-+91-9937148622 |

prerana_bgr@rediffmail.com |

  Friday 25th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଲଗାଣ ବର୍ଷାରେ ଧସିଲା ଜାତୀୟ ରାଜପଥ କଡରେ ଥିବା କା ଏମ ଭି ୭୬ ର ପେଟ୍ରୋଲ ପମ୍ପର ସାଇଡ କାନ୍ଥ    (25-Sep-2026)       ||      ଭାରତ କୋ ଜାନୋ ଏବଂ ରାଷ୍ଟ୍ରୀୟ ସମୂହଗାନ ପ୍ରତିଯୋଗିତା   (25-Sep-2026)       ||      *ନୂଆଁଖାଇ ଭେଟଘାଟ ପାଇଁ କ୍ଷତ୍ରିୟ ଧାକଡ ସମାଜ କୋର କମିଟି ର ପ୍ରସ୍ତୁତି ବୈଠକ*   (25-Sep-2026)       ||      ଫରେଷ୍ଟରଙ୍କ ଆତ୍ମହତ୍ୟାର ଅନ୍ତରାଳେ♦️ ବଲାଙ୍ଗୀର ବନବିଭାଗରେ କୋଟି କୋଟି ହଡପ    (24-Sep-2026)       ||      କୁଟ୍ରୁମାଳି–ସିଜିମାଳି ଅଞ୍ଚଳର ଆଦିବାସୀ ଙ୍କୁ ସୁରକ୍ଷା ଦିଅ ନଚେତ ଦୁର୍ବାର ଆନ୍ଦୋଳନ ହେବ    (24-Sep-2026)       ||      ସରକାରୀ ମହିଳା ମହାବିଦ୍ୟାଳୟରେ ଏନ୍. ଏସ୍. ଏସ୍ ଦିବସ ପାଳିତ   (24-Sep-2026)       ||      ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ ଏନ.ଏସ.ଏସ ଦିବସ ପାଳିତ   (24-Sep-2026)       ||      ବର୍ଷା ଯୋଗୁଁ ଘର ଉପରେ ପଡିଲା ବିରାଟ ତେନ୍ତୁଳି ଗଛ, ଅଳ୍ପକେ ବର୍ତ୍ତିଲେ ଚୈତନ ମାଝୀଙ୍କ ପରିବାର   (24-Sep-2026)       ||      * *ସାହାଣୀ କପ୍ ଫୁଟବଲ୍ ଦ୍ୱିତୀୟ ଦିଵସ ପ୍ରଥମ ମ୍ୟାଚ୍ ବରଗଡ଼ ଦଳ ୪-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ୧-୧ ଗୋଲ ସ୍କୋର ହୋଇ ଉଭୟ ଦଳ ଦଳ କୁ ୧-୧- ପଏଣ୍ଟ ମିଳିଛି* -   (24-Sep-2026)       ||      ଆଚାର ଜାର୍‌ରେ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ ବଲାଙ୍ଗୀର ସହର ପୋଲିସର ଚଢ଼ାଉ, ୩୭ କେଜି ୬୫୦ ଗ୍ରାମ ଗଞ୍ଜେଇ ଜବତ; ୨ ଗିରଫ    (24-Sep-2026)       ||      ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ    (24-Sep-2026)       ||      ଗଭୀର ଅବପାତ ଉପକୂଳ ଅତିକ୍ରମ କରିଛି ; ସମନ୍ୱିତ ପ୍ରୟାସ ଓ ପ୍ରସ୍ତୁତିମୂଳକ ପଦକ୍ଷେପ ସହ ରାଜ୍ୟରେ ପରିସ୍ଥିତି ଉପରେ ନିରନ୍ତର ନଜର   (24-Sep-2026)       ||      ପୁଣି ପିସି ପ୍ରସଙ୍ଗ : ଥାନାରେ ମାମଲା ଯୋଗାଣବିଭାଗରେ ପିସି କୁ ନେଇ ପାଟିତୁଣ୍ଡ !   (24-Sep-2026)       ||      ଜୀବନ ସହ ସଂଘର୍ଷ କରୁଛନ୍ତି କିଡନୀ ରୋଗରେ ପୀଡିତ ସ୍ୱତାମ୍ବର ♦️ଉତ୍ତମ ଚିକିତ୍ସା ପାଇଁ ଅର୍ଥ ସାଜିଛି ବାଧକ   (24-Sep-2026)       ||      କୋଶଳ ସୁନ୍ଦରୀ ଆୱାର୍ଡ ୨୦୨୬ ସିଜନ-୦୬ ର ଫାଇନାଲ୍ ରାଉଣ୍ଡ ପ୍ରତିଯୋଗୀ ଚୟନ ପ୍ରକ୍ରିୟା ସମାପନ । ବରଗଡ ର ଶ୍ରାବ୍ୟା ସାନଭି ପଧାନ ବେଷ୍ଟଅଫ୍ ପିକ୍ ଘୋଷିତ   (24-Sep-2026)       ||      *ଘର ଭିତରେ ପଶିଲା ଜଙ୍ଗଲୀ ଭାଲୁ, -ଘଉଡ଼ାଇଲେ ବନ କର୍ମଚାରୀ*   (24-Sep-2026)       ||      *ସୁବର୍ଣ୍ଣପୁର ଜିଲ୍ଲା ରେ ଉଦ୍ଘାଟନ ହେଲା ରାଜ୍ୟ ସ୍ତରୀୟ ସାହାଣୀ କପ୍ ଫୁଟବଲ୍*- *ପ୍ରଥମ ମ୍ୟାଚ୍ ରେ ୨-୦ ଗୋଲରେ ଖୋର୍ଦ୍ଧା ଓ ଦ୍ୱିତୀୟ ମ୍ୟାଚ ରେ ୧-୦ ଗୋଲ ରେ ଗଞ୍ଜାମ ଦଳ ଵିଜୟୀ *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   (24-Sep-2026)       ||      *ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ନବରଙ୍ଗପୁରରେ ମଧ୍ୟ ପଦୋନ୍ନତି ପ୍ରକ୍ରିୟା ନେଇ ଶିକ୍ଷକଙ୍କ ଆଶା ବଢ଼ିଲା*   (24-Sep-2026)       ||      ବଲାଙ୍ଗୀର : ୨,୦୦୦ ଟଙ୍କାରୁ ଅଧିକ ୟୁପିଆଇ ଲେଣ ଦେଣ ୦.୪% ଏମ ଡି ଆର ପ୍ରତ୍ୟାହାର ଦାବିରେ ସ୍ମାରକ ପତ୍ର ପ୍ରଦାନ    (24-Sep-2026)       ||      ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   (23-Sep-2026)       ||     

