-+91-9937148622 |

prerana_bgr@rediffmail.com |

  Friday 25th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଛତାମଖନା ଡ୍ୟାମ୍ କ୍ଷତି, ଜଙ୍ଗଲ ନିଆଁ, ପ୍ରବାସୀ ଶ୍ରମିକ ଓ MMDR ସଂଶୋଧନକୁ ନେଇ ସରକାରଙ୍କ ତଥ୍ୟ   (25-Sep-2026)       ||      *ବର୍ଷା ଯୋଗୁଁ ସଲଫ ଗଛ ଘର ଉପରେ ପଡିଲା, ଅଳ୍ପକେ ବର୍ତ୍ତିଲେ ୨ ଭାଇ ଭଉଣୀ*   (25-Sep-2026)       ||      ଯୁବଶକ୍ତି ଜାଗ୍ରତ ହେଲେ, ଏଡ୍‌ସ ମୁକ୍ତ ସମାଜ ଗଢ଼ି ହେବ   (25-Sep-2026)       ||      ଲଗାଣ ବର୍ଷାରେ ଧସିଲା ଜାତୀୟ ରାଜପଥ କଡରେ ଥିବା କା ଏମ ଭି ୭୬ ର ପେଟ୍ରୋଲ ପମ୍ପର ସାଇଡ କାନ୍ଥ    (25-Sep-2026)       ||      ଭାରତ କୋ ଜାନୋ ଏବଂ ରାଷ୍ଟ୍ରୀୟ ସମୂହଗାନ ପ୍ରତିଯୋଗିତା   (25-Sep-2026)       ||      *ନୂଆଁଖାଇ ଭେଟଘାଟ ପାଇଁ କ୍ଷତ୍ରିୟ ଧାକଡ ସମାଜ କୋର କମିଟି ର ପ୍ରସ୍ତୁତି ବୈଠକ*   (25-Sep-2026)       ||      ଫରେଷ୍ଟରଙ୍କ ଆତ୍ମହତ୍ୟାର ଅନ୍ତରାଳେ♦️ ବଲାଙ୍ଗୀର ବନବିଭାଗରେ କୋଟି କୋଟି ହଡପ    (24-Sep-2026)       ||      କୁଟ୍ରୁମାଳି–ସିଜିମାଳି ଅଞ୍ଚଳର ଆଦିବାସୀ ଙ୍କୁ ସୁରକ୍ଷା ଦିଅ ନଚେତ ଦୁର୍ବାର ଆନ୍ଦୋଳନ ହେବ    (24-Sep-2026)       ||      ସରକାରୀ ମହିଳା ମହାବିଦ୍ୟାଳୟରେ ଏନ୍. ଏସ୍. ଏସ୍ ଦିବସ ପାଳିତ   (24-Sep-2026)       ||      ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ ଏନ.ଏସ.ଏସ ଦିବସ ପାଳିତ   (24-Sep-2026)       ||      ବର୍ଷା ଯୋଗୁଁ ଘର ଉପରେ ପଡିଲା ବିରାଟ ତେନ୍ତୁଳି ଗଛ, ଅଳ୍ପକେ ବର୍ତ୍ତିଲେ ଚୈତନ ମାଝୀଙ୍କ ପରିବାର   (24-Sep-2026)       ||      * *ସାହାଣୀ କପ୍ ଫୁଟବଲ୍ ଦ୍ୱିତୀୟ ଦିଵସ ପ୍ରଥମ ମ୍ୟାଚ୍ ବରଗଡ଼ ଦଳ ୪-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ୧-୧ ଗୋଲ ସ୍କୋର ହୋଇ ଉଭୟ ଦଳ ଦଳ କୁ ୧-୧- ପଏଣ୍ଟ ମିଳିଛି* -   (24-Sep-2026)       ||      ଆଚାର ଜାର୍‌ରେ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ ବଲାଙ୍ଗୀର ସହର ପୋଲିସର ଚଢ଼ାଉ, ୩୭ କେଜି ୬୫୦ ଗ୍ରାମ ଗଞ୍ଜେଇ ଜବତ; ୨ ଗିରଫ    (24-Sep-2026)       ||      ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ    (24-Sep-2026)       ||      ଗଭୀର ଅବପାତ ଉପକୂଳ ଅତିକ୍ରମ କରିଛି ; ସମନ୍ୱିତ ପ୍ରୟାସ ଓ ପ୍ରସ୍ତୁତିମୂଳକ ପଦକ୍ଷେପ ସହ ରାଜ୍ୟରେ ପରିସ୍ଥିତି ଉପରେ ନିରନ୍ତର ନଜର   (24-Sep-2026)       ||      ପୁଣି ପିସି ପ୍ରସଙ୍ଗ : ଥାନାରେ ମାମଲା ଯୋଗାଣବିଭାଗରେ ପିସି କୁ ନେଇ ପାଟିତୁଣ୍ଡ !   (24-Sep-2026)       ||      ଜୀବନ ସହ ସଂଘର୍ଷ କରୁଛନ୍ତି କିଡନୀ ରୋଗରେ ପୀଡିତ ସ୍ୱତାମ୍ବର ♦️ଉତ୍ତମ ଚିକିତ୍ସା ପାଇଁ ଅର୍ଥ ସାଜିଛି ବାଧକ   (24-Sep-2026)       ||      କୋଶଳ ସୁନ୍ଦରୀ ଆୱାର୍ଡ ୨୦୨୬ ସିଜନ-୦୬ ର ଫାଇନାଲ୍ ରାଉଣ୍ଡ ପ୍ରତିଯୋଗୀ ଚୟନ ପ୍ରକ୍ରିୟା ସମାପନ । ବରଗଡ ର ଶ୍ରାବ୍ୟା ସାନଭି ପଧାନ ବେଷ୍ଟଅଫ୍ ପିକ୍ ଘୋଷିତ   (24-Sep-2026)       ||      *ଘର ଭିତରେ ପଶିଲା ଜଙ୍ଗଲୀ ଭାଲୁ, -ଘଉଡ଼ାଇଲେ ବନ କର୍ମଚାରୀ*   (24-Sep-2026)       ||      *ସୁବର୍ଣ୍ଣପୁର ଜିଲ୍ଲା ରେ ଉଦ୍ଘାଟନ ହେଲା ରାଜ୍ୟ ସ୍ତରୀୟ ସାହାଣୀ କପ୍ ଫୁଟବଲ୍*- *ପ୍ରଥମ ମ୍ୟାଚ୍ ରେ ୨-୦ ଗୋଲରେ ଖୋର୍ଦ୍ଧା ଓ ଦ୍ୱିତୀୟ ମ୍ୟାଚ ରେ ୧-୦ ଗୋଲ ରେ ଗଞ୍ଜାମ ଦଳ ଵିଜୟୀ *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   (24-Sep-2026)       ||     

