-+91-9937148622 |

prerana_bgr@rediffmail.com |

  Friday 25th September 2026 |

| | | |

R.N.I. Regd No. ODIODI/2010/46693

Breaking News

ରାଜ୍ୟସ୍ତରୀୟ ସ୍କୁଲ ଗେମ୍ ଟାଏକୋଣ୍ଡୋ ରେ ବଲାଙ୍ଗିର କୁ ୪ଟି ପଦକ   (25-Sep-2026)       ||      ଓଡିଶା ଟି-୨୦ ଲିଗ୍‌ରେ ବଲାଙ୍ଗିର ର ତିନି ଯୁବ କ୍ରିକେଟର ସିଏମ୍ ଟ୍ରଫି ୨୦୨୬ ପାଇଁ ଦିବ୍ୟମ, ଓମ୍‌କାର ଓ ଯୋଗେଶ୍ୱର ମନୋନୀତ   (25-Sep-2026)       ||      ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଡିଏଭି ସ୍ୱୟଂ ଶାସିତ ମହାବିଦ୍ୟାଳୟକୁ ଜଳ ବିଶୋଧନ ପ୍ରକଳ୍ପ ପ୍ରଦାନ    (25-Sep-2026)       ||      ଟିଟିଲାଗଡ଼ ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିରରେ ନମାମି ଭାରତ’ କାର୍ଯ୍ୟକ୍ରମ ଅନୁଷ୍ଠିତ   (25-Sep-2026)       ||      ଛତାମଖନା ଡ୍ୟାମ୍ କ୍ଷତି, ଜଙ୍ଗଲ ନିଆଁ, ପ୍ରବାସୀ ଶ୍ରମିକ ଓ MMDR ସଂଶୋଧନକୁ ନେଇ ସରକାରଙ୍କ ତଥ୍ୟ   (25-Sep-2026)       ||      *ବର୍ଷା ଯୋଗୁଁ ସଲଫ ଗଛ ଘର ଉପରେ ପଡିଲା, ଅଳ୍ପକେ ବର୍ତ୍ତିଲେ ୨ ଭାଇ ଭଉଣୀ*   (25-Sep-2026)       ||      ଯୁବଶକ୍ତି ଜାଗ୍ରତ ହେଲେ, ଏଡ୍‌ସ ମୁକ୍ତ ସମାଜ ଗଢ଼ି ହେବ   (25-Sep-2026)       ||      ଲଗାଣ ବର୍ଷାରେ ଧସିଲା ଜାତୀୟ ରାଜପଥ କଡରେ ଥିବା କା ଏମ ଭି ୭୬ ର ପେଟ୍ରୋଲ ପମ୍ପର ସାଇଡ କାନ୍ଥ    (25-Sep-2026)       ||      ଭାରତ କୋ ଜାନୋ ଏବଂ ରାଷ୍ଟ୍ରୀୟ ସମୂହଗାନ ପ୍ରତିଯୋଗିତା   (25-Sep-2026)       ||      *ନୂଆଁଖାଇ ଭେଟଘାଟ ପାଇଁ କ୍ଷତ୍ରିୟ ଧାକଡ ସମାଜ କୋର କମିଟି ର ପ୍ରସ୍ତୁତି ବୈଠକ*   (25-Sep-2026)       ||      ଫରେଷ୍ଟରଙ୍କ ଆତ୍ମହତ୍ୟାର ଅନ୍ତରାଳେ♦️ ବଲାଙ୍ଗୀର ବନବିଭାଗରେ କୋଟି କୋଟି ହଡପ    (24-Sep-2026)       ||      କୁଟ୍ରୁମାଳି–ସିଜିମାଳି ଅଞ୍ଚଳର ଆଦିବାସୀ ଙ୍କୁ ସୁରକ୍ଷା ଦିଅ ନଚେତ ଦୁର୍ବାର ଆନ୍ଦୋଳନ ହେବ    (24-Sep-2026)       ||      ସରକାରୀ ମହିଳା ମହାବିଦ୍ୟାଳୟରେ ଏନ୍. ଏସ୍. ଏସ୍ ଦିବସ ପାଳିତ   (24-Sep-2026)       ||      ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ ଏନ.ଏସ.ଏସ ଦିବସ ପାଳିତ   (24-Sep-2026)       ||      ବର୍ଷା ଯୋଗୁଁ ଘର ଉପରେ ପଡିଲା ବିରାଟ ତେନ୍ତୁଳି ଗଛ, ଅଳ୍ପକେ ବର୍ତ୍ତିଲେ ଚୈତନ ମାଝୀଙ୍କ ପରିବାର   (24-Sep-2026)       ||      * *ସାହାଣୀ କପ୍ ଫୁଟବଲ୍ ଦ୍ୱିତୀୟ ଦିଵସ ପ୍ରଥମ ମ୍ୟାଚ୍ ବରଗଡ଼ ଦଳ ୪-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ୧-୧ ଗୋଲ ସ୍କୋର ହୋଇ ଉଭୟ ଦଳ ଦଳ କୁ ୧-୧- ପଏଣ୍ଟ ମିଳିଛି* -   (24-Sep-2026)       ||      ଆଚାର ଜାର୍‌ରେ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ ବଲାଙ୍ଗୀର ସହର ପୋଲିସର ଚଢ଼ାଉ, ୩୭ କେଜି ୬୫୦ ଗ୍ରାମ ଗଞ୍ଜେଇ ଜବତ; ୨ ଗିରଫ    (24-Sep-2026)       ||      ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ    (24-Sep-2026)       ||      ଗଭୀର ଅବପାତ ଉପକୂଳ ଅତିକ୍ରମ କରିଛି ; ସମନ୍ୱିତ ପ୍ରୟାସ ଓ ପ୍ରସ୍ତୁତିମୂଳକ ପଦକ୍ଷେପ ସହ ରାଜ୍ୟରେ ପରିସ୍ଥିତି ଉପରେ ନିରନ୍ତର ନଜର   (24-Sep-2026)       ||      ପୁଣି ପିସି ପ୍ରସଙ୍ଗ : ଥାନାରେ ମାମଲା ଯୋଗାଣବିଭାଗରେ ପିସି କୁ ନେଇ ପାଟିତୁଣ୍ଡ !   (24-Sep-2026)       ||     

