-+91-9937148622 |

prerana_bgr@rediffmail.com |

  Thursday 14th May 2026 |

| | | |

R.N.I. Regd No. ODIODI/2010/46693

Breaking News

ପୁତୁରା ଏବଂ ଭାଇର ଆକ୍ରମଣରେ ବଡଭାଇ ମୃତ    (14-May-2026)       ||      ଜଗତସିଂହପୁର ଜିଲ୍ଲାପାଳ ଓ ଏସ୍ ପି ଚଢ଼ଉ କରିଥିଲା ବେଳେ କଟକରେ ବ୍ୟତିକ୍ରମ   (14-May-2026)       ||      ଜଗତସିଂହପୁର ଜିଲ୍ଲାପାଳ ଓ ଏସ୍ ପି ଚଢ଼ଉ କରିଥିଲା ବେଳେ କଟକରେ ବ୍ୟତିକ୍ରମ   (14-May-2026)       ||      *ଗୋପାଳ ରାଇସ ମିଲ ପକ୍ଷରୁ ମାଗଣା ଚକ୍ଷୁ ଚିକିତ୍ସା ଶିବିର ଅନୁଷ୍ଠିତ*-   (14-May-2026)       ||      ବିଶାଲପାଳିରେ ଏକ ବାଲେରୋ ଗାଡିରୁ ବିପୁଳ ଗଞ୍ଜେଇ ଜବତ,୪ ଗିରଫ   (14-May-2026)       ||      ସାମ୍ବାଦିକ ଙ୍କ ମାତୃ ବିୟୋଗ   (14-May-2026)       ||      ପଥର ବ୍ଲାଷ୍ଟିଂ ଯୋଗୁଁ ଚାଷୀ ଓ ଗ୍ରାମବାସୀ ହନ୍ତସନ୍ତ: ନରସିଂହଙ୍କୁ ଅଭିଯୋଗ କଲେ ଉଚ୍ଛବପାଲି ଓ ଉପରବାହାଲ ଗ୍ରାମବାସୀ   (14-May-2026)       ||      ବସ୍‌ରେ ଯିବା ଆସିବା କରିବେ ପରିବହନ ମନ୍ତ୍ରୀ; ନେଲେ ବଡ଼ ନିଷ୍ପତ୍ତି, ଇଭି ବ୍ୟବହାର ପାଇଁ ଅପିଲ୍ କଲେ   (14-May-2026)       ||      ଶ୍ରଦ୍ଧା ଫାଉଣ୍ଡେସନ ତରଫରୁ ସେବା କାର୍ଯ୍ୟକ୍ରମ ଅନୁଷ୍ଠିତ   (14-May-2026)       ||      ବିଦ୍ୟା ବିକାଶ ସ୍କୁଲରେ ସିବିଏସସି ଯୁକ୍ତ ୨ ପରୀକ୍ଷା ଫଳ ପ୍ରକାଶିତ ପରେ ଛାତ୍ରଛାତ୍ରୀ ଙ୍କୁ ସମ୍ବଦ୍ଧିତ    (14-May-2026)       ||      ଦଶମ ଜିଲ୍ଲାପରିଷଦ ବୈଠକ ଶେଷ    (14-May-2026)       ||      ସମ୍ବଲପୁର ପବ୍ଲିକ ଲାଇବ୍ରେରୀ ରେ ଡାକ୍ତର ଜନାର୍ଦନ ପୂଜାରୀ ସ୍ମାରକୀ ବକ୍ତୃତା।   (14-May-2026)       ||      ମାଟ୍ରିକ ପରୀକ୍ଷାରେ ବ୍ଲକ୍ ଟପ୍ପର ତଥା ବିଦ୍ୟାଳୟର କୃତୀ ଛାତ୍ରଛାତ୍ରୀଙ୍କୁ ସମ୍ବର୍ଦ୍ଧନା   (14-May-2026)       ||      ପୁଅକୁ ମାରି ମାଟିତଳେ ପୋତି ଦେଲେ ବାପା, ମା    (14-May-2026)       ||      ସିବିଏସ୍‌ଇ ଦ୍ବାଦଶ ପରୀକ୍ଷାରେ କଣ୍ଟାମାଳ ଆଦର୍ଶ ବିଦ୍ୟାଳୟ ର ସଫଳତା, ୯୦.୪ପ୍ରତିଶତ ରଖି ସୋନାଲି କର୍ଣ୍ଣ ସ୍କୁଲ ଟପ୍ପର    (14-May-2026)       ||      ବରୀ ତହସିଲ ଅଧୀନରେ ଚାଲିଛି ବେଧଡ଼କ ମାଟି, ବାଲି ଲୁଟ୍   (14-May-2026)       ||      ସି.ବି.ଏସ୍‌.ଇ ଦ୍ୱାଦଶ ଶ୍ରେଣୀ ପରୀକ୍ଷାରେ ଡି.ଏ.ଭି କଳିଙ୍ଗ ନଗରର ଛାତ୍ରଛାତ୍ରୀଙ୍କ ସଫଳତା ୯୬.୮୦ ପ୍ରତିଶତ ସହ ବିଜ୍ଞାନରେ ପ୍ରତୀକ ଷଡ଼ଙ୍ଗୀ ଏବଂ ୯୬. ୪୦ ପ୍ରତିଶତ ସହ ଆଞ୍ଜେଲିନା ଭୂୟାଁ ବାଣିଜ୍ୟରେ ବିଦ୍ୟାଳୟରେ ପ୍ରଥମ     ବିଜ୍ଞାନରେ ୮୦.୪୫  ପ୍ରତିଶତ ଏବଂ ବାଣିଜ୍ୟରେ ୮୦.୬୦ ପ୍ରତିଶତ ସହ ବିଦ୍ୟାଳୟର ସାମଗ୍ରିକ ହାର ୮୦.୪୮ ପ୍ରତିଶତ ରହିଛି    (13-May-2026)       ||      ଯୁବୋଦୟର ଛାତ୍ରଛାତ୍ରୀଙ୍କ ସଫଳତା : ଜେଇଇ, ନିଟ୍ ସହିତ ସିବିଏସଇ ବୋର୍ଡରେ ମଧ୍ୟ ଉତ୍କୃଷ୍ଟ ପ୍ରଦର୍ଶନ   (13-May-2026)       ||      ପିସି ଓ ଚୌକି ମୋହରେ ବାବୁ, ଠିକାଦାର ମହଲରେ ଅସନ୍ତୋଷ   (13-May-2026)       ||      ବଲାଙ୍ଗିର ପବ୍ଲିକ୍ ସ୍କୁଲ୍ ସି.ଵି.ଏସ.ଇ ଦ୍ବାଦଶ (ବିଜ୍ଞାନ)ଫଳାଫଳ  ପ୍ରକାଶିତ    (13-May-2026)       ||     

