-+91-9937148622 |

prerana_bgr@rediffmail.com |

  Friday 25th September 2026 |

| | | |

R.N.I. Regd No. ODIODI/2010/46693

Breaking News

ରାଜ୍ୟସ୍ତରୀୟ ସ୍କୁଲ ଗେମ୍ ଟାଏକୋଣ୍ଡୋ ରେ ବଲାଙ୍ଗିର କୁ ୪ଟି ପଦକ   (25-Sep-2026)       ||      ଓଡିଶା ଟି-୨୦ ଲିଗ୍‌ରେ ବଲାଙ୍ଗିର ର ତିନି ଯୁବ କ୍ରିକେଟର ସିଏମ୍ ଟ୍ରଫି ୨୦୨୬ ପାଇଁ ଦିବ୍ୟମ, ଓମ୍‌କାର ଓ ଯୋଗେଶ୍ୱର ମନୋନୀତ   (25-Sep-2026)       ||      ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଡିଏଭି ସ୍ୱୟଂ ଶାସିତ ମହାବିଦ୍ୟାଳୟକୁ ଜଳ ବିଶୋଧନ ପ୍ରକଳ୍ପ ପ୍ରଦାନ    (25-Sep-2026)       ||      ଟିଟିଲାଗଡ଼ ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିରରେ ନମାମି ଭାରତ’ କାର୍ଯ୍ୟକ୍ରମ ଅନୁଷ୍ଠିତ   (25-Sep-2026)       ||      ଛତାମଖନା ଡ୍ୟାମ୍ କ୍ଷତି, ଜଙ୍ଗଲ ନିଆଁ, ପ୍ରବାସୀ ଶ୍ରମିକ ଓ MMDR ସଂଶୋଧନକୁ ନେଇ ସରକାରଙ୍କ ତଥ୍ୟ   (25-Sep-2026)       ||      *ବର୍ଷା ଯୋଗୁଁ ସଲଫ ଗଛ ଘର ଉପରେ ପଡିଲା, ଅଳ୍ପକେ ବର୍ତ୍ତିଲେ ୨ ଭାଇ ଭଉଣୀ*   (25-Sep-2026)       ||      ଯୁବଶକ୍ତି ଜାଗ୍ରତ ହେଲେ, ଏଡ୍‌ସ ମୁକ୍ତ ସମାଜ ଗଢ଼ି ହେବ   (25-Sep-2026)       ||      ଲଗାଣ ବର୍ଷାରେ ଧସିଲା ଜାତୀୟ ରାଜପଥ କଡରେ ଥିବା କା ଏମ ଭି ୭୬ ର ପେଟ୍ରୋଲ ପମ୍ପର ସାଇଡ କାନ୍ଥ    (25-Sep-2026)       ||      ଭାରତ କୋ ଜାନୋ ଏବଂ ରାଷ୍ଟ୍ରୀୟ ସମୂହଗାନ ପ୍ରତିଯୋଗିତା   (25-Sep-2026)       ||      *ନୂଆଁଖାଇ ଭେଟଘାଟ ପାଇଁ କ୍ଷତ୍ରିୟ ଧାକଡ ସମାଜ କୋର କମିଟି ର ପ୍ରସ୍ତୁତି ବୈଠକ*   (25-Sep-2026)       ||      ଫରେଷ୍ଟରଙ୍କ ଆତ୍ମହତ୍ୟାର ଅନ୍ତରାଳେ♦️ ବଲାଙ୍ଗୀର ବନବିଭାଗରେ କୋଟି କୋଟି ହଡପ    (24-Sep-2026)       ||      କୁଟ୍ରୁମାଳି–ସିଜିମାଳି ଅଞ୍ଚଳର ଆଦିବାସୀ ଙ୍କୁ ସୁରକ୍ଷା ଦିଅ ନଚେତ ଦୁର୍ବାର ଆନ୍ଦୋଳନ ହେବ    (24-Sep-2026)       ||      ସରକାରୀ ମହିଳା ମହାବିଦ୍ୟାଳୟରେ ଏନ୍. ଏସ୍. ଏସ୍ ଦିବସ ପାଳିତ   (24-Sep-2026)       ||      ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ ଏନ.ଏସ.ଏସ ଦିବସ ପାଳିତ   (24-Sep-2026)       ||      ବର୍ଷା ଯୋଗୁଁ ଘର ଉପରେ ପଡିଲା ବିରାଟ ତେନ୍ତୁଳି ଗଛ, ଅଳ୍ପକେ ବର୍ତ୍ତିଲେ ଚୈତନ ମାଝୀଙ୍କ ପରିବାର   (24-Sep-2026)       ||      * *ସାହାଣୀ କପ୍ ଫୁଟବଲ୍ ଦ୍ୱିତୀୟ ଦିଵସ ପ୍ରଥମ ମ୍ୟାଚ୍ ବରଗଡ଼ ଦଳ ୪-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ୧-୧ ଗୋଲ ସ୍କୋର ହୋଇ ଉଭୟ ଦଳ ଦଳ କୁ ୧-୧- ପଏଣ୍ଟ ମିଳିଛି* -   (24-Sep-2026)       ||      ଆଚାର ଜାର୍‌ରେ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ ବଲାଙ୍ଗୀର ସହର ପୋଲିସର ଚଢ଼ାଉ, ୩୭ କେଜି ୬୫୦ ଗ୍ରାମ ଗଞ୍ଜେଇ ଜବତ; ୨ ଗିରଫ    (24-Sep-2026)       ||      ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ    (24-Sep-2026)       ||      ଗଭୀର ଅବପାତ ଉପକୂଳ ଅତିକ୍ରମ କରିଛି ; ସମନ୍ୱିତ ପ୍ରୟାସ ଓ ପ୍ରସ୍ତୁତିମୂଳକ ପଦକ୍ଷେପ ସହ ରାଜ୍ୟରେ ପରିସ୍ଥିତି ଉପରେ ନିରନ୍ତର ନଜର   (24-Sep-2026)       ||      ପୁଣି ପିସି ପ୍ରସଙ୍ଗ : ଥାନାରେ ମାମଲା ଯୋଗାଣବିଭାଗରେ ପିସି କୁ ନେଇ ପାଟିତୁଣ୍ଡ !   (24-Sep-2026)       ||     

