-+91-9937148622 |

prerana_bgr@rediffmail.com |

  Friday 25th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଡିଏଭି ସ୍ୱୟଂ ଶାସିତ ମହାବିଦ୍ୟାଳୟକୁ ଜଳ ବିଶୋଧନ ପ୍ରକଳ୍ପ ପ୍ରଦାନ    (25-Sep-2026)       ||      ଟିଟିଲାଗଡ଼ ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିରରେ ନମାମି ଭାରତ’ କାର୍ଯ୍ୟକ୍ରମ ଅନୁଷ୍ଠିତ   (25-Sep-2026)       ||      ଛତାମଖନା ଡ୍ୟାମ୍ କ୍ଷତି, ଜଙ୍ଗଲ ନିଆଁ, ପ୍ରବାସୀ ଶ୍ରମିକ ଓ MMDR ସଂଶୋଧନକୁ ନେଇ ସରକାରଙ୍କ ତଥ୍ୟ   (25-Sep-2026)       ||      *ବର୍ଷା ଯୋଗୁଁ ସଲଫ ଗଛ ଘର ଉପରେ ପଡିଲା, ଅଳ୍ପକେ ବର୍ତ୍ତିଲେ ୨ ଭାଇ ଭଉଣୀ*   (25-Sep-2026)       ||      ଯୁବଶକ୍ତି ଜାଗ୍ରତ ହେଲେ, ଏଡ୍‌ସ ମୁକ୍ତ ସମାଜ ଗଢ଼ି ହେବ   (25-Sep-2026)       ||      ଲଗାଣ ବର୍ଷାରେ ଧସିଲା ଜାତୀୟ ରାଜପଥ କଡରେ ଥିବା କା ଏମ ଭି ୭୬ ର ପେଟ୍ରୋଲ ପମ୍ପର ସାଇଡ କାନ୍ଥ    (25-Sep-2026)       ||      ଭାରତ କୋ ଜାନୋ ଏବଂ ରାଷ୍ଟ୍ରୀୟ ସମୂହଗାନ ପ୍ରତିଯୋଗିତା   (25-Sep-2026)       ||      *ନୂଆଁଖାଇ ଭେଟଘାଟ ପାଇଁ କ୍ଷତ୍ରିୟ ଧାକଡ ସମାଜ କୋର କମିଟି ର ପ୍ରସ୍ତୁତି ବୈଠକ*   (25-Sep-2026)       ||      ଫରେଷ୍ଟରଙ୍କ ଆତ୍ମହତ୍ୟାର ଅନ୍ତରାଳେ♦️ ବଲାଙ୍ଗୀର ବନବିଭାଗରେ କୋଟି କୋଟି ହଡପ    (24-Sep-2026)       ||      କୁଟ୍ରୁମାଳି–ସିଜିମାଳି ଅଞ୍ଚଳର ଆଦିବାସୀ ଙ୍କୁ ସୁରକ୍ଷା ଦିଅ ନଚେତ ଦୁର୍ବାର ଆନ୍ଦୋଳନ ହେବ    (24-Sep-2026)       ||      ସରକାରୀ ମହିଳା ମହାବିଦ୍ୟାଳୟରେ ଏନ୍. ଏସ୍. ଏସ୍ ଦିବସ ପାଳିତ   (24-Sep-2026)       ||      ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ ଏନ.