-+91-9937148622 |

prerana_bgr@rediffmail.com |

  Thursday 9th July 2026 |

| | | |

R.N.I. Regd No. ODIODI/2010/46693

Breaking News

ବେଥାନୀ କନଭେଣ୍ଟ୍ ସ୍କୁଲ ରେ ବୃକ୍ଷ ରୋପଣ କାର୍ଯ୍ୟକ୍ରମ    (09-Jul-2026)       ||      ପାଣିମୋରା ଇଥାନଲ ଫ୍ୟାକ୍ଟ୍ରି ରେ ପୁଣି ଦୁର୍ଘଟଣା   (09-Jul-2026)       ||      *ଡାବୁଗାଁ ବ୍ଳକରେ ୪ ବର୍ଷ ନାବାଳିକାକୁ ଦୁଷ୍କର୍ମ, ନାବାଳକ ଗିରଫ l*   (09-Jul-2026)       ||      ପି ଏମ ଶ୍ରୀ ଉଚ୍ଚ ବିଦ୍ୟାଳୟ କରଙ୍ଗାମାଲ ଠାରେ ବନ ମହୋତ୍ସବ   (08-Jul-2026)       ||      ଝାରବନ୍ଧ ପଞ୍ଚାୟତ ଉଚ୍ଚ ପ୍ରାଥମିକ ବିଦ୍ୟାଲୟଠାରେ ବନମହୋତ୍ସବ   (08-Jul-2026)       ||      ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ମନ୍ତ୍ରୀଙ୍କ କୋଲକାତା ଗସ୍ତ   (08-Jul-2026)       ||      ସାଇବର ଆର୍ଥିକ ଠକେଇ ମାମଲାର ତ୍ୱରିତ ପଞ୍ଜୀକରଣ ପାଇଁ ଓଡ଼ିଶା ପୋଲିସର ‘ଇ-ଜିରୋ ଏଫ୍‌ଆଇଆର୍ (e-Zero FIR)’ ବ୍ୟବସ୍ଥାର ଶୁଭାରମ୍ଭ   (08-Jul-2026)       ||      ପରିବେଶ ସୁରକ୍ଷାର ଶପଥ ସହ ବନ ମହୋତ୍ସବ ପାଳିଲା ପିଏମ ଶ୍ରୀ ବାଳିକା ଉଚ୍ଚ ବିଦ୍ୟାଳୟ    (08-Jul-2026)       ||      ଖଣି ଉପନିର୍ଦ୍ଦେଶକ ଦୁଇ ଲକ୍ଷ ୬୦ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ଦୁର୍ନୀତି ନିବାରଣ ଦ୍ୱାରା ଗିରଫ   (08-Jul-2026)       ||      କଟକରେ ରଥଯାତ୍ରା-୨୦୨୬ ନିମନ୍ତେ ପ୍ରଶାସନର ପ୍ରସ୍ତୁତି ବୈଠକ ଅନୁଷ୍ଠିତ   (08-Jul-2026)       ||      ରେଙ୍ଗାଲି ରେ ସମାଜ ପକ୍ଷରୁ ବ୍ଳକ୍ ସ୍ତରୀୟ ଚିତ୍ରାଙ୍କନ ଓ,କୁଇଜ୍ ପ୍ରତିଯୋଗିତା: ଚିତ୍ରାଙ୍କନ ରେ ସୋହମ୍ କୁଇଜ୍ ରେ ଶାନ୍ତାରାମ ପ୍ରଥମ    (08-Jul-2026)       ||      ଘର୍ଟ ଇଣ୍ଟରନ୍ୟାସନାଲ ଷଷ୍ଠ ପ୍ରତିଷ୍ଠା ଦିଵସ, ସମାଜସେବା ପାଇଁ ଗୌରବ ଦୀପ ସମ୍ମାନିତ    (08-Jul-2026)       ||      ପିଏମ୍-ସୂର୍ଯ୍ୟ ଘରକୁ ପିଏମ୍-ଆବାସ ଯୋଜନା ସହ ସଂଯୋଜନ କରାଯିବ: ଉପ ମୁଖ୍ୟମନ୍ତ୍ରୀ ଶ୍ରୀ କନକ ବର୍ଦ୍ଧନ ସିଂହଦେଓ   (08-Jul-2026)       ||      ଜିଲ୍ଲା ପରିଷଦ ସମ୍ମିଳନୀ କକ୍ଷ, ଯାଜପୁର ଠାରେ ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଶିବିର   (08-Jul-2026)       ||      କନ୍ଧମାଳରେ ପ୍ରାଥମିକ ଶିକ୍ଷା ବ୍ୟବସ୍ଥା ସମ୍ପୂର୍ଣ୍ଣ ବିପର୍ଯ୍ୟସ୍ତ :   (08-Jul-2026)       ||      ପୋଲିସର ନିଦ ହଜାଇ ଦେଇଛି ୨୮ ରାଉଣ୍ଡ୍ ଗୁଳି ଚାଳନା    (08-Jul-2026)       ||      ଶହୀଦ୍ ପୀଠରେ ବୃକ୍ଷରୋପଣ ।   (08-Jul-2026)       ||      ତାଳଜୁରି ଆଦିବାସୀ ଉଚ୍ଚ ବିଦ୍ୟାଳୟରେ ବୃକ୍ଷରୋପଣ କାର୍ଯ୍ୟକ୍ରମ   (08-Jul-2026)       ||      ବନ ମହୋତ୍ସବ ପାଳନ ଅବସରରେ ବୃକ୍ଷ ରୋପଣ କାର୍ଯ୍ଯକ୍ରମ   (07-Jul-2026)       ||      ବର୍ଷାରେ ଭାଙ୍ଗିଲା ନିମ୍ନମାନର ନଦୀଆଡିବନ୍ଧ   (07-Jul-2026)       ||     

