-+91-9937148622 |

prerana_bgr@rediffmail.com |

  Friday 25th September 2026 |

| | | |

R.N.I. Regd No. ODIODI/2010/46693

Breaking News

ରାଜ୍ୟସ୍ତରୀୟ ସ୍କୁଲ ଗେମ୍ ଟାଏକୋଣ୍ଡୋ ରେ ବଲାଙ୍ଗିର କୁ ୪ଟି ପଦକ   (25-Sep-2026)       ||      ଓଡିଶା ଟି-୨୦ ଲିଗ୍‌ରେ ବଲାଙ୍ଗିର ର ତିନି ଯୁବ କ୍ରିକେଟର ସିଏମ୍ ଟ୍ରଫି ୨୦୨୬ ପାଇଁ ଦିବ୍ୟମ, ଓମ୍‌କାର ଓ ଯୋଗେଶ୍ୱର ମନୋନୀତ   (25-Sep-2026)       ||      ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଡିଏଭି ସ୍ୱୟଂ ଶାସିତ ମହାବିଦ୍ୟାଳୟକୁ ଜଳ ବିଶୋଧନ ପ୍ରକଳ୍ପ ପ୍ରଦାନ    (25-Sep-2026)       ||      ଟିଟିଲାଗଡ଼ ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିରରେ ନମାମି ଭାରତ’ କାର୍ଯ୍ୟକ୍ରମ ଅନୁଷ୍ଠିତ   (25-Sep-2026)       ||      ଛତାମଖନା ଡ୍ୟାମ୍ କ୍ଷତି, ଜଙ୍ଗଲ ନିଆଁ, ପ୍ରବାସୀ ଶ୍ରମିକ ଓ MMDR ସଂଶୋଧନକୁ ନେଇ ସରକାରଙ୍କ ତଥ୍ୟ   (25-Sep-2026)       ||      *ବର୍ଷା ଯୋଗୁଁ ସଲଫ ଗଛ ଘର ଉପରେ ପଡିଲା, ଅଳ୍ପକେ ବର୍ତ୍ତିଲେ ୨ ଭାଇ ଭଉଣୀ*   (25-Sep-2026)       ||      ଯୁବଶକ୍ତି ଜାଗ୍ରତ ହେଲେ, ଏଡ୍‌ସ ମୁକ୍ତ ସମାଜ ଗଢ଼ି ହେବ   (25-Sep-2026)       ||      ଲଗାଣ ବର୍ଷାରେ ଧସିଲା ଜାତୀୟ ରାଜପଥ କଡରେ ଥିବା କା ଏମ ଭି ୭୬ ର ପେଟ୍ରୋଲ ପମ୍ପର ସାଇଡ କାନ୍ଥ    (25-Sep-2026)       ||      ଭାରତ କୋ ଜାନୋ ଏବଂ ରାଷ୍ଟ୍ରୀୟ ସମୂହଗାନ ପ୍ରତିଯୋଗିତା   (25-Sep-2026)       ||      *ନୂଆଁଖାଇ ଭେଟଘାଟ ପାଇଁ କ୍ଷତ୍ରିୟ ଧାକଡ ସମାଜ କୋର କମିଟି ର ପ୍ରସ୍ତୁତି ବୈଠକ*   (25-Sep-2026)       ||      ଫରେଷ୍ଟରଙ୍କ ଆତ୍ମହତ୍ୟାର ଅନ୍ତରାଳେ♦️ ବଲାଙ୍ଗୀର ବନବିଭାଗରେ କୋଟି କୋଟି ହଡପ    (24-Sep-2026)       ||      କୁଟ୍ରୁମାଳି–ସିଜିମାଳି ଅଞ୍ଚଳର ଆଦିବାସୀ ଙ୍କୁ ସୁରକ୍ଷା ଦିଅ ନଚେତ ଦୁର୍ବାର ଆନ୍ଦୋଳନ ହେବ    (24-Sep-2026)       ||      ସରକାରୀ ମହିଳା ମହାବିଦ୍ୟାଳୟରେ ଏନ୍. ଏସ୍. ଏସ୍ ଦିବସ ପାଳିତ   (24-Sep-2026)       ||      ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ ଏନ.ଏସ.ଏସ ଦିବସ ପାଳିତ   (24-Sep-2026)       ||      ବର୍ଷା ଯୋଗୁଁ ଘର ଉପରେ ପଡିଲା ବିରାଟ ତେନ୍ତୁଳି ଗଛ, ଅଳ୍ପକେ ବର୍ତ୍ତିଲେ ଚୈତନ ମାଝୀଙ୍କ ପରିବାର   (24-Sep-2026)       ||      * *ସାହାଣୀ କପ୍ ଫୁଟବଲ୍ ଦ୍ୱିତୀୟ ଦିଵସ ପ୍ରଥମ ମ୍ୟାଚ୍ ବରଗଡ଼ ଦଳ ୪-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ୧-୧ ଗୋଲ ସ୍କୋର ହୋଇ ଉଭୟ ଦଳ ଦଳ କୁ ୧-୧- ପଏଣ୍ଟ ମିଳିଛି* -   (24-Sep-2026)       ||      ଆଚାର ଜାର୍‌ରେ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ ବଲାଙ୍ଗୀର ସହର ପୋଲିସର ଚଢ଼ାଉ, ୩୭ କେଜି ୬୫୦ ଗ୍ରାମ ଗଞ୍ଜେଇ ଜବତ; ୨ ଗିରଫ    (24-Sep-2026)       ||      ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ    (24-Sep-2026)       ||      ଗଭୀର ଅବପାତ ଉପକୂଳ ଅତିକ୍ରମ କରିଛି ; ସମନ୍ୱିତ ପ୍ରୟାସ ଓ ପ୍ରସ୍ତୁତିମୂଳକ ପଦକ୍ଷେପ ସହ ରାଜ୍ୟରେ ପରିସ୍ଥିତି ଉପରେ ନିରନ୍ତର ନଜର   (24-Sep-2026)       ||      ପୁଣି ପିସି ପ୍ରସଙ୍ଗ : ଥାନାରେ ମାମଲା ଯୋଗାଣବିଭାଗରେ ପିସି କୁ ନେଇ ପାଟିତୁଣ୍ଡ !   (24-Sep-2026)       ||     

