-+91-9937148622 |

prerana_bgr@rediffmail.com |

  Friday 25th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଭାରତ କୋ ଜାନୋ ଏବଂ ରାଷ୍ଟ୍ରୀୟ ସମୂହଗାନ ପ୍ରତିଯୋଗିତା   (25-Sep-2026)       ||      *ନୂଆଁଖାଇ ଭେଟଘାଟ ପାଇଁ କ୍ଷତ୍ରିୟ ଧାକଡ ସମାଜ କୋର କମିଟି ର ପ୍ରସ୍ତୁତି ବୈଠକ*   (25-Sep-2026)       ||      ଫରେଷ୍ଟରଙ୍କ ଆତ୍ମହତ୍ୟାର ଅନ୍ତରାଳେ♦️ ବଲାଙ୍ଗୀର ବନବିଭାଗରେ କୋଟି କୋଟି ହଡପ    (24-Sep-2026)       ||      କୁଟ୍ରୁମାଳି–ସିଜିମାଳି ଅଞ୍ଚଳର ଆଦିବାସୀ ଙ୍କୁ ସୁରକ୍ଷା ଦିଅ ନଚେତ ଦୁର୍ବାର ଆନ୍ଦୋଳନ ହେବ    (24-Sep-2026)       ||      ସରକାରୀ ମହିଳା ମହାବିଦ୍ୟାଳୟରେ ଏନ୍. ଏସ୍. ଏସ୍ ଦିବସ ପାଳିତ   (24-Sep-2026)       ||      ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ ଏନ.ଏସ.ଏସ ଦିବସ ପାଳିତ   (24-Sep-2026)       ||      ବର୍ଷା ଯୋଗୁଁ ଘର ଉପରେ ପଡିଲା ବିରାଟ ତେନ୍ତୁଳି ଗଛ, ଅଳ୍ପକେ ବର୍ତ୍ତିଲେ ଚୈତନ ମାଝୀଙ୍କ ପରିବାର   (24-Sep-2026)       ||      * *ସାହାଣୀ କପ୍ ଫୁଟବଲ୍ ଦ୍ୱିତୀୟ ଦିଵସ ପ୍ରଥମ ମ୍ୟାଚ୍ ବରଗଡ଼ ଦଳ ୪-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ୧-୧ ଗୋଲ ସ୍କୋର ହୋଇ ଉଭୟ ଦଳ ଦଳ କୁ ୧-୧- ପଏଣ୍ଟ ମିଳିଛି* -   (24-Sep-2026)       ||      ଆଚାର ଜାର୍‌ରେ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ ବଲାଙ୍ଗୀର ସହର ପୋଲିସର ଚଢ଼ାଉ, ୩୭ କେଜି ୬୫୦ ଗ୍ରାମ ଗଞ୍ଜେଇ ଜବତ; ୨ ଗିରଫ    (24-Sep-2026)       ||      ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ    (24-Sep-2026)       ||      ଗଭୀର ଅବପାତ ଉପକୂଳ ଅତିକ୍ରମ କରିଛି ; ସମନ୍ୱିତ ପ୍ରୟାସ ଓ ପ୍ରସ୍ତୁତିମୂଳକ ପଦକ୍ଷେପ ସହ ରାଜ୍ୟରେ ପରିସ୍ଥିତି ଉପରେ ନିରନ୍ତର ନଜର   (24-Sep-2026)       ||      ପୁଣି ପିସି ପ୍ରସଙ୍ଗ : ଥାନାରେ ମାମଲା ଯୋଗାଣବିଭାଗରେ ପିସି କୁ ନେଇ ପାଟିତୁଣ୍ଡ !   (24-Sep-2026)       ||      ଜୀବନ ସହ ସଂଘର୍ଷ କରୁଛନ୍ତି କିଡନୀ ରୋଗରେ ପୀଡିତ ସ୍ୱତାମ୍ବର ♦️ଉତ୍ତମ ଚିକିତ୍ସା ପାଇଁ ଅର୍ଥ ସାଜିଛି ବାଧକ   (24-Sep-2026)       ||      କୋଶଳ ସୁନ୍ଦରୀ ଆୱାର୍ଡ ୨୦୨୬ ସିଜନ-୦୬ ର ଫାଇନାଲ୍ ରାଉଣ୍ଡ ପ୍ରତିଯୋଗୀ ଚୟନ ପ୍ରକ୍ରିୟା ସମାପନ । ବରଗଡ ର ଶ୍ରାବ୍ୟା ସାନଭି ପଧାନ ବେଷ୍ଟଅଫ୍ ପିକ୍ ଘୋଷିତ   (24-Sep-2026)       ||      *ଘର ଭିତରେ ପଶିଲା ଜଙ୍ଗଲୀ ଭାଲୁ, -ଘଉଡ଼ାଇଲେ ବନ କର୍ମଚାରୀ*   (24-Sep-2026)       ||      *ସୁବର୍ଣ୍ଣପୁର ଜିଲ୍ଲା ରେ ଉଦ୍ଘାଟନ ହେଲା ରାଜ୍ୟ ସ୍ତରୀୟ ସାହାଣୀ କପ୍ ଫୁଟବଲ୍*- *ପ୍ରଥମ ମ୍ୟାଚ୍ ରେ ୨-୦ ଗୋଲରେ ଖୋର୍ଦ୍ଧା ଓ ଦ୍ୱିତୀୟ ମ୍ୟାଚ ରେ ୧-୦ ଗୋଲ ରେ ଗଞ୍ଜାମ ଦଳ ଵିଜୟୀ *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   (24-Sep-2026)       ||      *ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ନବରଙ୍ଗପୁରରେ ମଧ୍ୟ ପଦୋନ୍ନତି ପ୍ରକ୍ରିୟା ନେଇ ଶିକ୍ଷକଙ୍କ ଆଶା ବଢ଼ିଲା*   (24-Sep-2026)       ||      ବଲାଙ୍ଗୀର : ୨,୦୦୦ ଟଙ୍କାରୁ ଅଧିକ ୟୁପିଆଇ ଲେଣ ଦେଣ ୦.୪% ଏମ ଡି ଆର ପ୍ରତ୍ୟାହାର ଦାବିରେ ସ୍ମାରକ ପତ୍ର ପ୍ରଦାନ    (24-Sep-2026)       ||      ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   (23-Sep-2026)       ||      ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   (23-Sep-2026)       ||     

