-+91-9937148622 |

prerana_bgr@rediffmail.com |

  Friday 25th September 2026 |

| | | |

R.N.I. Regd No. ODIODI/2010/46693

Breaking News

ରାଜ୍ୟସ୍ତରୀୟ ସ୍କୁଲ ଗେମ୍ ଟାଏକୋଣ୍ଡୋ ରେ ବଲାଙ୍ଗିର କୁ ୪ଟି ପଦକ   (25-Sep-2026)       ||      ଓଡିଶା ଟି-୨୦ ଲିଗ୍‌ରେ ବଲାଙ୍ଗିର ର ତିନି ଯୁବ କ୍ରିକେଟର ସିଏମ୍ ଟ୍ରଫି ୨୦୨୬ ପାଇଁ ଦିବ୍ୟମ, ଓମ୍‌କାର ଓ ଯୋଗେଶ୍ୱର ମନୋନୀତ   (25-Sep-2026)       ||      ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଡିଏଭି ସ୍ୱୟଂ ଶାସିତ ମହାବିଦ୍ୟାଳୟକୁ ଜଳ ବିଶୋଧନ ପ୍ରକଳ୍ପ ପ୍ରଦାନ    (25-Sep-2026)       ||      ଟିଟିଲାଗଡ଼ ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିରରେ ନମାମି ଭାରତ’ କାର୍ଯ୍ୟକ୍ରମ ଅନୁଷ୍ଠିତ   (25-Sep-2026)       ||      ଛତାମଖନା ଡ୍ୟାମ୍ କ୍ଷତି, ଜଙ୍ଗଲ ନିଆଁ, ପ୍ରବାସୀ ଶ୍ରମିକ ଓ MMDR ସଂଶୋଧନକୁ ନେଇ ସରକାରଙ୍କ ତଥ୍ୟ   (25-Sep-2026)       ||      *ବର୍ଷା ଯୋଗୁଁ ସଲଫ ଗଛ ଘର ଉପରେ ପଡିଲା, ଅଳ୍ପକେ ବର୍ତ୍ତିଲେ ୨ ଭାଇ ଭଉଣୀ*   (25-Sep-2026)       ||      ଯୁବଶକ୍ତି ଜାଗ୍ରତ ହେଲେ, ଏଡ୍‌ସ ମୁକ୍ତ ସମାଜ ଗଢ଼ି ହେବ   (25-Sep-2026)       ||      ଲଗାଣ ବର୍ଷାରେ ଧସିଲା ଜାତୀୟ ରାଜପଥ କଡରେ ଥିବା କା ଏମ ଭି ୭୬ ର ପେଟ୍ରୋଲ ପମ୍ପର ସାଇଡ କାନ୍ଥ    (25-Sep-2026)       ||      ଭାରତ କୋ ଜାନୋ ଏବଂ ରାଷ୍ଟ୍ରୀୟ ସମୂହଗାନ ପ୍ରତିଯୋଗିତା   (25-Sep-2026)       ||      *ନୂଆଁଖାଇ ଭେଟଘାଟ ପାଇଁ କ୍ଷତ୍ରିୟ ଧାକଡ ସମାଜ କୋର କମିଟି ର ପ୍ରସ୍ତୁତି ବୈଠକ*   (25-Sep-2026)       ||      ଫରେଷ୍ଟରଙ୍କ ଆତ୍ମହତ୍ୟାର ଅନ୍ତରାଳେ♦️ ବଲାଙ୍ଗୀର ବନବିଭାଗରେ କୋଟି କୋଟି ହଡପ    (24-Sep-2026)       ||      କୁଟ୍ରୁମାଳି–ସିଜିମାଳି ଅଞ୍ଚଳର ଆଦିବାସୀ ଙ୍କୁ ସୁରକ୍ଷା ଦିଅ ନଚେତ ଦୁର୍ବାର ଆନ୍ଦୋଳନ ହେବ    (24-Sep-2026)       ||      ସରକାରୀ ମହିଳା ମହାବିଦ୍ୟାଳୟରେ ଏନ୍. ଏସ୍. ଏସ୍ ଦିବସ ପାଳିତ   (24-Sep-2026)       ||      ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ ଏନ.ଏସ.ଏସ ଦିବସ ପାଳିତ   (24-Sep-2026)       ||      ବର୍ଷା ଯୋଗୁଁ ଘର ଉପରେ ପଡିଲା ବିରାଟ ତେନ୍ତୁଳି ଗଛ, ଅଳ୍ପକେ ବର୍ତ୍ତିଲେ ଚୈତନ ମାଝୀଙ୍କ ପରିବାର   (24-Sep-2026)       ||      * *ସାହାଣୀ କପ୍ ଫୁଟବଲ୍ ଦ୍ୱିତୀୟ ଦିଵସ ପ୍ରଥମ ମ୍ୟାଚ୍ ବରଗଡ଼ ଦଳ ୪-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ୧-୧ ଗୋଲ ସ୍କୋର ହୋଇ ଉଭୟ ଦଳ ଦଳ କୁ ୧-୧- ପଏଣ୍ଟ ମିଳିଛି* -   (24-Sep-2026)       ||      ଆଚାର ଜାର୍‌ରେ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ ବଲାଙ୍ଗୀର ସହର ପୋଲିସର ଚଢ଼ାଉ, ୩୭ କେଜି ୬୫୦ ଗ୍ରାମ ଗଞ୍ଜେଇ ଜବତ; ୨ ଗିରଫ    (24-Sep-2026)       ||      ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ    (24-Sep-2026)       ||      ଗଭୀର ଅବପାତ ଉପକୂଳ ଅତିକ୍ରମ କରିଛି ; ସମନ୍ୱିତ ପ୍ରୟାସ ଓ ପ୍ରସ୍ତୁତିମୂଳକ ପଦକ୍ଷେପ ସହ ରାଜ୍ୟରେ ପରିସ୍ଥିତି ଉପରେ ନିରନ୍ତର ନଜର   (24-Sep-2026)       ||      ପୁଣି ପିସି ପ୍ରସଙ୍ଗ : ଥାନାରେ ମାମଲା ଯୋଗାଣବିଭାଗରେ ପିସି କୁ ନେଇ ପାଟିତୁଣ୍ଡ !   (24-Sep-2026)       ||     

