-+91-9937148622 |

prerana_bgr@rediffmail.com |

  Friday 25th September 2026 |

| | | |

R.N.I. Regd No. ODIODI/2010/46693

Breaking News

*ବର୍ଷା ଯୋଗୁଁ ସଲଫ ଗଛ ଘର ଉପରେ ପଡିଲା, ଅଳ୍ପକେ ବର୍ତ୍ତିଲେ ୨ ଭାଇ ଭଉଣୀ*   (25-Sep-2026)       ||      ଯୁବଶକ୍ତି ଜାଗ୍ରତ ହେଲେ, ଏଡ୍‌ସ ମୁକ୍ତ ସମାଜ ଗଢ଼ି ହେବ   (25-Sep-2026)       ||      ଲଗାଣ ବର୍ଷାରେ ଧସିଲା ଜାତୀୟ ରାଜପଥ କଡରେ ଥିବା କା ଏମ ଭି ୭୬ ର ପେଟ୍ରୋଲ ପମ୍ପର ସାଇଡ କାନ୍ଥ    (25-Sep-2026)       ||      ଭାରତ କୋ ଜାନୋ ଏବଂ ରାଷ୍ଟ୍ରୀୟ ସମୂହଗାନ ପ୍ରତିଯୋଗିତା   (25-Sep-2026)       ||      *ନୂଆଁଖାଇ ଭେଟଘାଟ ପାଇଁ କ୍ଷତ୍ରିୟ ଧାକଡ ସମାଜ କୋର କମିଟି ର ପ୍ରସ୍ତୁତି ବୈଠକ*   (25-Sep-2026)       ||      ଫରେଷ୍ଟରଙ୍କ ଆତ୍ମହତ୍ୟାର ଅନ୍ତରାଳେ♦️ ବଲାଙ୍ଗୀର ବନବିଭାଗରେ କୋଟି କୋଟି ହଡପ    (24-Sep-2026)       ||      କୁଟ୍ରୁମାଳି–ସିଜିମାଳି ଅଞ୍ଚଳର ଆଦିବାସୀ ଙ୍କୁ ସୁରକ୍ଷା ଦିଅ ନଚେତ ଦୁର୍ବାର ଆନ୍ଦୋଳନ ହେବ    (24-Sep-2026)       ||      ସରକାରୀ ମହିଳା ମହାବିଦ୍ୟାଳୟରେ ଏନ୍. ଏସ୍. ଏସ୍ ଦିବସ ପାଳିତ   (24-Sep-2026)       ||      ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ ଏନ.ଏସ.ଏସ ଦିବସ ପାଳିତ   (24-Sep-2026)       ||      ବର୍ଷା ଯୋଗୁଁ ଘର ଉପରେ ପଡିଲା ବିରାଟ ତେନ୍ତୁଳି ଗଛ, ଅଳ୍ପକେ ବର୍ତ୍ତିଲେ ଚୈତନ ମାଝୀଙ୍କ ପରିବାର   (24-Sep-2026)       ||      * *ସାହାଣୀ କପ୍ ଫୁଟବଲ୍ ଦ୍ୱିତୀୟ ଦିଵସ ପ୍ରଥମ ମ୍ୟାଚ୍ ବରଗଡ଼ ଦଳ ୪-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ୧-୧ ଗୋଲ ସ୍କୋର ହୋଇ ଉଭୟ ଦଳ ଦଳ କୁ ୧-୧- ପଏଣ୍ଟ ମିଳିଛି* -   (24-Sep-2026)       ||      ଆଚାର ଜାର୍‌ରେ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ ବଲାଙ୍ଗୀର ସହର ପୋଲିସର ଚଢ଼ାଉ, ୩୭ କେଜି ୬୫୦ ଗ୍ରାମ ଗଞ୍ଜେଇ ଜବତ; ୨ ଗିରଫ    (24-Sep-2026)       ||      ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ    (24-Sep-2026)       ||      ଗଭୀର ଅବପାତ ଉପକୂଳ ଅତିକ୍ରମ କରିଛି ; ସମନ୍ୱିତ ପ୍ରୟାସ ଓ ପ୍ରସ୍ତୁତିମୂଳକ ପଦକ୍ଷେପ ସହ ରାଜ୍ୟରେ ପରିସ୍ଥିତି ଉପରେ ନିରନ୍ତର ନଜର   (24-Sep-2026)       ||      ପୁଣି ପିସି ପ୍ରସଙ୍ଗ : ଥାନାରେ ମାମଲା ଯୋଗାଣବିଭାଗରେ ପିସି କୁ ନେଇ ପାଟିତୁଣ୍ଡ !   (24-Sep-2026)       ||      ଜୀବନ ସହ ସଂଘର୍ଷ କରୁଛନ୍ତି କିଡନୀ ରୋଗରେ ପୀଡିତ ସ୍ୱତାମ୍ବର ♦️ଉତ୍ତମ ଚିକିତ୍ସା ପାଇଁ ଅର୍ଥ ସାଜିଛି ବାଧକ   (24-Sep-2026)       ||      କୋଶଳ ସୁନ୍ଦରୀ ଆୱାର୍ଡ ୨୦୨୬ ସିଜନ-୦୬ ର ଫାଇନାଲ୍ ରାଉଣ୍ଡ ପ୍ରତିଯୋଗୀ ଚୟନ ପ୍ରକ୍ରିୟା ସମାପନ । ବରଗଡ ର ଶ୍ରାବ୍ୟା ସାନଭି ପଧାନ ବେଷ୍ଟଅଫ୍ ପିକ୍ ଘୋଷିତ   (24-Sep-2026)       ||      *ଘର ଭିତରେ ପଶିଲା ଜଙ୍ଗଲୀ ଭାଲୁ, -ଘଉଡ଼ାଇଲେ ବନ କର୍ମଚାରୀ*   (24-Sep-2026)       ||      *ସୁବର୍ଣ୍ଣପୁର ଜିଲ୍ଲା ରେ ଉଦ୍ଘାଟନ ହେଲା ରାଜ୍ୟ ସ୍ତରୀୟ ସାହାଣୀ କପ୍ ଫୁଟବଲ୍*- *ପ୍ରଥମ ମ୍ୟାଚ୍ ରେ ୨-୦ ଗୋଲରେ ଖୋର୍ଦ୍ଧା ଓ ଦ୍ୱିତୀୟ ମ୍ୟାଚ ରେ ୧-୦ ଗୋଲ ରେ ଗଞ୍ଜାମ ଦଳ ଵିଜୟୀ *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   (24-Sep-2026)       ||      *ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ନବରଙ୍ଗପୁରରେ ମଧ୍ୟ ପଦୋନ୍ନତି ପ୍ରକ୍ରିୟା ନେଇ ଶିକ୍ଷକଙ୍କ ଆଶା ବଢ଼ିଲା*   (24-Sep-2026)       ||     