HOME   ଜିଲ୍ଲା

ସୁବର୍ଣ୍ଣପୁର ଦିଶା ବୈଠକ ରେ ଏମପି ବିଧାୟକ ତୁ ତୁ ମେ ମେ

15-Nov-2024



ସୋନପୁର ( ମନୋରଞ୍ଜନ ତ୍ରିପାଠୀ )
ରାଜ୍ୟରେ ନୂଆ ସରକାର ଗଠନ ପରେ ପ୍ରଥମ (ଦିଶା) ଜିଲ୍ଲା ଉନ୍ନୟନ ସମନ୍ଵୟ ଓ ପର୍ଯ୍ୟାଲୋଚନା କମିଟି ବୈଠକ ବୁଧବାର ସୁବର୍ଣ୍ଣପୁର ଜିଲ୍ଲାପାଳଙ୍କ ସମ୍ମିଳନୀ କକ୍ଷରେ ଅନୁଷ୍ଠିତ ହୋଇଯାଇଛି। ବଲାଙ୍ଗୀର ଏମ୍‌ପି ସଙ୍ଗୀତା କୁମାରୀ ସିଂଦେଓ ଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ସୁବର୍ଣ୍ଣପୁର ବୈଠକ ର ଦିଶାର ସେକ୍ରେଟାରୀ ଜିଲ୍ଲାପାଳ ଅନ୍ୟା ଦାସ ପ୍ରଥମେ ସୂଚନା ପ୍ରଦାନ କରିଥିଲେ। ବୈଠକ ରେ ସୋନପୁର ବିଧାୟକ ନିରଞ୍ଜନ ପୂଜାରୀ, ବୀର ମହାରାଜ ପୁର ବିଧାୟକ ରଘୁନାଥ ଜଗଦଲା ଏବଂ ସମସ୍ତ ଜିଲ୍ଲା ସ୍ତରୀୟ ଅଧିକାରୀ ଉପସ୍ଥିତ ଥିଲେ। ବଲାଙ୍ଗିର ଏମ୍‌ପି ସଙ୍ଗୀତା ସିଂଦେଓ ବକ୍ତବ୍ୟ ପ୍ରଦାନ କରିବା ପରେ ସମୀକ୍ଷା ବୈଠକ ଆରମ୍ଭ ହେବା କ୍ଷଣି ବିଧାୟକ ନିରଞ୍ଜନ ପୂଜାରୀ ଦିଶା ବୈଠକର ଗାଇଡ୍‌ ଲାଇନ ବିଷୟରେ ଅଡି ବସି ତଥ୍ଯ ରଖିବା ସହ ପ୍ରତି ୩ ମାସରେ ଥରେ ବୈଠକ  କରିବାକୁ ଓ କମିଟି ସଭ୍ୟମାନଙ୍କୁ ଯଥେଷ୍ଟ ପୂର୍ବରୁ ସୂଚନା ମିଳୁ ନ ଥିବା ବିଷୟ କହିଥିଲେ। ଏଥିରେ ଏମ୍‌ପି ସିଂଦେଓ ଅଯଥା ସମୟ ନଷ୍ଟ ନ କରି ବିକାଶ ମୁଦ୍ଦାକୁ ଆସିବା ପାଇଁ କହିବାରୁ ଏମ୍‌ପି ଓ ବିଧାୟକଙ୍କ ମଧ୍ୟରେ ବେଶ... ସମୟ ଧରି ତୁ ତୁ ମେ ମେ ହେବା ସହ ଉଭୟ ଙ୍କ ମଧ୍ୟରେ ଆକ୍ଷେପ ପ୍ରତ୍ୟାକ୍ଷେପ ହୋଇଥିଲା। ଏମପି ସିଂଦେଓ କହିଥିଲେ ବେକାର ରାଜନୀତି କଥା ନ କହି କେମିତି ସୋନପୁର ଜିଲ୍ଲାର ବିକାଶ ହେବ ବିଧାୟକ କୁହନ୍ତୁ। ଆଉ ୨୪ ବର୍ଷ ଶାସନରେ ସୋନପୁର ଜିଲ୍ଲାର କଣ ବିକାଶ ହୋଇଛି ତାହା