HOME   ଜିଲ୍ଲା

ଓଡ଼ିଶା ନାରୀ ସେବା ସଂଘ ପକ୍ଷରୁ ଚlଚା ନେହେରୁ ଜୟନ୍ତୀ ଓ ଶିଶୁ ଦିବସ ପାଳିତ

15-Nov-2024



କଟକ (ପ୍ରେରଣା ଖବର):  ସ୍ୱାଧୀନ ଭାରତର ପ୍ରଥମ ପ୍ରଧାନ ମନ୍ତ୍ରୀ ଜବାହରଲାଲ ନେହେରୁଙ୍କ ଜୟନ୍ତୀ ଉପଲକ୍ଷେ ଓଡ଼ିଶା ନାରୀ ସେବା ସଙ୍ଘ ପକ୍ଷରୁ ସଂଘର ସଭାପତି ଡ. ପ୍ରତିମା ମହାପାତ୍ର ଙ୍କ ଅଧ୍ୟକ୍ଷତାରେ  ସମାଜ ଅଫିସ ନିକଟରେ ଥିବା ଆଶା  ଆଶ୍ଵାସନା ବିଦ୍ୟାଳୟ ଠାରେ ଅନୁଷ୍ଟିତ ହୋଇଯାଇଛି। ପ୍ରଥମେ ନେହେରୁ ଙ୍କ ଫୋଟୋ ଚିତ୍ରରେ  ପୁଷ୍ପ ମାଲ୍ୟାର୍ପଣ କରlଯାଇଥିଲା ସଂଘର ସମ୍ପାଦିକା 
 ଆଭା କାନୁନଗୋ ଓ ସଂଗଠନ ସମ୍ପାଦିକl ମୀରା ବେଉରା 

ବିଦ୍ୟାଳୟର ପିଲାମାନଙ୍କୁ  ଚlଚl  ନେହେରୁ ଙ୍କ  ଯିବନାଦର୍ଶ  ସମ୍ପର୍କରେ ଆଲୋଚନା କରି  ଶିଶୁ ଦିବସର  ତାତ୍ପର୍ଯ୍ୟ  କୁନି କୁନି ପିଲାଙ୍କୁ ବୁଝାଇଥିଲେ । ସଂଘ ପକ୍ଷରୁ ପିଲା ମାନଙ୍କ ପାଇଁ କେକ କଟାଯାଇଥିଲା ଓ ମିଷ୍ଟାନ୍ନ ବଣ୍ଟନ କରା ଯାଇଥିଲା । ସଂଘର ବରିଷ୍ଟ ସଦସ୍ୟା ଡ. ପ୍ରଭାବତୀ ପଣ୍ଡା, ନାମିତl ପଣ୍ଡା, କୋଷାଧ୍ୟକ୍ଷl ନୟନ ତାରl  ନନ୍ଦ, କଲ୍ୟାଣୀ ସାହୁ, ଶୁପ୍ରିତି ଦାସ୍, ବାଣୀ ନିର୍ମାଲ୍ୟ ପ୍ରମୁଖ ଉପସ୍ଥିତ ରହି ପିଲାମାନଙ୍କୁ  ଗପ କହି ଉତ୍ସାହିତ କରିଥଲେ। ସ୍କୁଲ୍ ର  ଅଧ୍ୟକ୍ଷା ଭାନୁମତି ରାଓ ଧନ୍ୟବାଦ ଦେଇଥିଲେ । ଓ ଅନ୍ୟାନ୍ୟ ଶିକ୍ଷୟିତ୍ରୀ ବୃନ୍ଦ  କାର୍ଯ୍ୟକ୍ରମରେ ସହଯୋଗ କରିଥିଲେ ।
        