HOME   ଜିଲ୍ଲା

ବଙ୍ଗୋମୁଣ୍ଡା ଧନୁଯାତ୍ରା ମହୋତ୍ସବ ର ତୃତୀୟ ସନ୍ଧ୍ୟା, ଐତିହ୍ୟ, ସଂସ୍କୃତି ଓ ପରମ୍ପରା ବଜାୟ ରଖି ବିକାଶ ପାଇଁ ସାମୁହିକ ଉଦ୍ୟମ ହେଉ

14-Nov-2024



ବଲାଙ୍ଗୀର(ପ୍ରେରଣା ଖବର):ବଲାଙ୍ଗୀର ଜିଲ୍ଲା ବଙ୍ଗୋମୁଣ୍ଡା ରେ ୩୮ତମ ଧନୁଯାତ୍ରା ମହୋତ୍ସବ ତୃତୀୟ ଦିବସରେ ପହଁଚିଛି । ପାତ୍ର,ମନ୍ତ୍ରୀ ସହ ବିରାଟ ପଟୁଆରରେ କଂସ ମହାରାଜ ରଙ୍ଗମଞ୍ଚକୁ ପହଞ୍ଚିବା ପରେ ରାଜକାର୍ଯ୍ୟ ଆରମ୍ଭ ହୋଇଥିଲା ।ତୃତୀୟ ରଜନୀରେ ରାଜ ଦରବାରକୁ ରାଜକୀୟ ଅତିଥି ଭାବେ ଲୋୟର ଇନ୍ଦ୍ର ପ୍ରକଳ୍ପର ଅଧିକ୍ଷଣ ଯନ୍ତ୍ରୀ ଇଂ.ସୌମ୍ୟ କିଶୋର ଜୟପୁରିଆ, ବଲାଙ୍ଗିର ସମବାୟ ବ୍ୟାଙ୍କ ନିର୍ଦେଶକ ଲକ୍ଷ୍ମଣ କୁମାର ମେହେର, ବଙ୍ଗୋମୁଣ୍ଡା ବ୍ଲକ ଅଧ୍ୟକ୍ଷା ରଞ୍ଜୁଵାଲା ବେହେରା, ବଙ୍ଗୋମୁଣ୍ଡା ବାନାଧିକାରୀ ପଦ୍ମନାଭ କୁମ୍ଭାର, ସିନ୍ଧେକେଲା ସମିତି ସଭ୍ୟ ଭୋଲାନାଥ ବେହେରା, ସାମ୍ବାଦିକ ପୂର୍ଣଚନ୍ଦ୍ର ପଣ୍ଡା ଯୋଗ ଦେଇଥିଲେ। ବଙ୍ଗୋମୁଣ୍ଡା ଏକ ଐତିହ୍ୟ ଭରା ସଂଗ୍ରାମୀ ମାଟି ଓ ଏହି  କନ୍ଧାନଗଡ଼ରୁ ବୀର ସଂଗ୍ରାମୀ ମୋହନ ମାଝୀ, ସଦାନନ୍ଦ ସିଂ ଭୋଇଙ୍କ ପରି ବହୁ ସଂଗ୍ରାମୀ ଅସ୍ତ୍ରଧରି  ଦିନେ ବ୍ରିଟିଶ ସମ୍ରାଜ୍ୟକୁ ଦୋହଲାଇ ଦେଇଥିଲା । ସେଇ ମାଟିରୁ ଦାଦନର କଳଙ୍କକୁ ଦୂର କରିବା ପାଇଁ ସାମୁହିକ ଉଦ୍ୟମ ପାଇଁ ଅତିଥିଙ୍କ ଦ୍ଵାରା ମତପ୍ରକାଶ ପାଇଥିଲା। କଳା, ସଂସ୍କୃତିର ସୁରକ୍ଷା ପାଇଁ ପ୍ରୟାସକୁ ପ୍ରଶଂସା କରାଯାଇଥିଲା ।ଡ. ନାରାୟଣ ମିଶ୍ର ସଭା ସଂଯୋଜନା କରି ଥିଲେ। ରଙ୍ଗାରଙ୍ଗ ସାଂସ୍କୃତିକ କାର୍ଯ୍ୟକ୍ରମ ପରିବେଷଣ ସହ ପୌରାଣିକ କଥାବସ୍ତୁ କୁ ନେଇ କଳାକାରଙ୍କ ନିଖୁଣ ଅଭିନୟ ବେଶ ଚିତ୍ତାକର୍ଷକ ହୋଇଥିଲା। ମହାରାଜ କଂସ ଭୂମିକାରେ ଅଭିନୟ କରୁଥିବା ପଶ୍ଚିମ ଓଡ଼ିଶାର ବରିଷ୍ଠ କଳାକାର ରବୀନ୍ଦ୍ର ସାହୁଙ୍କ ସଂଳାପ ଓ ଅଭିନୟ ଦର୍ଶକଙ୍କୁ ବାନ୍ଧି ରଖିଥିଲା ।ବିଳମ୍ବିତ ରାତ୍ରି ପର୍ଯ୍ୟନ୍ତ ଲୋକେ ଉପଭୋଗ କରିଥିଲେ। ରଙ୍ଗମଞ୍ଚରେ ଅଷ୍ଟମଲ୍ଲ ନିଧନରେ କଂସ ମର୍ମାହତ,କାଳୀୟ ନାଗକୁ ଆଦେଶ, ରାଣୀ ପଦ୍ମାବତୀଙ୍କ ଧନଶ୍ରୀ ଓଷା, ରଙ୍ଗ ସଭା ଓ ଧନୁଯାତ୍ରା ଆରମ୍ଭ ଦୃଶ୍ୟ ଅଭିନୀତ ହୋଇଥିଲା ।ବାସନ୍ତୀ କଳା ପରିଷଦ ତରଭା, ପ୍ରତିଭା ସାଂସ୍କୃତିକ ଅନୁଷ୍ଠାନ ଭବାନୀପାଟଣା ପକ୍ଷରୁ ସାଂସ୍କୃତିକ କାର୍ଯ୍ୟକ୍ରମ ପରିବେଷଣ ହୋଇଥିଲା ।