HOME   ଜିଲ୍ଲା

ବୁରୋମୁଣ୍ଡା ଉଚ୍ଚ ବିଦ୍ୟାଳୟ ଠାରେ ବ୍ଲକ ସ୍ତରୀୟ ବାଳ ବୈଜ୍ଞାନିକ ବିଜ୍ଞାନ ପ୍ରଦର୍ଶନୀ କାର୍ଯ୍ୟକ୍ରମ

14-Nov-2024



ଲୋଇସିଂହା, (ବିନୋଦ ଦୀପ) ଲୋଇସିଂହା ବ୍ଲକ ଅନ୍ତର୍ଗତ ପ୍ରେମରାଜ ଉଚ୍ଚ ବିଦ୍ୟାଳୟ ବୁରୋମୁଣ୍ଡା ଠାରେ ବ୍ଲକ ସ୍ତରୀୟ ବାଳ ବୈଜ୍ଞାନିକ ବିଜ୍ଞାନ ପ୍ରଦର୍ଶନୀ ଅନୁଷ୍ଠିତ ହୋଇଯାଇଛି l ଉଦଘାଟନୀ ଉତ୍ସବ ରେ ଲୋଇସିଂହା ଗୋଷ୍ଠୀ ଶିକ୍ଷାଧିକାରୀ ସୁଶ୍ରୀ ରୀନାକୁମାରୀ ବେହେରା ମୁଖ୍ୟଅତିଥି ଭାବେ ଯୋଗ ଦେଇଥିବା ବେଳେ ବିନୋବା ଉଚ୍ଚ ବିଦ୍ୟାଳୟ ର ପ୍ରଧାନଶିକ୍ଷକ ଶ୍ରୀଯୁକ୍ତ ନୀଳମଣି ପଟେଲ ମୁଖ୍ୟବକ୍ତା ଏବଂ ସମ୍ମାନିତ ଅତିଥି ଭାବେ ତଲିଉଡାର ସରପଞ୍ଚ ଶ୍ରୀମତୀ ଦୀପାଞ୍ଜଳି ସାଏ, ସମିତିସଭ୍ୟା ସୁଦେଶ୍ନl ପଟେଲ, ଅବସରପ୍ରାପ୍ତ ଶିକ୍ଷକ ନୀଳାଞ୍ଚଳ ଚିରଗୁନ, ଭାଗବତିଆ ସାହୁ, ଅତିରିକ୍ତ ଗୋଷ୍ଠୀ ଶିକ୍ଷାଧିକାରୀ ଟଙ୍କଧର ଭୋଇ ଯୋଗ ଦେଇଥିଲେ l ସ୍ଥାନୀୟ ବିଦ୍ୟାଳୟ ର ପ୍ରଧାନଶିକ୍ଷକ ଶ୍ରୀଯୁକ୍ତ ଗିରିଶ ଚନ୍ଦ୍ର ପଟେଲ ସଭାପତିତ୍ବ କରିଥିଲେ l ବ୍ଲକର ବିଜ୍ଞାନ ଆବାହକ ହେମନ୍ତ କୁମାର ବାରିକ, ପର୍ଶୁରାମ ସୁନା ଏବଂ ବିଜ୍ଞାନ ସଂଯୋଜକ ବିଷ୍ଣୁପ୍ରସାଦ ମିଶ୍ର କାର୍ଯ୍ୟକ୍ରମ ପରିଚାଳନା କରିଥିଲେ l ସେହିପରି ଉଦଯାପନୀ ଉତ୍ସବ ରେ ଲୋଇସିଂହା ବ୍ଲକ ଅଧ୍ୟକ୍ଷ ଯତୀନ୍ଦ୍ର ପଟେଲ ମୁଖ୍ୟଅତିଥି ଭାବେ ଯୋଗ ଦେଇଥିବା ବେଳେ ବାହଲପଦର ଉଚ୍ଚ ବିଦ୍ୟାଳୟ ର