-+91-9937148622 |

prerana_bgr@rediffmail.com |

  Friday 25th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଟିଟିଲାଗଡ଼ ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିରରେ ନମାମି ଭାରତ’ କାର୍ଯ୍ୟକ୍ରମ ଅନୁଷ୍ଠିତ   (25-Sep-2026)       ||      ଛତାମଖନା ଡ୍ୟାମ୍ କ୍ଷତି, ଜଙ୍ଗଲ ନିଆଁ, ପ୍ରବାସୀ ଶ୍ରମିକ ଓ MMDR ସଂଶୋଧନକୁ ନେଇ ସରକାରଙ୍କ ତଥ୍ୟ   (25-Sep-2026)       ||      *ବର୍ଷା ଯୋଗୁଁ ସଲଫ ଗଛ ଘର ଉପରେ ପଡିଲା, ଅଳ୍ପକେ ବର୍ତ୍ତିଲେ ୨ ଭାଇ ଭଉଣୀ*   (25-Sep-2026)       ||      ଯୁବଶକ୍ତି ଜାଗ୍ରତ ହେଲେ, ଏଡ୍‌ସ ମୁକ୍ତ ସମାଜ ଗଢ଼ି ହେବ   (25-Sep-2026)       ||      ଲଗାଣ ବର୍ଷାରେ ଧସିଲା ଜାତୀୟ ରାଜପଥ କଡରେ ଥିବା କା ଏମ ଭି ୭୬ ର ପେଟ୍ରୋଲ ପମ୍ପର ସାଇଡ କାନ୍ଥ    (25-Sep-2026)       ||      ଭାରତ କୋ ଜାନୋ ଏବଂ ରାଷ୍ଟ୍ରୀୟ ସମୂହଗାନ ପ୍ରତିଯୋଗିତା   (25-Sep-2026)       ||      *ନୂଆଁଖାଇ ଭେଟଘାଟ ପାଇଁ କ୍ଷତ୍ରିୟ ଧାକଡ ସମାଜ କୋର କମିଟି ର ପ୍ରସ୍ତୁତି ବୈଠକ*   (25-Sep-2026)       ||      ଫରେଷ୍ଟରଙ୍କ ଆତ୍ମହତ୍ୟାର ଅନ୍ତରାଳେ♦️ ବଲାଙ୍ଗୀର ବନବିଭାଗରେ କୋଟି କୋଟି ହଡପ    (24-Sep-2026)       ||      କୁଟ୍ରୁମାଳି–ସିଜିମାଳି ଅଞ୍ଚଳର ଆଦିବାସୀ ଙ୍କୁ ସୁରକ୍ଷା ଦିଅ ନଚେତ ଦୁର୍ବାର ଆନ୍ଦୋଳନ ହେବ    (24-Sep-2026)       ||      ସରକାରୀ ମହିଳା ମହାବିଦ୍ୟାଳୟରେ ଏନ୍. ଏସ୍. ଏସ୍ ଦିବସ ପାଳିତ   (24-Sep-2026)       ||      ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ ଏନ.ଏସ.