-+91-9937148622 |

prerana_bgr@rediffmail.com |

  Friday 25th September 2026 |

| | | |

R.N.I. Regd No. ODIODI/2010/46693

Breaking News

ରାଜ୍ୟସ୍ତରୀୟ ସ୍କୁଲ ଗେମ୍ ଟାଏକୋଣ୍ଡୋ ରେ ବଲାଙ୍ଗିର କୁ ୪ଟି ପଦକ   (25-Sep-2026)       ||      ଓଡିଶା ଟି-୨୦ ଲିଗ୍‌ରେ ବଲାଙ୍ଗିର ର ତିନି ଯୁବ କ୍ରିକେଟର ସିଏମ୍ ଟ୍ରଫି ୨୦୨୬ ପାଇଁ ଦିବ୍ୟମ, ଓମ୍‌କାର ଓ ଯୋଗେଶ୍ୱର ମନୋନୀତ   (25-Sep-2026)       ||      ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଡିଏଭି ସ୍ୱୟଂ ଶାସିତ ମହାବିଦ୍ୟାଳୟକୁ ଜଳ ବିଶୋଧନ ପ୍ରକଳ୍ପ ପ୍ରଦାନ    (25-Sep-2026)       ||      ଟିଟିଲାଗଡ଼ ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିରରେ ନମାମି ଭାରତ’ କାର୍ଯ୍ୟକ୍ରମ ଅନୁଷ୍ଠିତ   (25-Sep-2026)       ||      ଛତାମଖନା ଡ୍ୟାମ୍ କ୍ଷତି, ଜଙ୍ଗଲ ନିଆଁ, ପ୍ରବାସୀ ଶ୍ରମିକ ଓ MMDR ସଂଶୋଧନକୁ ନେଇ ସରକାରଙ୍କ ତଥ୍ୟ   (25-Sep-2026)       ||      *ବର୍ଷା ଯୋଗୁଁ ସଲଫ ଗଛ ଘର ଉପରେ ପଡିଲା, ଅଳ୍ପକେ ବର୍ତ୍ତିଲେ ୨ ଭାଇ ଭଉଣୀ*   (25-Sep-2026)       ||      ଯୁବଶକ୍ତି ଜାଗ୍ରତ ହେଲେ, ଏଡ୍‌ସ ମୁକ୍ତ ସମାଜ ଗଢ଼ି ହେବ   (25-Sep-2026)       ||      ଲଗାଣ ବର୍ଷାରେ ଧସିଲା ଜାତୀୟ ରାଜପଥ କଡରେ ଥିବା କା ଏମ ଭି ୭୬ ର ପେଟ୍ରୋଲ ପମ୍ପର ସାଇଡ କାନ୍ଥ    (25-Sep-2026)       ||      ଭାରତ କୋ ଜାନୋ ଏବଂ ରାଷ୍ଟ୍ରୀୟ ସମୂହଗାନ ପ୍ରତିଯୋଗିତା   (25-Sep-2026)       ||      *ନୂଆଁଖାଇ ଭେଟଘାଟ ପାଇଁ କ୍ଷତ୍ରିୟ ଧାକଡ ସମାଜ କୋର କମିଟି ର ପ୍ରସ୍ତୁତି ବୈଠକ*   (25-Sep-2026)       ||      ଫରେଷ୍ଟରଙ୍କ ଆତ୍ମହତ୍ୟାର ଅନ୍ତରାଳେ♦️ ବଲାଙ୍ଗୀର ବନବିଭାଗରେ କୋଟି କୋଟି ହଡପ    (24-Sep-2026)       ||      କୁଟ୍ରୁମାଳି–ସିଜିମାଳି ଅଞ୍ଚଳର ଆଦିବାସୀ ଙ୍କୁ ସୁରକ୍ଷା ଦିଅ ନଚେତ ଦୁର୍ବାର ଆନ୍ଦୋଳନ ହେବ    (24-Sep-2026)       ||      ସରକାରୀ ମହିଳା ମହାବିଦ୍ୟାଳୟରେ ଏନ୍. ଏସ୍. ଏସ୍ ଦିବସ ପାଳିତ   (24-Sep-2026)       ||      ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ ଏନ.ଏସ.ଏସ ଦିବସ ପାଳିତ   (24-Sep-2026)       ||      ବର୍ଷା ଯୋଗୁଁ ଘର ଉପରେ ପଡିଲା ବିରାଟ ତେନ୍ତୁଳି ଗଛ, ଅଳ୍ପକେ ବର୍ତ୍ତିଲେ ଚୈତନ ମାଝୀଙ୍କ ପରିବାର   (24-Sep-2026)       ||      * *ସାହାଣୀ କପ୍ ଫୁଟବଲ୍ ଦ୍ୱିତୀୟ ଦିଵସ ପ୍ରଥମ ମ୍ୟାଚ୍ ବରଗଡ଼ ଦଳ ୪-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ୧-୧ ଗୋଲ ସ୍କୋର ହୋଇ ଉଭୟ ଦଳ ଦଳ କୁ ୧-୧- ପଏଣ୍ଟ ମିଳିଛି* -   (24-Sep-2026)       ||      ଆଚାର ଜାର୍‌ରେ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ ବଲାଙ୍ଗୀର ସହର ପୋଲିସର ଚଢ଼ାଉ, ୩୭ କେଜି ୬୫୦ ଗ୍ରାମ ଗଞ୍ଜେଇ ଜବତ; ୨ ଗିରଫ    (24-Sep-2026)       ||      ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ    (24-Sep-2026)       ||      ଗଭୀର ଅବପାତ ଉପକୂଳ ଅତିକ୍ରମ କରିଛି ; ସମନ୍ୱିତ ପ୍ରୟାସ ଓ ପ୍ରସ୍ତୁତିମୂଳକ ପଦକ୍ଷେପ ସହ ରାଜ୍ୟରେ ପରିସ୍ଥିତି ଉପରେ ନିରନ୍ତର ନଜର   (24-Sep-2026)       ||      ପୁଣି ପିସି ପ୍ରସଙ୍ଗ : ଥାନାରେ ମାମଲା ଯୋଗାଣବିଭାଗରେ ପିସି କୁ ନେଇ ପାଟିତୁଣ୍ଡ !   (24-Sep-2026)       ||     