HOME   ଜିଲ୍ଲା

ବଡ଼ ତାରାଗୁଡାରେ ରଶ୍ମି ରଞ୍ଜନ ସିଦ୍ଧାଶ୍ରମର ଗ୍ରାମୋତ୍ସବ

14-Nov-2024



ନବରଙ୍ଗପୁର (ମିହିର ଶଙ୍କର ପାତ୍ର)
-ତେନ୍ତୁଳି ଖୁଣ୍ଟି ବ୍ଳକ୍ ଅନ୍ତର୍ଗତ କାମତା ପଞ୍ଚାୟତର ବଡ ତାରାଗୁଡା ଗ୍ରାମର ଗଣେଶ ମଣ୍ଡପ ଠାରେ ଗ୍ରାମର ଶ୍ରଦ୍ଧାଳୁ ନରହରି ଗୈାଡ ଓ ଡମ୍ବରୁ ଗୈାଡଙ୍କ ପ୍ରତିନିଧିତ୍ବ ଏବଂ ନୀଳକଣ୍ଠ ବିଷୋୟୀଙ୍କ ମାର୍ଗ ଦର୍ଶନ ତଥା ପରିଚାଳନାରେ ରଶ୍ମି ରଞ୍ଜନ ସିଦ୍ଧାଶ୍ରମର ଗ୍ରାମୋତ୍ସବ ଭବ୍ୟ ସମାରୋହରେ ଅନୁଷ୍ଠିତ ହୋଇ ଯାଇ ଅଛି। ନଗର ସଂକୀର୍ତ୍ତନ ପରିକ୍ରମାରୁ କାର୍ଯ୍ୟ କ୍ରମ ଆରମ୍ଭ ହୋଇ ରଶ୍ମି ରଞ୍ଜନ ଭଗବାନଙ୍କୁ ପୁଷ୍ପାର୍ଘ୍ୟ ଅର୍ପଣ, ବିନାୟକ ବନ୍ଦନା, ଗୁରୁ ବନ୍ଦନା, ପ୍ରାଣାୟାମ,ପ୍ରାର୍ଥନା ପରେ  ଆଧ୍ୟକ୍ଷ ଉଦ୍ ବୋଧନ, ମୁଖ୍ୟ ବକ୍ତାଙ୍କ ଅଭିଭାଷଣ, ବିକାଶ ରଞ୍ଜନ ପାଢ଼ୀଙ୍କ ଯନ୍ତ୍ର ସଙ୍ଗୀତ ଓ ଭଜନ ପରିବେଷଣ, ସମ୍ମାନିତ ବକ୍ତାଙ୍କ ବକ୍ତବ୍ୟ, ସାରସତ୍ତ୍ବ ବାଣୀ ପାଠ, କୀର୍ତ୍ତନ ଓ ଠାକୁରଙ୍କୁ ଆଳତୀ ସମର୍ପଣ, ପ୍ରସାଦ ବଣ୍ଟନ ଓ ଶେଷରେ ସାମୂହିକ ଆନନ୍ଦ ବଜାର ପ୍ରସାଦ ସେବନ ପରେ ଉତ୍ସବ ସମାପନ ହୋଇ ଅଛି। ଏହି ଅବସରରେ ମୁଖ୍ୟ ବକ୍ତା