-+91-9937148622 |

prerana_bgr@rediffmail.com |

  Friday 25th September 2026 |

| | | |

R.N.I. Regd No. ODIODI/2010/46693

Breaking News

ରାଜ୍ୟସ୍ତରୀୟ ସ୍କୁଲ ଗେମ୍ ଟାଏକୋଣ୍ଡୋ ରେ ବଲାଙ୍ଗିର କୁ ୪ଟି ପଦକ   (25-Sep-2026)       ||      ଓଡିଶା ଟି-୨୦ ଲିଗ୍‌ରେ ବଲାଙ୍ଗିର ର ତିନି ଯୁବ କ୍ରିକେଟର ସିଏମ୍ ଟ୍ରଫି ୨୦୨୬ ପାଇଁ ଦିବ୍ୟମ, ଓମ୍‌କାର ଓ ଯୋଗେଶ୍ୱର ମନୋନୀତ   (25-Sep-2026)       ||      ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଡିଏଭି ସ୍ୱୟଂ ଶାସିତ ମହାବିଦ୍ୟାଳୟକୁ ଜଳ ବିଶୋଧନ ପ୍ରକଳ୍ପ ପ୍ରଦାନ    (25-Sep-2026)       ||      ଟିଟିଲାଗଡ଼ ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିରରେ ନମାମି ଭାରତ’ କାର୍ଯ୍ୟକ୍ରମ ଅନୁଷ୍ଠିତ   (25-Sep-2026)       ||      ଛତାମଖନା ଡ୍ୟାମ୍ କ୍ଷତି, ଜଙ୍ଗଲ ନିଆଁ, ପ୍ରବାସୀ ଶ୍ରମିକ ଓ MMDR ସଂଶୋଧନକୁ ନେଇ ସରକାରଙ୍କ ତଥ୍ୟ   (25-Sep-2026)       ||      *ବର୍ଷା ଯୋଗୁଁ ସଲଫ ଗଛ ଘର ଉପରେ ପଡିଲା, ଅଳ୍ପକେ ବର୍ତ୍ତିଲେ ୨ ଭାଇ ଭଉଣୀ*   (25-Sep-2026)       ||      ଯୁବଶକ୍ତି ଜାଗ୍ରତ ହେଲେ, ଏଡ୍‌ସ ମୁକ୍ତ ସମାଜ ଗଢ଼ି ହେବ   (25-Sep-2026)       ||      ଲଗାଣ ବର୍ଷାରେ ଧସିଲା ଜାତୀୟ ରାଜପଥ କଡରେ ଥିବା କା ଏମ ଭି ୭୬ ର ପେଟ୍ରୋଲ ପମ୍ପର ସାଇଡ କାନ୍ଥ    (25-Sep-2026)       ||      ଭାରତ କୋ ଜାନୋ ଏବଂ ରାଷ୍ଟ୍ରୀୟ ସମୂହଗାନ ପ୍ରତିଯୋଗିତା   (25-Sep-2026)       ||      *ନୂଆଁଖାଇ ଭେଟଘାଟ ପାଇଁ କ୍ଷତ୍ରିୟ ଧାକଡ ସମାଜ କୋର କମିଟି ର ପ୍ରସ୍ତୁତି ବୈଠକ*   (25-Sep-2026)       ||      ଫରେଷ୍ଟରଙ୍କ ଆତ୍ମହତ୍ୟାର ଅନ୍ତରାଳେ♦️ ବଲାଙ୍ଗୀର ବନବିଭାଗରେ କୋଟି କୋଟି ହଡପ    (24-Sep-2026)       ||      କୁଟ୍ରୁମାଳି–ସିଜିମାଳି ଅଞ୍ଚଳର ଆଦିବାସୀ ଙ୍କୁ ସୁରକ୍ଷା ଦିଅ ନଚେତ ଦୁର୍ବାର ଆନ୍ଦୋଳନ ହେବ    (24-Sep-2026)       ||      ସରକାରୀ ମହିଳା ମହାବିଦ୍ୟାଳୟରେ ଏନ୍. ଏସ୍. ଏସ୍ ଦିବସ ପାଳିତ   (24-Sep-2026)       ||      ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ ଏନ.ଏସ.ଏସ ଦିବସ ପାଳିତ   (24-Sep-2026)       ||      ବର୍ଷା ଯୋଗୁଁ ଘର ଉପରେ ପଡିଲା ବିରାଟ ତେନ୍ତୁଳି ଗଛ, ଅଳ୍ପକେ ବର୍ତ୍ତିଲେ ଚୈତନ ମାଝୀଙ୍କ ପରିବାର   (24-Sep-2026)       ||      * *ସାହାଣୀ କପ୍ ଫୁଟବଲ୍ ଦ୍ୱିତୀୟ ଦିଵସ ପ୍ରଥମ ମ୍ୟାଚ୍ ବରଗଡ଼ ଦଳ ୪-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ୧-୧ ଗୋଲ ସ୍କୋର ହୋଇ ଉଭୟ ଦଳ ଦଳ କୁ ୧-୧- ପଏଣ୍ଟ ମିଳିଛି* -   (24-Sep-2026)       ||      ଆଚାର ଜାର୍‌ରେ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ ବଲାଙ୍ଗୀର ସହର ପୋଲିସର ଚଢ଼ାଉ, ୩୭ କେଜି ୬୫୦ ଗ୍ରାମ ଗଞ୍ଜେଇ ଜବତ; ୨ ଗିରଫ    (24-Sep-2026)       ||      ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ    (24-Sep-2026)       ||      ଗଭୀର ଅବପାତ ଉପକୂଳ ଅତିକ୍ରମ କରିଛି ; ସମନ୍ୱିତ ପ୍ରୟାସ ଓ ପ୍ରସ୍ତୁତିମୂଳକ ପଦକ୍ଷେପ ସହ ରାଜ୍ୟରେ ପରିସ୍ଥିତି ଉପରେ ନିରନ୍ତର ନଜର   (24-Sep-2026)       ||      ପୁଣି ପିସି ପ୍ରସଙ୍ଗ : ଥାନାରେ ମାମଲା ଯୋଗାଣବିଭାଗରେ ପିସି କୁ ନେଇ ପାଟିତୁଣ୍ଡ !   (24-Sep-2026)       ||     

