-+91-9937148622 |

prerana_bgr@rediffmail.com |

  Tuesday 18th August 2026 |

| | | |

R.N.I. Regd No. ODIODI/2010/46693

Breaking News

ବଲାଙ୍ଗୀରରେ ବିଜେଡି ପକ୍ଷରୁ ବିଶାଳ ଶିକ୍ଷାବଞ୍ଚାଅ ଶୋଭାଯାତ୍ରା,ଗଣଶିକ୍ଷାମନ୍ତ୍ରୀଙ୍କ କୁଶପୁତ୍ତଳିକା ଦାହ   (18-Aug-2026)       ||      ରାମମନ୍ଦିର କମିଟି ତୋରଣ ଗେଟ ଓ ମାର୍କେଟୟାଡ଼ ପାଇଁ ତହସିଲଦାର ଙ୍କୁ ଲିଖିତ ଅଭିଯୋଗ   (18-Aug-2026)       ||      ଲୋକଙ୍କୁ ହସାଉଥିବା କଳାକାର ବିଶ୍ୱ ବଗର୍ତ୍ତୀ ଆରପାରିରେ   (18-Aug-2026)       ||      ଜିଲ୍ଲାପାଳଙ୍କ ଜରିଆରେ ମୁଖ୍ୟ ମନ୍ତ୍ରୀଙ୍କୁ ବି ଏମ ଏସର ସ୍ମାରକ ପତ୍ର .ଶ୍ରମିକଙ୍କ ବିଭିନ୍ନ ଦାବୀର ତୁରନ୍ତ ସମାଧାନ .୧୧ ଦଫା ଦାବୀର ସ୍ମାରକ ପତ୍ର ପ୍ରଦାନ .ଉଦ୍ୟୋଗରେ ବେଆଇନ ଛଟେଇ ପ୍ରତ୍ୟାହାର   (18-Aug-2026)       ||      ବରୀ ରେ ବନ୍ୟା   (18-Aug-2026)       ||      *ଭାରତ ବିକାଶ ପରିଷଦ ସୋନପୁର ଶାଖା ପକ୍ଷରୁ ମେଗା ବୃକ୍ଷ ରୋପଣ କାର୍ଯକ୍ରମ*   (18-Aug-2026)       ||      କଣ୍ଟାବାଞ୍ଜି ରେ ସ୍ବାଧୀନତା ଦିବସରେ ସମ୍ବିଧାନ ହତ୍ୟା!    (18-Aug-2026)       ||      ନିଶାମୁକ୍ତ ସମାଜ ଗଠନ ଲକ୍ଷ୍ୟରେ ସୂଚନା ଓ ଲୋକସମ୍ପର୍କ ବିଭାଗ ପକ୍ଷରୁ ସାମୂହିକ ଶପଥ ପାଠ   (18-Aug-2026)       ||      *ରାସ୍ତା ଖାଳିବା ଘଟଣାକୁ କେନ୍ଦ୍ର କରି କେରଣ୍ଡୀ ଗ୍ରାମବାସୀ ଏବଂ ଜମି ମଲିକଙ୍କ ମଧ୍ୟରେ ସୃଷ୍ଟି ହେଲା ବିବାଦ*   (18-Aug-2026)       ||      ରାମମନ୍ଦିର କମିଟି ଗେଟ ଓ ମାର୍କେଟୟାଡ଼ ପାଇଁ ତହସିଲଦାର ଙ୍କ ଦ୍ୱାରସ୍ଥ   (18-Aug-2026)       ||      କଟକ ମହାନଗର ଶାନ୍ତି କମିଟିର ନବୀକରଣ କର୍ଯ୍ୟାଳୟ ଉଦଘାଟିତ   (18-Aug-2026)       ||      ବିଶ୍ରା ବ୍ଲକ ପରିସର ରେ ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଅନୁଷ୍ଠିତ   (17-Aug-2026)       ||      ଲୋକାର୍ପିତ କବିତା ସଂକଳନରେ ସୃଜନଶୀଳ ଚିନ୍ତାଧାରାର ପ୍ରତିଫଳନ♦️ କବି ରାଜକିଶୋର ପଣ୍ଡାଙ୍କ ରଚିତ ପୁସ୍ତକରେ ସ୍ଥାନ ପାଇଛି ୧୦୭ ଟି କବିତା    (17-Aug-2026)       ||      କବି ରାଜକିଶୋର ପଣ୍ଡା ରଚିତ ପୁସ୍ତକ ରେ ସ୍ଥାନ ପାଇଛି ୧୦୭ ଟି କବିତା    (17-Aug-2026)       ||      ଭୁବନେଶ୍ୱରରେ ଅନୁଷ୍ଠିତ ହେବ ଐତିହାସିକ ୱାର୍ଲ୍ଡ ଆଥଲେଟିକ୍ସ କଣ୍ଟିନେଣ୍ଟାଲ୍ ଟୁର ସିଲଭର୍ ମିଟ୍   (17-Aug-2026)       ||      ଆଗକୁ ନୂଆଖାଇ ପାଟଣେଶ୍ୱରୀ ମନ୍ଦିର ଗମ୍ଭାର ଘର ମରାମତି କେବେ ?   (17-Aug-2026)       ||      ଦେଓଗାଁରେ ଓଷ୍ଟା ପକ୍ଷରୁ ସାମ୍ବିଧାନିକ ବୈଠକ   (17-Aug-2026)       ||      ଇଷ୍ଟଜୋନ ବ୍ୟାଡମିଣ୍ଟ ଚମ୍ପିୟାନସିପ୍ ପାଇଁ ଓଡିଶା ଦଳ ଘୋଷଣା   (17-Aug-2026)       ||      ସ୍ମାର୍ଟ ଜଳସେଚନ ଓ ଚାହିଦାଭିତ୍ତିକ ଜଳ ପରିଚାଳନା ଉପରେ ଜଳ ସମ୍ପଦ ବିଭାଗ ପକ୍ଷରୁ ଏକଦିନିଆ କର୍ମଶାଳା   (17-Aug-2026)       ||      *କଳାହାଣ୍ଡି ଜିଲ୍ଲା ଆତ୍ମା ପକ୍ଷରୁ ଚାଷୀ ଙ୍କୁ ନେଇ ସୁବର୍ଣ୍ଣପୁର କ୍ଷେତ୍ର ପରିଦର୍ଶନ*- *ଚାଷୀ ଓ ବୈଜ୍ଞାନିକ ଙ୍କ ଭାବ ବିନିମୟ କାର୍ଯ୍ଯ କ୍ରମ*-   (17-Aug-2026)       ||     

