-+91-9937148622 |

prerana_bgr@rediffmail.com |

  Friday 25th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଭାରତ କୋ ଜାନୋ ଏବଂ ରାଷ୍ଟ୍ରୀୟ ସମୂହଗାନ ପ୍ରତିଯୋଗିତା   (25-Sep-2026)       ||      *ନୂଆଁଖାଇ ଭେଟଘାଟ ପାଇଁ କ୍ଷତ୍ରିୟ ଧାକଡ ସମାଜ କୋର କମିଟି ର ପ୍ରସ୍ତୁତି ବୈଠକ*   (25-Sep-2026)       ||      ଫରେଷ୍ଟରଙ୍କ ଆତ୍ମହତ୍ୟାର ଅନ୍ତରାଳେ♦️ ବଲାଙ୍ଗୀର ବନବିଭାଗରେ କୋଟି କୋଟି ହଡପ    (24-Sep-2026)       ||      କୁଟ୍ରୁମାଳି–ସିଜିମାଳି ଅଞ୍ଚଳର ଆଦିବାସୀ ଙ୍କୁ ସୁରକ୍ଷା ଦିଅ ନଚେତ ଦୁର୍ବାର ଆନ୍ଦୋଳନ ହେବ    (24-Sep-2026)       ||      ସରକାରୀ ମହିଳା ମହାବିଦ୍ୟାଳୟରେ ଏନ୍. ଏସ୍. ଏସ୍ ଦିବସ ପାଳିତ   (24-Sep-2026)       ||      ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ ଏନ.ଏସ.ଏସ ଦିବସ ପାଳିତ   (24-Sep-2026)       ||      ବର୍ଷା ଯୋଗୁଁ ଘର ଉପରେ ପଡିଲା ବିରାଟ ତେନ୍ତୁଳି ଗଛ, ଅଳ୍ପକେ ବର୍ତ୍ତିଲେ ଚୈତନ ମାଝୀଙ୍କ ପରିବାର   (24-Sep-2026)       ||      * *ସାହାଣୀ କପ୍ ଫୁଟବଲ୍ ଦ୍ୱିତୀୟ ଦିଵସ ପ୍ରଥମ ମ୍ୟାଚ୍ ବରଗଡ଼ ଦଳ ୪-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ୧-୧ ଗୋଲ ସ୍କୋର ହୋଇ ଉଭୟ ଦଳ ଦଳ କୁ ୧-୧- ପଏଣ୍ଟ ମିଳିଛି* -   (24-Sep-2026)       ||      ଆଚାର ଜାର୍‌ରେ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ ବଲାଙ୍ଗୀର ସହର ପୋଲିସର ଚଢ଼ାଉ, ୩୭ କେଜି ୬୫୦ ଗ୍ରାମ ଗଞ୍ଜେଇ ଜବତ; ୨ ଗିରଫ    (24-Sep-2026)       ||      ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ    (24-Sep-2026)       ||      ଗଭୀର ଅବପାତ ଉପକୂଳ ଅତିକ୍ରମ କରିଛି ; ସମନ୍ୱିତ ପ୍ରୟାସ ଓ ପ୍ରସ୍ତୁତିମୂଳକ ପଦକ୍ଷେପ ସହ ରାଜ୍ୟରେ ପରିସ୍ଥିତି ଉପରେ ନିରନ୍ତର ନଜର   (24-Sep-2026)       ||      ପୁଣି ପିସି ପ୍ରସଙ୍ଗ : ଥାନାରେ ମାମଲା ଯୋଗାଣବିଭାଗରେ ପିସି କୁ ନେଇ ପାଟିତୁଣ୍ଡ !   (24-Sep-2026)       ||      ଜୀବନ ସହ ସଂଘର୍ଷ କରୁଛନ୍ତି କିଡନୀ ରୋଗରେ ପୀଡିତ ସ୍ୱତାମ୍ବର ♦️ଉତ୍ତମ ଚିକିତ୍ସା ପାଇଁ ଅର୍ଥ ସାଜିଛି ବାଧକ   (24-Sep-2026)       ||      କୋଶଳ ସୁନ୍ଦରୀ ଆୱାର୍ଡ ୨୦୨୬ ସିଜନ-୦୬ ର ଫାଇନାଲ୍ ରାଉଣ୍ଡ ପ୍ରତିଯୋଗୀ ଚୟନ ପ୍ରକ୍ରିୟା ସମାପନ । ବରଗଡ ର ଶ୍ରାବ୍ୟା ସାନଭି ପଧାନ ବେଷ୍ଟଅଫ୍ ପିକ୍ ଘୋଷିତ   (24-Sep-2026)       ||      *ଘର ଭିତରେ ପଶିଲା ଜଙ୍ଗଲୀ ଭାଲୁ, -ଘଉଡ଼ାଇଲେ ବନ କର୍ମଚାରୀ*   (24-Sep-2026)       ||      *ସୁବର୍ଣ୍ଣପୁର ଜିଲ୍ଲା ରେ ଉଦ୍ଘାଟନ ହେଲା ରାଜ୍ୟ ସ୍ତରୀୟ ସାହାଣୀ କପ୍ ଫୁଟବଲ୍*- *ପ୍ରଥମ ମ୍ୟାଚ୍ ରେ ୨-୦ ଗୋଲରେ ଖୋର୍ଦ୍ଧା ଓ ଦ୍ୱିତୀୟ ମ୍ୟାଚ ରେ ୧-୦ ଗୋଲ ରେ ଗଞ୍ଜାମ ଦଳ ଵିଜୟୀ *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   (24-Sep-2026)       ||      *ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ନବରଙ୍ଗପୁରରେ ମଧ୍ୟ ପଦୋନ୍ନତି ପ୍ରକ୍ରିୟା ନେଇ ଶିକ୍ଷକଙ୍କ ଆଶା ବଢ଼ିଲା*   (24-Sep-2026)       ||      ବଲାଙ୍ଗୀର : ୨,୦୦୦ ଟଙ୍କାରୁ ଅଧିକ ୟୁପିଆଇ ଲେଣ ଦେଣ ୦.୪% ଏମ ଡି ଆର ପ୍ରତ୍ୟାହାର ଦାବିରେ ସ୍ମାରକ ପତ୍ର ପ୍ରଦାନ    (24-Sep-2026)       ||      ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   (23-Sep-2026)       ||      ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   (23-Sep-2026)       ||     