HOME   ଜିଲ୍ଲା

ମାୟାବର୍ହା ଉଚ୍ଚ ବିଦ୍ୟାଳୟରେ ଶିଶୁ ଦିବସ ପାଳିତ

14-Nov-2024



ଡୁଙ୍ଗୁରିପାଲି, ତା ୧୪/୧୧(ପ୍ରେରଣା ଖବର):
ସୁବର୍ଣ୍ଣପୁର ଜିଲ୍ଲା ଡୁଙ୍ଗୁରିପାଲି ବ୍ଲକ୍ ଅନ୍ତର୍ଗତ ପଞ୍ଚାୟତ ଉଚ୍ଚ ବିଦ୍ୟାଳୟ ମାୟାବର୍ହା ଠାରେ ଭାରତର ପ୍ରଥମ ପ୍ରଧାନମନ୍ତ୍ରୀ ସ୍ବର୍ଗତ ଜବାହାରଲାଲ ନେହେରୁଂକ ୧୩୫ ତମ ଜନ୍ମ ଜୟନ୍ତୀ ପ୍ରଧାନ ଶିକ୍ଷକ ରବିଚନ୍ଦ୍ର ପଶୟତଙ୍କ ସଭାପତିତ୍ବରେ ପାଳିତ ହୋଇଯାଇଛି। ବିଜ୍ଞାନ ଶିକ୍ଷକ ଦୀନବନ୍ଧୁ ପ୍ରଧାନ ସଭାକୁ ସଂଯୋଜନା କରିଥିବା ବେଳେ ହିନ୍ଦୀ ଶିକ୍ଷକ ନନ୍ଦିଘୋଷ ବାରିକ ସଭା ର ଉଦ୍ଦେଶ୍ୟ ଜ୍ଞାପନ କରିଥିଲେ। ଛାତ୍ରୀ ଶୁଭଶ୍ରୀ ଓ ସାଥୀ  ପ୍ରାରମ୍ଭିକ ସଙ୍ଗୀତ ପରିବେଷଣ କରିଥିବା ବେଳେ ଜନନିକା, ଅର୍ଚ୍ଚିତା, ଲିପ୍ସା, ପୂଜାରଣି, ସୁଜିତ୍, କ୍ରିସ, ଝରଣା ପ୍ରଭୁତି ନିଜ ନିଜ ବକ୍ତବ୍ୟ ପ୍ରଦାନ କରିଥିଲେ।

