-+91-9937148622 |

prerana_bgr@rediffmail.com |

  Friday 25th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଭାରତ କୋ ଜାନୋ ଏବଂ ରାଷ୍ଟ୍ରୀୟ ସମୂହଗାନ ପ୍ରତିଯୋଗିତା   (25-Sep-2026)       ||      *ନୂଆଁଖାଇ ଭେଟଘାଟ ପାଇଁ କ୍ଷତ୍ରିୟ ଧାକଡ ସମାଜ କୋର କମିଟି ର ପ୍ରସ୍ତୁତି ବୈଠକ*   (25-Sep-2026)       ||      ଫରେଷ୍ଟରଙ୍କ ଆତ୍ମହତ୍ୟାର ଅନ୍ତରାଳେ♦️ ବଲାଙ୍ଗୀର ବନବିଭାଗରେ କୋଟି କୋଟି ହଡପ    (24-Sep-2026)       ||      କୁଟ୍ରୁମାଳି–ସିଜିମାଳି ଅଞ୍ଚଳର ଆଦିବାସୀ ଙ୍କୁ ସୁରକ୍ଷା ଦିଅ ନଚେତ ଦୁର୍ବାର ଆନ୍ଦୋଳନ ହେବ    (24-Sep-2026)       ||      ସରକାରୀ ମହିଳା ମହାବିଦ୍ୟାଳୟରେ ଏନ୍. ଏସ୍. ଏସ୍ ଦିବସ ପାଳିତ   (24-Sep-2026)       ||      ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ ଏନ.ଏସ.ଏସ ଦିବସ ପାଳିତ   (24-Sep-2026)       ||      ବର୍ଷା ଯୋଗୁଁ ଘର ଉପରେ ପଡିଲା ବିରାଟ ତେନ୍ତୁଳି ଗଛ, ଅଳ୍ପକେ ବର୍ତ୍ତିଲେ ଚୈତନ ମାଝୀଙ୍କ ପରିବାର   (24-Sep-2026)       ||      * *ସାହାଣୀ କପ୍ ଫୁଟବଲ୍ ଦ୍ୱିତୀୟ ଦିଵସ ପ୍ରଥମ ମ୍ୟାଚ୍ ବରଗଡ଼ ଦଳ ୪-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ୧-୧ ଗୋଲ ସ୍କୋର ହୋଇ ଉଭୟ ଦଳ ଦଳ କୁ ୧-୧- ପଏଣ୍ଟ ମିଳିଛି* -   (24-Sep-2026)       ||      ଆଚାର ଜାର୍‌ରେ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ ବଲାଙ୍ଗୀର ସହର ପୋଲିସର ଚଢ଼ାଉ, ୩୭ କେଜି ୬୫୦ ଗ୍ରାମ ଗଞ୍ଜେଇ ଜବତ; ୨ ଗିରଫ    (24-Sep-2026)       ||      ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ    (24-Sep-2026)       ||      ଗଭୀର ଅବପାତ ଉପକୂଳ ଅତିକ୍ରମ କରିଛି ; ସମନ୍ୱିତ ପ୍ରୟାସ ଓ ପ୍ରସ୍ତୁତିମୂଳକ ପଦକ୍ଷେପ ସହ ରାଜ୍ୟରେ ପରିସ୍ଥିତି ଉପରେ ନିରନ୍ତର ନଜର   (24-Sep-2026)       ||      ପୁଣି ପିସି ପ୍ରସଙ୍ଗ : ଥାନାରେ ମାମଲା ଯୋଗାଣବିଭାଗରେ ପିସି କୁ ନେଇ ପାଟିତୁଣ୍ଡ !   (24-Sep-2026)       ||      ଜୀବନ ସହ ସଂଘର୍ଷ କରୁଛନ୍ତି କିଡନୀ ରୋଗରେ ପୀଡିତ ସ୍ୱତାମ୍ବର ♦️ଉତ୍ତମ ଚିକିତ୍ସା ପାଇଁ ଅର୍ଥ ସାଜିଛି ବାଧକ   (24-Sep-2026)       ||      କୋଶଳ ସୁନ୍ଦରୀ ଆୱାର୍ଡ ୨୦୨୬ ସିଜନ-୦୬ ର ଫାଇନାଲ୍ ରାଉଣ୍ଡ ପ୍ରତିଯୋଗୀ ଚୟନ ପ୍ରକ୍ରିୟା ସମାପନ । ବରଗଡ ର ଶ୍ରାବ୍ୟା ସାନଭି ପଧାନ ବେଷ୍ଟଅଫ୍ ପିକ୍ ଘୋଷିତ   (24-Sep-2026)       ||      *ଘର ଭିତରେ ପଶିଲା ଜଙ୍ଗଲୀ ଭାଲୁ, -ଘଉଡ଼ାଇଲେ ବନ କର୍ମଚାରୀ*   (24-Sep-2026)       ||      *ସୁବର୍ଣ୍ଣପୁର ଜିଲ୍ଲା ରେ ଉଦ୍ଘାଟନ ହେଲା ରାଜ୍ୟ ସ୍ତରୀୟ ସାହାଣୀ କପ୍ ଫୁଟବଲ୍*- *ପ୍ରଥମ ମ୍ୟାଚ୍ ରେ ୨-୦ ଗୋଲରେ ଖୋର୍ଦ୍ଧା ଓ ଦ୍ୱିତୀୟ ମ୍ୟାଚ ରେ ୧-୦ ଗୋଲ ରେ ଗଞ୍ଜାମ ଦଳ ଵିଜୟୀ *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   (24-Sep-2026)       ||      *ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ନବରଙ୍ଗପୁରରେ ମଧ୍ୟ ପଦୋନ୍ନତି ପ୍ରକ୍ରିୟା ନେଇ ଶିକ୍ଷକଙ୍କ ଆଶା ବଢ଼ିଲା*   (24-Sep-2026)       ||      ବଲାଙ୍ଗୀର : ୨,୦୦୦ ଟଙ୍କାରୁ ଅଧିକ ୟୁପିଆଇ ଲେଣ ଦେଣ ୦.୪% ଏମ ଡି ଆର ପ୍ରତ୍ୟାହାର ଦାବିରେ ସ୍ମାରକ ପତ୍ର ପ୍ରଦାନ    (24-Sep-2026)       ||      ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   (23-Sep-2026)       ||      ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   (23-Sep-2026)       ||     