HOME   ଜିଲ୍ଲା

ଜିଲ୍ଲା ଖାଦ୍ୟ ସୁରକ୍ଷା ପକ୍ଷରୁ ଚଢାଉ

13-Nov-2024



ବରଗଡ଼:(ନିରଞ୍ଜନ ତ୍ରିପାଠୀ) ବୁଧବାର  ସକାଳ ୧୦.୩୦ ରୁ ଅମ୍ବାଭୋନା  ବ୍ଲକ  ଅଞ୍ଚଳରେ ବରଗଡ ଜିଲ୍ଲା ସ୍ୱାସ୍ଥ୍ୟ ବିଭାଗ, ପୋଲିସ ବିଭାଗ ଏବଂ ଅବକାରୀ ବିଭାଗ ପକ୍ଷରୁ ଏକ ମିଳିତ କାର୍ଯ୍ୟକାରୀ ସ୍କ୍ୱାର୍ଡ ଗଠିତ ହୋଇ କୋଟପା ନିୟମ ଭଙ୍ଗକରି ସର୍ବସାଧାରଣ ସ୍ଥାନ ମାନଙ୍କରେ ତମାଖୁ ଉତ୍ପାଦ ବିକ୍ରି କରୁଥିବା ୧୬ ଜଣ ନିୟମ ଖିଲାପକାରୀଙ୍କ  ଠାରୁ ସମୁଦାୟ ଜୋରିମାନା ଟ.୪୧୦୦/ -  ଓ ଅସ୍ଵାସ୍ଥ୍ୟକର ଖାଦ୍ୟ ବିକ୍ରୀ କରୁଥିବା  ୩ ଜଣ ଖାଦ୍ୟ  ବ୍ୟବସାୟୀଙ୍କ ଠାରୁ ଟ. ୨୪୦୦/- ଜୋରିମାନା ସଂଗ୍ରହ କରାଯିବା ସହ ଜନସାଧରଣଙ୍କୁ ଖାଦ୍ୟରେ ଅପମିଶ୍ରଣ ରଙ୍ଗ ବ୍ୟବହାର ନ କରିବାକୁ ଏବଂ ତମାଖୁ ବ୍ୟବହାରର କ୍ଷତି ବିଷୟ ସମ୍ପର୍କରେ ସଚେତନ  କରାଗଲା । ଉକ୍ତ ମିଳିତ କାର୍ଯ୍ୟକାରୀ ସ୍କ୍ୱାର୍ଡରେ ସ୍ୱାସ୍ଥ୍ୟ ବିଭାଗରୁ ଜିଲ୍ଲା ଭେଷଜ ନିରୀକ୍ଷକ ସୁନିତା ନାଗ,  ଜିଲ୍ଲା ଖାଦ୍ୟ ସୁରକ୍ଷା ଅଧିକାରୀ ଶ୍ରୀ ପରମେଶ୍ୱର ନାଏକ, ଜିଲ୍ଲା ପରମର୍ଶଦାତା ଶ୍ରୀ ସୀତେଶ ତ୍ରୀପାଠୀ, ଅବକାରୀ ବିଭାଗରୁ କନିଷ୍କ ଚନ୍ଦ୍ର ତ୍ରିପାଠୀ, ଏ.ଏସ.ଆଇ. ଓ ଟିମ ଏବଂ ପୋଲିସ ବିଭାଗରୁ  ପୋଲିସ କନଷ୍ଟେବଳ ରବିନାରାୟଣ ପ୍ରଧାନ ଓ ଅନ୍ୟାନ୍ୟ ପୋଲିସ କର୍ମକର୍ତ୍ତା ଏହି ଚଢାଉରେ ସାମିଲ ଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ବେଥାନୀ କନଭେଣ୍ଟ୍ ସ୍କୁଲ ରେ ବୃକ୍ଷ ରୋପଣ କାର୍ଯ୍ୟକ୍ରମ   09-Jul-2026
  ଜିଲ୍ଲା  
ପାଣିମୋରା ଇଥାନଲ ଫ୍ୟାକ୍ଟ୍ରି ରେ ପୁଣି ଦୁର୍ଘଟଣା   09-Jul-2026
