-+91-9937148622 |

prerana_bgr@rediffmail.com |

  Friday 25th September 2026 |

| | | |

R.N.I. Regd No. ODIODI/2010/46693

Breaking News

ସରକାରୀ ମହିଳା ମହାବିଦ୍ୟାଳୟରେ ବିଶ୍ୱ ଆତ୍ମହତ୍ୟା ନିରୋଧ ସଚେତନତା କାର୍ଯ୍ୟକ୍ରମ   (25-Sep-2026)       ||      ରାଜ୍ୟସ୍ତରୀୟ ସ୍କୁଲ ଗେମ୍ ଟାଏକୋଣ୍ଡୋ ରେ ବଲାଙ୍ଗିର କୁ ୪ଟି ପଦକ   (25-Sep-2026)       ||      ଓଡିଶା ଟି-୨୦ ଲିଗ୍‌ରେ ବଲାଙ୍ଗିର ର ତିନି ଯୁବ କ୍ରିକେଟର ସିଏମ୍ ଟ୍ରଫି ୨୦୨୬ ପାଇଁ ଦିବ୍ୟମ, ଓମ୍‌କାର ଓ ଯୋଗେଶ୍ୱର ମନୋନୀତ   (25-Sep-2026)       ||      ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଡିଏଭି ସ୍ୱୟଂ ଶାସିତ ମହାବିଦ୍ୟାଳୟକୁ ଜଳ ବିଶୋଧନ ପ୍ରକଳ୍ପ ପ୍ରଦାନ    (25-Sep-2026)       ||      ଟିଟିଲାଗଡ଼ ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିରରେ ନମାମି ଭାରତ’ କାର୍ଯ୍ୟକ୍ରମ ଅନୁଷ୍ଠିତ   (25-Sep-2026)       ||      ଛତାମଖନା ଡ୍ୟାମ୍ କ୍ଷତି, ଜଙ୍ଗଲ ନିଆଁ, ପ୍ରବାସୀ ଶ୍ରମିକ ଓ MMDR ସଂଶୋଧନକୁ ନେଇ ସରକାରଙ୍କ ତଥ୍ୟ   (25-Sep-2026)       ||      *ବର୍ଷା ଯୋଗୁଁ ସଲଫ ଗଛ ଘର ଉପରେ ପଡିଲା, ଅଳ୍ପକେ ବର୍ତ୍ତିଲେ ୨ ଭାଇ ଭଉଣୀ*   (25-Sep-2026)       ||      ଯୁବଶକ୍ତି ଜାଗ୍ରତ ହେଲେ, ଏଡ୍‌ସ ମୁକ୍ତ ସମାଜ ଗଢ଼ି ହେବ   (25-Sep-2026)       ||      ଲଗାଣ ବର୍ଷାରେ ଧସିଲା ଜାତୀୟ ରାଜପଥ କଡରେ ଥିବା କା ଏମ ଭି ୭୬ ର ପେଟ୍ରୋଲ ପମ୍ପର ସାଇଡ କାନ୍ଥ    (25-Sep-2026)       ||      ଭାରତ କୋ ଜାନୋ ଏବଂ ରାଷ୍ଟ୍ରୀୟ ସମୂହଗାନ ପ୍ରତିଯୋଗିତା   (25-Sep-2026)       ||      *ନୂଆଁଖାଇ ଭେଟଘାଟ ପାଇଁ କ୍ଷତ୍ରିୟ ଧାକଡ ସମାଜ କୋର କମିଟି ର ପ୍ରସ୍ତୁତି ବୈଠକ*   (25-Sep-2026)       ||      ଫରେଷ୍ଟରଙ୍କ ଆତ୍ମହତ୍ୟାର ଅନ୍ତରାଳେ♦️ ବଲାଙ୍ଗୀର ବନବିଭାଗରେ କୋଟି କୋଟି ହଡପ    (24-Sep-2026)       ||      କୁଟ୍ରୁମାଳି–ସିଜିମାଳି ଅଞ୍ଚଳର ଆଦିବାସୀ ଙ୍କୁ ସୁରକ୍ଷା ଦିଅ ନଚେତ ଦୁର୍ବାର ଆନ୍ଦୋଳନ ହେବ    (24-Sep-2026)       ||      ସରକାରୀ ମହିଳା ମହାବିଦ୍ୟାଳୟରେ ଏନ୍. ଏସ୍. ଏସ୍ ଦିବସ ପାଳିତ   (24-Sep-2026)       ||      ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ ଏନ.ଏସ.ଏସ ଦିବସ ପାଳିତ   (24-Sep-2026)       ||      ବର୍ଷା ଯୋଗୁଁ ଘର ଉପରେ ପଡିଲା ବିରାଟ ତେନ୍ତୁଳି ଗଛ, ଅଳ୍ପକେ ବର୍ତ୍ତିଲେ ଚୈତନ ମାଝୀଙ୍କ ପରିବାର   (24-Sep-2026)       ||      * *ସାହାଣୀ କପ୍ ଫୁଟବଲ୍ ଦ୍ୱିତୀୟ ଦିଵସ ପ୍ରଥମ ମ୍ୟାଚ୍ ବରଗଡ଼ ଦଳ ୪-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ୧-୧ ଗୋଲ ସ୍କୋର ହୋଇ ଉଭୟ ଦଳ ଦଳ କୁ ୧-୧- ପଏଣ୍ଟ ମିଳିଛି* -   (24-Sep-2026)       ||      ଆଚାର ଜାର୍‌ରେ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ ବଲାଙ୍ଗୀର ସହର ପୋଲିସର ଚଢ଼ାଉ, ୩୭ କେଜି ୬୫୦ ଗ୍ରାମ ଗଞ୍ଜେଇ ଜବତ; ୨ ଗିରଫ    (24-Sep-2026)       ||      ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ    (24-Sep-2026)       ||      ଗଭୀର ଅବପାତ ଉପକୂଳ ଅତିକ୍ରମ କରିଛି ; ସମନ୍ୱିତ ପ୍ରୟାସ ଓ ପ୍ରସ୍ତୁତିମୂଳକ ପଦକ୍ଷେପ ସହ ରାଜ୍ୟରେ ପରିସ୍ଥିତି ଉପରେ ନିରନ୍ତର ନଜର   (24-Sep-2026)       ||     

