-+91-9937148622 |

prerana_bgr@rediffmail.com |

  Friday 25th September 2026 |

| | | |

R.N.I. Regd No. ODIODI/2010/46693

Breaking News

ରାଜ୍ୟସ୍ତରୀୟ ସ୍କୁଲ ଗେମ୍ ଟାଏକୋଣ୍ଡୋ ରେ ବଲାଙ୍ଗିର କୁ ୪ଟି ପଦକ   (25-Sep-2026)       ||      ଓଡିଶା ଟି-୨୦ ଲିଗ୍‌ରେ ବଲାଙ୍ଗିର ର ତିନି ଯୁବ କ୍ରିକେଟର ସିଏମ୍ ଟ୍ରଫି ୨୦୨୬ ପାଇଁ ଦିବ୍ୟମ, ଓମ୍‌କାର ଓ ଯୋଗେଶ୍ୱର ମନୋନୀତ   (25-Sep-2026)       ||      ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଡିଏଭି ସ୍ୱୟଂ ଶାସିତ ମହାବିଦ୍ୟାଳୟକୁ ଜଳ ବିଶୋଧନ ପ୍ରକଳ୍ପ ପ୍ରଦାନ    (25-Sep-2026)       ||      ଟିଟିଲାଗଡ଼ ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିରରେ ନମାମି ଭାରତ’ କାର୍ଯ୍ୟକ୍ରମ ଅନୁଷ୍ଠିତ   (25-Sep-2026)       ||      ଛତାମଖନା ଡ୍ୟାମ୍ କ୍ଷତି, ଜଙ୍ଗଲ ନିଆଁ, ପ୍ରବାସୀ ଶ୍ରମିକ ଓ MMDR ସଂଶୋଧନକୁ ନେଇ ସରକାରଙ୍କ ତଥ୍ୟ   (25-Sep-2026)       ||      *ବର୍ଷା ଯୋଗୁଁ ସଲଫ ଗଛ ଘର ଉପରେ ପଡିଲା, ଅଳ୍ପକେ ବର୍ତ୍ତିଲେ ୨ ଭାଇ ଭଉଣୀ*   (25-Sep-2026)       ||      ଯୁବଶକ୍ତି ଜାଗ୍ରତ ହେଲେ, ଏଡ୍‌ସ ମୁକ୍ତ ସମାଜ ଗଢ଼ି ହେବ   (25-Sep-2026)       ||      ଲଗାଣ ବର୍ଷାରେ ଧସିଲା ଜାତୀୟ ରାଜପଥ କଡରେ ଥିବା କା ଏମ ଭି ୭୬ ର ପେଟ୍ରୋଲ ପମ୍ପର ସାଇଡ କାନ୍ଥ    (25-Sep-2026)       ||      ଭାରତ କୋ ଜାନୋ ଏବଂ ରାଷ୍ଟ୍ରୀୟ ସମୂହଗାନ ପ୍ରତିଯୋଗିତା   (25-Sep-2026)       ||      *ନୂଆଁଖାଇ ଭେଟଘାଟ ପାଇଁ କ୍ଷତ୍ରିୟ ଧାକଡ ସମାଜ କୋର କମିଟି ର ପ୍ରସ୍ତୁତି ବୈଠକ*   (25-Sep-2026)       ||      ଫରେଷ୍ଟରଙ୍କ ଆତ୍ମହତ୍ୟାର ଅନ୍ତରାଳେ♦️ ବଲାଙ୍ଗୀର ବନବିଭାଗରେ କୋଟି କୋଟି ହଡପ    (24-Sep-2026)       ||      କୁଟ୍ରୁମାଳି–ସିଜିମାଳି ଅଞ୍ଚଳର ଆଦିବାସୀ ଙ୍କୁ ସୁରକ୍ଷା ଦିଅ ନଚେତ ଦୁର୍ବାର ଆନ୍ଦୋଳନ ହେବ    (24-Sep-2026)       ||      ସରକାରୀ ମହିଳା ମହାବିଦ୍ୟାଳୟରେ ଏନ୍. ଏସ୍. ଏସ୍ ଦିବସ ପାଳିତ   (24-Sep-2026)       ||      ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ ଏନ.ଏସ.ଏସ ଦିବସ ପାଳିତ   (24-Sep-2026)       ||      ବର୍ଷା ଯୋଗୁଁ ଘର ଉପରେ ପଡିଲା ବିରାଟ ତେନ୍ତୁଳି ଗଛ, ଅଳ୍ପକେ ବର୍ତ୍ତିଲେ ଚୈତନ ମାଝୀଙ୍କ ପରିବାର   (24-Sep-2026)       ||      * *ସାହାଣୀ କପ୍ ଫୁଟବଲ୍ ଦ୍ୱିତୀୟ ଦିଵସ ପ୍ରଥମ ମ୍ୟାଚ୍ ବରଗଡ଼ ଦଳ ୪-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ୧-୧ ଗୋଲ ସ୍କୋର ହୋଇ ଉଭୟ ଦଳ ଦଳ କୁ ୧-୧- ପଏଣ୍ଟ ମିଳିଛି* -   (24-Sep-2026)       ||      ଆଚାର ଜାର୍‌ରେ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ ବଲାଙ୍ଗୀର ସହର ପୋଲିସର ଚଢ଼ାଉ, ୩୭ କେଜି ୬୫୦ ଗ୍ରାମ ଗଞ୍ଜେଇ ଜବତ; ୨ ଗିରଫ    (24-Sep-2026)       ||      ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ    (24-Sep-2026)       ||      ଗଭୀର ଅବପାତ ଉପକୂଳ ଅତିକ୍ରମ କରିଛି ; ସମନ୍ୱିତ ପ୍ରୟାସ ଓ ପ୍ରସ୍ତୁତିମୂଳକ ପଦକ୍ଷେପ ସହ ରାଜ୍ୟରେ ପରିସ୍ଥିତି ଉପରେ ନିରନ୍ତର ନଜର   (24-Sep-2026)       ||      ପୁଣି ପିସି ପ୍ରସଙ୍ଗ : ଥାନାରେ ମାମଲା ଯୋଗାଣବିଭାଗରେ ପିସି କୁ ନେଇ ପାଟିତୁଣ୍ଡ !   (24-Sep-2026)       ||     

