-+91-9937148622 |

prerana_bgr@rediffmail.com |

  Friday 25th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଯୁବଶକ୍ତି ଜାଗ୍ରତ ହେଲେ, ଏଡ୍‌ସ ମୁକ୍ତ ସମାଜ ଗଢ଼ି ହେବ   (25-Sep-2026)       ||      ଲଗାଣ ବର୍ଷାରେ ଧସିଲା ଜାତୀୟ ରାଜପଥ କଡରେ ଥିବା କା ଏମ ଭି ୭୬ ର ପେଟ୍ରୋଲ ପମ୍ପର ସାଇଡ କାନ୍ଥ    (25-Sep-2026)       ||      ଭାରତ କୋ ଜାନୋ ଏବଂ ରାଷ୍ଟ୍ରୀୟ ସମୂହଗାନ ପ୍ରତିଯୋଗିତା   (25-Sep-2026)       ||      *ନୂଆଁଖାଇ ଭେଟଘାଟ ପାଇଁ କ୍ଷତ୍ରିୟ ଧାକଡ ସମାଜ କୋର କମିଟି ର ପ୍ରସ୍ତୁତି ବୈଠକ*   (25-Sep-2026)       ||      ଫରେଷ୍ଟରଙ୍କ ଆତ୍ମହତ୍ୟାର ଅନ୍ତରାଳେ♦️ ବଲାଙ୍ଗୀର ବନବିଭାଗରେ କୋଟି କୋଟି ହଡପ    (24-Sep-2026)       ||      କୁଟ୍ରୁମାଳି–ସିଜିମାଳି ଅଞ୍ଚଳର ଆଦିବାସୀ ଙ୍କୁ ସୁରକ୍ଷା ଦିଅ ନଚେତ ଦୁର୍ବାର ଆନ୍ଦୋଳନ ହେବ    (24-Sep-2026)       ||      ସରକାରୀ ମହିଳା ମହାବିଦ୍ୟାଳୟରେ ଏନ୍. ଏସ୍. ଏସ୍ ଦିବସ ପାଳିତ   (24-Sep-2026)       ||      ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ ଏନ.ଏସ.ଏସ ଦିବସ ପାଳିତ   (24-Sep-2026)       ||      ବର୍ଷା ଯୋଗୁଁ ଘର ଉପରେ ପଡିଲା ବିରାଟ ତେନ୍ତୁଳି ଗଛ, ଅଳ୍ପକେ ବର୍ତ୍ତିଲେ ଚୈତନ ମାଝୀଙ୍କ ପରିବାର   (24-Sep-2026)       ||      * *ସାହାଣୀ କପ୍ ଫୁଟବଲ୍ ଦ୍ୱିତୀୟ ଦିଵସ ପ୍ରଥମ ମ୍ୟାଚ୍ ବରଗଡ଼ ଦଳ ୪-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ୧-୧ ଗୋଲ ସ୍କୋର ହୋଇ ଉଭୟ ଦଳ ଦଳ କୁ ୧-୧- ପଏଣ୍ଟ ମିଳିଛି* -   (24-Sep-2026)       ||      ଆଚାର ଜାର୍‌ରେ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ ବଲାଙ୍ଗୀର ସହର ପୋଲିସର ଚଢ଼ାଉ, ୩୭ କେଜି ୬୫୦ ଗ୍ରାମ ଗଞ୍ଜେଇ ଜବତ; ୨ ଗିରଫ    (24-Sep-2026)       ||      ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ    (24-Sep-2026)       ||      ଗଭୀର ଅବପାତ ଉପକୂଳ ଅତିକ୍ରମ କରିଛି ; ସମନ୍ୱିତ ପ୍ରୟାସ ଓ ପ୍ରସ୍ତୁତିମୂଳକ ପଦକ୍ଷେପ ସହ ରାଜ୍ୟରେ ପରିସ୍ଥିତି ଉପରେ ନିରନ୍ତର ନଜର   (24-Sep-2026)       ||      ପୁଣି ପିସି ପ୍ରସଙ୍ଗ : ଥାନାରେ ମାମଲା ଯୋଗାଣବିଭାଗରେ ପିସି କୁ ନେଇ ପାଟିତୁଣ୍ଡ !   (24-Sep-2026)       ||      ଜୀବନ ସହ ସଂଘର୍ଷ କରୁଛନ୍ତି କିଡନୀ ରୋଗରେ ପୀଡିତ ସ୍ୱତାମ୍ବର ♦️ଉତ୍ତମ ଚିକିତ୍ସା ପାଇଁ ଅର୍ଥ ସାଜିଛି ବାଧକ   (24-Sep-2026)       ||      କୋଶଳ ସୁନ୍ଦରୀ ଆୱାର୍ଡ ୨୦୨୬ ସିଜନ-୦୬ ର ଫାଇନାଲ୍ ରାଉଣ୍ଡ ପ୍ରତିଯୋଗୀ ଚୟନ ପ୍ରକ୍ରିୟା ସମାପନ । ବରଗଡ ର ଶ୍ରାବ୍ୟା ସାନଭି ପଧାନ ବେଷ୍ଟଅଫ୍ ପିକ୍ ଘୋଷିତ   (24-Sep-2026)       ||      *ଘର ଭିତରେ ପଶିଲା ଜଙ୍ଗଲୀ ଭାଲୁ, -ଘଉଡ଼ାଇଲେ ବନ କର୍ମଚାରୀ*   (24-Sep-2026)       ||      *ସୁବର୍ଣ୍ଣପୁର ଜିଲ୍ଲା ରେ ଉଦ୍ଘାଟନ ହେଲା ରାଜ୍ୟ ସ୍ତରୀୟ ସାହାଣୀ କପ୍ ଫୁଟବଲ୍*- *ପ୍ରଥମ ମ୍ୟାଚ୍ ରେ ୨-୦ ଗୋଲରେ ଖୋର୍ଦ୍ଧା ଓ ଦ୍ୱିତୀୟ ମ୍ୟାଚ ରେ ୧-୦ ଗୋଲ ରେ ଗଞ୍ଜାମ ଦଳ ଵିଜୟୀ *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   (24-Sep-2026)       ||      *ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ନବରଙ୍ଗପୁରରେ ମଧ୍ୟ ପଦୋନ୍ନତି ପ୍ରକ୍ରିୟା ନେଇ ଶିକ୍ଷକଙ୍କ ଆଶା ବଢ଼ିଲା*   (24-Sep-2026)       ||      ବଲାଙ୍ଗୀର : ୨,୦୦୦ ଟଙ୍କାରୁ ଅଧିକ ୟୁପିଆଇ ଲେଣ ଦେଣ ୦.୪% ଏମ ଡି ଆର ପ୍ରତ୍ୟାହାର ଦାବିରେ ସ୍ମାରକ ପତ୍ର ପ୍ରଦାନ    (24-Sep-2026)       ||     