ସମସ୍ତେ ଜାଣନ୍ତି ବୋଲି କହିବା ସହ ଆଗରୁ ଗାଇଡ ଲାଇନ କୁଆଡେ ଯାଇ.. ଥିଲା ବୋଲି କହିଥିଲେ। ପରେ ଏମ୍‌ପି ଓ ବିଧାୟକଙ୍କ ସମର୍ଥକ ମାନେ ଛିଡ଼ାହୋଇ ନିଜ ନିଜର ନେତାଙ୍କୁ ସମର୍ଥନ ଜଣାଇଥିଲେ। ପରେ ଜିଲ୍ଲା ପରିଷଦ ସିଡ଼ିଇଓ ଅଶ୍ଵିନୀ ମେହେର ଏଣୁ ଏଣିକି ଯଥେଷ୍ଟ ପୂର୍ବରୁ ବୈଠକ ବିଷୟ ରେ ସୂଚନା ଦିଆଯିବ ବୋଲି ବିଧାୟକଙ୍କୁ କହିଥିଲେ। ପ୍ରାୟ ୨୦/୨୫ ମିନିଟ ଏଭଳି ଚାଲିବା ପରେ ବୈଠକ ସ୍ବାଭାବିକ ହୋଇଥିଲା। ବୀରମହାରାଜପୁର ବିଧାୟକ ରଘୁନାଥ ଜଗଦଲା ଧାନ ସଂଗ୍ରହ ପ୍ରକ୍ରିୟା, ବୀରମହାରାଜପୁର ରେ ହସ୍ପିଟାଲ ଷ୍ଟାଫ କ୍ୱାଟର ତଥା ବିଭିନ୍ନ ସମସ୍ୟା ଉପସ୍ଥାପନ ବିଷୟ କରିଥିଲେ। ୱାର୍କ୍ସ ବିଭାଗକୁ ସମସ୍ତ କାମ ର ରୂପ ରେଖ ପ୍ରସ୍ତୁତ କଲା ବେଳେ ନିଜେ ନିଜେ ନ କରିବାକୁ ଏମପି ପରାମର୍ଶ ଦେବା ସହ ଜିଲ୍ଲା ପ୍ରଶାସନ ଛତୁଆ ସ୍କାମ ରେ ଲିପ୍ତ ଗୋଷ୍ଠୀଙ୍କୁ କାର୍ଯ୍ୟରୁ ଅନ୍ତର ନ କରି ଅନୁକମ୍ପା ପ୍ରଦର୍ଶନ କରୁଥିବା ଅଭିଯୋଗ ଆଣିଥିଲେ। ଶିକ୍ଷା, ସ୍ବାସ୍ଥ୍ୟ, କୃଷି, ଜଳସେଚନ ଯୋଗାଣ, ରାଜସ୍ବ ଏପରି ସମଗ୍ର ୨୨ ଟି ବିଭାଗର ସମୀକ୍ଷା ହୋଇଥିଲା। ବୈଠକରେ ସୁବର୍ଣ୍ଣପୁର ଜିଲ୍ଲା ପରିଷଦ ଅଧ୍ୟକ୍ଷା ସୁପାର ଠେଲା, ଏସ୍‌ପି ରାମପ୍ରସାଦ ସାହୁ, ମୁଖ୍ୟ ଉନ୍ନୟନ ଅଧିକାରୀ ଜିଲ୍ଲା ପରିଷଦ ଅଶ୍ୱିନୀ କୁମାର ମେହେର, ସୋନପୁର ଉପଜିଲ୍ଲାପାଳ ଡ.ସୌମ୍ୟରୂପା ରଥ, ବୀରମହାରାଜପୁର ଉପଜିଲ୍ଲାପାଳ ଲଲାଟେନ୍ଦୁ ସି ତଥା ଜିଲ୍ଲା ସ୍ତରୀୟ ସମସ୍ତ  ବିଭାଗୀୟ ଅଧିକାରୀ ପ୍ରମୁଖ ଯୋଗ ଦେଇଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ରାଜ୍ୟସ୍ତରୀୟ ସ୍କୁଲ ଗେମ୍ ଟାଏକୋଣ୍ଡୋ ରେ ବଲାଙ୍ଗିର କୁ ୪ଟି ପଦକ   25-Sep-2026