ହୃଷୀକେଶ ଦାଶ- " ଭଗବାନଙ୍କ ଠିକଣା,ମହାପୁରୁଷ ଗଣଙ୍କ ଆଦର୍ଶରେ ଅନୁପ୍ରାଣିତ ହେବା " ଆଦି ବିଷୟରେ ଆଲୋକପାତ କରିଥିବା ବେଳେ ସମ୍ମାନିତ ବକ୍ତା ଏ.ସୁରେଶ ଶାସ୍ତ୍ରୀ - "ଭଗବାନ ନିଃସ୍ୱାର୍ଥ,ନିଶ୍ଛଳ ଓ ନିର୍ମଳ ହୃଦୟବାନ୍ ଭକ୍ତଙ୍କ ଡାକ ଶୁଣନ୍ତି "ବୋଲି ବ୍ୟକ୍ତ କରିଛନ୍ତି। ଆଶ୍ରମ ଅଧ୍ୟକ୍ଷ ଶ୍ରୀ ରଶ୍ମି ପ୍ରସାଦ ଡ଼: ନୀଳ କଣ୍ଠ ପାଢ଼ୀ- ଉତ୍ସାହିତ ଗ୍ରାମ ବାସୀଙ୍କ ଉଦ୍ୟମକୁ ପ୍ରଶଂସା କରି "ପୂର୍ଣ୍ଣ କୁମ୍ଭ ଓ ଶୂନ୍ୟ କୁମ୍ଭର ରହସ୍ୟ ତଥା ବିଜ୍ଞାନ ସମ୍ମତ ପୂର୍ଣ୍ଣ କୁମ୍ଭ ପୂଜା ପଦ୍ଧତି ମାଧ୍ୟମରେ ପରିବାର ଓ ଗ୍ରାମର ବିକାଶ "ସମ୍ବନ୍ଧରେ ଉପସ୍ଥିତଙ୍କୁ ଉଦ୍ ବୁଦ୍ଧ କରିଛନ୍ତି।

ଏହି କାର୍ଯ୍ୟ କ୍ରମ ପରିଚାଳନାରେ- ଇନ୍ଦୁମତୀ ପାଢ଼ୀ, ସରସ୍ବତୀ ବିଷୋୟୀ, ସଦାଶିବ ଗୈାଡ,ଯଦୁ ଗୈାଡ,ନରସିଂହ ବିଷୋୟୀ,କମଳୁ ବିଷୋୟୀ, ସହଦେବ ଗୈାଡ, ଈଶ୍ୱର ଗୈାଡ,ଶିବ ଗୈାଡ, ଜୟସିଂ ଗୈାଡ, ନିତ୍ୟାନନ୍ଦ ଗୈାଡ, ଡମ୍ବରୁ ଚଲାଣ,ରାମ ଗୈାଡ, ଗୋବର୍ଦ୍ଧନ ଗୈାଡ, ପଦ୍ମାଳୟା ବିଷୋୟୀ,ବାଲେଶ ଗୈାଡ, ପୁଷ୍ପା ଗୈାଡ,ପାରୋ ଗୈାଡ, କୁସୁମା ଗୈାଡ,ରମା ଓ ହେମ ଲତା ଗୈାଡ ପ୍ରମୁଖ ସହଯୋଗ କରିଛନ୍ତି।