ବିଜ୍ଞାନଶିକ୍ଷକ ନାରାୟଣ ମିଶ୍ର ମୁଖ୍ୟବକ୍ତା ସରଗାଡ଼ ସରପଞ୍ଚ ସରୋଜ ବେହେରା, କୁସମେଲ ସରପଞ୍ଚ କୌସ୍ତୁଭ ସାହୁ, କୁସଂଗ ସରପଞ୍ଚ ଦୀପାଞ୍ଜଳି ପଟେଲ, ସଦାନନ୍ଦ ଭୋଇ ଓଷ୍ଠା ସଭାପତି ଅବନୀ କୁମାର ତ୍ରିପାଠୀ ସମ୍ମାନିତ ଅତିଥି ଭାବେ ଯୋଗ ଦେଇଥିଲେ l ଉକ୍ତ ପ୍ରଦର୍ଶନୀ ରେ ଲୋଇସିଂହା ର ବିଭିନ୍ନ ବିଦ୍ୟାଳୟ ରୁ ମୋଟ ୧୫୧ ଟି ପ୍ରକଳ୍ପ ସ୍ଥାନ ପାଇଥିଲା l ଏଥି ମଧ୍ୟରୁ ମୋଟ ୭ ଟି ପ୍ରକଳ୍ପ ଜିଲ୍ଲା ସ୍ତରକୁ ମନୋନୀତ ହୋଇଛନ୍ତି l ପ୍ରଦର୍ଶନୀ ରେ ସଦେଇପାଲି ଉଚ୍ଚ ବିଦ୍ୟାଳୟ ର ସୁଧାନିଧି ମିଶ୍ର, ନୁନିଆପାଲି ଉଚ୍ଚ ବିଦ୍ୟାଳୟ ର ଜଗଦାନନ୍ଦ ବିଶ୍ୱାଳ, ବାହଲପଦାର ଉଚ୍ଚ ବିଦ୍ୟାଳୟ ର ଯୁଧିଷ୍ଠିର ସାହୁ, କୁଟୁମଡୋଳା ଉଚ୍ଚ ବିଦ୍ୟାଳୟ ର ଆମ୍ବୁଜ କୁମାର ପଟେଲ ବିଚାରକ ର କାର୍ଯ୍ୟ ତୁଲାଇଥିଲେ l ମଞ୍ଚ ପରିଚାଳନା କରିଥିଲେ ବିଦ୍ୟାଳୟ ର ଶିକ୍ଷକ ରମାକାନ୍ତ ପାଣିଗ୍ରାହୀ ଓ ସଂଜୀବ ସାହୁ l ବିଜ୍ଞାନ ଶିକ୍ଷକ ଆମ୍ବରୀଶ ଭୋଇ, ଯତୀନ୍ଦ୍ର ମାଝୀ, କାଲେଶ୍ୱର ମାଝୀ ସହ ଅନ୍ୟାନ୍ୟ ଶିକ୍ଷକ ଓ କର୍ମଚାରୀ ସହଯୋଗ କରିଥିଲେ lକାର୍ଯ୍ୟକ୍ରମ ର ପରିଚାଳନା ରେ ସହଯୋଗ କରିଥିଲେ ବ୍ଲକ ର ସମସ୍ତ ସିଆରସିସି, ବିଜ୍ଞାନ ଶିକ୍ଷକ, ପ୍ରଧାନ ଶିକ୍ଷକ ଶିକ୍ଷୟିତ୍ରୀ ବୁରୋମୁଣ୍ଡା ର ଗ୍ରାମବାସୀ ଓ ବୁଦ୍ଧିଜୀବୀ ତଥା ସ୍ଥାନୀୟ ବିଦ୍ୟାଳୟ ର ସମସ୍ତ ଛାତ୍ରଛାତ୍ରୀ ତଥା ବିଦ୍ୟାଳୟ ପରିଚାଳନା ର ସମସ୍ତ ସଭ୍ୟ ସଭ୍ୟା l