ଏସ.ଏସ ଦିବସ ପାଳିତ   (24-Sep-2026)       ||      ବର୍ଷା ଯୋଗୁଁ ଘର ଉପରେ ପଡିଲା ବିରାଟ ତେନ୍ତୁଳି ଗଛ, ଅଳ୍ପକେ ବର୍ତ୍ତିଲେ ଚୈତନ ମାଝୀଙ୍କ ପରିବାର   (24-Sep-2026)       ||      * *ସାହାଣୀ କପ୍ ଫୁଟବଲ୍ ଦ୍ୱିତୀୟ ଦିଵସ ପ୍ରଥମ ମ୍ୟାଚ୍ ବରଗଡ଼ ଦଳ ୪-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ୧-୧ ଗୋଲ ସ୍କୋର ହୋଇ ଉଭୟ ଦଳ ଦଳ କୁ ୧-୧- ପଏଣ୍ଟ ମିଳିଛି* -   (24-Sep-2026)       ||      ଆଚାର ଜାର୍‌ରେ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ ବଲାଙ୍ଗୀର ସହର ପୋଲିସର ଚଢ଼ାଉ, ୩୭ କେଜି ୬୫୦ ଗ୍ରାମ ଗଞ୍ଜେଇ ଜବତ; ୨ ଗିରଫ    (24-Sep-2026)       ||      ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ    (24-Sep-2026)       ||      ଗଭୀର ଅବପାତ ଉପକୂଳ ଅତିକ୍ରମ କରିଛି ; ସମନ୍ୱିତ ପ୍ରୟାସ ଓ ପ୍ରସ୍ତୁତିମୂଳକ ପଦକ୍ଷେପ ସହ ରାଜ୍ୟରେ ପରିସ୍ଥିତି ଉପରେ ନିରନ୍ତର ନଜର   (24-Sep-2026)       ||      ପୁଣି ପିସି ପ୍ରସଙ୍ଗ : ଥାନାରେ ମାମଲା ଯୋଗାଣବିଭାଗରେ ପିସି କୁ ନେଇ ପାଟିତୁଣ୍ଡ !   (24-Sep-2026)       ||      ଜୀବନ ସହ ସଂଘର୍ଷ କରୁଛନ୍ତି କିଡନୀ ରୋଗରେ ପୀଡିତ ସ୍ୱତାମ୍ବର ♦️ଉତ୍ତମ ଚିକିତ୍ସା ପାଇଁ ଅର୍ଥ ସାଜିଛି ବାଧକ   (24-Sep-2026)       ||      କୋଶଳ ସୁନ୍ଦରୀ ଆୱାର୍ଡ ୨୦୨୬ ସିଜନ-୦୬ ର ଫାଇନାଲ୍ ରାଉଣ୍ଡ ପ୍ରତିଯୋଗୀ ଚୟନ ପ୍ରକ୍ରିୟା ସମାପନ । ବରଗଡ ର ଶ୍ରାବ୍ୟା ସାନଭି ପଧାନ ବେଷ୍ଟଅଫ୍ ପିକ୍ ଘୋଷିତ   (24-Sep-2026)       ||     