ଅଲୁମିନି ସଦସ୍ୟ ସ୍ନିଗ୍ଧା ପ୍ରଧାନ ସମ୍ମାନିତ ଅତିଥି ଭାବରେ ଯୋଗଦେଇ ନେହେରୁଙ୍କ ଶିଶୁ ମାନଙ୍କୁ କେତେ ଭଲ ପାଉଥିଲେ ପ୍ରକାଶ କରିଥିଲେ। ଶେଷରେ କିରଣ କୁମାର ପଟେଲ ଧନ୍ୟବାଦ୍ ପ୍ରଦାନ କରିଥିଲେ। କାର୍ଯକ୍ରମ କୁ ବିଭୀଷଣ , କିଶୋର, ସୁରଜ୍,  ସମୀର ସହଯୋଗ କରିଥିଲେ।


News Comment




Photo in News

Advertisment
Lastest News
  ରାଜ୍ୟ  
ଲଗାଣ ବର୍ଷାରେ ଧସିଲା ଜାତୀୟ ରାଜପଥ କଡରେ ଥିବା କା ଏମ ଭି ୭୬ ର ପେଟ୍ରୋଲ ପମ୍ପର ସାଇଡ କାନ୍ଥ   25-Sep-2026
  ଜିଲ୍ଲା  
ଭାରତ କୋ ଜାନୋ ଏବଂ ରାଷ୍ଟ୍ରୀୟ ସମୂହଗାନ ପ୍ରତିଯୋଗିତା   25-Sep-2026
  ଜିଲ୍ଲା  
*ନୂଆଁଖାଇ ଭେଟଘାଟ ପାଇଁ କ୍ଷତ୍ରିୟ ଧାକଡ ସମାଜ କୋର କମିଟି ର ପ୍ରସ୍ତୁତି ବୈଠକ*   25-Sep-2026
  ଜିଲ୍ଲା  
ଫରେଷ୍ଟରଙ୍କ ଆତ୍ମହତ୍ୟାର ଅନ୍ତରାଳେ♦️ ବଲାଙ୍ଗୀର ବନବିଭାଗରେ କୋଟି କୋଟି ହଡପ   24-Sep-2026
  ରାଜ୍ୟ  
କୁଟ୍ରୁମାଳି–ସିଜିମାଳି ଅଞ୍ଚଳର ଆଦିବାସୀ ଙ୍କୁ ସୁରକ୍ଷା ଦିଅ ନଚେତ ଦୁର୍ବାର ଆନ୍ଦୋଳନ ହେବ   24-Sep-2026
  ଜିଲ୍ଲା  
ସରକାରୀ ମହିଳା ମହାବିଦ୍ୟାଳୟରେ ଏନ୍. ଏସ୍. ଏସ୍ ଦିବସ ପାଳିତ   24-Sep-2026
  ଜିଲ୍ଲା  
ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ ଏନ.ଏସ.ଏସ ଦିବସ ପାଳିତ   24-Sep-2026
  ଜିଲ୍ଲା  
ବର୍ଷା ଯୋଗୁଁ ଘର ଉପରେ ପଡିଲା ବିରାଟ ତେନ୍ତୁଳି ଗଛ, ଅଳ୍ପକେ ବର୍ତ୍ତିଲେ ଚୈତନ ମାଝୀଙ୍କ ପରିବାର   24-Sep-2026
  ଜିଲ୍ଲା  
* *ସାହାଣୀ କପ୍ ଫୁଟବଲ୍ ଦ୍ୱିତୀୟ ଦିଵସ ପ୍ରଥମ ମ୍ୟାଚ୍ ବରଗଡ଼ ଦଳ ୪-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ୧-୧ ଗୋଲ ସ୍କୋର ହୋଇ ଉଭୟ ଦଳ ଦଳ କୁ ୧-୧- ପଏଣ୍ଟ ମିଳିଛି* -   24-Sep-2026
  ଜିଲ୍ଲା  
ଆଚାର ଜାର୍‌ରେ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ ବଲାଙ୍ଗୀର ସହର ପୋଲିସର ଚଢ଼ାଉ, ୩୭ କେଜି ୬୫୦ ଗ୍ରାମ ଗଞ୍ଜେଇ ଜବତ; ୨ ଗିରଫ   24-Sep-2026
  ଜିଲ୍ଲା  
ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ   24-Sep-2026
  ଜିଲ୍ଲା  
ଗଭୀର ଅବପାତ ଉପକୂଳ ଅତିକ୍ରମ କରିଛି ; ସମନ୍ୱିତ ପ୍ରୟାସ ଓ ପ୍ରସ୍ତୁତିମୂଳକ ପଦକ୍ଷେପ ସହ ରାଜ୍ୟରେ ପରିସ୍ଥିତି ଉପରେ ନିରନ୍ତର ନଜର   24-Sep-2026

You Might Also Like