News Comment




Photo in News

Advertisment
Lastest News
  ରାଜନୀତି  
ଛତାମଖନା ଡ୍ୟାମ୍ କ୍ଷତି, ଜଙ୍ଗଲ ନିଆଁ, ପ୍ରବାସୀ ଶ୍ରମିକ ଓ MMDR ସଂଶୋଧନକୁ ନେଇ ସରକାରଙ୍କ ତଥ୍ୟ   25-Sep-2026
  ଜିଲ୍ଲା  
*ବର୍ଷା ଯୋଗୁଁ ସଲଫ ଗଛ ଘର ଉପରେ ପଡିଲା, ଅଳ୍ପକେ ବର୍ତ୍ତିଲେ ୨ ଭାଇ ଭଉଣୀ*   25-Sep-2026
  ଜିଲ୍ଲା  
ଯୁବଶକ୍ତି ଜାଗ୍ରତ ହେଲେ, ଏଡ୍‌ସ ମୁକ୍ତ ସମାଜ ଗଢ଼ି ହେବ   25-Sep-2026
  ରାଜ୍ୟ  
ଲଗାଣ ବର୍ଷାରେ ଧସିଲା ଜାତୀୟ ରାଜପଥ କଡରେ ଥିବା କା ଏମ ଭି ୭୬ ର ପେଟ୍ରୋଲ ପମ୍ପର ସାଇଡ କାନ୍ଥ   25-Sep-2026
  ଜିଲ୍ଲା  
ଭାରତ କୋ ଜାନୋ ଏବଂ ରାଷ୍ଟ୍ରୀୟ ସମୂହଗାନ ପ୍ରତିଯୋଗିତା   25-Sep-2026
  ଜିଲ୍ଲା  
*ନୂଆଁଖାଇ ଭେଟଘାଟ ପାଇଁ କ୍ଷତ୍ରିୟ ଧାକଡ ସମାଜ କୋର କମିଟି ର ପ୍ରସ୍ତୁତି ବୈଠକ*   25-Sep-2026
  ଜିଲ୍ଲା  
ଫରେଷ୍ଟରଙ୍କ ଆତ୍ମହତ୍ୟାର ଅନ୍ତରାଳେ♦️ ବଲାଙ୍ଗୀର ବନବିଭାଗରେ କୋଟି କୋଟି ହଡପ   24-Sep-2026
  ରାଜ୍ୟ  
କୁଟ୍ରୁମାଳି–ସିଜିମାଳି ଅଞ୍ଚଳର ଆଦିବାସୀ ଙ୍କୁ ସୁରକ୍ଷା ଦିଅ ନଚେତ ଦୁର୍ବାର ଆନ୍ଦୋଳନ ହେବ   24-Sep-2026
  ଜିଲ୍ଲା  
ସରକାରୀ ମହିଳା ମହାବିଦ୍ୟାଳୟରେ ଏନ୍. ଏସ୍. ଏସ୍ ଦିବସ ପାଳିତ   24-Sep-2026
  ଜିଲ୍ଲା  
ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ ଏନ.ଏସ.ଏସ ଦିବସ ପାଳିତ   24-Sep-2026
  ଜିଲ୍ଲା  
ବର୍ଷା ଯୋଗୁଁ ଘର ଉପରେ ପଡିଲା ବିରାଟ ତେନ୍ତୁଳି ଗଛ, ଅଳ୍ପକେ ବର୍ତ୍ତିଲେ ଚୈତନ ମାଝୀଙ୍କ ପରିବାର   24-Sep-2026
  ଜିଲ୍ଲା  
* *ସାହାଣୀ କପ୍ ଫୁଟବଲ୍ ଦ୍ୱିତୀୟ ଦିଵସ ପ୍ରଥମ ମ୍ୟାଚ୍ ବରଗଡ଼ ଦଳ ୪-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ୧-୧ ଗୋଲ ସ୍କୋର ହୋଇ ଉଭୟ ଦଳ ଦଳ କୁ ୧-୧- ପଏଣ୍ଟ ମିଳିଛି* -   24-Sep-2026

You Might Also Like