-+91-9937148622 |

prerana_bgr@rediffmail.com |

  Friday 25th September 2026 |

| | | |

R.N.I. Regd No. ODIODI/2010/46693

Breaking News

ରାଜ୍ୟସ୍ତରୀୟ ସ୍କୁଲ ଗେମ୍ ଟାଏକୋଣ୍ଡୋ ରେ ବଲାଙ୍ଗିର କୁ ୪ଟି ପଦକ   (25-Sep-2026)       ||      ଓଡିଶା ଟି-୨୦ ଲିଗ୍‌ରେ ବଲାଙ୍ଗିର ର ତିନି ଯୁବ କ୍ରିକେଟର ସିଏମ୍ ଟ୍ରଫି ୨୦୨୬ ପାଇଁ ଦିବ୍ୟମ, ଓମ୍‌କାର ଓ ଯୋଗେଶ୍ୱର ମନୋନୀତ   (25-Sep-2026)       ||      ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଡିଏଭି ସ୍ୱୟଂ ଶାସିତ ମହାବିଦ୍ୟାଳୟକୁ ଜଳ ବିଶୋଧନ ପ୍ରକଳ୍ପ ପ୍ରଦାନ    (25-Sep-2026)       ||      ଟିଟିଲାଗଡ଼ ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିରରେ ନମାମି ଭାରତ’ କାର୍ଯ୍ୟକ୍ରମ ଅନୁଷ୍ଠିତ   (25-Sep-2026)       ||      ଛତାମଖନା ଡ୍ୟାମ୍ କ୍ଷତି, ଜଙ୍ଗଲ ନିଆଁ, ପ୍ରବାସୀ ଶ୍ରମିକ ଓ MMDR ସଂଶୋଧନକୁ ନେଇ ସରକାରଙ୍କ ତଥ୍ୟ   (25-Sep-2026)       ||      *ବର୍ଷା ଯୋଗୁଁ ସଲଫ ଗଛ ଘର ଉପରେ ପଡିଲା, ଅଳ୍ପକେ ବର୍ତ୍ତିଲେ ୨ ଭାଇ ଭଉଣୀ*   (25-Sep-2026)       ||      ଯୁବଶକ୍ତି ଜାଗ୍ରତ ହେଲେ, ଏଡ୍‌ସ ମୁକ୍ତ ସମାଜ ଗଢ଼ି ହେବ   (25-Sep-2026)       ||      ଲଗାଣ ବର୍ଷାରେ ଧସିଲା ଜାତୀୟ ରାଜପଥ କଡରେ ଥିବା କା ଏମ ଭି ୭୬ ର ପେଟ୍ରୋଲ ପମ୍ପର ସାଇଡ କାନ୍ଥ    (25-Sep-2026)       ||      ଭାରତ କୋ ଜାନୋ ଏବଂ ରାଷ୍ଟ୍ରୀୟ ସମୂହଗାନ ପ୍ରତିଯୋଗିତା   (25-Sep-2026)       ||      *ନୂଆଁଖାଇ ଭେଟଘାଟ ପାଇଁ କ୍ଷତ୍ରିୟ ଧାକଡ ସମାଜ କୋର କମିଟି ର ପ୍ରସ୍ତୁତି ବୈଠକ*   (25-Sep-2026)       ||      ଫରେଷ୍ଟରଙ୍କ ଆତ୍ମହତ୍ୟାର ଅନ୍ତରାଳେ♦️ ବଲାଙ୍ଗୀର ବନବିଭାଗରେ କୋଟି କୋଟି ହଡପ    (24-Sep-2026)       ||      କୁଟ୍ରୁମାଳି–ସିଜିମାଳି ଅଞ୍ଚଳର ଆଦିବାସୀ ଙ୍କୁ ସୁରକ୍ଷା ଦିଅ ନଚେତ ଦୁର୍ବାର ଆନ୍ଦୋଳନ ହେବ    (24-Sep-2026)       ||      ସରକାରୀ ମହିଳା ମହାବିଦ୍ୟାଳୟରେ ଏନ୍. ଏସ୍. ଏସ୍ ଦିବସ ପାଳିତ   (24-Sep-2026)       ||      ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ ଏନ.ଏସ.ଏସ ଦିବସ ପାଳିତ   (24-Sep-2026)       ||      ବର୍ଷା ଯୋଗୁଁ ଘର ଉପରେ ପଡିଲା ବିରାଟ ତେନ୍ତୁଳି ଗଛ, ଅଳ୍ପକେ ବର୍ତ୍ତିଲେ ଚୈତନ ମାଝୀଙ୍କ ପରିବାର   (24-Sep-2026)       ||      * *ସାହାଣୀ କପ୍ ଫୁଟବଲ୍ ଦ୍ୱିତୀୟ ଦିଵସ ପ୍ରଥମ ମ୍ୟାଚ୍ ବରଗଡ଼ ଦଳ ୪-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ୧-୧ ଗୋଲ ସ୍କୋର ହୋଇ ଉଭୟ ଦଳ ଦଳ କୁ ୧-୧- ପଏଣ୍ଟ ମିଳିଛି* -   (24-Sep-2026)       ||      ଆଚାର ଜାର୍‌ରେ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ ବଲାଙ୍ଗୀର ସହର ପୋଲିସର ଚଢ଼ାଉ, ୩୭ କେଜି ୬୫୦ ଗ୍ରାମ ଗଞ୍ଜେଇ ଜବତ; ୨ ଗିରଫ    (24-Sep-2026)       ||      ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ    (24-Sep-2026)       ||      ଗଭୀର ଅବପାତ ଉପକୂଳ ଅତିକ୍ରମ କରିଛି ; ସମନ୍ୱିତ ପ୍ରୟାସ ଓ ପ୍ରସ୍ତୁତିମୂଳକ ପଦକ୍ଷେପ ସହ ରାଜ୍ୟରେ ପରିସ୍ଥିତି ଉପରେ ନିରନ୍ତର ନଜର   (24-Sep-2026)       ||      ପୁଣି ପିସି ପ୍ରସଙ୍ଗ : ଥାନାରେ ମାମଲା ଯୋଗାଣବିଭାଗରେ ପିସି କୁ ନେଇ ପାଟିତୁଣ୍ଡ !   (24-Sep-2026)       ||     