HOME   ଜିଲ୍ଲା

କାର୍ତ୍ତିକ ବୁଡ ତଥା ବୋଇତ ବନ୍ଦାଣ ପାଇଁ ଶ୍ରୀଶ୍ରୀ ନୃସିଂହନାଥ ପୀଠରେ ପ୍ରବଳ ଜନସମୁଦ୍ର

15-Nov-2024



(ନିରଞ୍ଜନ ତ୍ରିପାଠୀ)-ଉତ୍କଳୀୟ ପରମ୍ପରାର ନୈାବାଣିଜ୍ୟ ଭିତ୍ତିକ କାର୍ତ୍ତିକ ପୂର୍ଣ୍ଣିମା ତଥା ବୋଇତ ବନ୍ଦାଣ ଉତ୍ସବ ଶ୍ରୀ ଶ୍ରୀ ନୃସିଂହନାଥ ପୀଠରେ ମହା ଆଡମ୍ବରରେ ପାଳନ ହୋଇଯାଇଛି । ଏହା ଏକ ଗଭୀର ଆଧ୍ୟାତ୍ମିକ ହିନ୍ଦୁ ପର୍ବ ଯାହାକି କାର୍ତ୍ତିକ ମାସର ପୂର୍ଣ୍ଣିମାକୁ ପାଳନ କରିଥାଏ। ଏହି ଦିନ ପବିତ୍ର ନଦୀ ଅବା ଝରଣାରେ ପବିତ୍ର ବୁଡ଼ ପକାଇଲେ ଯାହା ପାପ ଧୋଇ ଦେବ ଏବଂ ଈଶ୍ୱରଙ୍କ ଆଶୀର୍ବାଦ ଆଣିଦେବ ବୋଲି ବିଶ୍ୱାସ ମଧ୍ୟ ରହିଛି। ଉଭୟ ଭଗବାନ ବିଷ୍ଣୁ ଏବଂ ଭଗବାନ ଶିବଙ୍କ ପୂଜାର୍ଚ୍ଚନା ଏହି ଦିନଟି ବେଶ ମହତ୍ତ୍ୱପୂର୍ଣ୍ଣ ଅଟେ।ଓଡ଼ିଶାରେ ସ୍ୱତନ୍ତ୍ର ଶୋଭାଯାତ୍ରା ଏବଂ ଭଗବାନ କାର୍ତ୍ତିକେଶ୍ୱର ମୂର୍ତ୍ତୀ ଙ୍କ ବୁଡ଼ ପକାଇବା ଏହାର ସାଂସ୍କୃତିକ ଗୁରୁତ୍ୱକୁ ଅଧିକ ଗୁରୁତ୍ୱ ଦେଇଥାଏ। କାର୍ତ୍ତିକ ପୂର୍ଣ୍ଣିମାର ଅନନ୍ଯ ରୂପ ଦେଖିବାକୁ ମିଳିଛି ପାଇକମାଲ ନିକଟସ୍ଥ ସ୍ଥିତ ଶ୍ରୀଶ୍ରୀ ନୃସିଂହନାଥ ପୀଠରେ । ଲକ୍ଷାଧିକ ଭକ୍ତଙ୍କ ଭିଡ଼ରେ କାର୍ତ୍ତିକ ଚତୁର୍ଦ୍ଦଶୀ ଏବଂ କାର୍ତ୍ତିକ ପୂର୍ଣ୍ଣିମାର ଦୀପଦାନ ଉତ୍ସବ ମହା ସମାରୋହରେ ସମ୍ପନ୍ନ ହୋଇଛି । ଚତୁର୍ଦଶୀ ତିଥିରେ ମାଁ ଜଗଦାତ୍ରୀଙ୍କ ପୂଜା ସନ୍ଧ୍ଯା ୭ ରୁ ୮ ଟା ମଧ୍ଯରେ ସମ୍ପୂର୍ଣ୍ଣ ହୋଇଥିଲା । ରାତ୍ର ୯ଟା ପରେ  ଉପସ୍ଥିତ ସମସ୍ତ ଭକ୍ତ ମାନଙ୍କ ପାଇଁ ମହା ପ୍ରସାଦର ସୁ ବ୍ଯବସ୍ଥା ମଧ୍ଯ ହୋଇଥିଲା । ଭକ୍ତ ତଥା ଶ୍ରଦ୍ଧାଳୁଙ୍କ ପାଇଁ ରାମାୟଣ ପ୍ରବଚନ ସାଂସ୍କୃତିକ କାର୍ଯ୍ୟକ୍ରମ ମନ୍ଦିର ଟ୍ରଷ୍ଟ ବୋର୍ଡ ପକ୍ଷରୁ ଆୟୋଜନ କରାଯାଇଥିଲା । ଆଜି ସକାଳ ୩ଟାରୁ ଭକ୍ତମାନେ ପୂର୍ଣ୍ଣମୀ ବୁଡ଼ ଦେଇ ଦୀପଦାନ କରିଥିଲେ । କାର୍ତ୍ତିକ ପୂର୍ଣ୍ଣିମାର ଦୀପଦାନ ଉତ୍ସବ ପାଇଁ ଶ୍ରୀଶ୍ରୀ ନୃସିଂହନାଥ ପୀଠର ଚାଳଧାର, ଗୋକୁଣ୍ଡ ଏବଂ ପଞ୍ଚୁପାଣ୍ଡବ ଏହି ତ୍ରୀବେଣୀ ସଂଗମରେ ଦୀପଦାନ ପାଇଁ ମନ୍ଦିର ପ୍ରଶାସନ ପକ୍ଷରୁ ସୁ-ବ୍ଯବସ୍ଥା ହୋଇଥିବା ଥିବା ବେଳେ ମନ୍ଦିର ପ୍ରଶାସକ ପକ୍ଷରୁ ଭକ୍ତଙ୍କ ସୁରକ୍ଷାକୁ ସ୍ୱତନ୍ତ୍ର ଭାବେ ପ୍ରାଧାନ୍ୟ ଦିଆଯାଇଛି ବୋଲି ନୃସିଂହନାଥ ଟ୍ରଷ୍ଟ ବୋର୍ଡର କାର୍ଯ୍ୟନିର୍ବାହୀ ଅଧିକାରୀ ଶ୍ରୀମାନ ପୁରୁଷୋତ୍ତମ ପ୍ରଧାନ ଆମ ପ୍ରତିନିଧିଙ୍କୁ ଫୋନ ମାଧ୍ୟମରେ ସୂଚନା ପ୍ରଦାନ କରିଛନ୍ତି। ଏଅବସରରେ ପବିତ୍ର ଶ୍ରୀଶ୍ରୀ ନୃସିଂହନାଥ ପୀଠରେ ରାଜ୍ୟ ତଥା ରାଜ୍ଯ ବାହାରର ଲକ୍ଷାଧିକ ଭକ୍ତଙ୍କ ସମାଗମ ସହିତ ଦୀପଦାନ ମଧ୍ଯ କରିଛନ୍ତିି।