HOME   ଜିଲ୍ଲା

କାଳୀ ପୂଜା ଅବସରରେ ଆୟୋଜିତ ସାଂସ୍କୃତିକ କାର୍ଯ୍ୟକ୍ରମ ଉଦଯାପିତ* - *ସମ୍ବଲପୁରୀ କଣ୍ଟ ଶିଳ୍ପୀ ଉମାକାନ୍ତ ବାରିକ ଙ୍କ ଗୀତ ରେ ମତୁଆଲା ହେଲେ ହଜାର ହଜାର ଦର୍ଶକ*-

13-Nov-2024



ସୋନପୁର (ମନୋରଞ୍ଜନ ତ୍ରିପାଠୀ )
 ସୋନପୁର ରାମଧୂନ୍ କ୍ଲବ ଦ୍ଵାରା ଆୟୋଜିତ ୫୬ ତମ   ସାର୍ବଜନୀନ କାଳୀ ପୂଜା ଅବସରରେ  ସୋନପୁର ମଝିପଡ଼ା ଠାରେ ଉମାକାନ୍ତ ବାରିକ ଙ୍କ  ହେ ଗଣପତି ଗଜ ବଦନ, ବଂଶୀ ବାଲେ , ହାଏ ତୋର ମୁଲକି ହସି,  ସମ୍ବଲପୁରୀ ସଙ୍ଗୀତ ର ତାଳେ ତାଳେ ସାଂସ୍କୃତିକ କାର୍ଯ୍ୟକ୍ରମ   ଉଦଯାପିତ ହୋଇ ଯାଇଛି। ମୂଖ୍ୟ ଅତିଥି ଭାବେ ସୋନପୁର ବିଧାୟକ ତଥା ରାଜ୍ୟ ସରକାର ଙ୍କ ପବ୍ଲିକ ଆକାଉଣ୍ଟ କମିଟି ଅଧ୍ୟକ୍ଷ ଶ୍ରୀ ନିରଞ୍ଜନ ପୂଜାରୀ ଯୋଗ ଦେଇ ଆୟୋଜକ, ଦର୍ଶକ ଓ କଳାକାର ଙ୍କୁ ଉତ୍ସାହିତ କରିଥିଲେ  l ସମ୍ମାନିତ ଅତିଥି ଭାବରେ ସୋନପୁର ବ୍ଲକ୍ ଅଧ୍ୟକ୍ଷ ପ୍ରହଲ୍ଲାଦ ନାଏକ, ରାମ ଧୂନ୍ କ୍ଳବ୍ ଉପଦେଷ୍ଟା କଇରୁ ସ୍ବାଇଁ, ଶ୍ରୀବତ୍ସ ମଲ୍ଲିକ, ପୌର ଉପାଧ୍ୟକ୍ଷl ମଲ୍ଲିକା ଦାନୀ, ଗୋପାଳ ବାରାଇ, ସତ୍ୟ ନାରାୟଣ ତ୍ରୀପାଠୀ, ବିଜେଡ଼ି ଟାଉନ ସଭାପତି ଜନ୍ମଜୟ ପାତ୍ର, ସୀତାରାମ ମହାପାତ୍ର, ରଞ୍ଜିତ ସାହୁ, ସୋମନାଥ କବାଟ, ଜିଲ୍ଲା ଡ୍ରଗିଷ୍ଟ କେମିଷ୍ଟ୍ ସଂଘ ସଂପାଦକ ସତ୍ୟ ନାରାୟଣ ଦର୍ ୱାନ, ଛାତ୍ର ନେତା ଶାଶ୍ଵତ ମିଶ୍ର  ଯୋଗ ଦେଇ ଆୟୋଜକ ଙ୍କୁ ପ୍ରଶଂସା କରିଥିଲେ l

ପୂଜା କମିଟି ର ସଭାପତି ପୂରେନ୍ଦ୍ର ନାଏକ, ସମ୍ପାଦକ ସୁରଜ୍ ସାହୁ, ଉପ ସଭାପତି ବୁବୁନ୍ ନାଏକ, ସହ ସମ୍ପାଦକ ଚନ୍ଦନ ସାହୁ ମଞ୍ଚ ରେ ଉପସ୍ଥିତ ଥିଲେ l  ରlମଧୁନ କ୍ଲବ୍ ସଭାପତି ପୀୟୂଷ ପଣ୍ଡା, ସମ୍ପାଦକ ବିକାଶ ପଣ୍ଡା  ଙ୍କ ତତ୍ତ୍ଵl ବଧlନ ରେ ସମସ୍ତ କାର୍ଯକ୍ରମ ପରିଚାଳନା କରଯାଇଥିବା ବେଳେ କ୍ଳବ୍ ର ଉପଦେଷ୍ଟା ମନୋରଞ୍ଜନ ତ୍ରୀପାଠୀ ଅତିଥି ଙ୍କୁ ସ୍ଵାଗତ କରି ମଞ୍ଚ ପରିଚାଳନା କରିଥିଲେ l ମୁଖ୍ୟ ଅତିଥି ଶ୍ରୀ ପୁଝାରୀ, କଣ୍ଠଶିଳ୍ପୀ ଉମାକାନ୍ତ ବାରିକ୍ ଓ ସମସ୍ତ ଅତିଥି ଙ୍କୁ ପୂଜା କମିଟି ପକ୍ଷରୁ ସମ୍ବର୍ଦ୍ଧିତ କରାଯାଇଛି l