HOME   ଜିଲ୍ଲା

ଜିଲ୍ଲା ଜୁନିୟର ରେଡକ୍ରସ ପରିଚାଳନା କମିଟି ର ବାର୍ଷିକ ବୈଠକ ଶିକ୍ଷା ଓ ତାଲିମ ଶିବିର ମାୟାବର୍ହା ହାଇସ୍କୁଲରେ ଆୟୋଜିତ ହେବ

14-Nov-2024



ସୋନପୁର, ତା.୧୪/୧୧: ସୁବର୍ଣ୍ଣପୁର ଜିଲ୍ଲା ଜୁନିୟର ରେଡକ୍ରସ ର ପରିଚାଳନା କମିଟିର ବାର୍ଷିକ ବୈଠକ ଜିଲ୍ଲା ଶିକ୍ଷା ଅଧିକାରୀ ଲକ୍ଷ୍ମଣ ଭୋଇଙ୍କ ଅଧ୍ୟକ୍ଷତା ରେ ଆୟୋଜିତ ହୋଇଯାଇଛି। ଜିଲ୍ଲା ସମ୍ପାଦକ ତଥା ଏଡିଇଓ ମଞ୍ଜୁଲତା ଭୋଇ ୨୦୨୩-୨୪ ର ବାର୍ଷିକ ବିବରଣୀ ଓ ୨୦୨୪-୨୫ ଶିକ୍ଷା ବର୍ଷର ଜିଲ୍ଲା ଜୁନିୟର ରେଡକ୍ରସ ର ବ୍ୟୟ ଅଟକଳ ପ୍ରଦାନ କରିଥିଲେ। ଜିଲ୍ଲା ଜୁନିୟର ରେଡକ୍ରସ ଅଫିସର ରବିଚନ୍ଦ୍ର ପଶାୟତ ସୁବର୍ଣ୍ଣପୁର ଜୁନିୟର ରେଡ଼କ୍ରସ ର ସ୍ଥିତି, ପ୍ରଗତି ଓ ଯୋଜନା ବିଷୟରେ ପ୍ରକଳ୍ପ ପ୍ରଦର୍ଶନ କରିଥିଲେ। ଭାଇସ ଚେୟାର ପର୍ସନ ଗତିକୃଷ୍ଣ ମିଶ୍ର ଓ ବରିଷ୍ଠ ସାଧନକର୍ମୀ ଝସକେତନ ମେହେର, ବରିଷ୍ଠ ସାଧନ କର୍ମୀ ଚନ୍ଦ୍ରଶେଖର ମହାପାତ୍ର ପ୍ରମୁଖ ଜୁନିୟର ରେଡକ୍ରସ କାର୍ଯ୍ୟକ୍ରମ  ଛାତ୍ରଛତ୍ରୀମାନଙ୍କୁ ସମାଜ ସେବା ଯୋଗାଇବାରେ ବେଶ ପ୍ରଭାବ ପକାଇଛି ବୋଲି ମତବ୍ୟକ୍ତ କରିଥିଲେ। କାର୍ଯ୍ୟକ୍ରମକୁ ସାଧନ କର୍ମୀ ଚନ୍ଦ୍ରମଣି ବାଘ ସଂଯୋଜନା କରିଥିବାବେଳେ ହୃଷୀକେଶ ଡାଙ୍ଗ ସ୍ବାଗତ ଅଭିଭାଷଣ ଦେଇଥିଲେ । ଚଳିତ ଶିକ୍ଷା ବର୍ଷର ଜିଲ୍ଲା ସ୍ତରୀୟ ଶିକ୍ଷା ଓ ତାଲିମ ଶିବିର ଡୁଙ୍ଗୁରିପାଲି ବ୍ଲକ ଅନ୍ତର୍ଗତ ପଞ୍ଚାୟତ ଉଚ୍ଚ ବିଦ୍ୟାଳୟ,ମାୟାବର୍ହା ରେ ଡିସେମ୍ବର ପ୍ରଥମ ସପ୍ତାହରେ ଆୟୋଜନ କରିବାକୁ ଆଜିର ବୈଠକ ରେ ସ୍ଥିରୀକୃତ ହୋଇଛି।

