-+91-9937148622 |

prerana_bgr@rediffmail.com |

  Friday 25th September 2026 |

| | | |

R.N.I. Regd No. ODIODI/2010/46693

Breaking News

*ନୂଆଁଖାଇ ଭେଟଘାଟ ପାଇଁ କ୍ଷତ୍ରିୟ ଧାକଡ ସମାଜ କୋର କମିଟି ର ପ୍ରସ୍ତୁତି ବୈଠକ*   (25-Sep-2026)       ||      ଫରେଷ୍ଟରଙ୍କ ଆତ୍ମହତ୍ୟାର ଅନ୍ତରାଳେ♦️ ବଲାଙ୍ଗୀର ବନବିଭାଗରେ କୋଟି କୋଟି ହଡପ    (24-Sep-2026)       ||      କୁଟ୍ରୁମାଳି–ସିଜିମାଳି ଅଞ୍ଚଳର ଆଦିବାସୀ ଙ୍କୁ ସୁରକ୍ଷା ଦିଅ ନଚେତ ଦୁର୍ବାର ଆନ୍ଦୋଳନ ହେବ    (24-Sep-2026)       ||      ସରକାରୀ ମହିଳା ମହାବିଦ୍ୟାଳୟରେ ଏନ୍. ଏସ୍. ଏସ୍ ଦିବସ ପାଳିତ   (24-Sep-2026)       ||      ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ ଏନ.ଏସ.ଏସ ଦିବସ ପାଳିତ   (24-Sep-2026)       ||      ବର୍ଷା ଯୋଗୁଁ ଘର ଉପରେ ପଡିଲା ବିରାଟ ତେନ୍ତୁଳି ଗଛ, ଅଳ୍ପକେ ବର୍ତ୍ତିଲେ ଚୈତନ ମାଝୀଙ୍କ ପରିବାର   (24-Sep-2026)       ||      * *ସାହାଣୀ କପ୍ ଫୁଟବଲ୍ ଦ୍ୱିତୀୟ ଦିଵସ ପ୍ରଥମ ମ୍ୟାଚ୍ ବରଗଡ଼ ଦଳ ୪-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ୧-୧ ଗୋଲ ସ୍କୋର ହୋଇ ଉଭୟ ଦଳ ଦଳ କୁ ୧-୧- ପଏଣ୍ଟ ମିଳିଛି* -   (24-Sep-2026)       ||      ଆଚାର ଜାର୍‌ରେ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ ବଲାଙ୍ଗୀର ସହର ପୋଲିସର ଚଢ଼ାଉ, ୩୭ କେଜି ୬୫୦ ଗ୍ରାମ ଗଞ୍ଜେଇ ଜବତ; ୨ ଗିରଫ    (24-Sep-2026)       ||      ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ    (24-Sep-2026)       ||      ଗଭୀର ଅବପାତ ଉପକୂଳ ଅତିକ୍ରମ କରିଛି ; ସମନ୍ୱିତ ପ୍ରୟାସ ଓ ପ୍ରସ୍ତୁତିମୂଳକ ପଦକ୍ଷେପ ସହ ରାଜ୍ୟରେ ପରିସ୍ଥିତି ଉପରେ ନିରନ୍ତର ନଜର   (24-Sep-2026)       ||      ପୁଣି ପିସି ପ୍ରସଙ୍ଗ : ଥାନାରେ ମାମଲା ଯୋଗାଣବିଭାଗରେ ପିସି କୁ ନେଇ ପାଟିତୁଣ୍ଡ !   (24-Sep-2026)       ||      ଜୀବନ ସହ ସଂଘର୍ଷ କରୁଛନ୍ତି କିଡନୀ ରୋଗରେ ପୀଡିତ ସ୍ୱତାମ୍ବର ♦️ଉତ୍ତମ ଚିକିତ୍ସା ପାଇଁ ଅର୍ଥ ସାଜିଛି ବାଧକ   (24-Sep-2026)       ||      କୋଶଳ ସୁନ୍ଦରୀ ଆୱାର୍ଡ ୨୦୨୬ ସିଜନ-୦୬ ର ଫାଇନାଲ୍ ରାଉଣ୍ଡ ପ୍ରତିଯୋଗୀ ଚୟନ ପ୍ରକ୍ରିୟା ସମାପନ । ବରଗଡ ର ଶ୍ରାବ୍ୟା ସାନଭି ପଧାନ ବେଷ୍ଟଅଫ୍ ପିକ୍ ଘୋଷିତ   (24-Sep-2026)       ||      *ଘର ଭିତରେ ପଶିଲା ଜଙ୍ଗଲୀ ଭାଲୁ, -ଘଉଡ଼ାଇଲେ ବନ କର୍ମଚାରୀ*   (24-Sep-2026)       ||      *ସୁବର୍ଣ୍ଣପୁର ଜିଲ୍ଲା ରେ ଉଦ୍ଘାଟନ ହେଲା ରାଜ୍ୟ ସ୍ତରୀୟ ସାହାଣୀ କପ୍ ଫୁଟବଲ୍*- *ପ୍ରଥମ ମ୍ୟାଚ୍ ରେ ୨-୦ ଗୋଲରେ ଖୋର୍ଦ୍ଧା ଓ ଦ୍ୱିତୀୟ ମ୍ୟାଚ ରେ ୧-୦ ଗୋଲ ରେ ଗଞ୍ଜାମ ଦଳ ଵିଜୟୀ *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   (24-Sep-2026)       ||      *ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ନବରଙ୍ଗପୁରରେ ମଧ୍ୟ ପଦୋନ୍ନତି ପ୍ରକ୍ରିୟା ନେଇ ଶିକ୍ଷକଙ୍କ ଆଶା ବଢ଼ିଲା*   (24-Sep-2026)       ||      ବଲାଙ୍ଗୀର : ୨,୦୦୦ ଟଙ୍କାରୁ ଅଧିକ ୟୁପିଆଇ ଲେଣ ଦେଣ ୦.୪% ଏମ ଡି ଆର ପ୍ରତ୍ୟାହାର ଦାବିରେ ସ୍ମାରକ ପତ୍ର ପ୍ରଦାନ    (24-Sep-2026)       ||      ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   (23-Sep-2026)       ||      ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   (23-Sep-2026)       ||      ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   (23-Sep-2026)       ||     