  ଜିଲ୍ଲା  
*ଡାବୁଗାଁ ବ୍ଳକରେ ୪ ବର୍ଷ ନାବାଳିକାକୁ ଦୁଷ୍କର୍ମ, ନାବାଳକ ଗିରଫ l*   09-Jul-2026
  ଜିଲ୍ଲା  
ପି ଏମ ଶ୍ରୀ ଉଚ୍ଚ ବିଦ୍ୟାଳୟ କରଙ୍ଗାମାଲ ଠାରେ ବନ ମହୋତ୍ସବ   08-Jul-2026
  ଜିଲ୍ଲା  
ଝାରବନ୍ଧ ପଞ୍ଚାୟତ ଉଚ୍ଚ ପ୍ରାଥମିକ ବିଦ୍ୟାଲୟଠାରେ ବନମହୋତ୍ସବ   08-Jul-2026
  ରାଜ୍ୟ  
ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ମନ୍ତ୍ରୀଙ୍କ କୋଲକାତା ଗସ୍ତ   08-Jul-2026
  ଜିଲ୍ଲା  
ସାଇବର ଆର୍ଥିକ ଠକେଇ ମାମଲାର ତ୍ୱରିତ ପଞ୍ଜୀକରଣ ପାଇଁ ଓଡ଼ିଶା ପୋଲିସର ‘ଇ-ଜିରୋ ଏଫ୍‌ଆଇଆର୍ (e-Zero FIR)’ ବ୍ୟବସ୍ଥାର ଶୁଭାରମ୍ଭ   08-Jul-2026
  ଜିଲ୍ଲା  
ପରିବେଶ ସୁରକ୍ଷାର ଶପଥ ସହ ବନ ମହୋତ୍ସବ ପାଳିଲା ପିଏମ ଶ୍ରୀ ବାଳିକା ଉଚ୍ଚ ବିଦ୍ୟାଳୟ    08-Jul-2026
  ଜିଲ୍ଲା  
ଖଣି ଉପନିର୍ଦ୍ଦେଶକ ଦୁଇ ଲକ୍ଷ ୬୦ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ଦୁର୍ନୀତି ନିବାରଣ ଦ୍ୱାରା ଗିରଫ   08-Jul-2026
  ଜିଲ୍ଲା  
କଟକରେ ରଥଯାତ୍ରା-୨୦୨୬ ନିମନ୍ତେ ପ୍ରଶାସନର ପ୍ରସ୍ତୁତି ବୈଠକ ଅନୁଷ୍ଠିତ   08-Jul-2026
  ଜିଲ୍ଲା  
ରେଙ୍ଗାଲି ରେ ସମାଜ ପକ୍ଷରୁ ବ୍ଳକ୍ ସ୍ତରୀୟ ଚିତ୍ରାଙ୍କନ ଓ,କୁଇଜ୍ ପ୍ରତିଯୋଗିତା: ଚିତ୍ରାଙ୍କନ ରେ ସୋହମ୍ କୁଇଜ୍ ରେ ଶାନ୍ତାରାମ ପ୍ରଥମ   08-Jul-2026
  ଜିଲ୍ଲା  
ଘର୍ଟ ଇଣ୍ଟରନ୍ୟାସନାଲ ଷଷ୍ଠ ପ୍ରତିଷ୍ଠା ଦିଵସ, ସମାଜସେବା ପାଇଁ ଗୌରବ ଦୀପ ସମ୍ମାନିତ   08-Jul-2026

You Might Also Like