News Comment




Photo in News

Advertisment
Lastest News
  ଜିଲ୍ଲା  
ଭାରତ କୋ ଜାନୋ ଏବଂ ରାଷ୍ଟ୍ରୀୟ ସମୂହଗାନ ପ୍ରତିଯୋଗିତା   25-Sep-2026
  ଜିଲ୍ଲା  
*ନୂଆଁଖାଇ ଭେଟଘାଟ ପାଇଁ କ୍ଷତ୍ରିୟ ଧାକଡ ସମାଜ କୋର କମିଟି ର ପ୍ରସ୍ତୁତି ବୈଠକ*   25-Sep-2026
  ଜିଲ୍ଲା  
ଫରେଷ୍ଟରଙ୍କ ଆତ୍ମହତ୍ୟାର ଅନ୍ତରାଳେ♦️ ବଲାଙ୍ଗୀର ବନବିଭାଗରେ କୋଟି କୋଟି ହଡପ   24-Sep-2026
  ରାଜ୍ୟ  
କୁଟ୍ରୁମାଳି–ସିଜିମାଳି ଅଞ୍ଚଳର ଆଦିବାସୀ ଙ୍କୁ ସୁରକ୍ଷା ଦିଅ ନଚେତ ଦୁର୍ବାର ଆନ୍ଦୋଳନ ହେବ   24-Sep-2026
  ଜିଲ୍ଲା  
ସରକାରୀ ମହିଳା ମହାବିଦ୍ୟାଳୟରେ ଏନ୍. ଏସ୍. ଏସ୍ ଦିବସ ପାଳିତ   24-Sep-2026
  ଜିଲ୍ଲା  
ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ ଏନ.ଏସ.ଏସ ଦିବସ ପାଳିତ   24-Sep-2026
  ଜିଲ୍ଲା  
ବର୍ଷା ଯୋଗୁଁ ଘର ଉପରେ ପଡିଲା ବିରାଟ ତେନ୍ତୁଳି ଗଛ, ଅଳ୍ପକେ ବର୍ତ୍ତିଲେ ଚୈତନ ମାଝୀଙ୍କ ପରିବାର   24-Sep-2026
  ଜିଲ୍ଲା  
* *ସାହାଣୀ କପ୍ ଫୁଟବଲ୍ ଦ୍ୱିତୀୟ ଦିଵସ ପ୍ରଥମ ମ୍ୟାଚ୍ ବରଗଡ଼ ଦଳ ୪-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ୧-୧ ଗୋଲ ସ୍କୋର ହୋଇ ଉଭୟ ଦଳ ଦଳ କୁ ୧-୧- ପଏଣ୍ଟ ମିଳିଛି* -   24-Sep-2026
  ଜିଲ୍ଲା  
ଆଚାର ଜାର୍‌ରେ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ ବଲାଙ୍ଗୀର ସହର ପୋଲିସର ଚଢ଼ାଉ, ୩୭ କେଜି ୬୫୦ ଗ୍ରାମ ଗଞ୍ଜେଇ ଜବତ; ୨ ଗିରଫ   24-Sep-2026
  ଜିଲ୍ଲା  
ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ   24-Sep-2026
  ଜିଲ୍ଲା  
ଗଭୀର ଅବପାତ ଉପକୂଳ ଅତିକ୍ରମ କରିଛି ; ସମନ୍ୱିତ ପ୍ରୟାସ ଓ ପ୍ରସ୍ତୁତିମୂଳକ ପଦକ୍ଷେପ ସହ ରାଜ୍ୟରେ ପରିସ୍ଥିତି ଉପରେ ନିରନ୍ତର ନଜର   24-Sep-2026
  ଜିଲ୍ଲା  
ପୁଣି ପିସି ପ୍ରସଙ୍ଗ : ଥାନାରେ ମାମଲା ଯୋଗାଣବିଭାଗରେ ପିସି କୁ ନେଇ ପାଟିତୁଣ୍ଡ !   24-Sep-2026

You Might Also Like