  ଜିଲ୍ଲା  
ଓଡିଶା ଟି-୨୦ ଲିଗ୍‌ରେ ବଲାଙ୍ଗିର ର ତିନି ଯୁବ କ୍ରିକେଟର ସିଏମ୍ ଟ୍ରଫି ୨୦୨୬ ପାଇଁ ଦିବ୍ୟମ, ଓମ୍‌କାର ଓ ଯୋଗେଶ୍ୱର ମନୋନୀତ   25-Sep-2026
  ଜିଲ୍ଲା  
ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଡିଏଭି ସ୍ୱୟଂ ଶାସିତ ମହାବିଦ୍ୟାଳୟକୁ ଜଳ ବିଶୋଧନ ପ୍ରକଳ୍ପ ପ୍ରଦାନ   25-Sep-2026
  ଜିଲ୍ଲା  
ଟିଟିଲାଗଡ଼ ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିରରେ ନମାମି ଭାରତ’ କାର୍ଯ୍ୟକ୍ରମ ଅନୁଷ୍ଠିତ   25-Sep-2026
  ରାଜନୀତି  
ଛତାମଖନା ଡ୍ୟାମ୍ କ୍ଷତି, ଜଙ୍ଗଲ ନିଆଁ, ପ୍ରବାସୀ ଶ୍ରମିକ ଓ MMDR ସଂଶୋଧନକୁ ନେଇ ସରକାରଙ୍କ ତଥ୍ୟ   25-Sep-2026
  ଜିଲ୍ଲା  
*ବର୍ଷା ଯୋଗୁଁ ସଲଫ ଗଛ ଘର ଉପରେ ପଡିଲା, ଅଳ୍ପକେ ବର୍ତ୍ତିଲେ ୨ ଭାଇ ଭଉଣୀ*   25-Sep-2026
  ଜିଲ୍ଲା  
ଯୁବଶକ୍ତି ଜାଗ୍ରତ ହେଲେ, ଏଡ୍‌ସ ମୁକ୍ତ ସମାଜ ଗଢ଼ି ହେବ   25-Sep-2026
  ରାଜ୍ୟ  
ଲଗାଣ ବର୍ଷାରେ ଧସିଲା ଜାତୀୟ ରାଜପଥ କଡରେ ଥିବା କା ଏମ ଭି ୭୬ ର ପେଟ୍ରୋଲ ପମ୍ପର ସାଇଡ କାନ୍ଥ   25-Sep-2026
  ଜିଲ୍ଲା  
ଭାରତ କୋ ଜାନୋ ଏବଂ ରାଷ୍ଟ୍ରୀୟ ସମୂହଗାନ ପ୍ରତିଯୋଗିତା   25-Sep-2026
  ଜିଲ୍ଲା  
*ନୂଆଁଖାଇ ଭେଟଘାଟ ପାଇଁ କ୍ଷତ୍ରିୟ ଧାକଡ ସମାଜ କୋର କମିଟି ର ପ୍ରସ୍ତୁତି ବୈଠକ*   25-Sep-2026
  ଜିଲ୍ଲା  
ଫରେଷ୍ଟରଙ୍କ ଆତ୍ମହତ୍ୟାର ଅନ୍ତରାଳେ♦️ ବଲାଙ୍ଗୀର ବନବିଭାଗରେ କୋଟି କୋଟି ହଡପ   24-Sep-2026
  ରାଜ୍ୟ  
କୁଟ୍ରୁମାଳି–ସିଜିମାଳି ଅଞ୍ଚଳର ଆଦିବାସୀ ଙ୍କୁ ସୁରକ୍ଷା ଦିଅ ନଚେତ ଦୁର୍ବାର ଆନ୍ଦୋଳନ ହେବ   24-Sep-2026

You Might Also Like