HOME   ଜିଲ୍ଲା

ବଡଆମ୍ବଡା ପଞ୍ଚାୟତ ଅନୁସୂଚିତ ଜାତି ଓ ଜନଜାତି ବିଭାଗ ହାଇସ୍କୁଲ ଠାରେ ଶିଶୁ ଶ୍ରମିକ ଭାବେ ନିୟଜିତ ହଷ୍ଟେଲ ଛାତ୍ର

15-Nov-2024



ନବରଙ୍ଗପୁର (ମିହିର ଶଙ୍କର ପାତ୍ର)
ସବୁବେଳେ କିଛି ନା କିଛି ଘଟଣାକୁ ନେଇ ଚର୍ଚ୍ଚାରେ ଅନୁସୂଚିତ ଜାତି ଓ ଜନଜାତି ବିଭାଗର ହାଇସ୍କୁଲ ଖୋଦ୍ ପୁଣି ବିଭାଗୀୟ ମନ୍ତ୍ରୀଙ୍କ ଜିଲ୍ଲାରେ । ରାତିରେ ଅନ୍ତେବାସୀ ପିଲାଙ୍କୁ ବିପଦ ସଙ୍କୁଳ ଅବସ୍ଥାରେ ସ୍କୁଲକାନ୍ଥ ଓ ମୁଖ୍ୟ ଫାଟକ ରଙ୍ଗ ମରାଇବା ଭଳି ଘଟଣା ଦେଖିବାକୁ ମିଳିଛି ନବରଙ୍ଗପୁର ଜିଲ୍ଲା କୋଷାଗୁମୁଡ଼ା ବ୍ଲକ ସଦର ବଡ ଆମ୍ବଡା ପଞ୍ଚାୟତ ଅନୁସୂଚିତ ଜାତି ଓ ଜନଜାତି ବିଭାଗ ହାଇସ୍କୁଲଠାରେ ।
ବଡ ଆମ୍ବଡା ପଞ୍ଚାୟତ ଅନୁସୂଚିତ ଜାତି ଓ ଜନଜାତି ବିଭାଗ ହାଇସ୍କୁଲ ତୃତୀୟ ପର୍ଯ୍ୟାୟରେ 5Tରେ ସ୍ଥାନିତ ହୋଇ ହାଇସ୍କୁଲକୁ ସୌନ୍ଦର୍ଯ୍ୟକରଣ କରାଯାଇଥିଲା । ପଞ୍ଚାୟତରାଜ ବିଭାଗୀୟ ଅଧିକାରୀଙ୍କ ତତ୍ତ୍ଵାବଧାନରେ ଅଧାପନ୍ତରିଆ କରି ଉକ୍ତ କାମଟି ଫାଇଲ ମାଧ୍ୟମରେ ସମ୍ପୂର୍ଣ ଦର୍ଶାଇ ଦିଆଯାଇଥିଲା   । ତେବେ ଗୁରୁବାର ବିଦ୍ୟାଳୟ ଚୁଟି ହେବା ପରେ ରାତିରେ ବଡ ଆମ୍ବଡ଼ା ଅନୁସୂଚିତ ଜାତି ଓ ଜନଜାତି ବିଭାଗ ହାଇସ୍କୁଲରେ ୬ଷ୍ଠରୁ ୧୦ମ ଶ୍ରେଣୀର ୧୫ରୁ୨୦ ଅନ୍ତେବାସୀ ଛାତ୍ରଙ୍କୁ ବିପଦ ସଙ୍କୁଳ ଅବସ୍ଥାରେ ହାଇସ୍କୁଲ ପରିସରରେ ଥିବା ମୁଖ୍ୟ ଫାଟକ ଓ କାନ୍ଥକୁ ବ୍ୟାଞ୍ଚକୁ ବ୍ୟାଞ୍ଚ ଉପରେ ବାନ୍ଧି ରଙ୍ଗ ମାରିଥିଲେ ।