ଏସ ଦିବସ ପାଳିତ   (24-Sep-2026)       ||      ବର୍ଷା ଯୋଗୁଁ ଘର ଉପରେ ପଡିଲା ବିରାଟ ତେନ୍ତୁଳି ଗଛ, ଅଳ୍ପକେ ବର୍ତ୍ତିଲେ ଚୈତନ ମାଝୀଙ୍କ ପରିବାର   (24-Sep-2026)       ||      * *ସାହାଣୀ କପ୍ ଫୁଟବଲ୍ ଦ୍ୱିତୀୟ ଦିଵସ ପ୍ରଥମ ମ୍ୟାଚ୍ ବରଗଡ଼ ଦଳ ୪-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ୧-୧ ଗୋଲ ସ୍କୋର ହୋଇ ଉଭୟ ଦଳ ଦଳ କୁ ୧-୧- ପଏଣ୍ଟ ମିଳିଛି* -   (24-Sep-2026)       ||      ଆଚାର ଜାର୍‌ରେ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ ବଲାଙ୍ଗୀର ସହର ପୋଲିସର ଚଢ଼ାଉ, ୩୭ କେଜି ୬୫୦ ଗ୍ରାମ ଗଞ୍ଜେଇ ଜବତ; ୨ ଗିରଫ    (24-Sep-2026)       ||      ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ    (24-Sep-2026)       ||      ଗଭୀର ଅବପାତ ଉପକୂଳ ଅତିକ୍ରମ କରିଛି ; ସମନ୍ୱିତ ପ୍ରୟାସ ଓ ପ୍ରସ୍ତୁତିମୂଳକ ପଦକ୍ଷେପ ସହ ରାଜ୍ୟରେ ପରିସ୍ଥିତି ଉପରେ ନିରନ୍ତର ନଜର   (24-Sep-2026)       ||      ପୁଣି ପିସି ପ୍ରସଙ୍ଗ : ଥାନାରେ ମାମଲା ଯୋଗାଣବିଭାଗରେ ପିସି କୁ ନେଇ ପାଟିତୁଣ୍ଡ !   (24-Sep-2026)       ||      ଜୀବନ ସହ ସଂଘର୍ଷ କରୁଛନ୍ତି କିଡନୀ ରୋଗରେ ପୀଡିତ ସ୍ୱତାମ୍ବର ♦️ଉତ୍ତମ ଚିକିତ୍ସା ପାଇଁ ଅର୍ଥ ସାଜିଛି ବାଧକ   (24-Sep-2026)       ||      କୋଶଳ ସୁନ୍ଦରୀ ଆୱାର୍ଡ ୨୦୨୬ ସିଜନ-୦୬ ର ଫାଇନାଲ୍ ରାଉଣ୍ଡ ପ୍ରତିଯୋଗୀ ଚୟନ ପ୍ରକ୍ରିୟା ସମାପନ । ବରଗଡ ର ଶ୍ରାବ୍ୟା ସାନଭି ପଧାନ ବେଷ୍ଟଅଫ୍ ପିକ୍ ଘୋଷିତ   (24-Sep-2026)       ||      *ଘର ଭିତରେ ପଶିଲା ଜଙ୍ଗଲୀ ଭାଲୁ, -ଘଉଡ଼ାଇଲେ ବନ କର୍ମଚାରୀ*   (24-Sep-2026)       ||     