HOME   ଜିଲ୍ଲା

ସୁବର୍ଣ୍ଣପୁର ଓ ବୌଦ୍ଧ ଜିଲ୍ଲାରେ ମହାନଦୀ ମେଧାବୃତ୍ତି ଆରମ୍ଭ

14-Nov-2024



ସୁବର୍ଣ୍ଣପୁର (ମନୋରଞ୍ଜନ ତ୍ରିପାଠୀ )
ସହର ର ଇ-ମୋଡେଲ ପବ୍ଲିକ ସ୍କୁଲ ଓ ନିଓ କମ୍ପ୍ୟୁଟର ମିଳିତ ଆନୁକୂଲ୍ୟରେ ଆଜି ମହାନଦୀ ମେଧାବୃତ୍ତି ଯୋଜନାର ଆରମ୍ଭ କରାଯାଇଛି। ଏଥିପାଇଁ ଆୟୋଜିତ ଏକ ସଭାରେ ସମାଜସେବୀ କ୍ଷୀରସାଗର ବିଭାରଙ୍କ ସଭାପତିତ୍ବରେ ଅନୁଷ୍ଠିତ ଜାତୀୟ ଶିକ୍ଷା ଦିବସ ଓ ଶିଶୁ ଦିବସ କାର୍ଯ୍ୟକ୍ରମ ରେ ମୁଖ୍ୟ ଅତିଥିଭାବେ ଅଧ୍ୟାପକ ଉମାକାନ୍ତ ନାଗ ସୋନପୁର ମହାବିଦ୍ୟାଳୟ, ମୁଖ୍ୟ ବକ୍ତା ଯୁବ ଆଇନଜୀବି ଅଦୈତ  ପଣ୍ଡା,ସ୍ୱତନ୍ତ୍ର ଅତିଥିଭାବେ ଡ଼.ଅନିରୁଦ୍ଧ କୁରକୁରିଆ,ସମ୍ମାନିତ ଅତିଥିଭାବେ ଦିଲ୍ଲୀପ ପାତ୍ର ବରିଷ୍ଠ ସାମ୍ବାଦିକ ଓ ସମାଜସେବୀ ଦୁର୍ୟୋଧନ ମେହେର,ଶିଶୁ ଅତିଥି ତ୍ରିନାଥ ମେହେର ଆଦି ମଞ୍ଚାସିନ ଥିବାବେଳେ ଅନୁଷ୍ଠାନର ସମସ୍ତ ଶିକ୍ଷାର୍ଥୀ ଓ ଅନେକ ମାନ୍ୟଗଣ୍ୟ ବ୍ୟକ୍ତି ଉପସ୍ଥିତ ଥିଲେ l ଉପସ୍ଥିତ ମୁଖ୍ୟ ଅତିଥି ଓ ଶିକ୍ଷା ନବିଶ ମାନେ ମହାନଦୀ ମେଧାବୃତ୍ତି ଏକ ମାଗଣା ଶିକ୍ଷା ମେଧାବୃତ୍ତି ଯୋଜନା,ଯାହାକି ପ୍ରଥମ ପର୍ଯ୍ୟାୟରେ  ସୁବର୍ଣ୍ଣପୁର ଓ ବୌଦ୍ଧ ଜିଲ୍ଲାର ଅନାଥ,ବେସାହାରା, ଅନୁସୂଚିତ ଜାତି,ଜନଜାତି ଛାତ୍ରଛାତ୍ରୀ ମାନଙ୍କୁ ମାଗଣାରେ ପ୍ରଥମରୁ ଦଶମ ଶ୍ରେଣୀ ପର୍ଯ୍ୟନ୍ତ ପାଠପଢା ସହ ସମସ୍ତ ଆନୁସଙ୍ଗିକ ଖର୍ଚ୍ଚ ଇ-ମୋଡେଲ ପବ୍ଲିକ ସ୍କୁଲ ମାଧ୍ୟମରେ କରାଯିବାକୁ ଥିବାବେଳେ,ଏହାର ଚୟନ ପ୍ରକ୍ରିୟାରେ ମହାନଦୀ ଯୁବ ସଙ୍ଗଠନର ସହଯୋଗ ସହ ଅନୁଷ୍ଠାନ ତରଫରୁ ସାଧାରଣ ଭାବେ ଶିକ୍ଷାନୁଷ୍ଠାନ ଆରମ୍ଭରୁ ଦୀର୍ଘ ୧୭ ବର୍ଷ ହେବ ସ୍ୱଳ୍ପ ସଂଖ୍ୟକ ଛାତ୍ରଛାତ୍ରୀ ମାନଙ୍କୁ ମାଗଣାରେ ଶିକ୍ଷାଦାନ ବ୍ୟବସ୍ଥକୁ ବ୍ୟାପକ ହଜାର ସଂଖ୍ୟାରେ ଏହାକୁ ବହୁ ଗୁଣିତ କରିବା ନେଇ ସରକାରଙ୍କ ଦୃଷ୍ଟି ଆକର୍ଷଣ ଓ ସହଯୋଗ ହେଲେ  ବହୁ ଛାତ୍ରଛାତ୍ରୀ ସୁବିଧା ହେବେ,ଏହା ଅନୁଷ୍ଠାନର ମୁଖ୍ୟ ପରିଚାଳକ ଶ୍ରୀଯୁକ୍ତ ବିଭାର କହିଛନ୍ତି l ଅନୁଷ୍ଠିତ କାର୍ଯ୍ୟକ୍ରମରେ ସହକର୍ମୀ ଶିବାନୀ ଡାକୁଆ,ରୋଜାଲିନ ବେହେରା,ବାଦଲ ଦଳ ବେହେରା, ନବୀନ ମଲିକ,ଜ୍ୟୋତିସାଗର ବିଭାର, ମନୋଜ କୁମ୍ଭାର,ସତ୍ୟବାତୀ ସା,ମୁକ୍ତା ଷlଣ୍ଢ,ପ୍ରିୟଙ୍କା ବିଭାର,ରାଜେଶ ରଣା ପ୍ରମୁଖ ପରିଚାଳନାରେ ସହଯୋଗ କରିଥିବାବେଳେ ଅନୁଷ୍ଠାନ ସହ ମୁଖ୍ୟ ବିଶ୍ୱଜିତ ପାତ୍ର ଅତିଥି ପରିଚୟ ସହ ଧନ୍ୟବାଦ ଅର୍ପଣ କରିଥିଲେ l