ହାଇସ୍କୁଲର ପ୍ରଧାନ ଶିକ୍ଷକଙ୍କ ଉପସ୍ଥିତିରେ ତେବେ କେଉଁ ସ୍ଥିତିରେ ଏଇଭଳି କାମ ଛାତ୍ର ମାନଙ୍କୁ ନେଇ କରାଗଲା ତାହାକୁ ନେଇ ଅଭିଭାବକ ମାନେ ପ୍ରଶ୍ନ ଉଠାଇବା ସହ ଏହାର ତଦନ୍ତ ଦାବି କରିଛନ୍ତି । ଏହା ସହ ପିଲାଙ୍କ ଯଦି କୌଣସି ଅଘଟଣ ହେଲେ କିଏ ଦାୟୀ ରହିବା ସହ ପିଲାଙ୍କ ପାଠପଢାକୁ ନେଇ ପ୍ରଶ୍ନ ଉଠାଇଛନ୍ତି ଅବିଭାବକ । ଏନେଇ ଆମେ ବଡ ଆମ୍ବଡା ଏସଏସଡି ହାଇସ୍କୁଲ ପ୍ରଧାନଶିକ୍ଷକ ରଞ୍ଜନ କୁମାର ବେହେରାଙ୍କୁ ଯୋଗାଯୋଗ କରିଥିଲେ ମଧ୍ୟ ଯୋଗାଯୋଗ ହୋଇପାରିନଥିଲା । ଏନେଇ ଆମେ ଗୋଷ୍ଟି ମଙ୍ଗଳ ସମ୍ପ୍ରସାରଣ ଅଧିକାରୀଙ୍କୁ ଯୋଗାଯୋଗ କରିବାରୁ ସେ କହିଥିଲେ "ଏନେଇ ଆମେ ତଦନ୍ତ କରି ସଂପୃକ୍ତ ଶିକ୍ଷକ ବିରୋଧରେ ଶକ୍ତ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରି ଦୋଷୀ ଶିକ୍ଷକଙ୍କୁ ନିଲମ୍ବନ କରାଯିବ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ରାଜ୍ୟସ୍ତରୀୟ ସ୍କୁଲ ଗେମ୍ ଟାଏକୋଣ୍ଡୋ ରେ ବଲାଙ୍ଗିର କୁ ୪ଟି ପଦକ   25-Sep-2026
  ଜିଲ୍ଲା  
ଓଡିଶା ଟି-୨୦ ଲିଗ୍‌ରେ ବଲାଙ୍ଗିର ର ତିନି ଯୁବ କ୍ରିକେଟର ସିଏମ୍ ଟ୍ରଫି ୨୦୨୬ ପାଇଁ ଦିବ୍ୟମ, ଓମ୍‌କାର ଓ ଯୋଗେଶ୍ୱର ମନୋନୀତ   25-Sep-2026
  ଜିଲ୍ଲା  
ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଡିଏଭି ସ୍ୱୟଂ ଶାସିତ ମହାବିଦ୍ୟାଳୟକୁ ଜଳ ବିଶୋଧନ ପ୍ରକଳ୍ପ ପ୍ରଦାନ   25-Sep-2026
  ଜିଲ୍ଲା  
ଟିଟିଲାଗଡ଼ ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିରରେ ନମାମି ଭାରତ’ କାର୍ଯ୍ୟକ୍ରମ ଅନୁଷ୍ଠିତ   25-Sep-2026
  ରାଜନୀତି  
ଛତାମଖନା ଡ୍ୟାମ୍ କ୍ଷତି, ଜଙ୍ଗଲ ନିଆଁ, ପ୍ରବାସୀ ଶ୍ରମିକ ଓ MMDR ସଂଶୋଧନକୁ ନେଇ ସରକାରଙ୍କ ତଥ୍ୟ   25-Sep-2026
  ଜିଲ୍ଲା  
*ବର୍ଷା ଯୋଗୁଁ ସଲଫ ଗଛ ଘର ଉପରେ ପଡିଲା, ଅଳ୍ପକେ ବର୍ତ୍ତିଲେ ୨ ଭାଇ ଭଉଣୀ*   25-Sep-2026
  ଜିଲ୍ଲା  
ଯୁବଶକ୍ତି ଜାଗ୍ରତ ହେଲେ, ଏଡ୍‌ସ ମୁକ୍ତ ସମାଜ ଗଢ଼ି ହେବ   25-Sep-2026
  ରାଜ୍ୟ  
ଲଗାଣ ବର୍ଷାରେ ଧସିଲା ଜାତୀୟ ରାଜପଥ କଡରେ ଥିବା କା ଏମ ଭି ୭୬ ର ପେଟ୍ରୋଲ ପମ୍ପର ସାଇଡ କାନ୍ଥ   25-Sep-2026
  ଜିଲ୍ଲା  
ଭାରତ କୋ ଜାନୋ ଏବଂ ରାଷ୍ଟ୍ରୀୟ ସମୂହଗାନ ପ୍ରତିଯୋଗିତା   25-Sep-2026
  ଜିଲ୍ଲା  
*ନୂଆଁଖାଇ ଭେଟଘାଟ ପାଇଁ କ୍ଷତ୍ରିୟ ଧାକଡ ସମାଜ କୋର କମିଟି ର ପ୍ରସ୍ତୁତି ବୈଠକ*   25-Sep-2026
  ଜିଲ୍ଲା  
ଫରେଷ୍ଟରଙ୍କ ଆତ୍ମହତ୍ୟାର ଅନ୍ତରାଳେ♦️ ବଲାଙ୍ଗୀର ବନବିଭାଗରେ କୋଟି କୋଟି ହଡପ   24-Sep-2026
  ରାଜ୍ୟ  
କୁଟ୍ରୁମାଳି–ସିଜିମାଳି ଅଞ୍ଚଳର ଆଦିବାସୀ ଙ୍କୁ ସୁରକ୍ଷା ଦିଅ ନଚେତ ଦୁର୍ବାର ଆନ୍ଦୋଳନ ହେବ   24-Sep-2026

You Might Also Like