-+91-9937148622 |

prerana_bgr@rediffmail.com |

  Friday 25th September 2026 |

| | | |

R.N.I. Regd No. ODIODI/2010/46693

Breaking News

*ନୂଆଁଖାଇ ଭେଟଘାଟ ପାଇଁ କ୍ଷତ୍ରିୟ ଧାକଡ ସମାଜ କୋର କମିଟି ର ପ୍ରସ୍ତୁତି ବୈଠକ*   (25-Sep-2026)       ||      ଫରେଷ୍ଟରଙ୍କ ଆତ୍ମହତ୍ୟାର ଅନ୍ତରାଳେ♦️ ବଲାଙ୍ଗୀର ବନବିଭାଗରେ କୋଟି କୋଟି ହଡପ    (24-Sep-2026)       ||      କୁଟ୍ରୁମାଳି–ସିଜିମାଳି ଅଞ୍ଚଳର ଆଦିବାସୀ ଙ୍କୁ ସୁରକ୍ଷା ଦିଅ ନଚେତ ଦୁର୍ବାର ଆନ୍ଦୋଳନ ହେବ    (24-Sep-2026)       ||      ସରକାରୀ ମହିଳା ମହାବିଦ୍ୟାଳୟରେ ଏନ୍. ଏସ୍. ଏସ୍ ଦିବସ ପାଳିତ   (24-Sep-2026)       ||      ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ ଏନ.ଏସ.ଏସ ଦିବସ ପାଳିତ   (24-Sep-2026)       ||      ବର୍ଷା ଯୋଗୁଁ ଘର ଉପରେ ପଡିଲା ବିରାଟ ତେନ୍ତୁଳି ଗଛ, ଅଳ୍ପକେ ବର୍ତ୍ତିଲେ ଚୈତନ ମାଝୀଙ୍କ ପରିବାର   (24-Sep-2026)       ||      * *ସାହାଣୀ କପ୍ ଫୁଟବଲ୍ ଦ୍ୱିତୀୟ ଦିଵସ ପ୍ରଥମ ମ୍ୟାଚ୍ ବରଗଡ଼ ଦଳ ୪-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ୧-୧ ଗୋଲ ସ୍କୋର ହୋଇ ଉଭୟ ଦଳ ଦଳ କୁ ୧-୧- ପଏଣ୍ଟ ମିଳିଛି* -   (24-Sep-2026)       ||      ଆଚାର ଜାର୍‌ରେ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ ବଲାଙ୍ଗୀର ସହର ପୋଲିସର ଚଢ଼ାଉ, ୩୭ କେଜି ୬୫୦ ଗ୍ରାମ ଗଞ୍ଜେଇ ଜବତ; ୨ ଗିରଫ    (24-Sep-2026)       ||      ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ    (24-Sep-2026)       ||      ଗଭୀର ଅବପାତ ଉପକୂଳ ଅତିକ୍ରମ କରିଛି ; ସମନ୍ୱିତ ପ୍ରୟାସ ଓ ପ୍ରସ୍ତୁତିମୂଳକ ପଦକ୍ଷେପ ସହ ରାଜ୍ୟରେ ପରିସ୍ଥିତି ଉପରେ ନିରନ୍ତର ନଜର   (24-Sep-2026)       ||      ପୁଣି ପିସି ପ୍ରସଙ୍ଗ : ଥାନାରେ ମାମଲା ଯୋଗାଣବିଭାଗରେ ପିସି କୁ ନେଇ ପାଟିତୁଣ୍ଡ !   (24-Sep-2026)       ||      ଜୀବନ ସହ ସଂଘର୍ଷ କରୁଛନ୍ତି କିଡନୀ ରୋଗରେ ପୀଡିତ ସ୍ୱତାମ୍ବର ♦️ଉତ୍ତମ ଚିକିତ୍ସା ପାଇଁ ଅର୍ଥ ସାଜିଛି ବାଧକ   (24-Sep-2026)       ||      କୋଶଳ ସୁନ୍ଦରୀ ଆୱାର୍ଡ ୨୦୨୬ ସିଜନ-୦୬ ର ଫାଇନାଲ୍ ରାଉଣ୍ଡ ପ୍ରତିଯୋଗୀ ଚୟନ ପ୍ରକ୍ରିୟା ସମାପନ । ବରଗଡ ର ଶ୍ରାବ୍ୟା ସାନଭି ପଧାନ ବେଷ୍ଟଅଫ୍ ପିକ୍ ଘୋଷିତ   (24-Sep-2026)       ||      *ଘର ଭିତରେ ପଶିଲା ଜଙ୍ଗଲୀ ଭାଲୁ, -ଘଉଡ଼ାଇଲେ ବନ କର୍ମଚାରୀ*   (24-Sep-2026)       ||      *ସୁବର୍ଣ୍ଣପୁର ଜିଲ୍ଲା ରେ ଉଦ୍ଘାଟନ ହେଲା ରାଜ୍ୟ ସ୍ତରୀୟ ସାହାଣୀ କପ୍ ଫୁଟବଲ୍*- *ପ୍ରଥମ ମ୍ୟାଚ୍ ରେ ୨-୦ ଗୋଲରେ ଖୋର୍ଦ୍ଧା ଓ ଦ୍ୱିତୀୟ ମ୍ୟାଚ ରେ ୧-୦ ଗୋଲ ରେ ଗଞ୍ଜାମ ଦଳ ଵିଜୟୀ *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   (24-Sep-2026)       ||      *ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ନବରଙ୍ଗପୁରରେ ମଧ୍ୟ ପଦୋନ୍ନତି ପ୍ରକ୍ରିୟା ନେଇ ଶିକ୍ଷକଙ୍କ ଆଶା ବଢ଼ିଲା*   (24-Sep-2026)       ||      ବଲାଙ୍ଗୀର : ୨,୦୦୦ ଟଙ୍କାରୁ ଅଧିକ ୟୁପିଆଇ ଲେଣ ଦେଣ ୦.୪% ଏମ ଡି ଆର ପ୍ରତ୍ୟାହାର ଦାବିରେ ସ୍ମାରକ ପତ୍ର ପ୍ରଦାନ    (24-Sep-2026)       ||      ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   (23-Sep-2026)       ||      ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   (23-Sep-2026)       ||      ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   (23-Sep-2026)       ||     