HOME   ଜିଲ୍ଲା

ଜନତା ଉଚ୍ଚ ବିଦ୍ଯାଳୟରେ ଶିଶୁପାଇଁ ଦିନଟିଏ, ନେହେରୁଙ୍କ ଜନ୍ମତିଥିରେ ଶିଶୁ ଦିବସ ପାଳିତ

15-Nov-2024



ବରଗଡ଼ (ପ୍ରେରଣା ଖବର): ଅମ୍ବାଭୋନା ବ୍ଲକ ଅନ୍ତର୍ଗତ ଭୁକ୍ତା ସ୍ଥିତ ଜନତା ସରକାରୀ ଉଚ୍ଚ ବିଦ୍ଯାଳୟରେ  ନବଭାରତର ସ୍ରଷ୍ଟା ପଣ୍ଡିତ ଜବାହରଲାଲ ନେହେରୁଙ୍କ ପବିତ୍ର ଜନ୍ମ ତିଥିରେ ଶିଶୁଦିବସ ପାଳିତ ହୋଇଯାଇଛି । ଏହି ଅବସରରେ ବିଦ୍ୟାଳୟର ପ୍ରଧାନ ଶିକ୍ଷକ ଦୁର୍ଗାପ୍ରସାଦ ନାୟକଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ କାର୍ଯ୍ୟକ୍ରମରେ ପ୍ରଥମେ ବିଦ୍ୟାଳୟର ଶିକ୍ଷକ ଓ ଶିକ୍ଷୟିତ୍ରୀଙ୍କ ସମେତ ଛାତ୍ରଛାତ୍ରୀମାନେ ଦୀପପ୍ରଜ୍ବଳନ ପୂର୍ବକ ନେହେରୁଙ୍କ ଫଟୋଚିତ୍ରରେ ପୁଷ୍ପମାଲ୍ୟ ଅର୍ପଣ କରିଥିଲେ।ଏହି ଅବସରରେ ବିଦ୍ଯାଳୟର ଶିକ୍ଷକ ସଞ୍ଜୟ ଖମାରୀ ଏବଂ ପ୍ରଧାନ ଶିକ୍ଷକ ଦୁର୍ଗା ପ୍ରସାଦ ନାୟକ ନେହେରୁଙ୍କ ଅବଦାନ ବିଷୟରେ ଆଲୋକପାତ କରିବା ସହିତ ଶିଶୁର ସାମଗ୍ରିକ ବିକାଶ ପାଇଁ ଅନୁକୂଳ ପରିବେଶ ନିହାତି ଅପରିହାର୍ଯ୍ୟ ବୋଲି ମତବ୍ୟକ୍ତ କରିଥିଲେ।ଛାତ୍ରଛାତ୍ରୀଙ୍କ ମଧ୍ୟରୁ ନିହାରିକା ସାହୁ, ଜାଗୃତି ପଟେଲ, ପ୍ରତିଭା ଭୋଇ,ବିଜିତା ସାହୁ, ମାନସୀ ପଧାନ, ଶ୍ରୁତି ବଗର୍ତ୍ତି ନେହେରୁଙ୍କ ଜୀବନୀ ସମ୍ପର୍କରେ ବକ୍ତବ୍ୟ ପ୍ରଦାନ କରିଥିଲେ।ବିଦ୍ଯାଳୟର ଶିକ୍ଷକ ଶ୍ରୀପତି ସାହୁ,ତେଜରାମ ସା,ବୋଧରାମ ବିଶ୍ବାଳ,ଅଙ୍କିତ ମହନ୍ତ, ଅମୂଲ୍ୟ ଭୋଇ,ଅଶୋକ ଦାସ,ଶିକ୍ଷୟିତ୍ରୀ ସୌଦାମିନୀ ବାରିକ, ଅନୀତା ପଧାନ,ରାଜକୁମାରୀ ଭୁଏ ଓ ସରିତା ପଟେଲଙ୍କ ସମେତ କର୍ମଚାରୀ ରୁକୁଣୀ ସେଠ, ଅନୀଲ ସିଦାର ଉପସ୍ଥିତ ରହି ସକ୍ରିୟ ସହଯୋଗ କରିଥିଲେ।ଶିକ୍ଷକ ସଂଜୟ ଖମାରୀ ସଭାକାର୍ଯ୍ୟ ପରିଚାଳନା କରିଥିବା ବେଳେ ଶିକ୍ଷୟିତ୍ରୀ ଅନୀତା ପଧାନ ଧନ୍ୟବାଦ ଅର୍ପଣ କରିଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ରାଜ୍ୟସ୍ତରୀୟ ସ୍କୁଲ ଗେମ୍ ଟାଏକୋଣ୍ଡୋ ରେ ବଲାଙ୍ଗିର କୁ ୪ଟି ପଦକ   25-Sep-2026