News Comment




Photo in News

Advertisment
Lastest News
  ଜିଲ୍ଲା  
ସରକାରୀ ମହିଳା ମହାବିଦ୍ୟାଳୟରେ ବିଶ୍ୱ ଆତ୍ମହତ୍ୟା ନିରୋଧ ସଚେତନତା କାର୍ଯ୍ୟକ୍ରମ   25-Sep-2026
  ଜିଲ୍ଲା  
ରାଜ୍ୟସ୍ତରୀୟ ସ୍କୁଲ ଗେମ୍ ଟାଏକୋଣ୍ଡୋ ରେ ବଲାଙ୍ଗିର କୁ ୪ଟି ପଦକ   25-Sep-2026
  ଜିଲ୍ଲା  
ଓଡିଶା ଟି-୨୦ ଲିଗ୍‌ରେ ବଲାଙ୍ଗିର ର ତିନି ଯୁବ କ୍ରିକେଟର ସିଏମ୍ ଟ୍ରଫି ୨୦୨୬ ପାଇଁ ଦିବ୍ୟମ, ଓମ୍‌କାର ଓ ଯୋଗେଶ୍ୱର ମନୋନୀତ   25-Sep-2026
  ଜିଲ୍ଲା  
ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଡିଏଭି ସ୍ୱୟଂ ଶାସିତ ମହାବିଦ୍ୟାଳୟକୁ ଜଳ ବିଶୋଧନ ପ୍ରକଳ୍ପ ପ୍ରଦାନ   25-Sep-2026
  ଜିଲ୍ଲା  
ଟିଟିଲାଗଡ଼ ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିରରେ ନମାମି ଭାରତ’ କାର୍ଯ୍ୟକ୍ରମ ଅନୁଷ୍ଠିତ   25-Sep-2026
  ରାଜନୀତି  
ଛତାମଖନା ଡ୍ୟାମ୍ କ୍ଷତି, ଜଙ୍ଗଲ ନିଆଁ, ପ୍ରବାସୀ ଶ୍ରମିକ ଓ MMDR ସଂଶୋଧନକୁ ନେଇ ସରକାରଙ୍କ ତଥ୍ୟ   25-Sep-2026
  ଜିଲ୍ଲା  
*ବର୍ଷା ଯୋଗୁଁ ସଲଫ ଗଛ ଘର ଉପରେ ପଡିଲା, ଅଳ୍ପକେ ବର୍ତ୍ତିଲେ ୨ ଭାଇ ଭଉଣୀ*   25-Sep-2026
  ଜିଲ୍ଲା  
ଯୁବଶକ୍ତି ଜାଗ୍ରତ ହେଲେ, ଏଡ୍‌ସ ମୁକ୍ତ ସମାଜ ଗଢ଼ି ହେବ   25-Sep-2026
  ରାଜ୍ୟ  
ଲଗାଣ ବର୍ଷାରେ ଧସିଲା ଜାତୀୟ ରାଜପଥ କଡରେ ଥିବା କା ଏମ ଭି ୭୬ ର ପେଟ୍ରୋଲ ପମ୍ପର ସାଇଡ କାନ୍ଥ   25-Sep-2026
  ଜିଲ୍ଲା  
ଭାରତ କୋ ଜାନୋ ଏବଂ ରାଷ୍ଟ୍ରୀୟ ସମୂହଗାନ ପ୍ରତିଯୋଗିତା   25-Sep-2026
  ଜିଲ୍ଲା  
*ନୂଆଁଖାଇ ଭେଟଘାଟ ପାଇଁ କ୍ଷତ୍ରିୟ ଧାକଡ ସମାଜ କୋର କମିଟି ର ପ୍ରସ୍ତୁତି ବୈଠକ*   25-Sep-2026
  ଜିଲ୍ଲା  
ଫରେଷ୍ଟରଙ୍କ ଆତ୍ମହତ୍ୟାର ଅନ୍ତରାଳେ♦️ ବଲାଙ୍ଗୀର ବନବିଭାଗରେ କୋଟି କୋଟି ହଡପ   24-Sep-2026

You Might Also Like