-+91-9937148622 |

prerana_bgr@rediffmail.com |

  Friday 25th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଯୁବଶକ୍ତି ଜାଗ୍ରତ ହେଲେ, ଏଡ୍‌ସ ମୁକ୍ତ ସମାଜ ଗଢ଼ି ହେବ   (25-Sep-2026)       ||      ଲଗାଣ ବର୍ଷାରେ ଧସିଲା ଜାତୀୟ ରାଜପଥ କଡରେ ଥିବା କା ଏମ ଭି ୭୬ ର ପେଟ୍ରୋଲ ପମ୍ପର ସାଇଡ କାନ୍ଥ    (25-Sep-2026)       ||      ଭାରତ କୋ ଜାନୋ ଏବଂ ରାଷ୍ଟ୍ରୀୟ ସମୂହଗାନ ପ୍ରତିଯୋଗିତା   (25-Sep-2026)       ||      *ନୂଆଁଖାଇ ଭେଟଘାଟ ପାଇଁ କ୍ଷତ୍ରିୟ ଧାକଡ ସମାଜ କୋର କମିଟି ର ପ୍ରସ୍ତୁତି ବୈଠକ*   (25-Sep-2026)       ||      ଫରେଷ୍ଟରଙ୍କ ଆତ୍ମହତ୍ୟାର ଅନ୍ତରାଳେ♦️ ବଲାଙ୍ଗୀର ବନବିଭାଗରେ କୋଟି କୋଟି ହଡପ    (24-Sep-2026)       ||      କୁଟ୍ରୁମାଳି–ସିଜିମାଳି ଅଞ୍ଚଳର ଆଦିବାସୀ ଙ୍କୁ ସୁରକ୍ଷା ଦିଅ ନଚେତ ଦୁର୍ବାର ଆନ୍ଦୋଳନ ହେବ    (24-Sep-2026)       ||      ସରକାରୀ ମହିଳା ମହାବିଦ୍ୟାଳୟରେ ଏନ୍. ଏସ୍. ଏସ୍ ଦିବସ ପାଳିତ   (24-Sep-2026)       ||      ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ ଏନ.ଏସ.ଏସ ଦିବସ ପାଳିତ   (24-Sep-2026)       ||      ବର୍ଷା ଯୋଗୁଁ ଘର ଉପରେ ପଡିଲା ବିରାଟ ତେନ୍ତୁଳି ଗଛ, ଅଳ୍ପକେ ବର୍ତ୍ତିଲେ ଚୈତନ ମାଝୀଙ୍କ ପରିବାର   (24-Sep-2026)       ||      * *ସାହାଣୀ କପ୍ ଫୁଟବଲ୍ ଦ୍ୱିତୀୟ ଦିଵସ ପ୍ରଥମ ମ୍ୟାଚ୍ ବରଗଡ଼ ଦଳ ୪-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ୧-୧ ଗୋଲ ସ୍କୋର ହୋଇ ଉଭୟ ଦଳ ଦଳ କୁ ୧-୧- ପଏଣ୍ଟ ମିଳିଛି* -   (24-Sep-2026)       ||      ଆଚାର ଜାର୍‌ରେ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ ବଲାଙ୍ଗୀର ସହର ପୋଲିସର ଚଢ଼ାଉ, ୩୭ କେଜି ୬୫୦ ଗ୍ରାମ ଗଞ୍ଜେଇ ଜବତ; ୨ ଗିରଫ    (24-Sep-2026)       ||      ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ    (24-Sep-2026)       ||      ଗଭୀର ଅବପାତ ଉପକୂଳ ଅତିକ୍ରମ କରିଛି ; ସମନ୍ୱିତ ପ୍ରୟାସ ଓ ପ୍ରସ୍ତୁତିମୂଳକ ପଦକ୍ଷେପ ସହ ରାଜ୍ୟରେ ପରିସ୍ଥିତି ଉପରେ ନିରନ୍ତର ନଜର   (24-Sep-2026)       ||      ପୁଣି ପିସି ପ୍ରସଙ୍ଗ : ଥାନାରେ ମାମଲା ଯୋଗାଣବିଭାଗରେ ପିସି କୁ ନେଇ ପାଟିତୁଣ୍ଡ !   (24-Sep-2026)       ||      ଜୀବନ ସହ ସଂଘର୍ଷ କରୁଛନ୍ତି କିଡନୀ ରୋଗରେ ପୀଡିତ ସ୍ୱତାମ୍ବର ♦️ଉତ୍ତମ ଚିକିତ୍ସା ପାଇଁ ଅର୍ଥ ସାଜିଛି ବାଧକ   (24-Sep-2026)       ||      କୋଶଳ ସୁନ୍ଦରୀ ଆୱାର୍ଡ ୨୦୨୬ ସିଜନ-୦୬ ର ଫାଇନାଲ୍ ରାଉଣ୍ଡ ପ୍ରତିଯୋଗୀ ଚୟନ ପ୍ରକ୍ରିୟା ସମାପନ । ବରଗଡ ର ଶ୍ରାବ୍ୟା ସାନଭି ପଧାନ ବେଷ୍ଟଅଫ୍ ପିକ୍ ଘୋଷିତ   (24-Sep-2026)       ||      *ଘର ଭିତରେ ପଶିଲା ଜଙ୍ଗଲୀ ଭାଲୁ, -ଘଉଡ଼ାଇଲେ ବନ କର୍ମଚାରୀ*   (24-Sep-2026)       ||      *ସୁବର୍ଣ୍ଣପୁର ଜିଲ୍ଲା ରେ ଉଦ୍ଘାଟନ ହେଲା ରାଜ୍ୟ ସ୍ତରୀୟ ସାହାଣୀ କପ୍ ଫୁଟବଲ୍*- *ପ୍ରଥମ ମ୍ୟାଚ୍ ରେ ୨-୦ ଗୋଲରେ ଖୋର୍ଦ୍ଧା ଓ ଦ୍ୱିତୀୟ ମ୍ୟାଚ ରେ ୧-୦ ଗୋଲ ରେ ଗଞ୍ଜାମ ଦଳ ଵିଜୟୀ *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   (24-Sep-2026)       ||      *ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ନବରଙ୍ଗପୁରରେ ମଧ୍ୟ ପଦୋନ୍ନତି ପ୍ରକ୍ରିୟା ନେଇ ଶିକ୍ଷକଙ୍କ ଆଶା ବଢ଼ିଲା*   (24-Sep-2026)       ||      ବଲାଙ୍ଗୀର : ୨,୦୦୦ ଟଙ୍କାରୁ ଅଧିକ ୟୁପିଆଇ ଲେଣ ଦେଣ ୦.୪% ଏମ ଡି ଆର ପ୍ରତ୍ୟାହାର ଦାବିରେ ସ୍ମାରକ ପତ୍ର ପ୍ରଦାନ    (24-Sep-2026)       ||     

