକଦିନିଆ କର୍ମଶାଳା   (17-Aug-2026)       ||     

HOME   ବିଶେଷ

ମୁଖ୍ୟମନ୍ତ୍ରୀଙ୍କୁ ହତ୍ୟା ଧମକ ନେଇ ସୁରକ୍ଷା ବ୍ୟବସ୍ଥା କଡାକଡି

07-Jan-2021



ଭୁବନେଶ୍ୱର,(ଶୁଭାଶିଷ ନାୟକ) : ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ହତ୍ୟା ପାଇଁ ଷଡ଼ଯନ୍ତ୍ର ନେଇ ଏକ ଏକ ଚିଠି ମିଳିବା ପରେ ସାଧାରଣରେ ଚର୍ଚ୍ଚା ଜୋର ଧରିଛି । ଅପରାଧୀମାନେ ହେଉଛନ୍ତି ସୁପାରି କିଲର । ଏମାନେ କୌଣସି ଛୋଟମୋଟ ଗୁଣ୍ଡା ନୁହନ୍ତି ବରଂ ଅତ୍ୟାଧୁନିକ ଅସ୍ତ୍ରସହ ସହ ଏକେ-୪୭ ରାଇଫଲ ବ୍ୟବହାରକାରୀ ହାଇପ୍ରୋଫାଇଲ କ୍ରିମିନାଲ ।

ଏହି ମର୍ମରେ ଏକ ଧମକପୂର୍ଣ୍ଣ ଚିଠି ନବୀନ ନିବାସକୁ ଆସିଥିବା ଜଣାଯାଇଛି । ବିଶେଷ କରି ମୁଖ୍ୟମନ୍ତ୍ରୀଙ୍କୁ ସତର୍କ ରହିବା ପାଇଁ ଚିଠିରେ ଅବଗତ କରାଯାଇଛି । ତେବେ ଚିଠିଟି ମିଳିବା ପରେ ରାଜ୍ୟ ଗୃହ ମନ୍ତ୍ରଣାଳୟ ପକ୍ଷରୁ ବିଭାଗୀୟ ଅଧିକାରୀଙ୍କୁ ଆଲର୍ଟ ରହିବା ପାଇଁ ନିର୍ଦ୍ଦେଶ ଦିଆଯାଇଛି । ବିଶେଷ କରି ଡିଜି, ଆଇଜି, ଗୋଇନ୍ଦା ନିର୍ଦ୍ଦେଶକ ଏବଂ କମିଶନେରେଟ ପୋଲିସକୁ ଏବାବଦରେ ରାଜ୍ୟ ଗୃହ ବିଭାଗ ପକ୍ଷରୁ ଏକ ଚିଠି କରାଯାଇ ସମ୍ପୃକ୍ତ ଅଭିଯୁକ୍ତଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ନେବାକୁ କୁହାଯାଇଛି।
ଏଥିସହ ମୁଖ୍ୟମନ୍ତ୍ରୀଙ୍କ ସୁରକ୍ଷା ବ୍ୟବସ୍ଥାକୁ କଡ଼ାକଡ଼ି କରିବାକୁ ନିର୍ଦ୍ଦେଶ ଦିଆଯାଇଛି । ତେବେ ଚିଠିଟିରେ କାହାରି ନାମ ନଥିବା ଜଣାପଡ଼ିଛି । ଉକ୍ତ ଚିଠିରେ ଉଲ୍ଲେଖ ଅଛି ଯେ, ମୁଖ୍ୟମନ୍ତ୍ରୀଙ୍କୁ କିଛି ସୁପାରି କିଲର ଯେକୌଣସି ସମୟରେ ଆକ୍ରମଣ କରିପାରନ୍ତି । ଯେଉଁ ଅପରାଧୀମାନେ ଏମିତି କାଣ୍ଡ ଭିଆଇବା ପାଇଁ ଯୋଜନା କରୁଛନ୍ତି ସେମାନେ ବିଭିନ୍ନ ରାଜ୍ୟର କାର ସବୁ ବ୍ୟବହାର କରୁଛନ୍ତି । ଏସବୁ ଗାଡ଼ିର ନମ୍ବର ସବୁ ଚିଠିରେ ଉଲ୍ଲେଖ ରହିଛି । ସେଗୁଡ଼ିକ ମଧ୍ୟରେ ଓଡ଼ିଶା, ଛତିଶଗଡ଼, ପଞ୍ଜାବ ଆଦି ରାଜ୍ୟର ରହିଛି । ଏପରିକି ଉକ୍ତ ଅପରାଧୀ ଗୋଷ୍ଠୀର ମାଷ୍ଟର ମାଇଣ୍ଡ ନାଗପୁରରେ ରହୁଛି ବୋଲି ଚିଠିରେ ଉଲ୍ଲେଖ ରହିଛି । ବିଶେଷ କରି ମୁଖ୍ୟମନ୍ତ୍ରୀଙ୍କୁ ସତର୍କ ରହିବା ପାଇଁ କୁହାଯାଇଛି । ଚିଠିଟି ଆସିବା ପରେ ମୁଖ୍ୟମନ୍ତ୍ରୀଙ୍କ ସୁରକ୍ଷା ବ୍ୟବସ୍ଥାକୁ କଡ଼ାକଡ଼ି କରାଯାଇଥିବା ଜଣାପଡ଼ିଛି ।