HOME   ଜିଲ୍ଲା

କଣ୍ଟାବାଞ୍ଜିରେ କଣ୍ଟାଫୁଲ କାର୍ଯ୍ୟକ୍ରମ

15-Nov-2024



କଣ୍ଟାବାଞ୍ଜି(କୈଳାସ ସଗ୍ରିଆ): କଣ୍ଟାବାଞ୍ଜିର ଅଗ୍ରଣୀ ଅନୁଷ୍ଠାନ ନିର୍ଝରିଣୀ ଆନୁକୂଲ୍ୟରେ ଶିଶୁ ଦିବସ ଅବସରରେ କଣ୍ଟାଫୁଲ ଉତ୍ସବ ଓ ନିଆରା ସଂପର୍କ ପିଲାଙ୍କ ମୁହଁରେ ହସ କାର୍ଯ୍ୟକ୍ରମ ସିଗନାଲ ପଡାରେ ଅନୁଷ୍ଠିତ ହୋଇଥିଲା।ଅନୁଷ୍ଠାନର ସଭାପତି ରାମଚନ୍ଦ୍ର ସାହୁଙ୍କ ସଭାପତିତ୍ୱରେ ଅନୁଷ୍ଠିତ ସଭାରେ କଣ୍ଟାବାଞ୍ଜି ବିଜ୍ଞାପିତ ଅଞ୍ଚଳର ଉପଧ୍ୟକ୍ଷା ମନୋରମା ରାଉତ,ମୁଖ୍ୟ ଅତିଥି, ଅଧିବକ୍ତା ବିଷ୍ଣୁ ପ୍ରସାଦ ଶର୍ମା, ମୁଖ୍ୟ ବକ୍ତା, ଜ୍ୟୋତ୍ସ୍ନା ରାଣୀ ବାଗ,ହେରାମ ବାଗ,ସମ୍ମାନିତ ଅତିଥି ଭାବରେ ଯୋଗ ଦେଇଥିଲେ।ସର୍ବ ପ୍ରଥମେ ଜବାହାରଲାଲଙ୍କ ଫଟୋଚିତ୍ରରେ ପୁଷ୍ପ ମାଲ୍ୟ ଓ ଧୂପ ପ୍ରଦାନ କରି କାର୍ଯ୍ୟକ୍ରମର ଶୁଭାରମ୍ଭ କରାଯାଇଥିଲା।କୁନି କୁନି ପିଲାମାନଙ୍କ ମଧ୍ୟରେ ପୁଚି, ନୃତ୍ୟ,

ବେଲୁନ ଫୁଙ୍କା, ଅଭିନୟ ଆଦି କରାଯାଇ ପୁରସ୍କୃତ କରାଯାଇ ଥିଲା।ସ୍ୱ।ଗତ ଭାଷଣ ସହ ସମ୍ପାଦିକା ଅଞ୍ଜଳି ମାଝୀ ଓ ଉପ ସଭାପତି ସୂର୍ଯ୍ୟକାନ୍ତ ରଣା ଧନ୍ୟବାଦ ଅର୍ପଣ କରିଥିଲେ।ଏହି କାର୍ଯ୍ୟକ୍ରମକୁ ସଫଳ କରିବାରେ ଥମିର ଛତ୍ରିଆ, ନରେନ୍ଦ୍ର ସୁନା,ସବିତା ରଣା ସହ ଅନ୍ୟମାନେ ସହଯୋଗ କରିଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ରାଜ୍ୟସ୍ତରୀୟ ସ୍କୁଲ ଗେମ୍ ଟାଏକୋଣ୍ଡୋ ରେ ବଲାଙ୍ଗିର କୁ ୪ଟି ପଦକ   25-Sep-2026
  ଜିଲ୍ଲା  
ଓଡିଶା ଟି-୨୦ ଲିଗ୍‌ରେ ବଲାଙ୍ଗିର ର ତିନି ଯୁବ କ୍ରିକେଟର ସିଏମ୍ ଟ୍ରଫି ୨୦୨୬ ପାଇଁ ଦିବ୍ୟମ, ଓମ୍‌କାର ଓ ଯୋଗେଶ୍ୱର ମନୋନୀତ   25-Sep-2026
  ଜିଲ୍ଲା  
ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଡିଏଭି ସ୍ୱୟଂ ଶାସିତ ମହାବିଦ୍ୟାଳୟକୁ ଜଳ ବିଶୋଧନ ପ୍ରକଳ୍ପ ପ୍ରଦାନ   25-Sep-2026
  ଜିଲ୍ଲା  
ଟିଟିଲାଗଡ଼ ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିରରେ ନମାମି ଭାରତ’ କାର୍ଯ୍ୟକ୍ରମ ଅନୁଷ୍ଠିତ   25-Sep-2026
  ରାଜନୀତି  
ଛତାମଖନା ଡ୍ୟାମ୍ କ୍ଷତି, ଜଙ୍ଗଲ ନିଆଁ, ପ୍ରବାସୀ ଶ୍ରମିକ ଓ MMDR ସଂଶୋଧନକୁ ନେଇ ସରକାରଙ୍କ ତଥ୍ୟ   25-Sep-2026
  ଜିଲ୍ଲା  
*ବର୍ଷା ଯୋଗୁଁ ସଲଫ ଗଛ ଘର ଉପରେ ପଡିଲା, ଅଳ୍ପକେ ବର୍ତ୍ତିଲେ ୨ ଭାଇ ଭଉଣୀ*   25-Sep-2026
  ଜିଲ୍ଲା  
ଯୁବଶକ୍ତି ଜାଗ୍ରତ ହେଲେ, ଏଡ୍‌ସ ମୁକ୍ତ ସମାଜ ଗଢ଼ି ହେବ   25-Sep-2026
  ରାଜ୍ୟ  
ଲଗାଣ ବର୍ଷାରେ ଧସିଲା ଜାତୀୟ ରାଜପଥ କଡରେ ଥିବା କା ଏମ ଭି ୭୬ ର ପେଟ୍ରୋଲ ପମ୍ପର ସାଇଡ କାନ୍ଥ   25-Sep-2026
  ଜିଲ୍ଲା  
ଭାରତ କୋ ଜାନୋ ଏବଂ ରାଷ୍ଟ୍ରୀୟ ସମୂହଗାନ ପ୍ରତିଯୋଗିତା   25-Sep-2026
  ଜିଲ୍ଲା  
*ନୂଆଁଖାଇ ଭେଟଘାଟ ପାଇଁ କ୍ଷତ୍ରିୟ ଧାକଡ ସମାଜ କୋର କମିଟି ର ପ୍ରସ୍ତୁତି ବୈଠକ*   25-Sep-2026
  ଜିଲ୍ଲା  
ଫରେଷ୍ଟରଙ୍କ ଆତ୍ମହତ୍ୟାର ଅନ୍ତରାଳେ♦️ ବଲାଙ୍ଗୀର ବନବିଭାଗରେ କୋଟି କୋଟି ହଡପ   24-Sep-2026
  ରାଜ୍ୟ  
କୁଟ୍ରୁମାଳି–ସିଜିମାଳି ଅଞ୍ଚଳର ଆଦିବାସୀ ଙ୍କୁ ସୁରକ୍ଷା ଦିଅ ନଚେତ ଦୁର୍ବାର ଆନ୍ଦୋଳନ ହେବ   24-Sep-2026

You Might Also Like