HOME   ଜିଲ୍ଲା

କାଳୀ ପୂଜା ଅବସରରେ ମଝିପଡ଼ା ରେ ସାଂସ୍କୃତିକ କାର୍ଯ୍ୟକ୍ରମ ଅନୁଷ୍ଟିତ

13-Nov-2024



ସୋନପୁର (ମନୋରଞ୍ଜନ ତ୍ରିପାଠୀ )
 ସୋନପୁର ରାମଧୂନ୍ କ୍ଲବ ଦ୍ଵାରା ଆୟୋଜିତ ୫୬ ତମ   ସାର୍ବଜନୀନ କାଳୀ ପୂଜା ଅବସରରେ ଗତ କାଲି ସୋନପୁର ମଝିପଡ଼ା ଠାରେ ସାଂସ୍କୃତିକ କାର୍ଯ୍ୟକ୍ରମ ନୃତ୍ୟ ପ୍ରତିଯୋଗୀତା ଅନୁଷ୍ଟିତ ହୋଇ ଯାଇଛି l ସୁବର୍ଣ୍ଣପୁର ଏସପି ଶ୍ରୀ ରାମ ପ୍ରାସାଦ ସାହୁ ମୁଖ୍ୟ ଅତିଥି ଭାବରେ ଯୋଗ ଦେଇ ଏହାକୁ ଉଦ୍ଘାଟନ କରିଥିଲେ l ଏବଂ ବର୍ତ୍ତମାନ ଛୋଟ ପିଲା ମାନଙ୍କୁ ମୋବାଇଲ ରୁ ଡିଜିଟାଲ ଗେମ୍ ରୁ ଦୂରେଇ ରଖିବାକୁ ହେଲେ ଶିକ୍ଷା ସହ ଏଭଳି  ନୃତ୍ୟ ସଂଗୀତ କଳା ସଂସ୍କୃତି ରେ ଯୋଡ଼ିବାକୁ ହେବ ବୋଲି ମତ ରଖି ନକାରାତ୍ମକ ଚିନ୍ତା ଧାରା ରୁ ମୁକ୍ତ ହୋଇ  ସମାଜ ରେ ସକାରାତ୍ମକ ପ୍ରଭାବ ଦେଖାଦେବ ବୋଲି ପିଲା ମାନଙ୍କୁ ଓ ଅଭିଭାବକ ମାନଙ୍କୁ ପରାମର୍ଶ କରିଥିଲେ l ସମ୍ମାନିତ ଅତିଥି ଭାବରେ ସୁବର୍ଣ୍ଣପୁର ଏ ଡି ଏମ ଶ୍ରୀ ରାଜେନ୍ଦ୍ର ମାଝୀ, ରମଧୂନ୍ ର ଉପଦେଷ୍ଟା ଶ୍ରୀବତ୍ସ ମଲ୍ଲିକ, କଇରୁ ସ୍ବାଇଁ, ବସ ମାଲିକ ସଂଘ ସଭାପତି ଦୀପକ ମହାପାତ୍ର, ସମ୍ପାଦକ ସୁଦର୍ଶନ  ପଣ୍ଡା, ଟ୍ରାକ୍ଟର ମାଲିକ ସଂଘ ସଂପାଦକ କୋଶଳେଶ୍ୱର ବହିଦାର, ଉପ ସଭାପତି ବୈକୁଣ୍ଠ ଶତପଥି, ଅନୂସୟା କୋଚିଂ ର ନିର୍ଦେଶିକା ସୁଶ୍ରୀ ଜଗତ ଶିରୋମଣି ମେହେର ଯୋଗ ଦେଇ ଏହି କାର୍ଯ୍ୟକ୍ରମ ଓ ଅୟୋଜନ କୁ ପ୍ରଶଂସା କରି ପ୍ରତିଯୋଗୀ ଙ୍କୁ ଉତ୍ସାହିତ କରିଥିଲେ l ଏସପି , ଏ ଡି ଏମ ଓ ସମସ୍ତ ଅତିଥି ଙ୍କୁ ପୂଜା କମିଟି ପକ୍ଷରୁ ସମ୍ବର୍ଦ୍ଧିତ କରାଯାଇଥିବା ବେଳେ ପ୍ରତିଯୋଗୀତା ର ତିନି ଜଣ ବିଚାରକ, ଉଦ୍ଘୋଷକ ଶ୍ରୀ ଅଭିନାଶ ହୋତା ଓ ପୂଜା କମିଟି ର ସଭାପତି ପୂରେନ୍ଦ୍ର ନାଏକ, ସମ୍ପାଦକ ସୁରଜ୍ ସାହୁ, ଉପ ସଭାପତି ବୁବୁନ୍ ନାଏକ, ସହ ସମ୍ପାଦକ ଚନ୍ଦନ ସାହୁ, ଓ କୋଷା ଧ୍ୟକ୍ଷ ରାଜୀବ କୁମାର୍ ସାହୁ ଙ୍କୁ ଅତିଥି ଙ୍କ ଦ୍ଵାରା ସମ୍ବର୍ଦ୍ଧିତ କରାଯାଇଛି l