News Comment




Photo in News

Advertisment
Lastest News
  ଜିଲ୍ଲା  
*ବର୍ଷା ଯୋଗୁଁ ସଲଫ ଗଛ ଘର ଉପରେ ପଡିଲା, ଅଳ୍ପକେ ବର୍ତ୍ତିଲେ ୨ ଭାଇ ଭଉଣୀ*   25-Sep-2026
  ଜିଲ୍ଲା  
ଯୁବଶକ୍ତି ଜାଗ୍ରତ ହେଲେ, ଏଡ୍‌ସ ମୁକ୍ତ ସମାଜ ଗଢ଼ି ହେବ   25-Sep-2026
  ରାଜ୍ୟ  
ଲଗାଣ ବର୍ଷାରେ ଧସିଲା ଜାତୀୟ ରାଜପଥ କଡରେ ଥିବା କା ଏମ ଭି ୭୬ ର ପେଟ୍ରୋଲ ପମ୍ପର ସାଇଡ କାନ୍ଥ   25-Sep-2026
  ଜିଲ୍ଲା  
ଭାରତ କୋ ଜାନୋ ଏବଂ ରାଷ୍ଟ୍ରୀୟ ସମୂହଗାନ ପ୍ରତିଯୋଗିତା   25-Sep-2026
  ଜିଲ୍ଲା  
*ନୂଆଁଖାଇ ଭେଟଘାଟ ପାଇଁ କ୍ଷତ୍ରିୟ ଧାକଡ ସମାଜ କୋର କମିଟି ର ପ୍ରସ୍ତୁତି ବୈଠକ*   25-Sep-2026
  ଜିଲ୍ଲା  
ଫରେଷ୍ଟରଙ୍କ ଆତ୍ମହତ୍ୟାର ଅନ୍ତରାଳେ♦️ ବଲାଙ୍ଗୀର ବନବିଭାଗରେ କୋଟି କୋଟି ହଡପ   24-Sep-2026
  ରାଜ୍ୟ  
କୁଟ୍ରୁମାଳି–ସିଜିମାଳି ଅଞ୍ଚଳର ଆଦିବାସୀ ଙ୍କୁ ସୁରକ୍ଷା ଦିଅ ନଚେତ ଦୁର୍ବାର ଆନ୍ଦୋଳନ ହେବ   24-Sep-2026
  ଜିଲ୍ଲା  
ସରକାରୀ ମହିଳା ମହାବିଦ୍ୟାଳୟରେ ଏନ୍. ଏସ୍. ଏସ୍ ଦିବସ ପାଳିତ   24-Sep-2026
  ଜିଲ୍ଲା  
ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ ଏନ.ଏସ.ଏସ ଦିବସ ପାଳିତ   24-Sep-2026
  ଜିଲ୍ଲା  
ବର୍ଷା ଯୋଗୁଁ ଘର ଉପରେ ପଡିଲା ବିରାଟ ତେନ୍ତୁଳି ଗଛ, ଅଳ୍ପକେ ବର୍ତ୍ତିଲେ ଚୈତନ ମାଝୀଙ୍କ ପରିବାର   24-Sep-2026
  ଜିଲ୍ଲା  
* *ସାହାଣୀ କପ୍ ଫୁଟବଲ୍ ଦ୍ୱିତୀୟ ଦିଵସ ପ୍ରଥମ ମ୍ୟାଚ୍ ବରଗଡ଼ ଦଳ ୪-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ୧-୧ ଗୋଲ ସ୍କୋର ହୋଇ ଉଭୟ ଦଳ ଦଳ କୁ ୧-୧- ପଏଣ୍ଟ ମିଳିଛି* -   24-Sep-2026
  ଜିଲ୍ଲା  
ଆଚାର ଜାର୍‌ରେ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ ବଲାଙ୍ଗୀର ସହର ପୋଲିସର ଚଢ଼ାଉ, ୩୭ କେଜି ୬୫୦ ଗ୍ରାମ ଗଞ୍ଜେଇ ଜବତ; ୨ ଗିରଫ   24-Sep-2026

You Might Also Like