-+91-9937148622 |

prerana_bgr@rediffmail.com |

  Friday 25th September 2026 |

| | | |

R.N.I. Regd No. ODIODI/2010/46693

Breaking News

ରାଜ୍ୟସ୍ତରୀୟ ସ୍କୁଲ ଗେମ୍ ଟାଏକୋଣ୍ଡୋ ରେ ବଲାଙ୍ଗିର କୁ ୪ଟି ପଦକ   (25-Sep-2026)       ||      ଓଡିଶା ଟି-୨୦ ଲିଗ୍‌ରେ ବଲାଙ୍ଗିର ର ତିନି ଯୁବ କ୍ରିକେଟର ସିଏମ୍ ଟ୍ରଫି ୨୦୨୬ ପାଇଁ ଦିବ୍ୟମ, ଓମ୍‌କାର ଓ ଯୋଗେଶ୍ୱର ମନୋନୀତ   (25-Sep-2026)       ||      ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଡିଏଭି ସ୍ୱୟଂ ଶାସିତ ମହାବିଦ୍ୟାଳୟକୁ ଜଳ ବିଶୋଧନ ପ୍ରକଳ୍ପ ପ୍ରଦାନ    (25-Sep-2026)       ||      ଟିଟିଲାଗଡ଼ ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିରରେ ନମାମି ଭାରତ’ କାର୍ଯ୍ୟକ୍ରମ ଅନୁଷ୍ଠିତ   (25-Sep-2026)       ||      ଛତାମଖନା ଡ୍ୟାମ୍ କ୍ଷତି, ଜଙ୍ଗଲ ନିଆଁ, ପ୍ରବାସୀ ଶ୍ରମିକ ଓ MMDR ସଂଶୋଧନକୁ ନେଇ ସରକାରଙ୍କ ତଥ୍ୟ   (25-Sep-2026)       ||      *ବର୍ଷା ଯୋଗୁଁ ସଲଫ ଗଛ ଘର ଉପରେ ପଡିଲା, ଅଳ୍ପକେ ବର୍ତ୍ତିଲେ ୨ ଭାଇ ଭଉଣୀ*   (25-Sep-2026)       ||      ଯୁବଶକ୍ତି ଜାଗ୍ରତ ହେଲେ, ଏଡ୍‌ସ ମୁକ୍ତ ସମାଜ ଗଢ଼ି ହେବ   (25-Sep-2026)       ||      ଲଗାଣ ବର୍ଷାରେ ଧସିଲା ଜାତୀୟ ରାଜପଥ କଡରେ ଥିବା କା ଏମ ଭି ୭୬ ର ପେଟ୍ରୋଲ ପମ୍ପର ସାଇଡ କାନ୍ଥ    (25-Sep-2026)       ||      ଭାରତ କୋ ଜାନୋ ଏବଂ ରାଷ୍ଟ୍ରୀୟ ସମୂହଗାନ ପ୍ରତିଯୋଗିତା   (25-Sep-2026)       ||      *ନୂଆଁଖାଇ ଭେଟଘାଟ ପାଇଁ କ୍ଷତ୍ରିୟ ଧାକଡ ସମାଜ କୋର କମିଟି ର ପ୍ରସ୍ତୁତି ବୈଠକ*   (25-Sep-2026)       ||      ଫରେଷ୍ଟରଙ୍କ ଆତ୍ମହତ୍ୟାର ଅନ୍ତରାଳେ♦️ ବଲାଙ୍ଗୀର ବନବିଭାଗରେ କୋଟି କୋଟି ହଡପ    (24-Sep-2026)       ||      କୁଟ୍ରୁମାଳି–ସିଜିମାଳି ଅଞ୍ଚଳର ଆଦିବାସୀ ଙ୍କୁ ସୁରକ୍ଷା ଦିଅ ନଚେତ ଦୁର୍ବାର ଆନ୍ଦୋଳନ ହେବ    (24-Sep-2026)       ||      ସରକାରୀ ମହିଳା ମହାବିଦ୍ୟାଳୟରେ ଏନ୍. ଏସ୍. ଏସ୍ ଦିବସ ପାଳିତ   (24-Sep-2026)       ||      ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ ଏନ.ଏସ.ଏସ ଦିବସ ପାଳିତ   (24-Sep-2026)       ||      ବର୍ଷା ଯୋଗୁଁ ଘର ଉପରେ ପଡିଲା ବିରାଟ ତେନ୍ତୁଳି ଗଛ, ଅଳ୍ପକେ ବର୍ତ୍ତିଲେ ଚୈତନ ମାଝୀଙ୍କ ପରିବାର   (24-Sep-2026)       ||      * *ସାହାଣୀ କପ୍ ଫୁଟବଲ୍ ଦ୍ୱିତୀୟ ଦିଵସ ପ୍ରଥମ ମ୍ୟାଚ୍ ବରଗଡ଼ ଦଳ ୪-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ୧-୧ ଗୋଲ ସ୍କୋର ହୋଇ ଉଭୟ ଦଳ ଦଳ କୁ ୧-୧- ପଏଣ୍ଟ ମିଳିଛି* -   (24-Sep-2026)       ||      ଆଚାର ଜାର୍‌ରେ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ ବଲାଙ୍ଗୀର ସହର ପୋଲିସର ଚଢ଼ାଉ, ୩୭ କେଜି ୬୫୦ ଗ୍ରାମ ଗଞ୍ଜେଇ ଜବତ; ୨ ଗିରଫ    (24-Sep-2026)       ||      ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ    (24-Sep-2026)       ||      ଗଭୀର ଅବପାତ ଉପକୂଳ ଅତିକ୍ରମ କରିଛି ; ସମନ୍ୱିତ ପ୍ରୟାସ ଓ ପ୍ରସ୍ତୁତିମୂଳକ ପଦକ୍ଷେପ ସହ ରାଜ୍ୟରେ ପରିସ୍ଥିତି ଉପରେ ନିରନ୍ତର ନଜର   (24-Sep-2026)       ||      ପୁଣି ପିସି ପ୍ରସଙ୍ଗ : ଥାନାରେ ମାମଲା ଯୋଗାଣବିଭାଗରେ ପିସି କୁ ନେଇ ପାଟିତୁଣ୍ଡ !   (24-Sep-2026)       ||     