HOME   ଅପରାଧ

ଏକ କୋଟି ଟଙ୍କା ରୁ ଉର୍ଦ୍ଧ୍ବ ବ୍ରାଉନ ସୁଗର ଜବତ,ପ୍ରଶାସନ ର ବଡ ସଫଳତା

07-Jan-2021



ଭୁବନେଶ୍ୱର/ଖୋର୍ଦ୍ଧା, (ଶୁଭାଶିଷ ନାୟକ): ଏସ. ଟି. ଏଫ ଟିମକୁ ପୁଣି ଆଉ ଏକ ସଫଳତା । ଖୋର୍ଦ୍ଧା ସହର ବାଇପାସ ନିକଟରୁ ଏସ.ଟି.ଏଫ ଟିମ ଜଣଙ୍କୁ ଗିରଫ କରି ତା ଠାରୁ ଏକ କେଜି ୩୧୦ ଗ୍ରାମର ବ୍ରାଉନସୁଗାର ଜବତ କରିଛି ।

ବିଶ୍ୱସ୍ତ ସୂତ୍ରରୁ ଖବର ପାଇ ଆଜି ଦିନ ୧୨ଟା ବେଳେ ସ୍ପେଶିଆଲ ଟାସ୍କଫୋର୍ସ ଖୋର୍ଦ୍ଧା ବାଇପାସ ରାସ୍ତାରେ ଜଣେ ବ୍ରାଉନ୍‌ସୁଗାର ବେପାରୀକୁ ଗିରଫ କରିବା ସହ ତାଠାରୁ ୧ କେଜି ୩୧୦ ଗ୍ରାମ ଓଜନର ବ୍ରାଉନ୍‌ସୁଗାର ଓ ଏକ ବାଇକ ଜବତ କରିଛି । ଜବତ ବ୍ରାଉନସୁଗାରର ମୂଲ୍ୟ ୧କୋଟି ଟଙ୍କାରୁ ଉର୍ଦ୍ଧ ହେବ ବୋଲି ଆକଳନ କରାଯାଉଛି । ମିଳିଥିବା ସୂଚନା ଅନୁସାରେ, ଖୋର୍ଦ୍ଧା କାଇପଦର ଅଞ୍ଚଳର ଦେଉଳିଟାଙ୍ଗୀ ମୁସଲିମ ସାହିରେ ରହୁଥିବା ଶେଖ ତବିରଙ୍କ ପୁଅ ଶେଖ ଅନୱର ଦୀର୍ଘ ଦିନ ଧରି ଜିଲ୍ଲା ବାହାରୁ ବ୍ରାଉନ୍‌ସୁଗାର ଆଣି ନିଜ ଅଞ୍ଚଳ ସମେତ ନିକଟସ୍ଥ ଅଞ୍ଚଳର ଛୋଟ ଛୋଟ ବ୍ୟବସାୟୀଙ୍କୁ ଯୋଗାଉଥିବା ନେଇ ପୁଲିସକୁ ପୂର୍ବ ରୁ ସୂଚନା ମିଳିଥିଲା । ତେଣୁ ଦୀର୍ଘ ଦିନ ଧରି ପୁଲିସ୍ ଅନୱର ଉପରେ ନଜର ରଖିଥିଲା। ଆଜି ଏସ.ଟି.ଏଫ୍ ଜାଣିବାକୁ ପାଇଥିଲା ଯେ ଅନୱର ବେପାର ପାଇଁ ବ୍ରାଉନ୍‌ସୁଗାର ନେଇ କାଇପଦର ଫେରୁଛି। ଏହି ସୂଚନା ଆଧାରରେ ଏସ.ଟି.ଏଫ୍ ଟିମ୍ ଅନୱରକୁ ଗିରଫ କରିବା ସହ ତା ଠାରୁ ବ୍ରାଉନ୍‌ସୁଗାର ଜବତ କରିଥିବା ନେଇ ଏସ୍.ଟି.ଏଫ୍ ତରଫରୁ ସୂଚନା ମିଳିଛି ।