  ଜିଲ୍ଲା  
ଓଡିଶା ଟି-୨୦ ଲିଗ୍‌ରେ ବଲାଙ୍ଗିର ର ତିନି ଯୁବ କ୍ରିକେଟର ସିଏମ୍ ଟ୍ରଫି ୨୦୨୬ ପାଇଁ ଦିବ୍ୟମ, ଓମ୍‌କାର ଓ ଯୋଗେଶ୍ୱର ମନୋନୀତ   25-Sep-2026
  ଜିଲ୍ଲା  
ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଡିଏଭି ସ୍ୱୟଂ ଶାସିତ ମହାବିଦ୍ୟାଳୟକୁ ଜଳ ବିଶୋଧନ ପ୍ରକଳ୍ପ ପ୍ରଦାନ   25-Sep-2026
  ଜିଲ୍ଲା  
ଟିଟିଲାଗଡ଼ ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିରରେ ନମାମି ଭାରତ’ କାର୍ଯ୍ୟକ୍ରମ ଅନୁଷ୍ଠିତ   25-Sep-2026
  ରାଜନୀତି  
ଛତାମଖନା ଡ୍ୟାମ୍ କ୍ଷତି, ଜଙ୍ଗଲ ନିଆଁ, ପ୍ରବାସୀ ଶ୍ରମିକ ଓ MMDR ସଂଶୋଧନକୁ ନେଇ ସରକାରଙ୍କ ତଥ୍ୟ   25-Sep-2026
  ଜିଲ୍ଲା  
*ବର୍ଷା ଯୋଗୁଁ ସଲଫ ଗଛ ଘର ଉପରେ ପଡିଲା, ଅଳ୍ପକେ ବର୍ତ୍ତିଲେ ୨ ଭାଇ ଭଉଣୀ*   25-Sep-2026
  ଜିଲ୍ଲା  
ଯୁବଶକ୍ତି ଜାଗ୍ରତ ହେଲେ, ଏଡ୍‌ସ ମୁକ୍ତ ସମାଜ ଗଢ଼ି ହେବ   25-Sep-2026
  ରାଜ୍ୟ  
ଲଗାଣ ବର୍ଷାରେ ଧସିଲା ଜାତୀୟ ରାଜପଥ କଡରେ ଥିବା କା ଏମ ଭି ୭୬ ର ପେଟ୍ରୋଲ ପମ୍ପର ସାଇଡ କାନ୍ଥ   25-Sep-2026
  ଜିଲ୍ଲା  
ଭାରତ କୋ ଜାନୋ ଏବଂ ରାଷ୍ଟ୍ରୀୟ ସମୂହଗାନ ପ୍ରତିଯୋଗିତା   25-Sep-2026
  ଜିଲ୍ଲା  
*ନୂଆଁଖାଇ ଭେଟଘାଟ ପାଇଁ କ୍ଷତ୍ରିୟ ଧାକଡ ସମାଜ କୋର କମିଟି ର ପ୍ରସ୍ତୁତି ବୈଠକ*   25-Sep-2026
  ଜିଲ୍ଲା  
ଫରେଷ୍ଟରଙ୍କ ଆତ୍ମହତ୍ୟାର ଅନ୍ତରାଳେ♦️ ବଲାଙ୍ଗୀର ବନବିଭାଗରେ କୋଟି କୋଟି ହଡପ   24-Sep-2026
  ରାଜ୍ୟ  
କୁଟ୍ରୁମାଳି–ସିଜିମାଳି ଅଞ୍ଚଳର ଆଦିବାସୀ ଙ୍କୁ ସୁରକ୍ଷା ଦିଅ ନଚେତ ଦୁର୍ବାର ଆନ୍ଦୋଳନ ହେବ   24-Sep-2026

You Might Also Like