HOME   ଜିଲ୍ଲା

ଅତାବିରା ବ୍ଲକସ୍ତରୀୟ ବାଳ ବୈଜ୍ଞାନିକ ପ୍ରଦର୍ଶନୀ

13-Nov-2024



ଅତାବିରା (ଆକାଶ ମିଶ୍ର): ଅତାବିରା  ବ୍ଲକସ୍ତରୀୟ  ବାଳ  ବୈଜ୍ଞାନିକ  ପ୍ରଦର୍ଶନୀ ୨୦୨୪/୨୫ ଦୁଇ ଟି  ପର୍ଯ୍ୟାୟ ରେ ଅନୁଷ୍ଟିତ ହୋଇ ଯାଇଛି  ଲହଣ୍ଡା  ଉଚ୍ଚବିଦ୍ୟାଳୟରେ ।
। ବ୍ଲକ ଶିକ୍ଷା ଅଧିକାରୀ ମିଶ୍ରାଣୀ କୁମ୍ଭାରଙ୍କ ଅଧ୍ୟକ୍ଷତାରେ  ଅନୁଷ୍ଠିତ ତଥା ଲାହାଣ୍ଡା  ହାଇସ୍କୁଲର ପ୍ରଧାନ ଶିକ୍ଷୟିତ୍ରୀ ଡ ସ୍ନିଗ୍ଧା ପଣ୍ଡାଙ୍କ ଆବାହକ ରେ ଆୟୋଜିତ ଏହି ବିଜ୍ଞାନ ପ୍ରଦର୍ଶନୀରେ  ଜିଲ୍ଲା ଶିକ୍ଷା ଅଧିକାରୀ ରାଧାକାନ୍ତ ଛତ୍ରୀ ମୁଖ୍ୟ ଅତିଥି ଭାବେ ଯୋଗ ଦେଇଥିବାବେଳେ ଜିଲ୍ଲା ବିଜ୍ଞାନ ନିରୀକ୍ଷକ ଧିରଜ୍ ପଟ୍ଟନାୟକ, ଅତିରିକ୍ତ ଜିଲ୍ଲା ବିଜ୍ଞାନ ନିରୀକ୍ଷକ ପ୍ରୀୟବତ ସାହୁ,ବିସୁଟ ବୁର୍ଲାର ରସାୟନ ବିଜ୍ଞାନ ପ୍ରଫେସର ଶରତ କୁମାର ସ୍ବାଇଁ, ଅତିରିକ୍ତ ବ୍ଲକ ଶିକ୍ଷା ଅଧିକାରୀ କାର୍ତ୍ତିକ ବାଗ, ତପନ କୁମାର ଦାସ,ସରପଞ୍ଚ ଅର୍ଜୁନ ନାୟକ,ସ୍କୁଲ