News Comment




Photo in News

Advertisment
Lastest News
  ଜିଲ୍ଲା  
ରାଜ୍ୟସ୍ତରୀୟ ସ୍କୁଲ ଗେମ୍ ଟାଏକୋଣ୍ଡୋ ରେ ବଲାଙ୍ଗିର କୁ ୪ଟି ପଦକ   25-Sep-2026
  ଜିଲ୍ଲା  
ଓଡିଶା ଟି-୨୦ ଲିଗ୍‌ରେ ବଲାଙ୍ଗିର ର ତିନି ଯୁବ କ୍ରିକେଟର ସିଏମ୍ ଟ୍ରଫି ୨୦୨୬ ପାଇଁ ଦିବ୍ୟମ, ଓମ୍‌କାର ଓ ଯୋଗେଶ୍ୱର ମନୋନୀତ   25-Sep-2026
  ଜିଲ୍ଲା  
ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଡିଏଭି ସ୍ୱୟଂ ଶାସିତ ମହାବିଦ୍ୟାଳୟକୁ ଜଳ ବିଶୋଧନ ପ୍ରକଳ୍ପ ପ୍ରଦାନ   25-Sep-2026
  ଜିଲ୍ଲା  
ଟିଟିଲାଗଡ଼ ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିରରେ ନମାମି ଭାରତ’ କାର୍ଯ୍ୟକ୍ରମ ଅନୁଷ୍ଠିତ   25-Sep-2026
  ରାଜନୀତି  
ଛତାମଖନା ଡ୍ୟାମ୍ କ୍ଷତି, ଜଙ୍ଗଲ ନିଆଁ, ପ୍ରବାସୀ ଶ୍ରମିକ ଓ MMDR ସଂଶୋଧନକୁ ନେଇ ସରକାରଙ୍କ ତଥ୍ୟ   25-Sep-2026
  ଜିଲ୍ଲା  
*ବର୍ଷା ଯୋଗୁଁ ସଲଫ ଗଛ ଘର ଉପରେ ପଡିଲା, ଅଳ୍ପକେ ବର୍ତ୍ତିଲେ ୨ ଭାଇ ଭଉଣୀ*   25-Sep-2026
  ଜିଲ୍ଲା  
ଯୁବଶକ୍ତି ଜାଗ୍ରତ ହେଲେ, ଏଡ୍‌ସ ମୁକ୍ତ ସମାଜ ଗଢ଼ି ହେବ   25-Sep-2026
  ରାଜ୍ୟ  
ଲଗାଣ ବର୍ଷାରେ ଧସିଲା ଜାତୀୟ ରାଜପଥ କଡରେ ଥିବା କା ଏମ ଭି ୭୬ ର ପେଟ୍ରୋଲ ପମ୍ପର ସାଇଡ କାନ୍ଥ   25-Sep-2026
  ଜିଲ୍ଲା  
ଭାରତ କୋ ଜାନୋ ଏବଂ ରାଷ୍ଟ୍ରୀୟ ସମୂହଗାନ ପ୍ରତିଯୋଗିତା   25-Sep-2026
  ଜିଲ୍ଲା  
*ନୂଆଁଖାଇ ଭେଟଘାଟ ପାଇଁ କ୍ଷତ୍ରିୟ ଧାକଡ ସମାଜ କୋର କମିଟି ର ପ୍ରସ୍ତୁତି ବୈଠକ*   25-Sep-2026
  ଜିଲ୍ଲା  
ଫରେଷ୍ଟରଙ୍କ ଆତ୍ମହତ୍ୟାର ଅନ୍ତରାଳେ♦️ ବଲାଙ୍ଗୀର ବନବିଭାଗରେ କୋଟି କୋଟି ହଡପ   24-Sep-2026
  ରାଜ୍ୟ  
କୁଟ୍ରୁମାଳି–ସିଜିମାଳି ଅଞ୍ଚଳର ଆଦିବାସୀ ଙ୍କୁ ସୁରକ୍ଷା ଦିଅ ନଚେତ ଦୁର୍ବାର ଆନ୍ଦୋଳନ ହେବ   24-Sep-2026

You Might Also Like