HOME   ଜିଲ୍ଲା

ପୁଖାମୁଣ୍ଡା ଶ୍ରୀଶ୍ରୀ ଷଣ୍ଢେଶ୍ୱର ମନ୍ଦିର ପରିସରରେ ନିର୍ମାଣାଧୀନ ଶନିଦେବ ମନ୍ଦିରର ରତ୍ନମୁଦ ଉତ୍ସବ

14-Nov-2024



ବରଗଡ଼:(ନିରଞ୍ଜନ ତ୍ରିପାଠୀ)-ବରଗଡ଼ ଜିଲ୍ଲା ବିଜେପୁର ବ୍ଲକ ଅନ୍ତର୍ଗତ ପୁଖାମୁଣ୍ଡା ଶ୍ରୀଶ୍ରୀ ଷଣ୍ଢେଶ୍ୱର ମନ୍ଦିର ପରିସରରେ ନିର୍ମାଣାଧୀନ ଶନିଦେବ ମନ୍ଦିରର ରତ୍ନମୁଦ ମହୋତ୍ସବ ଦୁଇଦିନ ଧରି ମହା ସମାରୋହରେ ପାଳିତ ହୋଇଯାଇଛି। ମଙ୍ଗଳବାର ସକାଳ ୭ ଘଣ୍ଟା ସମୟରେ ଶଙ୍ଖ,ଦୁଲଦୁଲି ବାଜା ତଥା କିର୍ତ୍ତନ୍ୟର ତାଳେତାଳେ କଳସ ଶୋଭାଯାତ୍ରା ମାଁ ମାଉସୀଙ୍କୁ ନେଇ ଅନୁଷ୍ଠିତ ହୋଇଥିଲା।ପରେ ପୂଜା ମଣ୍ଡପରେ କଳସ ସ୍ଥାପନ ପୂର୍ବକ ପୂଜାର୍ଚ୍ଚନା କାର୍ଯ୍ୟ ଆରମ୍ଭ ହୋଇଥିଲା। କର୍ତ୍ତା ଭାବେ ନିର୍ମଳ ମେହେର ଏବଂ ତାଙ୍କ ସହଧର୍ମିଣୀ ପଦ୍ମିନୀ ମେହେର ଦାୟିତ୍ଵ ତୁଲାଇଥିଲେ। ମୁଖ୍ୟ ଆଚାର୍ଯ୍ୟ ଲୁଲୁ ମିଶ୍ର,ମାନସ ମିଶ୍ର, ଆଦିକନ୍ଦ ନାୟକ ଓ ଯଦୁମଣି ଦାଶ, ଗୋପାଳ ମିଶ୍ର, ସିଦ୍ଧାନ୍ତ ମିଶ୍ର ପୁରୋହିତ କର୍ମ ନିଷ୍ଠାର ସହ ସମ୍ପାଦନ କରିଥିଲେ।ପରେ ଇନ୍ଦ୍ର ଇନ୍ଦ୍ରାଣୀଙ୍କ ପୂଜା ଅର୍ଚ୍ଚନା କଲାପରେ, ମନ୍ଦିରର ଶିର୍ଷ କୁମ୍ବ ରେ ରିତୀନିତୀ ସହକାରେ ପୂଜା କର୍ମ ସମ୍ପାଦନ ପୂର୍ବକ ପଞ୍ଚ ରତ୍ନ, ଧନଧାନ୍ୟ ଅର୍ପଣ କରାଯାଇଥିଲା। ବିଜେପୁର ନିର୍ବାଚନ ମଣ୍ଡଳୀର ମାନ୍ୟବର ବିଧାୟକ ସନତ କୁମାର ଗଡତୀୟା ରତ୍ନମୁଦ କାର୍ଯ୍ୟକ୍ରମରେ ଯୋଗଦେଇ ଆଶିଷ ଭିକ୍ଷା କରିଥିଲେ।