HOME   ଜିଲ୍ଲା

ସାପ କାମୁଡ଼ା ଏବଂ ବଜ୍ରାଘାତ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ

14-Nov-2024



ନବରଙ୍ଗପୁର  (ମିହିର ଶଙ୍କର ପାତ୍ର,)
 ଆୟୁଷ୍ମାନ ଆରୋଗ୍ୟ ମନ୍ଦିର ପ୍ରାଥମିକ ସ୍ୱାସ୍ଥ୍ୟ କେନ୍ଦ୍ର ଗୁମ୍ମାଗୁଡା ର ସମ୍ମିଳନୀ କକ୍ଷରେ ସାପ କାମୁଡ଼ା ଏବଂ ବଜ୍ରାଘାତ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି l ଏହି କାର୍ଯ୍ୟକ୍ରମରେ ଗୁମ୍ମାଗୁଡା ସ୍ୱାସ୍ଥ୍ୟ କେନ୍ଦ୍ର ଅଧୀନରେ ଥିବା ସମସ୍ତ ଆଶାକର୍ମୀ ଙ୍କୁ ଜିଲ୍ଲା ଜରୁରୀ କାଳୀନ ବିଭାଗର ଜିଲ୍ଲା ପ୍ରକଳ୍ପ ଅଧିକାରୀ ହିମାଂଶୁ ଶେଖର ପଟ୍ଟନାୟକ ଉପସ୍ଥିତ ରହି ତାଲିମ ପ୍ରଦାନ କରିଥିଲେ l ପ୍ରକାଶ ଥାଉକି, ବିଭିନ୍ନ ସମୟରେ ସାପ କାମୁଡ଼ାରେ ଆହତ ବ୍ୟକ୍ତିଙ୍କୁ ଲୋକ ମାନେ ସ୍ଥାନୀୟ ଚିକିତ୍ସାଳୟ କୁ ନେବା ବଦଳରେ ,ଗୁଣି ଗାରେଡ଼ି ଜରିଆରେ ଚିକିତ୍ସା କରନ୍ତି l ଯଦ୍ୱାରା କି ବିଭିନ୍ନ ସମୟରେ ଆକ୍ରାନ୍ତ ବ୍ୟକ୍ତି ମୃତ୍ୟୁ ମୁଖର ସମ୍ମୁଖୀନ ହୁଅନ୍ତି l ସାପ କାମୁଡ଼ିବା ସମୟରେ ତୁରନ୍ତ ଚିକିତ୍ସାଳୟ ଏବଂ ଉପଯୁକ୍ତ ପ୍ରାଥମିକ ଚିକିତ୍ସା ର ନିର୍ଦ୍ଦେଶାବଳୀ ଅନୁସରଣ କରିବା ଏବଂ ବିପଦପୂର୍ଣ୍ଣ ପରିସ୍ଥିତି କୁ ମୁକାବିଲା କରିବା ପାଇଁ ପ୍ରସ୍ତୁତ ରହିବା ପାଇଁ ଶ୍ରୀ ପଟ୍ଟନାୟକ ଉପସ୍ଥିତ ଥିବା ଆଶା କର୍ମୀ ମାନଙ୍କୁ ତାଲିମ ଦେଇଥିଲେ l ସେହିପରି, ବଜ୍ରପାତ ଏକ ସ୍ଥାନୀୟ ପ୍ରାକୃତିକ ବିପର୍ଯ୍ୟୟ ଘଟଣା l ଯାହା ଦୃତ ଗତିରେ ଜଳବାୟୁ ପରିବର୍ତ୍ତନ ର କାରଣ ଯୋଗୁଁ ବଢିଚାଲିଛି l ଏହାର ମୌଳିକତା ଗଠନ ଏବଂ ସୁରକ୍ଷା ବ୍ୟବସ୍ଥା ଦ୍ଵାରା ନିଜକୁ ଏବଂ ନିଜର ପ୍ରିୟ ଲୋକଙ୍କୁ ସୁରକ୍ଷା କରିବାରେ ସାହାଯ୍ୟ କରିପାରେ ବୋଲି ଉପସ୍ଥିତ ଥିବା ସମସ୍ତଙ୍କୁ ସୂଚନା ପ୍ରଦାନ କରିଥିଲେ l ଏହି କାର୍ଯ୍ୟକ୍ରମରେ ଅନ୍ୟମାନଙ୍କ ମଧ୍ୟରେ ଗୁମ୍ମାଗୁଡା ସ୍ୱାସ୍ଥ୍ୟ କେନ୍ଦ୍ରର ସ୍ୱାସ୍ଥ୍ୟ ଅଧିକାରୀ ଡଃ ତରୁଣ କୁମାର ପଟ୍ଟନାୟକ , ଆୟୁଷ ଚିକିତ୍ସା ଅଧିକାରୀ ଡଃ ଅଜୟ କୁମାର ମିର୍ଦ୍ଧା, ଫାର୍ମାଶିଷ୍ଟ ଏମ. ଶିବପ୍ରସାଦ,  ସ୍ୱାସ୍ଥ୍ୟ ପରିଦର୍ଶିକା ମନ୍ଦିରା କିରଶାନ , ଶାହିନା କୌଶର , ମଗଂରୀ ଭତ୍ରା ଜିଲ୍ଲା ଜରୁରୀ କାଳୀନ ବିଭାଗର ବିଭାଗୀୟ ଅଧିକାରୀ ତ୍ରିପତି ବାଲାଜୀ ସାହୁ ପ୍ରମୁଖ ଉପସ୍ଥିତ ଥିଲେ l