HOME   ଜିଲ୍ଲା

ଡାବୁଗାଁ ବିଧାୟକ ନିଜ ଜମିରେ ଧାନ କାଟିଲେ ଓ ଚାଷୀ ମାନଙ୍କୁ ଧାନ କାଟିବାକୁ ଦାଆ (ଇଲା)ବାଣ୍ଟିଲେ l

13-Nov-2024



ନବରଙ୍ଗପୁର(ମିହିର ଶଙ୍କର ପାତ୍ର)
ଡାବୁଗାଁ ଲୋକ ପ୍ରିୟ ବିଧାୟକ ମନୋହର ରନ୍ଧାରୀ ଆଜି ନିଜ ଜମିକୁ ଯାଇ ନିଜେ କୁଲି ମାନଙ୍କ ସହିତ ଧାନ କାଟିଥିଲେ l କୁଲି ମାନଙ୍କ ସହିତ ସମୟ ବିତାଇ ଥିଲେ l ଜମି ରେ ଧାନ କାଟୁଥିବା ପୁରୁଷ ଓ ମହିଳା ଙ୍କୁ ଧାନ କାଟିବା ପାଇଁ ଦାଆ (ଇଲା)ବାଣ୍ଟିଥିଲେ l ଆଉ ଧାନ କଟା ରୁ ଫେରିବା ବାଟ ରେ ଯଦି କାହାର ଦଶାଘର ପଡେ କି ଏକୋଇଶା ଘର ପଡେ ସେ ନିଜେ ସେଠାକୁ .କର୍ମୀ ମାନଙ୍କ ସହିତ ସେଠାରେ ଉପସ୍ଥିତ ହୋଇ ସମସ୍ତ କଥା ବାର୍ତ୍ତା ପରେ ସାହାଯ୍ୟର ହାତ ବଢ଼ାଇ ଖୁସି ଅନୁଭବ କରି ଥାଆନ୍ତି l ସେ ବିଧାନସଭା ଚାଲୁଥିବା ସମୟରେ ବିଧାନସଭା ରେ ରହି ଜନସାଧାରଣ ଙ୍କ ସମସ୍ୟା ବିଧାନସଭା ରେ ଉତଥାପନ କରି ସମସ୍ୟାର ସମାଧାନରେ ଲାଗିଯାଆନ୍ତି l ବିଧାନସଭା ସରିଲେ ସେ ଆସି ତାଙ୍କ ନିର୍ବାଚନ ମଣ୍ଡଳୀ ବୁଲି ଲୋକ ମାନଙ୍କ ସୁଖ ଦୁଃଖ ରେ ସାମିଲ ହୋଇ ଥାଆନ୍ତି l ସେଥିନେଇ ଲୋକ ମାନଙ୍କର ପ୍ରିୟପାତ୍ର ହୋଇ ପାରି ଥିବା ବେଳେ ସବୁରି ମୁହଁରେ ପ୍ରଶଂଶନୀୟ ହୋଇଛନ୍ତି l ତାଙ୍କର ବ୍ୟବହାର, ଲୋକମାନଙ୍କ ସହ ପ୍ରିୟପାତ୍ର ବଢୁଥିବା ଦିନକୁ ଦିନ ବୃଦ୍ଧି ପାଉଛି l

ତାଙ୍କର ଏଇ ଭଲି ଗୁଣ ଥିବା ଯୋଗୁଁ କଂଗ୍ରେସ ଗଡ଼ କୁ ଭାଙ୍ଗି ବିଜେଡି ଗଡ଼ ତିଆରି କରି ଥିଲେ l ଆହୁରି ଏକ କଥା ଏଇ ୨୦୨୪ ନିର୍ବାଚନ ରେ ସେ ତାଙ୍କର ଲୋକପ୍ରିୟତା ବଢ଼ାଇ ତାଙ୍କ ନିର୍ବାଚନମଣ୍ଡଳୀ କୁ ଏପରି ସୁଦୃଢ କରିଥିଲେ, ଯାହାକି ଏଇ ଆସନରୁ ପୁନର୍ବାର ବିପୁଳ ଭାବେ ସମର୍ଥନ ପାଇ ଏହି ଆସନ ରେ ପୁନର୍ବାର ବିଧାୟକ ଭାବେ ନିର୍ବାଚିତ ହୋଇଥିଲେ l ଦୁଃଖ ସୁଖର ସାଥୀ ଆମ ବିଧାୟକ ରନ୍ଧାରୀ ବାବୁ ବୋଲି ଲୋକେ କହନ୍ତି।


News Comment




Photo in News

Advertisment
Lastest News
  ଜିଲ୍ଲା  
*ନୂଆଁଖାଇ ଭେଟଘାଟ ପାଇଁ କ୍ଷତ୍ରିୟ ଧାକଡ ସମାଜ କୋର କମିଟି ର ପ୍ରସ୍ତୁତି ବୈଠକ*   25-Sep-2026
  ଜିଲ୍ଲା  
ଫରେଷ୍ଟରଙ୍କ ଆତ୍ମହତ୍ୟାର ଅନ୍ତରାଳେ♦️ ବଲାଙ୍ଗୀର ବନବିଭାଗରେ କୋଟି କୋଟି ହଡପ   24-Sep-2026
  ରାଜ୍ୟ  
କୁଟ୍ରୁମାଳି–ସିଜିମାଳି ଅଞ୍ଚଳର ଆଦିବାସୀ ଙ୍କୁ ସୁରକ୍ଷା ଦିଅ ନଚେତ ଦୁର୍ବାର ଆନ୍ଦୋଳନ ହେବ   24-Sep-2026
  ଜିଲ୍ଲା  
ସରକାରୀ ମହିଳା ମହାବିଦ୍ୟାଳୟରେ ଏନ୍. ଏସ୍. ଏସ୍ ଦିବସ ପାଳିତ   24-Sep-2026
  ଜିଲ୍ଲା  
ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ ଏନ.ଏସ.ଏସ ଦିବସ ପାଳିତ   24-Sep-2026
  ଜିଲ୍ଲା  
ବର୍ଷା ଯୋଗୁଁ ଘର ଉପରେ ପଡିଲା ବିରାଟ ତେନ୍ତୁଳି ଗଛ, ଅଳ୍ପକେ ବର୍ତ୍ତିଲେ ଚୈତନ ମାଝୀଙ୍କ ପରିବାର   24-Sep-2026
  ଜିଲ୍ଲା  
* *ସାହାଣୀ କପ୍ ଫୁଟବଲ୍ ଦ୍ୱିତୀୟ ଦିଵସ ପ୍ରଥମ ମ୍ୟାଚ୍ ବରଗଡ଼ ଦଳ ୪-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ୧-୧ ଗୋଲ ସ୍କୋର ହୋଇ ଉଭୟ ଦଳ ଦଳ କୁ ୧-୧- ପଏଣ୍ଟ ମିଳିଛି* -   24-Sep-2026
  ଜିଲ୍ଲା  
ଆଚାର ଜାର୍‌ରେ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ ବଲାଙ୍ଗୀର ସହର ପୋଲିସର ଚଢ଼ାଉ, ୩୭ କେଜି ୬୫୦ ଗ୍ରାମ ଗଞ୍ଜେଇ ଜବତ; ୨ ଗିରଫ   24-Sep-2026
  ଜିଲ୍ଲା  
ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ   24-Sep-2026
  ଜିଲ୍ଲା  
ଗଭୀର ଅବପାତ ଉପକୂଳ ଅତିକ୍ରମ କରିଛି ; ସମନ୍ୱିତ ପ୍ରୟାସ ଓ ପ୍ରସ୍ତୁତିମୂଳକ ପଦକ୍ଷେପ ସହ ରାଜ୍ୟରେ ପରିସ୍ଥିତି ଉପରେ ନିରନ୍ତର ନଜର   24-Sep-2026
  ଜିଲ୍ଲା  
ପୁଣି ପିସି ପ୍ରସଙ୍ଗ : ଥାନାରେ ମାମଲା ଯୋଗାଣବିଭାଗରେ ପିସି କୁ ନେଇ ପାଟିତୁଣ୍ଡ !   24-Sep-2026
  ଜିଲ୍ଲା  
ଜୀବନ ସହ ସଂଘର୍ଷ କରୁଛନ୍ତି କିଡନୀ ରୋଗରେ ପୀଡିତ ସ୍ୱତାମ୍ବର ♦️ଉତ୍ତମ ଚିକିତ୍ସା ପାଇଁ ଅର୍ଥ ସାଜିଛି ବାଧକ   24-Sep-2026

You Might Also Like