News Comment




Photo in News

Advertisment
Lastest News
  ଜିଲ୍ଲା  
ଭାରତ କୋ ଜାନୋ ଏବଂ ରାଷ୍ଟ୍ରୀୟ ସମୂହଗାନ ପ୍ରତିଯୋଗିତା   25-Sep-2026
  ଜିଲ୍ଲା  
*ନୂଆଁଖାଇ ଭେଟଘାଟ ପାଇଁ କ୍ଷତ୍ରିୟ ଧାକଡ ସମାଜ କୋର କମିଟି ର ପ୍ରସ୍ତୁତି ବୈଠକ*   25-Sep-2026
  ଜିଲ୍ଲା  
ଫରେଷ୍ଟରଙ୍କ ଆତ୍ମହତ୍ୟାର ଅନ୍ତରାଳେ♦️ ବଲାଙ୍ଗୀର ବନବିଭାଗରେ କୋଟି କୋଟି ହଡପ   24-Sep-2026
  ରାଜ୍ୟ  
କୁଟ୍ରୁମାଳି–ସିଜିମାଳି ଅଞ୍ଚଳର ଆଦିବାସୀ ଙ୍କୁ ସୁରକ୍ଷା ଦିଅ ନଚେତ ଦୁର୍ବାର ଆନ୍ଦୋଳନ ହେବ   24-Sep-2026
  ଜିଲ୍ଲା  
ସରକାରୀ ମହିଳା ମହାବିଦ୍ୟାଳୟରେ ଏନ୍. ଏସ୍. ଏସ୍ ଦିବସ ପାଳିତ   24-Sep-2026
  ଜିଲ୍ଲା  
ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ ଏନ.ଏସ.ଏସ ଦିବସ ପାଳିତ   24-Sep-2026
  ଜିଲ୍ଲା  
ବର୍ଷା ଯୋଗୁଁ ଘର ଉପରେ ପଡିଲା ବିରାଟ ତେନ୍ତୁଳି ଗଛ, ଅଳ୍ପକେ ବର୍ତ୍ତିଲେ ଚୈତନ ମାଝୀଙ୍କ ପରିବାର   24-Sep-2026
  ଜିଲ୍ଲା  
* *ସାହାଣୀ କପ୍ ଫୁଟବଲ୍ ଦ୍ୱିତୀୟ ଦିଵସ ପ୍ରଥମ ମ୍ୟାଚ୍ ବରଗଡ଼ ଦଳ ୪-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ୧-୧ ଗୋଲ ସ୍କୋର ହୋଇ ଉଭୟ ଦଳ ଦଳ କୁ ୧-୧- ପଏଣ୍ଟ ମିଳିଛି* -   24-Sep-2026
  ଜିଲ୍ଲା  
ଆଚାର ଜାର୍‌ରେ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ ବଲାଙ୍ଗୀର ସହର ପୋଲିସର ଚଢ଼ାଉ, ୩୭ କେଜି ୬୫୦ ଗ୍ରାମ ଗଞ୍ଜେଇ ଜବତ; ୨ ଗିରଫ   24-Sep-2026
  ଜିଲ୍ଲା  
ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ   24-Sep-2026
  ଜିଲ୍ଲା  
ଗଭୀର ଅବପାତ ଉପକୂଳ ଅତିକ୍ରମ କରିଛି ; ସମନ୍ୱିତ ପ୍ରୟାସ ଓ ପ୍ରସ୍ତୁତିମୂଳକ ପଦକ୍ଷେପ ସହ ରାଜ୍ୟରେ ପରିସ୍ଥିତି ଉପରେ ନିରନ୍ତର ନଜର   24-Sep-2026
  ଜିଲ୍ଲା  
ପୁଣି ପିସି ପ୍ରସଙ୍ଗ : ଥାନାରେ ମାମଲା ଯୋଗାଣବିଭାଗରେ ପିସି କୁ ନେଇ ପାଟିତୁଣ୍ଡ !   24-Sep-2026

You Might Also Like