ଅଭିଯୁକ୍ତକୁ ଏନ.ଡି.ପି.ଏସ ୧୯୮୫ ଆକ୍ଟ ଆଧାରରେ ଭାରତୀୟ ପିଙ୍ଗଳ କୋଡ଼ ୨୧(ସି)/୨୯ ଦଫାରେ ଏସ୍.ଟି. ଏଫ୍. ଥାନା କେଶ ନମ୍ବର ୨ ରେ ମାମଲା ରୁଜ୍ଜୁ କରାଯାଇ କୋର୍ଟ ଚାଲାଣ କରାଯାଇଛି ।


News Comment




Photo in News

Advertisment
Lastest News
  ଜିଲ୍ଲା  
ବଲାଙ୍ଗୀରରେ ବିଜେଡି ପକ୍ଷରୁ ବିଶାଳ ଶିକ୍ଷାବଞ୍ଚାଅ ଶୋଭାଯାତ୍ରା,ଗଣଶିକ୍ଷାମନ୍ତ୍ରୀଙ୍କ କୁଶପୁତ୍ତଳିକା ଦାହ   18-Aug-2026
  ଜିଲ୍ଲା  
ରାମମନ୍ଦିର କମିଟି ତୋରଣ ଗେଟ ଓ ମାର୍କେଟୟାଡ଼ ପାଇଁ ତହସିଲଦାର ଙ୍କୁ ଲିଖିତ ଅଭିଯୋଗ   18-Aug-2026
  ଜିଲ୍ଲା  
ଲୋକଙ୍କୁ ହସାଉଥିବା କଳାକାର ବିଶ୍ୱ ବଗର୍ତ୍ତୀ ଆରପାରିରେ   18-Aug-2026
  ଜିଲ୍ଲା  
ଜିଲ୍ଲାପାଳଙ୍କ ଜରିଆରେ ମୁଖ୍ୟ ମନ୍ତ୍ରୀଙ୍କୁ ବି ଏମ ଏସର ସ୍ମାରକ ପତ୍ର .ଶ୍ରମିକଙ୍କ ବିଭିନ୍ନ ଦାବୀର ତୁରନ୍ତ ସମାଧାନ .୧୧ ଦଫା ଦାବୀର ସ୍ମାରକ ପତ୍ର ପ୍ରଦାନ .ଉଦ୍ୟୋଗରେ ବେଆଇନ ଛଟେଇ ପ୍ରତ୍ୟାହାର   18-Aug-2026
  ଜିଲ୍ଲା  
ବରୀ ରେ ବନ୍ୟା   18-Aug-2026
  ଜିଲ୍ଲା  
*ଭାରତ ବିକାଶ ପରିଷଦ ସୋନପୁର ଶାଖା ପକ୍ଷରୁ ମେଗା ବୃକ୍ଷ ରୋପଣ କାର୍ଯକ୍ରମ*   18-Aug-2026
  ଜିଲ୍ଲା  
କଣ୍ଟାବାଞ୍ଜି ରେ ସ୍ବାଧୀନତା ଦିବସରେ ସମ୍ବିଧାନ ହତ୍ୟା!   18-Aug-2026
  ଜିଲ୍ଲା  
ନିଶାମୁକ୍ତ ସମାଜ ଗଠନ ଲକ୍ଷ୍ୟରେ ସୂଚନା ଓ ଲୋକସମ୍ପର୍କ ବିଭାଗ ପକ୍ଷରୁ ସାମୂହିକ ଶପଥ ପାଠ   18-Aug-2026
  ଜିଲ୍ଲା  
*ରାସ୍ତା ଖାଳିବା ଘଟଣାକୁ କେନ୍ଦ୍ର କରି କେରଣ୍ଡୀ ଗ୍ରାମବାସୀ ଏବଂ ଜମି ମଲିକଙ୍କ ମଧ୍ୟରେ ସୃଷ୍ଟି ହେଲା ବିବାଦ*   18-Aug-2026
  ଜିଲ୍ଲା  
ରାମମନ୍ଦିର କମିଟି ଗେଟ ଓ ମାର୍କେଟୟାଡ଼ ପାଇଁ ତହସିଲଦାର ଙ୍କ ଦ୍ୱାରସ୍ଥ   18-Aug-2026
  ଜିଲ୍ଲା  
କଟକ ମହାନଗର ଶାନ୍ତି କମିଟିର ନବୀକରଣ କର୍ଯ୍ୟାଳୟ ଉଦଘାଟିତ   18-Aug-2026
  ଜିଲ୍ଲା  
ବିଶ୍ରା ବ୍ଲକ ପରିସର ରେ ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଅନୁଷ୍ଠିତ   17-Aug-2026

You Might Also Like