News Comment




Photo in News

Advertisment
Lastest News
  ଜିଲ୍ଲା  
ସୁମାନବ ଗଢ଼ିବାର ଶ୍ରେଷ୍ଠ ସମୟ ଛାତ୍ର ଜୀବନ: ନୀଳଜି ସରସ୍ବତୀ ଶିଶୁ ମନ୍ଦିରର ସ୍ୱାଧୀନତା ଦିବସ ପାଳନ ଅବସରରେ ରେ ବାର୍ତ୍ତା ଦେଲେ ମୁଖ୍ୟ ଅତିଥି   18-Aug-2026
  ଜିଲ୍ଲା  
ବଲାଙ୍ଗୀରରେ ବିଜେଡି ପକ୍ଷରୁ ବିଶାଳ ଶିକ୍ଷାବଞ୍ଚାଅ ଶୋଭାଯାତ୍ରା,ଗଣଶିକ୍ଷାମନ୍ତ୍ରୀଙ୍କ କୁଶପୁତ୍ତଳିକା ଦାହ   18-Aug-2026
  ଜିଲ୍ଲା  
ରାମମନ୍ଦିର କମିଟି ତୋରଣ ଗେଟ ଓ ମାର୍କେଟୟାଡ଼ ପାଇଁ ତହସିଲଦାର ଙ୍କୁ ଲିଖିତ ଅଭିଯୋଗ   18-Aug-2026
  ଜିଲ୍ଲା  
ଲୋକଙ୍କୁ ହସାଉଥିବା କଳାକାର ବିଶ୍ୱ ବଗର୍ତ୍ତୀ ଆରପାରିରେ   18-Aug-2026
  ଜିଲ୍ଲା  
ଜିଲ୍ଲାପାଳଙ୍କ ଜରିଆରେ ମୁଖ୍ୟ ମନ୍ତ୍ରୀଙ୍କୁ ବି ଏମ ଏସର ସ୍ମାରକ ପତ୍ର .ଶ୍ରମିକଙ୍କ ବିଭିନ୍ନ ଦାବୀର ତୁରନ୍ତ ସମାଧାନ .୧୧ ଦଫା ଦାବୀର ସ୍ମାରକ ପତ୍ର ପ୍ରଦାନ .ଉଦ୍ୟୋଗରେ ବେଆଇନ ଛଟେଇ ପ୍ରତ୍ୟାହାର   18-Aug-2026
  ଜିଲ୍ଲା  
ବରୀ ରେ ବନ୍ୟା   18-Aug-2026
  ଜିଲ୍ଲା  
*ଭାରତ ବିକାଶ ପରିଷଦ ସୋନପୁର ଶାଖା ପକ୍ଷରୁ ମେଗା ବୃକ୍ଷ ରୋପଣ କାର୍ଯକ୍ରମ*   18-Aug-2026
  ଜିଲ୍ଲା  
କଣ୍ଟାବାଞ୍ଜି ରେ ସ୍ବାଧୀନତା ଦିବସରେ ସମ୍ବିଧାନ ହତ୍ୟା!   18-Aug-2026
  ଜିଲ୍ଲା  
ନିଶାମୁକ୍ତ ସମାଜ ଗଠନ ଲକ୍ଷ୍ୟରେ ସୂଚନା ଓ ଲୋକସମ୍ପର୍କ ବିଭାଗ ପକ୍ଷରୁ ସାମୂହିକ ଶପଥ ପାଠ   18-Aug-2026
  ଜିଲ୍ଲା  
*ରାସ୍ତା ଖାଳିବା ଘଟଣାକୁ କେନ୍ଦ୍ର କରି କେରଣ୍ଡୀ ଗ୍ରାମବାସୀ ଏବଂ ଜମି ମଲିକଙ୍କ ମଧ୍ୟରେ ସୃଷ୍ଟି ହେଲା ବିବାଦ*   18-Aug-2026
  ଜିଲ୍ଲା  
ରାମମନ୍ଦିର କମିଟି ଗେଟ ଓ ମାର୍କେଟୟାଡ଼ ପାଇଁ ତହସିଲଦାର ଙ୍କ ଦ୍ୱାରସ୍ଥ   18-Aug-2026
  ଜିଲ୍ଲା  
କଟକ ମହାନଗର ଶାନ୍ତି କମିଟିର ନବୀକରଣ କର୍ଯ୍ୟାଳୟ ଉଦଘାଟିତ   18-Aug-2026

You Might Also Like