କାର୍ଯ୍ୟକ୍ରମରେ ସାଧନ କର୍ମୀ ବଳରାମ ପୁରୋହିତ,  ଶେଷଦେବ ଛତ୍ର, ତପସ୍ଵିନୀ ଦାସ, ହୃଷୀକେଶ ଚାନ୍ଦ, ବିସିସି ନିମାଇ ଚରଣ ମଲ୍ଲିକ, ପ୍ରହଲ୍ଲାଦ ନାୟକ, ବୈକୁଣ୍ଠ ନାୟକ, ଗୋପେଶ ପଣ୍ଡା, 
 କାଉନସିଲର ପ୍ରଜ୍ଞା ପାରମିତା ମିଶ୍ର,ବୈଠକରେ ଯୋଗଦାନ କରିଥିଲେ। ଶେଷରେ ଅନୁପ୍ରୀୟା ମିଶ୍ର ଧନ୍ୟବାଦ ଦେଇଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଯୁବଶକ୍ତି ଜାଗ୍ରତ ହେଲେ, ଏଡ୍‌ସ ମୁକ୍ତ ସମାଜ ଗଢ଼ି ହେବ   25-Sep-2026
  ରାଜ୍ୟ  
ଲଗାଣ ବର୍ଷାରେ ଧସିଲା ଜାତୀୟ ରାଜପଥ କଡରେ ଥିବା କା ଏମ ଭି ୭୬ ର ପେଟ୍ରୋଲ ପମ୍ପର ସାଇଡ କାନ୍ଥ   25-Sep-2026
  ଜିଲ୍ଲା  
ଭାରତ କୋ ଜାନୋ ଏବଂ ରାଷ୍ଟ୍ରୀୟ ସମୂହଗାନ ପ୍ରତିଯୋଗିତା   25-Sep-2026
  ଜିଲ୍ଲା  
*ନୂଆଁଖାଇ ଭେଟଘାଟ ପାଇଁ କ୍ଷତ୍ରିୟ ଧାକଡ ସମାଜ କୋର କମିଟି ର ପ୍ରସ୍ତୁତି ବୈଠକ*   25-Sep-2026
  ଜିଲ୍ଲା  
ଫରେଷ୍ଟରଙ୍କ ଆତ୍ମହତ୍ୟାର ଅନ୍ତରାଳେ♦️ ବଲାଙ୍ଗୀର ବନବିଭାଗରେ କୋଟି କୋଟି ହଡପ   24-Sep-2026
  ରାଜ୍ୟ  
କୁଟ୍ରୁମାଳି–ସିଜିମାଳି ଅଞ୍ଚଳର ଆଦିବାସୀ ଙ୍କୁ ସୁରକ୍ଷା ଦିଅ ନଚେତ ଦୁର୍ବାର ଆନ୍ଦୋଳନ ହେବ   24-Sep-2026
  ଜିଲ୍ଲା  
ସରକାରୀ ମହିଳା ମହାବିଦ୍ୟାଳୟରେ ଏନ୍. ଏସ୍. ଏସ୍ ଦିବସ ପାଳିତ   24-Sep-2026
  ଜିଲ୍ଲା  
ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ ଏନ.ଏସ.ଏସ ଦିବସ ପାଳିତ   24-Sep-2026
  ଜିଲ୍ଲା  
ବର୍ଷା ଯୋଗୁଁ ଘର ଉପରେ ପଡିଲା ବିରାଟ ତେନ୍ତୁଳି ଗଛ, ଅଳ୍ପକେ ବର୍ତ୍ତିଲେ ଚୈତନ ମାଝୀଙ୍କ ପରିବାର   24-Sep-2026
  ଜିଲ୍ଲା  
* *ସାହାଣୀ କପ୍ ଫୁଟବଲ୍ ଦ୍ୱିତୀୟ ଦିଵସ ପ୍ରଥମ ମ୍ୟାଚ୍ ବରଗଡ଼ ଦଳ ୪-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ୧-୧ ଗୋଲ ସ୍କୋର ହୋଇ ଉଭୟ ଦଳ ଦଳ କୁ ୧-୧- ପଏଣ୍ଟ ମିଳିଛି* -   24-Sep-2026
  ଜିଲ୍ଲା  
ଆଚାର ଜାର୍‌ରେ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ ବଲାଙ୍ଗୀର ସହର ପୋଲିସର ଚଢ଼ାଉ, ୩୭ କେଜି ୬୫୦ ଗ୍ରାମ ଗଞ୍ଜେଇ ଜବତ; ୨ ଗିରଫ   24-Sep-2026
  ଜିଲ୍ଲା  
ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ   24-Sep-2026

You Might Also Like