ଜୁନିଅର, ସବ୍ ଜୁନିଅର, ଓ ସିନିଅର ଲେବେଲ ରେ ନୃତ୍ୟ ପ୍ରତିଯୋଗୀତା ଅନୁଷ୍ଟିତ ହୋଇଥିବା ବେଳେ ମୋଟ ୧୩୧  ଜଣ ପ୍ରତିଯୋଗୀ ଭାଗ ନେଇଥିଲେ l  ସିନିଅର ବିଭାଗ ରେ ବିଶ୍ବ ବିଜୟିନୀ ମିଶ୍ର ପ୍ରଥମ, ଜସ୍ମିନ ପୁଝାରୀ ଦ୍ବିତୀୟ , ଜୟଶ୍ରୀ ତନ୍ମୟି ସେଠି ତୃତୀୟ ସ୍ଥାନ ରେ ବିଜେତା ହୋଇ ଥିବା ବେଳେ ଜୁନିଅର ବିଭାଗ ରେ ଆଦର୍ଶ ଆୟୁଷ୍ମାନ ମିଶ୍ର ପ୍ରଥମ, ନୀର୍ମନ୍ ମିଶ୍ର ଦ୍ବିତୀୟ, ସ୍ୱର୍ଣୀମା ରଥ ତୃତୀୟ ତୃତୀୟ  ବିଜେତା ଭାବରେ ପୁରସ୍କୃତ ହୋଇଥିଲେ l ସେହିପରି ସବ୍ ଜୁନିଅର ବିଭାଗ ରେ ଦେବଂଶି ମିଶ୍ର ପ୍ରଥମ, ଅଂଶିକା ମିଶ୍ର ଦ୍ବିତୀୟ , ଯୋୟା ନଜମି ତୃତୀୟ ବିଜେତା  ଭାବରେ ଅତିଥି ଙ୍କ ଦ୍ଵାରା ପୁରସ୍କୃତ ହୋଇଥିଲେ l ଅବିନାଶ ହୋତା ଓ ମନୋରଞ୍ଜନ ତ୍ରୀପାଠୀ ସଭା ମଞ୍ଚ ପରିଚାଳନା କରିଥିବା ବେଳେ ଯୋହାଙ୍ଗିର , ଆଶୁତୋଶ ଦାଶ, ଲକ୍ଷ୍ମୀ ପ୍ରିୟା ପାଣିଗ୍ରାହି ପ୍ରତି ଯୋଗୀତା ର ବିଚାରକ ଭାବରେ ଯୋଗ ଦେଇ ଚୟନ କରିଥିଲେ l ପୀୟୂଷ ପଣ୍ଡା, ବିକାଶ ପଣ୍ଡା ଙ୍କ ତତ୍ତ୍ଵl ବଧlନ ରେ ସମସ୍ତ କାର୍ଯକ୍ରମ ପରିଚାଳନା କରଯାଇଛି l