HOME   ଅପରାଧ

ଜିଲ୍ଲାସ୍ତରୀୟ ବିଶ୍ୱ ମଧୁମେହ ଦିବସ ପାଳିତ

14-Nov-2024



ବଲାଙ୍ଗିର (ପ୍ରେରଣା ଖବର): ଆଜି ଜିଲ୍ଲା ସ୍ୱାସ୍ଥ୍ୟ ସମିତି ତଥା ଜିଲ୍ଲା ସ୍ୱାସ୍ଥ୍ୟ ବିଭାଗ ତରଫରୁ ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ର ବିନିକା ଠାରେ ବିଶ୍ୱ ମଧୁମେହ ଦିବସ ପାଳିତ ହୋଇଯାଳିଛି I ଅତିରିକ୍ତ ଜିଲ୍ଲା ଜନସ୍ୱାସ୍ଥ୍ୟ ଅଧିକାରୀ (ପରିବାର କଲ୍ୟାଣ ) ଡା. ଦୈତ୍ୟ ନାରାୟଣ ପାଢ଼ୀ ଙ୍କ ପୌର।ହିତ୍ୟ ରେ ଆୟୋଜିତ ଏହି ସଚେତନତା ସଭାରେ ଡା. ମନୋଜ କୁମାର ଅଦାବର (ଜିଲ୍ଲା ଜନ ସ୍ୱାସ୍ତ୍ୟ ଅଧିକାରୀ ), ଡା. ରମେଶ ଚନ୍ଦ୍ର ସ୍ୱାଇଁ, ଅତିରିକ୍ତ ଜିଲ୍ଲା ଜନ ସ୍ୱାସ୍ଥ୍ୟ ଅଧିକାରୀ ( ରୋଗ ନିୟନ୍ତ୍ରଣ ) ମଞ୍ଚସିନା ହୋଇ ମଧୁମେହର କାରଣ, ଲକ୍ଷଣ, ପ୍ରତିଷେଧକ, ପ୍ରତିକାର ଓ ଚିକିତ୍ସା ଉପରେ ପୁଙ୍ଖାନୁପୁଙ୍ଖ ଆଲୋଚନା କରିଥିଲେ I  
ସହକାରୀ ଜିଲ୍ଲା ଜନ ସ୍ୱାସ୍ଥ୍ୟ ଯୋଗାଯୋଗ ଅଧିକାରୀ  ବୁନ୍ଦାବନ ସାହୁ ଙ୍କ ସ୍ୱାଗତ ସମ୍ଭାଷଣ ତଥା ସଭାର ଉଦ୍ଧେଶ୍ୟ ଜ୍ଞାପନ ପରେ ଆରମ୍ଭ ହୋଇଥିବା ଏହି ସଭାରେ ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ରର ଚିକିତ୍ସା ଅଧିକାରୀ ଡା. ସନ୍ତୋଷ ବିଭାର, ଡା. ବିକାଶ ସାହୁ ମଂଚାସୀନ ହୋଇ ମଧୁମେହ ଉପରେ ନିଜ  ବିନିକା ଅଞ୍ଚଳର ମଧୁମେହର ଅବସ୍ଥା ତଥା ଏହାର ପ୍ରତୋରୋଧ ପାଇଁ ନିଆ ଯାଉଥିବା ପଦକ୍ଷେପ ଉପରେ ବକ୍ତବ୍ୟ ରଖିଥିଲେ I 