News Comment




Photo in News

Advertisment
Lastest News
  ଜିଲ୍ଲା  
ଟିଟିଲାଗଡ଼ ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିରରେ ନମାମି ଭାରତ’ କାର୍ଯ୍ୟକ୍ରମ ଅନୁଷ୍ଠିତ   25-Sep-2026
  ରାଜନୀତି  
ଛତାମଖନା ଡ୍ୟାମ୍ କ୍ଷତି, ଜଙ୍ଗଲ ନିଆଁ, ପ୍ରବାସୀ ଶ୍ରମିକ ଓ MMDR ସଂଶୋଧନକୁ ନେଇ ସରକାରଙ୍କ ତଥ୍ୟ   25-Sep-2026
  ଜିଲ୍ଲା  
*ବର୍ଷା ଯୋଗୁଁ ସଲଫ ଗଛ ଘର ଉପରେ ପଡିଲା, ଅଳ୍ପକେ ବର୍ତ୍ତିଲେ ୨ ଭାଇ ଭଉଣୀ*   25-Sep-2026
  ଜିଲ୍ଲା  
ଯୁବଶକ୍ତି ଜାଗ୍ରତ ହେଲେ, ଏଡ୍‌ସ ମୁକ୍ତ ସମାଜ ଗଢ଼ି ହେବ   25-Sep-2026
  ରାଜ୍ୟ  
ଲଗାଣ ବର୍ଷାରେ ଧସିଲା ଜାତୀୟ ରାଜପଥ କଡରେ ଥିବା କା ଏମ ଭି ୭୬ ର ପେଟ୍ରୋଲ ପମ୍ପର ସାଇଡ କାନ୍ଥ   25-Sep-2026
  ଜିଲ୍ଲା  
ଭାରତ କୋ ଜାନୋ ଏବଂ ରାଷ୍ଟ୍ରୀୟ ସମୂହଗାନ ପ୍ରତିଯୋଗିତା   25-Sep-2026
  ଜିଲ୍ଲା  
*ନୂଆଁଖାଇ ଭେଟଘାଟ ପାଇଁ କ୍ଷତ୍ରିୟ ଧାକଡ ସମାଜ କୋର କମିଟି ର ପ୍ରସ୍ତୁତି ବୈଠକ*   25-Sep-2026
  ଜିଲ୍ଲା  
ଫରେଷ୍ଟରଙ୍କ ଆତ୍ମହତ୍ୟାର ଅନ୍ତରାଳେ♦️ ବଲାଙ୍ଗୀର ବନବିଭାଗରେ କୋଟି କୋଟି ହଡପ   24-Sep-2026
  ରାଜ୍ୟ  
କୁଟ୍ରୁମାଳି–ସିଜିମାଳି ଅଞ୍ଚଳର ଆଦିବାସୀ ଙ୍କୁ ସୁରକ୍ଷା ଦିଅ ନଚେତ ଦୁର୍ବାର ଆନ୍ଦୋଳନ ହେବ   24-Sep-2026
  ଜିଲ୍ଲା  
ସରକାରୀ ମହିଳା ମହାବିଦ୍ୟାଳୟରେ ଏନ୍. ଏସ୍. ଏସ୍ ଦିବସ ପାଳିତ   24-Sep-2026
  ଜିଲ୍ଲା  
ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ ଏନ.ଏସ.ଏସ ଦିବସ ପାଳିତ   24-Sep-2026
  ଜିଲ୍ଲା  
ବର୍ଷା ଯୋଗୁଁ ଘର ଉପରେ ପଡିଲା ବିରାଟ ତେନ୍ତୁଳି ଗଛ, ଅଳ୍ପକେ ବର୍ତ୍ତିଲେ ଚୈତନ ମାଝୀଙ୍କ ପରିବାର   24-Sep-2026

You Might Also Like