News Comment




Photo in News

Advertisment
Lastest News
  ଜିଲ୍ଲା  
*ନୂଆଁଖାଇ ଭେଟଘାଟ ପାଇଁ କ୍ଷତ୍ରିୟ ଧାକଡ ସମାଜ କୋର କମିଟି ର ପ୍ରସ୍ତୁତି ବୈଠକ*   25-Sep-2026
  ଜିଲ୍ଲା  
ଫରେଷ୍ଟରଙ୍କ ଆତ୍ମହତ୍ୟାର ଅନ୍ତରାଳେ♦️ ବଲାଙ୍ଗୀର ବନବିଭାଗରେ କୋଟି କୋଟି ହଡପ   24-Sep-2026
  ରାଜ୍ୟ  
କୁଟ୍ରୁମାଳି–ସିଜିମାଳି ଅଞ୍ଚଳର ଆଦିବାସୀ ଙ୍କୁ ସୁରକ୍ଷା ଦିଅ ନଚେତ ଦୁର୍ବାର ଆନ୍ଦୋଳନ ହେବ   24-Sep-2026
  ଜିଲ୍ଲା  
ସରକାରୀ ମହିଳା ମହାବିଦ୍ୟାଳୟରେ ଏନ୍. ଏସ୍. ଏସ୍ ଦିବସ ପାଳିତ   24-Sep-2026
  ଜିଲ୍ଲା  
ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ ଏନ.ଏସ.ଏସ ଦିବସ ପାଳିତ   24-Sep-2026
  ଜିଲ୍ଲା  
ବର୍ଷା ଯୋଗୁଁ ଘର ଉପରେ ପଡିଲା ବିରାଟ ତେନ୍ତୁଳି ଗଛ, ଅଳ୍ପକେ ବର୍ତ୍ତିଲେ ଚୈତନ ମାଝୀଙ୍କ ପରିବାର   24-Sep-2026
  ଜିଲ୍ଲା  
* *ସାହାଣୀ କପ୍ ଫୁଟବଲ୍ ଦ୍ୱିତୀୟ ଦିଵସ ପ୍ରଥମ ମ୍ୟାଚ୍ ବରଗଡ଼ ଦଳ ୪-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ୧-୧ ଗୋଲ ସ୍କୋର ହୋଇ ଉଭୟ ଦଳ ଦଳ କୁ ୧-୧- ପଏଣ୍ଟ ମିଳିଛି* -   24-Sep-2026
  ଜିଲ୍ଲା  
ଆଚାର ଜାର୍‌ରେ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ ବଲାଙ୍ଗୀର ସହର ପୋଲିସର ଚଢ଼ାଉ, ୩୭ କେଜି ୬୫୦ ଗ୍ରାମ ଗଞ୍ଜେଇ ଜବତ; ୨ ଗିରଫ   24-Sep-2026
  ଜିଲ୍ଲା  
ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ   24-Sep-2026
  ଜିଲ୍ଲା  
ଗଭୀର ଅବପାତ ଉପକୂଳ ଅତିକ୍ରମ କରିଛି ; ସମନ୍ୱିତ ପ୍ରୟାସ ଓ ପ୍ରସ୍ତୁତିମୂଳକ ପଦକ୍ଷେପ ସହ ରାଜ୍ୟରେ ପରିସ୍ଥିତି ଉପରେ ନିରନ୍ତର ନଜର   24-Sep-2026
  ଜିଲ୍ଲା  
ପୁଣି ପିସି ପ୍ରସଙ୍ଗ : ଥାନାରେ ମାମଲା ଯୋଗାଣବିଭାଗରେ ପିସି କୁ ନେଇ ପାଟିତୁଣ୍ଡ !   24-Sep-2026
  ଜିଲ୍ଲା  
ଜୀବନ ସହ ସଂଘର୍ଷ କରୁଛନ୍ତି କିଡନୀ ରୋଗରେ ପୀଡିତ ସ୍ୱତାମ୍ବର ♦️ଉତ୍ତମ ଚିକିତ୍ସା ପାଇଁ ଅର୍ଥ ସାଜିଛି ବାଧକ   24-Sep-2026

You Might Also Like