କମିଟି ସଭାପତି ଗୋପାଳ ସାହୁ ପ୍ରମୁଖ ସମ୍ମାନିତ ଅତିଥି ଭାବେ ମଞ୍ଚାସୀନ ରହିଥିଲେ। ସର୍ବ ପ୍ରଥମେ ଛାତ୍ରୀ ମାନଙ୍କ ଦ୍ଵାରା ସ୍ଵାଗତ ସଙ୍ଗୀତ ଗାନ ପୂର୍ବକ ଅତିଥି ମାନେ ବିଘ୍ନରାଜ ଗଣେଶ ଓ ବୀଣା ପାଣି ସରସ୍ଵତୀ ଙ୍କ ଠାରେ ଧୂପ ଦ୍ଵୀପ ପ୍ରଜ୍ବଳନ କରି ବାଲ ବୈଜ୍ଞାନିକ ପ୍ରଦର୍ଶନୀ ଉଦଘାଟିତ ହୋଇଥିଲା।ଉଦ୍ଘାଟନୀ ଉତ୍ସବ ରେ ବ୍ଲକର ବିଭିନ୍ନ ସ୍କୁଲରୁ ମୋଟ ୧୪୪ଟି ପ୍ରକଳ୍ପ ଦେଖଣାହାରୀଙ୍କ ପାଇଁ ବେଶ୍ ମନମୁଗ୍ଧକର ହୋଇଥିଲା।ବିଜ୍ଞାନ ଶିକ୍ଷକ ପ୍ରଦୀପ ମିଶ୍ର, ଟଙ୍କଧର ପ୍ରଧାନ,ଅନୀଲ ସାବତ,ସଞ୍ଜୟ ଖମାରୀ,ବନ୍ଦିତା ପ୍ରଧାନ,ନନ୍ଦିନୀ ପ୍ରଧାନ ପ୍ରମୁଖ ବିଚାରକ ଭାବେ ଦାୟିତ୍ଵ ତୁଲାଇ ଥିବାବେଳେ ବିସୁଟ ବୁର୍ଲାର ରସାୟନ ବିଜ୍ଞାନ ପ୍ରଫେସର ଶ୍ରୀଯୁକ୍ତ ସ୍ବାଇଁ ମୁଖ୍ୟ ଆଲୋଚକ ଭାବେ ଯୋଗ ଦେଇ କୃତ୍ରିମ ବୁଦ୍ଧିମତ୍ତା" ଉପରେ ପିଲାଙ୍କୁ ଦିଗ୍  ଦର୍ଶନ ଦେଇଥିଲେ।ଉଦ୍ ଯାପନୀ ଉତ୍ସବରେ ଏନ୍ଏସି ଅଧ୍ୟକ୍ଷ ବନମାଳୀ ବରିହା ମୁଖ୍ୟ ଅତିଥି  ଭାବେ ଯୋଗ ଦେଇଥିବା ବେଳେ ମିଶ୍ରାଣୀ କୁମ୍ଭାର,କାର୍ତ୍ତିକ ବାଗ,ତପନ ଦାଶ, ଦୟା ସାଗର ମେଣ୍ଡ ଲୀ,ସ୍କୁଲ କମିଟି ସଭାପତି ଶ୍ରୀଯୁକ୍ତ ସାହୁ, ସରକାରୀ ବାଳିକା ବିଦ୍ୟାଳୟ ର ପ୍ରଧାନ ଶିକ୍ଷୟିତ୍ରୀ ସୁରେନ୍ଦ୍ର ବେହେରା, ଜାଙ୍ଗେଡ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ପ୍ରଧାନ ଶିକ୍ଷକ ପୂର୍ଣ୍ଣଚନ୍ଦ୍ର ବେହେରା ପ୍ରମୁଖ ଅତିଥି ଭାବେ ଯୋଗ ଦେଇ ମଞ୍ଚା ସିନ ରହିଥିଲେ।