ଏହି ପରିପ୍ରେକ୍ଷିରେ ପ୍ରଥମେ ଏକ ପ୍ରଶ୍ନୋତ୍ତର କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା I ଏହି କାର୍ଯ୍ୟକ୍ରମରେ ୧୦ ଜଣ ବିଜେତା ଓ ବିଜୟିନୀ ମାନଙ୍କୁ ତଥା ମାମାଲି ସ୍ୱାଇଁ CHO, ପୁଷ୍ପାଞ୍ଜଳି ସା ASHA, ସ୍ୱପ୍ନା ଭୋଇ ସ୍ୱାସ୍ଥ୍ୟକର୍ମୀ , ମାମିନା ଦାସ ASHA, ରଶ୍ମିତା ମିଶ୍ର ସ୍ୱାସ୍ଥ୍ୟକର୍ମୀ, ଜହ୍ନବୀ ମାଝୀ ସ୍ୱାସ୍ଥ୍ୟକର୍ମୀ, ସୁବର୍ଣ୍ଣ ରାଉତ ସ୍ୱାସ୍ଥ୍ୟକର୍ମୀ, ସିଦ୍ଧାନନ୍ଦ ମହାପାତ୍ର ସ୍ୱାସ୍ଥ୍ୟକର୍ମୀ, ଦୀପକ ସା CHO, ଓ ସୁଜାତା ପୁରୋହିତ CHO  ପ୍ରମୁଖଙ୍କୁ ମଂଚାସୀନ ଅତିଥି ପୁରସ୍କୃତ କରିଥିଲେ

କାର୍ଯ୍ୟକ୍ରମ କୁ ଅଜିତ କୁମାର ହୋତା VBDTS, ଅଜିତ ପାତ୍ର ଏକାଉଣ୍ଟସ ମ୍ୟାନେଜର, ପ୍ରଫୁଲ୍ଲ ମଲ୍ଲିକ ଡାଟା ମ୍ୟାନେଜର ଓ ଦିଲ୍ଲୀପ ସାହୁ ତଦାରଖ କରିଥିଲେ I ଏହାପରେ ମଧୁମେହର ଏକ ପ୍ରଚାର ପତ୍ରିକା ଉନ୍ମୋଚନ କରାଯାଇଥିଲା I
I ସମସ୍ତ କାର୍ଯ୍ୟକ୍ରମକୁ ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ର ବିନିକାର ଜନ ସ୍ୱାସ୍ଥ୍ୟ ସମ୍ପ୍ରସାରଣ ଅଧିକାରୀ ପରିଚାଳନା  କରିଥିବା ବେଳେ ଗୋଷ୍ଠୀ କାର୍ଯ୍ୟକ୍ରମ ପରିଚାଳକ ସୁଶାନ୍ତ କୁମାର ଭୋଇ ଧନ୍ୟବାଦ ଅର୍ପଣ କରିଥିଲେ I