HOME   ଜିଲ୍ଲା

ଶିଶୁ ଓଠରେ ହସ ଦେଇ ଯିଏ ଖୁସି ର ସନ୍ଧାନ କରନ୍ତି ,ପବିତ୍ର ଶିଶୁ ଦିବସ ରେ ଶିଶୁଙ୍କୁ ଜୋତା ବିତରଣ

14-Nov-2024



ଅତାବିରା(ଆକାଶ ମିଶ୍ର):  ପ୍ରତି ବର୍ଷ ଭଳି  ଶିଶୁ ଦିବସ ଅବସରରେ  ଶିକ୍ଷୟିତ୍ରୀ ଅନସୂୟା୍ ଦେବତା  କୁନି କୁନି ପିଲାଙ୍କୁ   ଜୋତା  ବଣ୍ଟନ କରି  ଶିଶୁ ଙ୍କ ମୁହଁରେ ଚେନାଏ ହସ ଦେବାର ପୁଣି ଏକ ପ୍ରୟାସ କରିଥିଲେ ।  ପ୍ରକାଶ ଥାଉ କି ଶ୍ରୀମତୀ ଦେବତା  ଗତ  କିଛି ବର୍ଷ ଧରି ବିଭିନ୍ନ ବିଦ୍ୟାଳୟରେ ଶିଶୁ ଦିବସରେ ପିଲାଙ୍କ ସହ କିଛି ସମୟ ବିତାଇବା ସହ  ବିଭିନ୍ନ ସାମଗ୍ରୀ ବଣ୍ଟନ କରି ଆସୁଛନ୍ତି ।ଆଜି  ଅତାବିରା ବ୍ଲକ  ଅନ୍ତର୍ଗତ ଲାଦର ପାଲି  ସରକାରୀ ପ୍ରାଥମିକ ବିଦ୍ୟାଳୟ ବନ୍ଧପଡା  ଠାରେ   ବିଦ୍ୟାଳୟର ପ୍ରଧାନ ଶିକ୍ଷକ  ଡାକ୍ତର ବିଶି ଙ୍କ ଅଧ୍ୟକ୍ଷତାରେ ତଥା ଶିକ୍ଷକ ଶଙ୍କର ସାହୁ ଙ୍କ ପରିଚାଳନାରେ  କୁନି କୁନି ପିଲାଙ୍କୁ ନେଇ  ମହା ସମାରୋହରେ  ଶିଶୁ ଦିବସ ପାଳନ କରାଯାଇଥିଲା । ଏହି ଦିବସ ପାଳନ ରେ  ବ୍ୟାଙ୍କ୍ ଅଫ ବରୋଦା ର  ଅତାବିରା ଶାଖା ପ୍ରବନ୍ଧକ ଆନନ୍ଦ ଶଙ୍କର ସ୍ୱାଇଁ ମୁଖ୍ୟ ଅତିଥି ରୁବେ ଯୋଗ ଦେଇଥିବା ବେଳେ  ସି ଆର୍ ସି ସି  ନୃପ ଭୁଏ, ସମ୍ମାନିତ ଅତିଥି ଭାବରେ ଯୋଗ ଦେଇଥିଲେ । ।ପ୍ରଥମେ ମଞ୍ଚା ସୀନ ଅତିଥି ମାନଙ୍କ ଦ୍ଵାରା  ଜବାହର ଲାଲ ନେହେରୁ ଙ୍କ ଫଟୋଚିତ୍ର ରେ ଦୀପ ପ୍ରଜ୍ବଳନ ପୂର୍ବକ ଶ୍ରଦ୍ଧା ସୁମନ ଅର୍ପଣ କରାଯାଇଥିଲା । ଏହାପରେ   କୁନି କୁନି  ଶିଶୁ ମାନେ ସଙ୍ଗୀତ ଗାନ କରିଥିଲେ ।  ଶ୍ରୀମତୀ ଦେବତା ଙ୍କ ସହ ସମସ୍ତ ଅତିଥି  କୁନି କୁନି ପିଲା ମାନଙ୍କୁ ଶିଶୁ ଦିବସର ମହତ୍ତ୍ଵ   ପ୍ରତିପାଦନ କରିବା ସହ ଦେଶର ମହାନ୍ ପୁରୁଷ  ମାନଙ୍କର କାହାଣୀ ତଥା ଜୀବନ ଚରିତ ମାଧ୍ୟମରେ ଛାତ୍ର ଛାତ୍ରୀ ମାନଙ୍କୁ ପାଠ ପଢ଼ି ଭଳ ମଣିଷ  ହେବା ପାଇଁ ଉତ୍ସାହ ଓ  ପ୍ରେରଣା ଦେଇଥିଲେ ।ପରିବର୍ତ୍ତିତ ସମୟ ସହ ତାଳ ଦେଇ ସମାଜରେ ଦୈନିକ ପରିବର୍ତ୍ତନ ଘଟୁଥିବା ବେଳେ ଶିଶୁ ମାନଙ୍କୁ ଏଥିସହ ପରିଚିତ କରାଇ ଭବିଷ୍ୟତ ପାଇଁ ପ୍ରସ୍ତୁତି  ରହିବାକୁ କହିଥିଲେ   । କୁନି   କୋମଲ ମତି ପିଲାଙ୍କ ସହ କିଛି  ଅନ୍ତରଙ୍ଗ ମୁହୂର୍ତ୍ତ  ବିତାଇବାର ସୁଯୋଗ ପାଇଥିବାରୁ  ଶିକ୍ଷୟିତ୍ରୀ କୃତଜ୍ଞତା ଜଣାଇଥିଲେ  ବିଦ୍ୟାଳୟ ର ପ୍ରଧାନ ଶିକ୍ଷକଙ୍କୁ ।