ଏହାପରେ ସ୍କୁଲ ର ଛାତ୍ରୀ ମାନଙ୍କ ଦ୍ଵାରା  ଉଦଯାପନୀ ସଙ୍ଗୀତ ଗାନ କରାଯାଇଥିବା ବେଳେ ଶିକ୍ଷକ ବଳରାମ ସାହୁ ଅତିଥି ପରିଚୟ ସହ ମଞ୍ଚ ପରିଚାଳନା କରି ଥିଲେ। ବାଳ ବୈଜ୍ଞାନିକ ପ୍ରଦର୍ଶନୀ ରେ ଆସିଥିବା ପ୍ରକଳ୍ପ ଗୁଡ଼ିକ ମଧ୍ୟରୁ ସାତ ଗୋଟି ବିଷୟ ବସ୍ତୁ ମଧ୍ୟରୁ ଖାଦ୍ୟ ଓ ସ୍ଵାସ୍ଥ୍ୟ. ରେ ପଞ୍ଚାୟତ ଉଚ୍ଚବିଦ୍ୟାଳୟ, ଟୋପ ର   ଛାତ୍ର ଶୁଭ ମେହେର,ପରିବହନ ଓ ଯୋଗାଯୋଗ ରେ ଅତାବିରା ଉଚ୍ଚ ବିଦ୍ୟାଳୟ ର ଛାତ୍ର ନୃସିଂହ ବରଡ଼ା,ପ୍ରାକୃତିକ କୃଷିରେ ଝିଲୀମିଣ୍ଡା ଉଚ୍ଚ ବିଦ୍ୟାଳୟ ର ଛାତ୍ରୀ ପ୍ରାଚୀ ରଣା,.ପ୍ରାକୃତିକ ବିପର୍ଯ୍ୟୟ ପରିଚାଳନା ରେ ଦୁଲମ୍ ପୁରା ଉଚ୍ଚ ବିଦ୍ୟାଳୟ ର ଛାତ୍ରୀ ଅନୁଷ୍କା ସାହୁ,,ଗାଣିତିକ ମୋଡେଲ ରେ  ସରକାରୀ  ବାଳିକା ଉଚ୍ଚ ବିଦ୍ୟାଳୟ ର ଛାତ୍ରୀ ସ୍ନେହl ରାଣୀ ପ୍ରଧାନ, ବର୍ଜ୍ୟବସ୍ତୁ ପରିଚାଳନା ରେ କୁଲୁଣ୍ଡା ଉଚ୍ଚ ବିଦ୍ୟାଳୟ ର ଛାତ୍ରୀ ସୋନମ୍ କୁମ୍ଭାର,ଓ ସମ୍ବଲ ପରିଚାଳନା ବିଷୟ ରେ ବୁଗୁବୁଗା  ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ର ଛାତ୍ର ମିଳନ କହରା  ପ୍ରଥମ ସ୍ଥାନ ଅଧିକାର କରି..ଜିଲ୍ଲା ସ୍ତରୀୟ ବିଜ୍ଞାନ ମେଳା କୁ ଯିବା ପାଇଁ ଉନ୍ନୀତ ହୋଇଛନ୍ତି। ସେହିପରି କନିଷ୍ଠ ବିଭାଗରେ  ପ୍ରିୟଙ୍କା  ଚନ୍ଦନ,ଆଦର୍ଶ ପ୍ରଧାନ, ଅନନ୍ୟା ଛନ୍ଦ  ଯଥାକ୍ରମେ ପ୍ରଥମ ,ଦ୍ଵିତୀୟ ଓ ତୃତୀୟ ସ୍ଥାନ ଅଧିକାର କରିଥିଲେ ।ବ୍ଲକ ସ୍ତରୀୟ ବାଲ ବୈଜ୍ଞାନିକ ପ୍ରଦର୍ଶନୀ ରେ କୃତିତ୍ୱ ଅର୍ଜନ କରିଥିବା ଶିଶୁ ବୈଜ୍ଞାନିକ ମାନଙ୍କୁ ଟ୍ରଫି ମାନପତ୍ର ପ୍ରଦାନ କରି ଉତ୍ସାହିତ କରାଯାଇଥିବା ବେଳେ ଚିତ୍ତ ରଞ୍ଜନ ମେହେର,ବାଲ ମୁକୁନ୍ଦ ସାହୁ, ଯାଦବ ପ୍ରଧାନ,ସଚ୍ଚିଦାନନ୍ଦ ପ୍ରଧାନ,ଅବସର କ୍ରୀଡା ଶିକ୍ଷକ କିଶୋର ସାହୁ, ହିମାଂଶୁ ଶେଖର