ଏଅବସରରେ ବିଭିନ୍ନ କବି ସମ୍ମିଳନୀ,ବରକାନି ର ପାରାୟଣ ଆଦି ସାଂସ୍କୃତିକ କାର୍ଯ୍ୟକ୍ରମ ମାନ ଅନୁଷ୍ଠିତ ହୋଇଥିଲା। ବରଗଡର ଦୃଷ୍ଟି ହିନ ଭଜନ କାର୍ଯ୍ୟକ୍ରମ, କବି କୁଟୁମ୍ବ କୁ ନେଇ ଏକ କବି ସମ୍ମିଳନୀ ଅନୁଷ୍ଠିତ ହୋଇଥିଲା। ପଦ୍ମଶ୍ରୀ ହଳଧର ନାଗ, କ୍ରାନ୍ତି କବି ହରିଲାଲ ସାହୁ,ରାମ ପ୍ରସାଦ ବାଗ, ସୁରେଶ ଚନ୍ଦ୍ର ଭୋଇ,ରବି ଚନ୍ଦ୍ର ସାହୁ, ଯଦୁମଣି ପଟେଲ,ମକଧ୍ୱଜ ସାହୁ,ମାରଖୁଲୁ ହରିପାଲ, ଧନେଶ୍ଵର ବିଶି ଓ କବୟିତ୍ରୀ ସାବିତ୍ରୀ ମେହେର ଏବଂ ସାଥୀ ଅହଲ୍ୟା ପଧାନ ପ୍ରମୁଖ କବିତା ଆବୃତ୍ତି କରିଥିବା ବେଳେ, ଆବାହକ ଦୁର୍ବାଦଳ ମେହେରଙ୍କ ଆବାହକତ୍ୱରେ ଅନୁଷ୍ଠିତ ଏହି କବି ସମ୍ମିଳନୀର ସଂଯୋଜନା କରିଥିଲେ ମୁନିରାମ କୁମ୍ଭାର । ରାଜମିସ୍ତ୍ରୀ ଦେବାନନ୍ଦ ପ୍ରଧାନଙ୍କୁ ଉପଢ଼ୌକନ ପ୍ରଦାନ କରାଯାଇଥିଲା। ମନ୍ଦିର ପରିଚାଳନା କମିଟିର ସଭାପତି ଶ୍ରୀମାନ ଚିତ୍ତରଞ୍ଜନ ମେହେର, ସଂପାଦକ ବିଶିକେଶନ ମେହେର ସହ ସମ୍ପାଦକ ହରିଲାଲ ସାହୁ, କୋଷାଧ୍ୟକ୍ଷ ସୁମନ୍ତ ପଧାନ ପ୍ରମୁଖ ମନ୍ଦିର କମିଟିର ସଦସ୍ୟ ବୃନ୍ଦ ଓ ମନ୍ଦିର କାର୍ଯ୍ୟ ଆଗେଇ ନେଉଥିବା ଶ୍ରୀମାନ ଦାମୋଦର ମେହେର ପ୍ରମୁଖ ଅଞ୍ଚଳବାସୀ ସହଯୋଗ କରିଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଯୁବଶକ୍ତି ଜାଗ୍ରତ ହେଲେ, ଏଡ୍‌ସ ମୁକ୍ତ ସମାଜ ଗଢ଼ି ହେବ   25-Sep-2026
  ରାଜ୍ୟ  
ଲଗାଣ ବର୍ଷାରେ ଧସିଲା ଜାତୀୟ ରାଜପଥ କଡରେ ଥିବା କା ଏମ ଭି ୭୬ ର ପେଟ୍ରୋଲ ପମ୍ପର ସାଇଡ କାନ୍ଥ   25-Sep-2026
  ଜିଲ୍ଲା  
ଭାରତ କୋ ଜାନୋ ଏବଂ ରାଷ୍ଟ୍ରୀୟ ସମୂହଗାନ ପ୍ରତିଯୋଗିତା   25-Sep-2026
  ଜିଲ୍ଲା  
*ନୂଆଁଖାଇ ଭେଟଘାଟ ପାଇଁ କ୍ଷତ୍ରିୟ ଧାକଡ ସମାଜ କୋର କମିଟି ର ପ୍ରସ୍ତୁତି ବୈଠକ*   25-Sep-2026
  ଜିଲ୍ଲା  
ଫରେଷ୍ଟରଙ୍କ ଆତ୍ମହତ୍ୟାର ଅନ୍ତରାଳେ♦️ ବଲାଙ୍ଗୀର ବନବିଭାଗରେ କୋଟି କୋଟି ହଡପ   24-Sep-2026
  ରାଜ୍ୟ  
କୁଟ୍ରୁମାଳି–ସିଜିମାଳି ଅଞ୍ଚଳର ଆଦିବାସୀ ଙ୍କୁ ସୁରକ୍ଷା ଦିଅ ନଚେତ ଦୁର୍ବାର ଆନ୍ଦୋଳନ ହେବ   24-Sep-2026
  ଜିଲ୍ଲା  
ସରକାରୀ ମହିଳା ମହାବିଦ୍ୟାଳୟରେ ଏନ୍. ଏସ୍. ଏସ୍ ଦିବସ ପାଳିତ   24-Sep-2026
  ଜିଲ୍ଲା  
ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ ଏନ.ଏସ.ଏସ ଦିବସ ପାଳିତ   24-Sep-2026
  ଜିଲ୍ଲା  
ବର୍ଷା ଯୋଗୁଁ ଘର ଉପରେ ପଡିଲା ବିରାଟ ତେନ୍ତୁଳି ଗଛ, ଅଳ୍ପକେ ବର୍ତ୍ତିଲେ ଚୈତନ ମାଝୀଙ୍କ ପରିବାର   24-Sep-2026
  ଜିଲ୍ଲା  
* *ସାହାଣୀ କପ୍ ଫୁଟବଲ୍ ଦ୍ୱିତୀୟ ଦିଵସ ପ୍ରଥମ ମ୍ୟାଚ୍ ବରଗଡ଼ ଦଳ ୪-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ୧-୧ ଗୋଲ ସ୍କୋର ହୋଇ ଉଭୟ ଦଳ ଦଳ କୁ ୧-୧- ପଏଣ୍ଟ ମିଳିଛି* -   24-Sep-2026
  ଜିଲ୍ଲା  
ଆଚାର ଜାର୍‌ରେ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ ବଲାଙ୍ଗୀର ସହର ପୋଲିସର ଚଢ଼ାଉ, ୩୭ କେଜି ୬୫୦ ଗ୍ରାମ ଗଞ୍ଜେଇ ଜବତ; ୨ ଗିରଫ   24-Sep-2026
  ଜିଲ୍ଲା  
ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ   24-Sep-2026

You Might Also Like