ଏହି ଅବସରରେ ସେ ବିଦ୍ୟାଳୟ ର ସମସ୍ତ ପିଲାଙ୍କୁ  ଜୋତା ବିତରଣ  କରିଥିଲେ ।  ଶେଷରେ ବିଦ୍ୟାଳୟ ର  ଶିକ୍ଷୟିତ୍ରୀ ସଂଯୁକ୍ତା ପ୍ରଧାନ   ଧନ୍ୟବାଦ୍ ଅର୍ପଣ କରିଥିଲେ । ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଡିଏଭି ସ୍ୱୟଂ ଶାସିତ ମହାବିଦ୍ୟାଳୟକୁ ଜଳ ବିଶୋଧନ ପ୍ରକଳ୍ପ ପ୍ରଦାନ   25-Sep-2026
  ଜିଲ୍ଲା  
ଟିଟିଲାଗଡ଼ ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିରରେ ନମାମି ଭାରତ’ କାର୍ଯ୍ୟକ୍ରମ ଅନୁଷ୍ଠିତ   25-Sep-2026
  ରାଜନୀତି  
ଛତାମଖନା ଡ୍ୟାମ୍ କ୍ଷତି, ଜଙ୍ଗଲ ନିଆଁ, ପ୍ରବାସୀ ଶ୍ରମିକ ଓ MMDR ସଂଶୋଧନକୁ ନେଇ ସରକାରଙ୍କ ତଥ୍ୟ   25-Sep-2026
  ଜିଲ୍ଲା  
*ବର୍ଷା ଯୋଗୁଁ ସଲଫ ଗଛ ଘର ଉପରେ ପଡିଲା, ଅଳ୍ପକେ ବର୍ତ୍ତିଲେ ୨ ଭାଇ ଭଉଣୀ*   25-Sep-2026
  ଜିଲ୍ଲା  
ଯୁବଶକ୍ତି ଜାଗ୍ରତ ହେଲେ, ଏଡ୍‌ସ ମୁକ୍ତ ସମାଜ ଗଢ଼ି ହେବ   25-Sep-2026
  ରାଜ୍ୟ  
ଲଗାଣ ବର୍ଷାରେ ଧସିଲା ଜାତୀୟ ରାଜପଥ କଡରେ ଥିବା କା ଏମ ଭି ୭୬ ର ପେଟ୍ରୋଲ ପମ୍ପର ସାଇଡ କାନ୍ଥ   25-Sep-2026
  ଜିଲ୍ଲା  
ଭାରତ କୋ ଜାନୋ ଏବଂ ରାଷ୍ଟ୍ରୀୟ ସମୂହଗାନ ପ୍ରତିଯୋଗିତା   25-Sep-2026
  ଜିଲ୍ଲା  
*ନୂଆଁଖାଇ ଭେଟଘାଟ ପାଇଁ କ୍ଷତ୍ରିୟ ଧାକଡ ସମାଜ କୋର କମିଟି ର ପ୍ରସ୍ତୁତି ବୈଠକ*   25-Sep-2026
  ଜିଲ୍ଲା  
ଫରେଷ୍ଟରଙ୍କ ଆତ୍ମହତ୍ୟାର ଅନ୍ତରାଳେ♦️ ବଲାଙ୍ଗୀର ବନବିଭାଗରେ କୋଟି କୋଟି ହଡପ   24-Sep-2026
  ରାଜ୍ୟ  
କୁଟ୍ରୁମାଳି–ସିଜିମାଳି ଅଞ୍ଚଳର ଆଦିବାସୀ ଙ୍କୁ ସୁରକ୍ଷା ଦିଅ ନଚେତ ଦୁର୍ବାର ଆନ୍ଦୋଳନ ହେବ   24-Sep-2026
  ଜିଲ୍ଲା  
ସରକାରୀ ମହିଳା ମହାବିଦ୍ୟାଳୟରେ ଏନ୍. ଏସ୍. ଏସ୍ ଦିବସ ପାଳିତ   24-Sep-2026
  ଜିଲ୍ଲା  
ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ ଏନ.ଏସ.ଏସ ଦିବସ ପାଳିତ   24-Sep-2026

You Might Also Like