News Comment




Photo in News

Advertisment
Lastest News
  ଜିଲ୍ଲା  
ରାଜ୍ୟସ୍ତରୀୟ ସ୍କୁଲ ଗେମ୍ ଟାଏକୋଣ୍ଡୋ ରେ ବଲାଙ୍ଗିର କୁ ୪ଟି ପଦକ   25-Sep-2026
  ଜିଲ୍ଲା  
ଓଡିଶା ଟି-୨୦ ଲିଗ୍‌ରେ ବଲାଙ୍ଗିର ର ତିନି ଯୁବ କ୍ରିକେଟର ସିଏମ୍ ଟ୍ରଫି ୨୦୨୬ ପାଇଁ ଦିବ୍ୟମ, ଓମ୍‌କାର ଓ ଯୋଗେଶ୍ୱର ମନୋନୀତ   25-Sep-2026
  ଜିଲ୍ଲା  
ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଡିଏଭି ସ୍ୱୟଂ ଶାସିତ ମହାବିଦ୍ୟାଳୟକୁ ଜଳ ବିଶୋଧନ ପ୍ରକଳ୍ପ ପ୍ରଦାନ   25-Sep-2026
  ଜିଲ୍ଲା  
ଟିଟିଲାଗଡ଼ ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିରରେ ନମାମି ଭାରତ’ କାର୍ଯ୍ୟକ୍ରମ ଅନୁଷ୍ଠିତ   25-Sep-2026
  ରାଜନୀତି  
ଛତାମଖନା ଡ୍ୟାମ୍ କ୍ଷତି, ଜଙ୍ଗଲ ନିଆଁ, ପ୍ରବାସୀ ଶ୍ରମିକ ଓ MMDR ସଂଶୋଧନକୁ ନେଇ ସରକାରଙ୍କ ତଥ୍ୟ   25-Sep-2026
  ଜିଲ୍ଲା  
*ବର୍ଷା ଯୋଗୁଁ ସଲଫ ଗଛ ଘର ଉପରେ ପଡିଲା, ଅଳ୍ପକେ ବର୍ତ୍ତିଲେ ୨ ଭାଇ ଭଉଣୀ*   25-Sep-2026
  ଜିଲ୍ଲା  
ଯୁବଶକ୍ତି ଜାଗ୍ରତ ହେଲେ, ଏଡ୍‌ସ ମୁକ୍ତ ସମାଜ ଗଢ଼ି ହେବ   25-Sep-2026
  ରାଜ୍ୟ  
ଲଗାଣ ବର୍ଷାରେ ଧସିଲା ଜାତୀୟ ରାଜପଥ କଡରେ ଥିବା କା ଏମ ଭି ୭୬ ର ପେଟ୍ରୋଲ ପମ୍ପର ସାଇଡ କାନ୍ଥ   25-Sep-2026
  ଜିଲ୍ଲା  
ଭାରତ କୋ ଜାନୋ ଏବଂ ରାଷ୍ଟ୍ରୀୟ ସମୂହଗାନ ପ୍ରତିଯୋଗିତା   25-Sep-2026
  ଜିଲ୍ଲା  
*ନୂଆଁଖାଇ ଭେଟଘାଟ ପାଇଁ କ୍ଷତ୍ରିୟ ଧାକଡ ସମାଜ କୋର କମିଟି ର ପ୍ରସ୍ତୁତି ବୈଠକ*   25-Sep-2026
  ଜିଲ୍ଲା  
ଫରେଷ୍ଟରଙ୍କ ଆତ୍ମହତ୍ୟାର ଅନ୍ତରାଳେ♦️ ବଲାଙ୍ଗୀର ବନବିଭାଗରେ କୋଟି କୋଟି ହଡପ   24-Sep-2026
  ରାଜ୍ୟ  
କୁଟ୍ରୁମାଳି–ସିଜିମାଳି ଅଞ୍ଚଳର ଆଦିବାସୀ ଙ୍କୁ ସୁରକ୍ଷା ଦିଅ ନଚେତ ଦୁର୍ବାର ଆନ୍ଦୋଳନ ହେବ   24-Sep-2026

You Might Also Like