HOME   ଜିଲ୍ଲା

ଝରଣାକୁ ସାହାଯ୍ୟ କଲା ଫିଡ ଅନୁଷ୍ଠାନ

14-Nov-2024



ବରଗଡ଼:(ନିରଞ୍ଜନ ତ୍ରିପାଠୀ)-ବରଗଡ଼ ସ୍ଥିତ ଦାତବ୍ୟ ଅନୁଷ୍ଠାନ " ଫିଡ୍ " ତରଫରୁ ଗାଇସିଲେଟ ବ୍ଲକ ଅନ୍ତର୍ଗତ ଜାମୁଟପାଲି ଗ୍ରାମର ଝରଣା ଦୀପଙ୍କୁ ତାଙ୍କର ପାଠ ପଢ଼ା ନିମନ୍ତେ ଯୁକ୍ତ ଦୁଇ ପ୍ରଥମ ବର୍ଷ କଳାର ସମସ୍ତ ପୁସ୍ତକ, ଖାତା ପତ୍ର ଏବଂ ଆବଶ୍ୟକୀୟ ଅନ୍ୟାନ୍ୟ ସାମଗ୍ରୀ ଯୋଗାଇ ଦିଆ ଯାଇଛି। ପ୍ରକାଶ ଥାଉ କି  ଆଗଲପୁର ବ୍ଲକର ରେଙ୍ଗାଲି ଗ୍ରାମର ଶ୍ରୀ ରବୀନ୍ଦ୍ର  ଦୀପ ଏବଂ ଶ୍ରୀମତୀ ସୁରଭି ଦୀପ ମଜୁରୀ କରି ପରିବାର  ପୋଷଣ କରନ୍ତି। ପରିବାରରେ ଆର୍ଥିକ ଅସୁବିଧା ଥିବାରୁ  ମାଟ୍ରିକ ପାସ୍ କରିବା ପରେ  ତାଙ୍କର ଝିଅ ଝରଣାକୁ ସେମାନେ  ତା ମାମୁଁ ଘର ଗାଁ ଜାମୁଟପାଲିରେ  ରଖି ତାଲପାଲି ମହାବିଦ୍ୟାଳୟରେ ପାଠ ପଢ଼ାଉଥିଲେ।ମାତ୍ର ମାମୁଁ ଘରର ଆର୍ଥିକ ସ୍ଥିତି ମଧ୍ୟ ଭଲ ନ ଥିବାରୁ ଏବଂ ବହିପତ୍ର ମଧ୍ୟ ନ ଥିବାରୁ ପାଠ ପଢ଼ିବା ନିମନ୍ତେ ଆର୍ଥିକ ସହଯୋଗ ମିଳିବା ପାଇଁ ଝରଣା ସୋସିଆଲ ମିଡିଆର ଆଶ୍ରୟ ନେଇ ଥିଲେ। ତତସଙ୍ଗେସଙ୍ଗେ ଫିଡ଼ ଟ୍ରଷ୍ଟ ର ମଧ୍ୟ ଦ୍ବାରସ୍ଥ  ହୋଇଥିଲେ। "ଫିଡ" ଟ୍ରଷ୍ଟ ର ଚେୟାରମେନ ଶ୍ରୀ ଫଣିନ୍ଦ୍ର କୁମାର ତାଣ୍ଡି ଙ୍କ  ନଜରକୁ ଏହି ଖବର ଆସିବା ମାତ୍ରେ ତାଙ୍କର ତତ୍ତ୍ଵାବଧାନରେ ଫିଡ୍ ର ସଭ୍ୟ  ଏବଂ ଶିକ୍ଷକ ଶ୍ରୀ ମହେନ୍ଦ୍ର କଲେତ,  ଶିକ୍ଷକ ଶ୍ରୀ ପ୍ରଶାନ୍ତ ଦୀପ ଏବଂ ଗାଇସିଲେଟ ବ୍ଲକର ଲକ୍ଷେ ଘର ଗଣ୍ଡା ସମାଜର ସଭାପତି ଶ୍ରୀ ଗୋଲାପ ପାଇକ ବ୍ୟକ୍ତି ବିଶେଷ ଜାମୁଟ ପାଲି ଯାଇ ଝରଣାକୁ ଯୁକ୍ତ ଦୁଇ ପ୍ରଥମ ବର୍ଷର ସମସ୍ତ ପୁସ୍ତକ ଏବଂ ଖାତା ପତ୍ର ଯୋଗାଇଥିଲେ। ବହିପତ୍ର ପାଇଲା ପରେ ଝରଣା ଆନନ୍ଦିତ ହୋଇ  "ଫିଡ୍" କୁ ଧନ୍ୟବାଦ ଦେବ ସହିତ  ତାଙ୍କର ପାଠ ପଢ଼ା ଜାରି ରଖିବେ ଏବଂ ସମାଜର ଭଲ ପାଇଁ କାମ କରିବେ ବୋଲି କହିଛନ୍ତି ।