ସାହୁ,ମନବୋଧ ମାଝୀ, ଆଦାନ ସୁନା, ମନୋଜ ହରପାଲ୍ ,  ସୁନିଲ ଖମାରୀ ,  ଲହଣ୍ଡା ଉଚ୍ଚ ବିଦ୍ୟାଳୟ ର ସମସ୍ତ ଶିକ୍ଷକ ଶିକ୍ଷୟିତ୍ରୀ, ସ୍କଉଟ , ଗାଇଡ ରେଡକ୍ରସ ଛାତ୍ରଛାତ୍ରୀ , ବିଦ୍ୟାଳୟ ପରିଚାଳନା କମିଟି, ସମସ୍ତ ସି ଆର୍ ସି ସି  ତଥା ଗ୍ରାମବାସୀ ସକ୍ରିୟ ସହଯୋଗ କରି ଏହି ବିଜ୍ଞାନ ପ୍ରଦର୍ଶନୀକୁ ସଫଳତାର ଶୀର୍ଷରେ ପହଞ୍ଚାଇଥିଲେ । ଶେଷରେ ଲହଣ୍ଡା ସହକାରୀ ଶିକ୍ଷକ ଆନନ୍ଦ କୁମାର ତ୍ରିପାଠୀ ଧନ୍ୟବାଦ୍ ଅର୍ପଣ କରିଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଭାରତ କୋ ଜାନୋ ଏବଂ ରାଷ୍ଟ୍ରୀୟ ସମୂହଗାନ ପ୍ରତିଯୋଗିତା   25-Sep-2026
  ଜିଲ୍ଲା  
*ନୂଆଁଖାଇ ଭେଟଘାଟ ପାଇଁ କ୍ଷତ୍ରିୟ ଧାକଡ ସମାଜ କୋର କମିଟି ର ପ୍ରସ୍ତୁତି ବୈଠକ*   25-Sep-2026
  ଜିଲ୍ଲା  
ଫରେଷ୍ଟରଙ୍କ ଆତ୍ମହତ୍ୟାର ଅନ୍ତରାଳେ♦️ ବଲାଙ୍ଗୀର ବନବିଭାଗରେ କୋଟି କୋଟି ହଡପ   24-Sep-2026
  ରାଜ୍ୟ  
କୁଟ୍ରୁମାଳି–ସିଜିମାଳି ଅଞ୍ଚଳର ଆଦିବାସୀ ଙ୍କୁ ସୁରକ୍ଷା ଦିଅ ନଚେତ ଦୁର୍ବାର ଆନ୍ଦୋଳନ ହେବ   24-Sep-2026
  ଜିଲ୍ଲା  
ସରକାରୀ ମହିଳା ମହାବିଦ୍ୟାଳୟରେ ଏନ୍. ଏସ୍. ଏସ୍ ଦିବସ ପାଳିତ   24-Sep-2026
  ଜିଲ୍ଲା  
ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ ଏନ.ଏସ.ଏସ ଦିବସ ପାଳିତ   24-Sep-2026
  ଜିଲ୍ଲା  
ବର୍ଷା ଯୋଗୁଁ ଘର ଉପରେ ପଡିଲା ବିରାଟ ତେନ୍ତୁଳି ଗଛ, ଅଳ୍ପକେ ବର୍ତ୍ତିଲେ ଚୈତନ ମାଝୀଙ୍କ ପରିବାର   24-Sep-2026
  ଜିଲ୍ଲା  
* *ସାହାଣୀ କପ୍ ଫୁଟବଲ୍ ଦ୍ୱିତୀୟ ଦିଵସ ପ୍ରଥମ ମ୍ୟାଚ୍ ବରଗଡ଼ ଦଳ ୪-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ୧-୧ ଗୋଲ ସ୍କୋର ହୋଇ ଉଭୟ ଦଳ ଦଳ କୁ ୧-୧- ପଏଣ୍ଟ ମିଳିଛି* -   24-Sep-2026
  ଜିଲ୍ଲା  
ଆଚାର ଜାର୍‌ରେ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ ବଲାଙ୍ଗୀର ସହର ପୋଲିସର ଚଢ଼ାଉ, ୩୭ କେଜି ୬୫୦ ଗ୍ରାମ ଗଞ୍ଜେଇ ଜବତ; ୨ ଗିରଫ   24-Sep-2026
  ଜିଲ୍ଲା  
ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ   24-Sep-2026
  ଜିଲ୍ଲା  
ଗଭୀର ଅବପାତ ଉପକୂଳ ଅତିକ୍ରମ କରିଛି ; ସମନ୍ୱିତ ପ୍ରୟାସ ଓ ପ୍ରସ୍ତୁତିମୂଳକ ପଦକ୍ଷେପ ସହ ରାଜ୍ୟରେ ପରିସ୍ଥିତି ଉପରେ ନିରନ୍ତର ନଜର   24-Sep-2026
  ଜିଲ୍ଲା  
ପୁଣି ପିସି ପ୍ରସଙ୍ଗ : ଥାନାରେ ମାମଲା ଯୋଗାଣବିଭାଗରେ ପିସି କୁ ନେଇ ପାଟିତୁଣ୍ଡ !   24-Sep-2026

You Might Also Like