HOME   ଜିଲ୍ଲା

ବରଗଡ଼ରେ "ଦିଶା”ର ପ୍ରଥମ ବୈଠକ,,,,, ବିଭାଗୀୟ ଅଧିକାରୀଙ୍କ ମଧ୍ୟରେ ସମନ୍ୱୟ ରକ୍ଷା କରି ତୃଣମୂଳ ସ୍ତରରେ କେନ୍ଦ୍ର ସରକାରଙ୍କ ଯୋଜନାଗୁଡିର ସଫଳ ରୂପାୟନ କରନ୍ତୁ: ପ୍ରଦୀପ ପୁରୋହିତ

14-Nov-2024



ବରଗଡ଼:(ନିରଞ୍ଜନ ତ୍ରିପାଠୀ)-ବରଗଡ ଜିଲ୍ଲା ପରିଷଦ ସମ୍ମିଳନୀ କକ୍ଷ ଠାରେ  ମାନ୍ୟବର ବରଗଡ ଲୋକସଭା ସାଂସଦ ଶ୍ରୀ ପ୍ରଦୀପ ପୁରୋହିତଙ୍କ ଅଧ୍ୟକ୍ଷତାରେ ଜିଲ୍ଲା ବିକାଶ ସମନ୍ୱୟ ଏବଂ ମନିଟରିଂ କମିଟି “ ଦିଶା”ର ପ୍ରଥମ ବୈଠକ ଅନୁଷ୍ଠିତ ହୋଇଛି ।ବୈଠକରେ ମାନ୍ୟବର ବରଗଡ ସାଂସଦ ଶ୍ରୀ ପୁରୋହିତ ମହାତ୍ମା ଗାନ୍ଧି ଜାତୀୟ ନିଶ୍ଚିତ କର୍ମନିଯୁକ୍ତି ଯୋଜନା, ପ୍ରଧାନମନ୍ତ୍ରୀ ଆବାସ ଯୋଜନା, ପ୍ରଧାନ ମନ୍ତ୍ରୀ ଗ୍ରାମ ସଡକ ଯୋଜନା, ଜାତୀୟ ସ୍ୱାସ୍ଥ୍ୟ ମିଶନ, ସ୍ୱଚ୍ଛ ଭାରତ ମିଶନ ସହ କୃଷି ଏବଂ କୃଷକ କଲ୍ୟାଣ, ଜୀବନ ଜୀବିକାର ବିକାଶ ଭଳି ବିଭିନ୍ନ ସାମାଜିକ କଲ୍ୟାଣ ଏବଂ ଭିତ୍ତିଭୂମିର ଉନ୍ନତି ନିମନ୍ତେ ଥିଵା ଫ୍ଲାଗସିପ  ପ୍ରୋଗ୍ରାମ ସହ ରୋଜଗାର ସୃଷ୍ଟି, ମହିଳା ଓ ଶିଶୁ ବିକାଶ, ଶକ୍ତି ଏବଂ ପ୍ରଯୁକ୍ତିବିଦ୍ୟାର ଉନ୍ନତି ନିମନ୍ତେ କେନ୍ଦ୍ର ସରକାରଙ୍କ ବିଭିନ୍ନ ଯୋଜନାର ବର୍ତ୍ତମାନର ସ୍ଥିତି ଏବଂ ପ୍ରଗତି ବିଷୟରେ ବିସ୍ତୃତ ଆଲୋଚନା କରି ସ୍ୱାସ୍ଥ୍ୟ, ଶିକ୍ଷା, କୃଷି, ଜଙ୍ଗଲ, ଉଦ୍ୟାନ, ପୁର୍ତ୍ତ, ରାଜସ୍ୱ, ପାନୀୟ ଜଳ ଯୋଗାଣ, ଏବଂ ଜଳ ସେଚନ ଭଳି ସମସ୍ତ ବିଭାଗର ଅଟକି ରହିଥିବା ଉନ୍ନୟନମୂଳକ କାର୍ଯ୍ୟ ଗୁଡିକୁ ଯଥାଶିଘ୍ର ସମାପ୍ତ କରିବା ପାଇଁ ନିର୍ଦେଶ ଦେଇ ଜିଲ୍ଲାର ସର୍ବାଙ୍ଗୀନ ଉନ୍ନତି ପାଇଁ ସମସ୍ତ ବିଭାଗ ତଥା ବିଭାଗୀୟ ଅଧିକାରୀ ସମନ୍ୱୟ ରକ୍ଷା କରି କାର୍ଯ୍ୟ କରିବାକୁ ମତବ୍ୟକ୍ତ କରିଛନ୍ତି। 
ବୈଠକରେ ଜିଲ୍ଲାର ସମସ୍ତ ବ୍ଲକ୍ ଏବଂ ୟୁଏଲବୀ ଚେୟାରମେନଙ୍କ ସମେତ ଭଟଲି ବିଧାୟକ ଶ୍ରୀ ଇରାଶିଷ ଆଚାର୍ଯ୍ୟ ଏବଂ ଅତାବିରା ବିଧାୟକ ପ୍ରତିନିଧି ଶ୍ରୀ ସୁରେଶ୍ୱର ଶତପଥିଙ୍କ ସମେତ ଜିଲ୍ଲାପାଳ ଶ୍ରୀ ଆଦିତ୍ୟ ଗୋୟଲ ଏବଂ ଜିଲ୍ଲାପରିଷଦ ମୁଖ୍ୟ ଉନ୍ନୟନ ଅଧିକାରୀ ଶ୍ରୀ ସୁଶାନ୍ତ କୁମାର ସିଂ ଉପସ୍ଥିତ ରହି ସମସ୍ତ ବିଭାଗୀୟ ଅଧିକାରୀଙ୍କ କାର୍ଯ୍ୟ ସମୀକ୍ଷା କରିବା ସହ ଦୃଢ ପରିଶ୍ରମ କରି ଲୋକଙ୍କୁ ଅବଶ୍ୟକ ସୁବିଧା ଯୋଗାଇବାକୁ ନିର୍ଦ୍ଦେଶ ଦେଇଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ରାଜ୍ୟସ୍ତରୀୟ ସ୍କୁଲ ଗେମ୍ ଟାଏକୋଣ୍ଡୋ ରେ ବଲାଙ୍ଗିର କୁ ୪ଟି ପଦକ   25-Sep-2026
  ଜିଲ୍ଲା  
ଓଡିଶା ଟି-୨୦ ଲିଗ୍‌ରେ ବଲାଙ୍ଗିର ର ତିନି ଯୁବ କ୍ରିକେଟର ସିଏମ୍ ଟ୍ରଫି ୨୦୨୬ ପାଇଁ ଦିବ୍ୟମ, ଓମ୍‌କାର ଓ ଯୋଗେଶ୍ୱର ମନୋନୀତ   25-Sep-2026
  ଜିଲ୍ଲା  
ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଡିଏଭି ସ୍ୱୟଂ ଶାସିତ ମହାବିଦ୍ୟାଳୟକୁ ଜଳ ବିଶୋଧନ ପ୍ରକଳ୍ପ ପ୍ରଦାନ   25-Sep-2026
  ଜିଲ୍ଲା  
ଟିଟିଲାଗଡ଼ ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିରରେ ନମାମି ଭାରତ’ କାର୍ଯ୍ୟକ୍ରମ ଅନୁଷ୍ଠିତ   25-Sep-2026
  ରାଜନୀତି  
ଛତାମଖନା ଡ୍ୟାମ୍ କ୍ଷତି, ଜଙ୍ଗଲ ନିଆଁ, ପ୍ରବାସୀ ଶ୍ରମିକ ଓ MMDR ସଂଶୋଧନକୁ ନେଇ ସରକାରଙ୍କ ତଥ୍ୟ   25-Sep-2026
  ଜିଲ୍ଲା  
*ବର୍ଷା ଯୋଗୁଁ ସଲଫ ଗଛ ଘର ଉପରେ ପଡିଲା, ଅଳ୍ପକେ ବର୍ତ୍ତିଲେ ୨ ଭାଇ ଭଉଣୀ*   25-Sep-2026
  ଜିଲ୍ଲା  
ଯୁବଶକ୍ତି ଜାଗ୍ରତ ହେଲେ, ଏଡ୍‌ସ ମୁକ୍ତ ସମାଜ ଗଢ଼ି ହେବ   25-Sep-2026
  ରାଜ୍ୟ  
ଲଗାଣ ବର୍ଷାରେ ଧସିଲା ଜାତୀୟ ରାଜପଥ କଡରେ ଥିବା କା ଏମ ଭି ୭୬ ର ପେଟ୍ରୋଲ ପମ୍ପର ସାଇଡ କାନ୍ଥ   25-Sep-2026
  ଜିଲ୍ଲା  
ଭାରତ କୋ ଜାନୋ ଏବଂ ରାଷ୍ଟ୍ରୀୟ ସମୂହଗାନ ପ୍ରତିଯୋଗିତା   25-Sep-2026
  ଜିଲ୍ଲା  
*ନୂଆଁଖାଇ ଭେଟଘାଟ ପାଇଁ କ୍ଷତ୍ରିୟ ଧାକଡ ସମାଜ କୋର କମିଟି ର ପ୍ରସ୍ତୁତି ବୈଠକ*   25-Sep-2026
  ଜିଲ୍ଲା  
ଫରେଷ୍ଟରଙ୍କ ଆତ୍ମହତ୍ୟାର ଅନ୍ତରାଳେ♦️ ବଲାଙ୍ଗୀର ବନବିଭାଗରେ କୋଟି କୋଟି ହଡପ   24-Sep-2026
  ରାଜ୍ୟ  
କୁଟ୍ରୁମାଳି–ସିଜିମାଳି ଅଞ୍ଚଳର ଆଦିବାସୀ ଙ୍କୁ ସୁରକ୍ଷା ଦିଅ ନଚେତ ଦୁର୍ବାର ଆନ୍ଦୋଳନ ହେବ   24-Sep-2026

You Might Also Like