HOME   ଜିଲ୍ଲା

ସ୍ଵେଚ୍ଛାସେବୀ ଅନୁଷ୍ଠାନ ଗ୍ରାମଉଥାନ ଦ୍ଵାରା ଶିଶୁ ଦିବସ ପାଳିତ

14-Nov-2024



ବୀରମହାରାଜପୁର, (ବିନୋଦ ପାଣ୍ଡେ ) : ସୋନପୁର ଜିଲ୍ଲାର ଅଗ୍ରଣୀ ସ୍ଵେଚ୍ଛାସେବୀ ଅନୁଷ୍ଠାନ ଗ୍ରାମଉତଥାନ୍ ଦ୍ଵାରା ସାଲେପାଲିରେ ଶିଶୁଦିବସ ପାଳିତ ହୋଇ ଯାଇଛି । ଏହି ସାଲେପାଲି ଗ୍ରାମରେ ୨୦୧୭ ମସିହାଠାରୁ  ଗ୍ରାମଉତଥାନ୍ ର ଏକ ଗୋଷ୍ଠୀ ଶିକ୍ଷା କେନ୍ଦ୍ର ଖୋଲା ଯାଇଛି । ଏହି ଶିକ୍ଷା କେନ୍ଦ୍ରରେ ଆଦିବାସୀ ସମ୍ପ୍ରଦାୟର ପିଲା ମାନେ ପାଠ ପଢନ୍ତି । ଆଜିର ଦିନରେ ଭାରତର ପ୍ରଥମ ପ୍ରଧାନମନ୍ତ୍ରୀ ଜବାହାରଲାଲ ନେହେରୁ ଜନ୍ମ ଗ୍ରହଣ କରିଥିଲେ । ସେ ଶିଶୁ ମାନଙ୍କୁ ବହୁତ ଭଲ ପାଉଥିଲେ ଓ ସେ ଶିଶୁ ପ୍ରେମୀ ଥିଲେ । ତାଙ୍କର ଜନ୍ମ ଦିନକୁ ଶିଶୁ ଦିବସ ରୂପେ ପାଳନ କରାଯାଏ । ଏହି ଶିଶୁଦିବସ ଉପଲକ୍ଷେ ଆଜି ଗୋଷ୍ଠୀ ଶିକ୍ଷାକେନ୍ଦ୍ରର ଛାତ୍ର ଛାତ୍ରୀ ମାନଙ୍କୁ ଆନନ୍ଦ ଉଦ୍ଦୀପନା ଓ ଉତ୍ସାହିତ କରିବା ପାଇଁ ଗ୍ରାମଉତଥାନ୍ ର ମୁଖ୍ୟ ପରିଚାଳନା ଅଧିକାରୀ ମିସ ସ୍ଵର୍ଣ୍ଣରୂପା ମିଶ୍ର, ଯୁବ କାର୍ଯକ୍ରମ ପରିଚାଳକ ଶ୍ରୀଯୁକ୍ତ କ୍ଷିରେନ୍ଦ୍ର ରଣା, ସାମାଜିକ ଭାବନାତ୍ମକ ଶିକ୍ଷା ପରିଚାଳିକା ମିସ ଲୋପମୁଦ୍ରା ବଳ ଓ ମା ଉମାଦେବୀ ଆଞ୍ଚଳିକ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ କାଦୋଦର ର  ଆଇଟି ଅଧ୍ୟାପକ ଉଦ୍ଧବ ପଧାନ ଉପସ୍ଥିତ ରହି ଶିଶୁଦିବସ ବିଷୟରେ ନିଜ ନିଜ ବକ୍ତବ୍ୟ ରଖିଥିଲେ । ତାପରେ ଛାତ୍ର ଛାତ୍ରୀ ମାନଙ୍କୁ ଗପ କହିବା, ଚିତ୍ରାଙ୍କନ, ବେଲୁନ ଖେଳ, ନାଚ ଓ ଗୀତ କରାଇଥିଲେ ଓ ସମସ୍ତ ଛାତ୍ର ଛାତ୍ରୀ ଅଂଶ ଗ୍ରହଣ କରିଥିଲେ । ତାପରେ ଯାଦୁଗର ଉଦ୍ଧବ ପଧାନ ବିଭିନ୍ନ ପ୍ରକାର ଚମତ୍କାର ଯାଦୁ ଦେଖାଇ ପିଲା ମାନଙ୍କୁ ମନ ମୁଗ୍ଧ କରାଇଥିଲେ । ଶେଷରେ ଶ୍ରୀଯୁକ୍ତ କ୍ଷିରେନ୍ଦ୍ର ରଣା ପିଲା ମାନଙ୍କୁ ପ୍ରେରଣା ଯୋଗାଇ ଦେବାପାଇଁ ଶିଶୁ ମାନଙ୍କ ଉପରେ ଏକ କବିତା ପାଠ (ଅଗଣାର ସଜ ଫୁଲଟିଏ) କରିଥିଲେ । ଶେଷରେ ଛାତ୍ର ଛାତ୍ରୀ ମାନଙ୍କୁ ଖାତା ଓ ପେନ୍ସିଲ ପ୍ରଦାନ କରାଯାଇଥିଲା । ଏହି କାର୍ଯକ୍ରମରେ ଗ୍ରାମଉତଥାନ୍ ର ସଦସ୍ୟ ଈଶ୍ଵର ସୂର୍ଯ ଓ ଗ୍ରାମର ଅଭିଭାବକ, ଅଭିଭାବିକା ମାନେ ଯୋଗ ଦେଇଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ରାଜ୍ୟସ୍ତରୀୟ ସ୍କୁଲ ଗେମ୍ ଟାଏକୋଣ୍ଡୋ ରେ ବଲାଙ୍ଗିର କୁ ୪ଟି ପଦକ   25-Sep-2026
  ଜିଲ୍ଲା  
ଓଡିଶା ଟି-୨୦ ଲିଗ୍‌ରେ ବଲାଙ୍ଗିର ର ତିନି ଯୁବ କ୍ରିକେଟର ସିଏମ୍ ଟ୍ରଫି ୨୦୨୬ ପାଇଁ ଦିବ୍ୟମ, ଓମ୍‌କାର ଓ ଯୋଗେଶ୍ୱର ମନୋନୀତ   25-Sep-2026
  ଜିଲ୍ଲା  
ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଡିଏଭି ସ୍ୱୟଂ ଶାସିତ ମହାବିଦ୍ୟାଳୟକୁ ଜଳ ବିଶୋଧନ ପ୍ରକଳ୍ପ ପ୍ରଦାନ   25-Sep-2026
  ଜିଲ୍ଲା  
ଟିଟିଲାଗଡ଼ ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିରରେ ନମାମି ଭାରତ’ କାର୍ଯ୍ୟକ୍ରମ ଅନୁଷ୍ଠିତ   25-Sep-2026
  ରାଜନୀତି  
ଛତାମଖନା ଡ୍ୟାମ୍ କ୍ଷତି, ଜଙ୍ଗଲ ନିଆଁ, ପ୍ରବାସୀ ଶ୍ରମିକ ଓ MMDR ସଂଶୋଧନକୁ ନେଇ ସରକାରଙ୍କ ତଥ୍ୟ   25-Sep-2026
  ଜିଲ୍ଲା  
*ବର୍ଷା ଯୋଗୁଁ ସଲଫ ଗଛ ଘର ଉପରେ ପଡିଲା, ଅଳ୍ପକେ ବର୍ତ୍ତିଲେ ୨ ଭାଇ ଭଉଣୀ*   25-Sep-2026
  ଜିଲ୍ଲା  
ଯୁବଶକ୍ତି ଜାଗ୍ରତ ହେଲେ, ଏଡ୍‌ସ ମୁକ୍ତ ସମାଜ ଗଢ଼ି ହେବ   25-Sep-2026
  ରାଜ୍ୟ  
ଲଗାଣ ବର୍ଷାରେ ଧସିଲା ଜାତୀୟ ରାଜପଥ କଡରେ ଥିବା କା ଏମ ଭି ୭୬ ର ପେଟ୍ରୋଲ ପମ୍ପର ସାଇଡ କାନ୍ଥ   25-Sep-2026
  ଜିଲ୍ଲା  
ଭାରତ କୋ ଜାନୋ ଏବଂ ରାଷ୍ଟ୍ରୀୟ ସମୂହଗାନ ପ୍ରତିଯୋଗିତା   25-Sep-2026
  ଜିଲ୍ଲା  
*ନୂଆଁଖାଇ ଭେଟଘାଟ ପାଇଁ କ୍ଷତ୍ରିୟ ଧାକଡ ସମାଜ କୋର କମିଟି ର ପ୍ରସ୍ତୁତି ବୈଠକ*   25-Sep-2026
  ଜିଲ୍ଲା  
ଫରେଷ୍ଟରଙ୍କ ଆତ୍ମହତ୍ୟାର ଅନ୍ତରାଳେ♦️ ବଲାଙ୍ଗୀର ବନବିଭାଗରେ କୋଟି କୋଟି ହଡପ   24-Sep-2026
  ରାଜ୍ୟ  
କୁଟ୍ରୁମାଳି–ସିଜିମାଳି ଅଞ୍ଚଳର ଆଦିବାସୀ ଙ୍କୁ ସୁରକ୍ଷା ଦିଅ ନଚେତ ଦୁର୍ବାର ଆନ୍ଦୋଳନ ହେବ   24-Sep-2026

You Might Also Like