News Comment




Photo in News

Advertisment
Lastest News
  ଜିଲ୍ଲା  
ପୁତୁରା ଏବଂ ଭାଇର ଆକ୍ରମଣରେ ବଡଭାଇ ମୃତ   14-May-2026
  ଜିଲ୍ଲା  
ଜଗତସିଂହପୁର ଜିଲ୍ଲାପାଳ ଓ ଏସ୍ ପି ଚଢ଼ଉ କରିଥିଲା ବେଳେ କଟକରେ ବ୍ୟତିକ୍ରମ   14-May-2026
  ଜିଲ୍ଲା  
ଜଗତସିଂହପୁର ଜିଲ୍ଲାପାଳ ଓ ଏସ୍ ପି ଚଢ଼ଉ କରିଥିଲା ବେଳେ କଟକରେ ବ୍ୟତିକ୍ରମ   14-May-2026
  ଜିଲ୍ଲା  
*ଗୋପାଳ ରାଇସ ମିଲ ପକ୍ଷରୁ ମାଗଣା ଚକ୍ଷୁ ଚିକିତ୍ସା ଶିବିର ଅନୁଷ୍ଠିତ*-   14-May-2026
  ଜିଲ୍ଲା  
ବିଶାଲପାଳିରେ ଏକ ବାଲେରୋ ଗାଡିରୁ ବିପୁଳ ଗଞ୍ଜେଇ ଜବତ,୪ ଗିରଫ   14-May-2026
  ଜିଲ୍ଲା  
ସାମ୍ବାଦିକ ଙ୍କ ମାତୃ ବିୟୋଗ   14-May-2026
  ଜିଲ୍ଲା  
ପଥର ବ୍ଲାଷ୍ଟିଂ ଯୋଗୁଁ ଚାଷୀ ଓ ଗ୍ରାମବାସୀ ହନ୍ତସନ୍ତ: ନରସିଂହଙ୍କୁ ଅଭିଯୋଗ କଲେ ଉଚ୍ଛବପାଲି ଓ ଉପରବାହାଲ ଗ୍ରାମବାସୀ   14-May-2026
  ରାଜ୍ୟ  
ବସ୍‌ରେ ଯିବା ଆସିବା କରିବେ ପରିବହନ ମନ୍ତ୍ରୀ; ନେଲେ ବଡ଼ ନିଷ୍ପତ୍ତି, ଇଭି ବ୍ୟବହାର ପାଇଁ ଅପିଲ୍ କଲେ   14-May-2026
  ଜିଲ୍ଲା  
ଶ୍ରଦ୍ଧା ଫାଉଣ୍ଡେସନ ତରଫରୁ ସେବା କାର୍ଯ୍ୟକ୍ରମ ଅନୁଷ୍ଠିତ   14-May-2026
  ଜିଲ୍ଲା  
ବିଦ୍ୟା ବିକାଶ ସ୍କୁଲରେ ସିବିଏସସି ଯୁକ୍ତ ୨ ପରୀକ୍ଷା ଫଳ ପ୍ରକାଶିତ ପରେ ଛାତ୍ରଛାତ୍ରୀ ଙ୍କୁ ସମ୍ବଦ୍ଧିତ   14-May-2026
  ଜିଲ୍ଲା  
ଦଶମ ଜିଲ୍ଲାପରିଷଦ ବୈଠକ ଶେଷ   14-May-2026
  ଜିଲ୍ଲା  
ସମ୍ବଲପୁର ପବ୍ଲିକ ଲାଇବ୍ରେରୀ ରେ ଡାକ୍ତର ଜନାର୍ଦନ ପୂଜାରୀ ସ୍ମାରକୀ ବକ୍ତୃତା।   14-May-2026

You Might Also Like