News Comment




Photo in News

Advertisment
Lastest News
  ଜିଲ୍ଲା  
ରାଜ୍ୟସ୍ତରୀୟ ସ୍କୁଲ ଗେମ୍ ଟାଏକୋଣ୍ଡୋ ରେ ବଲାଙ୍ଗିର କୁ ୪ଟି ପଦକ   25-Sep-2026
  ଜିଲ୍ଲା  
ଓଡିଶା ଟି-୨୦ ଲିଗ୍‌ରେ ବଲାଙ୍ଗିର ର ତିନି ଯୁବ କ୍ରିକେଟର ସିଏମ୍ ଟ୍ରଫି ୨୦୨୬ ପାଇଁ ଦିବ୍ୟମ, ଓମ୍‌କାର ଓ ଯୋଗେଶ୍ୱର ମନୋନୀତ   25-Sep-2026
  ଜିଲ୍ଲା  
ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଡିଏଭି ସ୍ୱୟଂ ଶାସିତ ମହାବିଦ୍ୟାଳୟକୁ ଜଳ ବିଶୋଧନ ପ୍ରକଳ୍ପ ପ୍ରଦାନ   25-Sep-2026
  ଜିଲ୍ଲା  
ଟିଟିଲାଗଡ଼ ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିରରେ ନମାମି ଭାରତ’ କାର୍ଯ୍ୟକ୍ରମ ଅନୁଷ୍ଠିତ   25-Sep-2026
  ରାଜନୀତି  
ଛତାମଖନା ଡ୍ୟାମ୍ କ୍ଷତି, ଜଙ୍ଗଲ ନିଆଁ, ପ୍ରବାସୀ ଶ୍ରମିକ ଓ MMDR ସଂଶୋଧନକୁ ନେଇ ସରକାରଙ୍କ ତଥ୍ୟ   25-Sep-2026
  ଜିଲ୍ଲା  
*ବର୍ଷା ଯୋଗୁଁ ସଲଫ ଗଛ ଘର ଉପରେ ପଡିଲା, ଅଳ୍ପକେ ବର୍ତ୍ତିଲେ ୨ ଭାଇ ଭଉଣୀ*   25-Sep-2026
  ଜିଲ୍ଲା  
ଯୁବଶକ୍ତି ଜାଗ୍ରତ ହେଲେ, ଏଡ୍‌ସ ମୁକ୍ତ ସମାଜ ଗଢ଼ି ହେବ   25-Sep-2026
  ରାଜ୍ୟ  
ଲଗାଣ ବର୍ଷାରେ ଧସିଲା ଜାତୀୟ ରାଜପଥ କଡରେ ଥିବା କା ଏମ ଭି ୭୬ ର ପେଟ୍ରୋଲ ପମ୍ପର ସାଇଡ କାନ୍ଥ   25-Sep-2026
  ଜିଲ୍ଲା  
ଭାରତ କୋ ଜାନୋ ଏବଂ ରାଷ୍ଟ୍ରୀୟ ସମୂହଗାନ ପ୍ରତିଯୋଗିତା   25-Sep-2026
  ଜିଲ୍ଲା  
*ନୂଆଁଖାଇ ଭେଟଘାଟ ପାଇଁ କ୍ଷତ୍ରିୟ ଧାକଡ ସମାଜ କୋର କମିଟି ର ପ୍ରସ୍ତୁତି ବୈଠକ*   25-Sep-2026
  ଜିଲ୍ଲା  
ଫରେଷ୍ଟରଙ୍କ ଆତ୍ମହତ୍ୟାର ଅନ୍ତରାଳେ♦️ ବଲାଙ୍ଗୀର ବନବିଭାଗରେ କୋଟି କୋଟି ହଡପ   24-Sep-2026
  ରାଜ୍ୟ  
କୁଟ୍ରୁମାଳି–ସିଜିମାଳି ଅଞ୍ଚଳର ଆଦିବାସୀ ଙ୍କୁ ସୁରକ୍ଷା ଦିଅ ନଚେତ ଦୁର୍ବାର ଆନ୍ଦୋଳନ ହେବ   24-Sep-2026

You Might Also Like