-+91-9937148622 |

prerana_bgr@rediffmail.com |

  Friday 25th September 2026 |

| | | |

R.N.I. Regd No. ODIODI/2010/46693

Breaking News

ସରକାରୀ ମହିଳା ମହାବିଦ୍ୟାଳୟରେ ବିଶ୍ୱ ଆତ୍ମହତ୍ୟା ନିରୋଧ ସଚେତନତା କାର୍ଯ୍ୟକ୍ରମ   (25-Sep-2026)       ||      ରାଜ୍ୟସ୍ତରୀୟ ସ୍କୁଲ ଗେମ୍ ଟାଏକୋଣ୍ଡୋ ରେ ବଲାଙ୍ଗିର କୁ ୪ଟି ପଦକ   (25-Sep-2026)       ||      ଓଡିଶା ଟି-୨୦ ଲିଗ୍‌ରେ ବଲାଙ୍ଗିର ର ତିନି ଯୁବ କ୍ରିକେଟର ସିଏମ୍ ଟ୍ରଫି ୨୦୨୬ ପାଇଁ ଦିବ୍ୟମ, ଓମ୍‌କାର ଓ ଯୋଗେଶ୍ୱର ମନୋନୀତ   (25-Sep-2026)       ||      ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଡିଏଭି ସ୍ୱୟଂ ଶାସିତ ମହାବିଦ୍ୟାଳୟକୁ ଜଳ ବିଶୋଧନ ପ୍ରକଳ୍ପ ପ୍ରଦାନ    (25-Sep-2026)       ||      ଟିଟିଲାଗଡ଼ ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିରରେ ନମାମି ଭାରତ’ କାର୍ଯ୍ୟକ୍ରମ ଅନୁଷ୍ଠିତ   (25-Sep-2026)       ||      ଛତାମଖନା ଡ୍ୟାମ୍ କ୍ଷତି, ଜଙ୍ଗଲ ନିଆଁ, ପ୍ରବାସୀ ଶ୍ରମିକ ଓ MMDR ସଂଶୋଧନକୁ ନେଇ ସରକାରଙ୍କ ତଥ୍ୟ   (25-Sep-2026)       ||      *ବର୍ଷା ଯୋଗୁଁ ସଲଫ ଗଛ ଘର ଉପରେ ପଡିଲା, ଅଳ୍ପକେ ବର୍ତ୍ତିଲେ ୨ ଭାଇ ଭଉଣୀ*   (25-Sep-2026)       ||      ଯୁବଶକ୍ତି ଜାଗ୍ରତ ହେଲେ, ଏଡ୍‌ସ ମୁକ୍ତ ସମାଜ ଗଢ଼ି ହେବ   (25-Sep-2026)       ||      ଲଗାଣ ବର୍ଷାରେ ଧସିଲା ଜାତୀୟ ରାଜପଥ କଡରେ ଥିବା କା ଏମ ଭି ୭୬ ର ପେଟ୍ରୋଲ ପମ୍ପର ସାଇଡ କାନ୍ଥ    (25-Sep-2026)       ||      ଭାରତ କୋ ଜାନୋ ଏବଂ ରାଷ୍ଟ୍ରୀୟ ସମୂହଗାନ ପ୍ରତିଯୋଗିତା   (25-Sep-2026)       ||      *ନୂଆଁଖାଇ ଭେଟଘାଟ ପାଇଁ କ୍ଷତ୍ରିୟ ଧାକଡ ସମାଜ କୋର କମିଟି ର ପ୍ରସ୍ତୁତି ବୈଠକ*   (25-Sep-2026)       ||      ଫରେଷ୍ଟରଙ୍କ ଆତ୍ମହତ୍ୟାର ଅନ୍ତରାଳେ♦️ ବଲାଙ୍ଗୀର ବନବିଭାଗରେ କୋଟି କୋଟି ହଡପ    (24-Sep-2026)       ||      କୁଟ୍ରୁମାଳି–ସିଜିମାଳି ଅଞ୍ଚଳର ଆଦିବାସୀ ଙ୍କୁ ସୁରକ୍ଷା ଦିଅ ନଚେତ ଦୁର୍ବାର ଆନ୍ଦୋଳନ ହେବ    (24-Sep-2026)       ||      ସରକାରୀ ମହିଳା ମହାବିଦ୍ୟାଳୟରେ ଏନ୍. ଏସ୍. ଏସ୍ ଦିବସ ପାଳିତ   (24-Sep-2026)       ||      ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ ଏନ.ଏସ.ଏସ ଦିବସ ପାଳିତ   (24-Sep-2026)       ||      ବର୍ଷା ଯୋଗୁଁ ଘର ଉପରେ ପଡିଲା ବିରାଟ ତେନ୍ତୁଳି ଗଛ, ଅଳ୍ପକେ ବର୍ତ୍ତିଲେ ଚୈତନ ମାଝୀଙ୍କ ପରିବାର   (24-Sep-2026)       ||      * *ସାହାଣୀ କପ୍ ଫୁଟବଲ୍ ଦ୍ୱିତୀୟ ଦିଵସ ପ୍ରଥମ ମ୍ୟାଚ୍ ବରଗଡ଼ ଦଳ ୪-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ୧-୧ ଗୋଲ ସ୍କୋର ହୋଇ ଉଭୟ ଦଳ ଦଳ କୁ ୧-୧- ପଏଣ୍ଟ ମିଳିଛି* -   (24-Sep-2026)       ||      ଆଚାର ଜାର୍‌ରେ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ ବଲାଙ୍ଗୀର ସହର ପୋଲିସର ଚଢ଼ାଉ, ୩୭ କେଜି ୬୫୦ ଗ୍ରାମ ଗଞ୍ଜେଇ ଜବତ; ୨ ଗିରଫ    (24-Sep-2026)       ||      ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ    (24-Sep-2026)       ||      ଗଭୀର ଅବପାତ ଉପକୂଳ ଅତିକ୍ରମ କରିଛି ; ସମନ୍ୱିତ ପ୍ରୟାସ ଓ ପ୍ରସ୍ତୁତିମୂଳକ ପଦକ୍ଷେପ ସହ ରାଜ୍ୟରେ ପରିସ୍ଥିତି ଉପରେ ନିରନ୍ତର ନଜର   (24-Sep-2026)       ||     

HOME   ଜିଲ୍ଲା

ଉଚ୍ଚବାହାଲ ରେ ବିର୍ସାମୁଣ୍ଡା ଙ୍କ ଜନ୍ମ ଜୟନ୍ତୀ ଅବସରରେ ଜନ ଜାତୀୟ ଗୌରବ ଦିବସ ପାଳିତ

15-Nov-2024



ଆଗଲପୁର, (ବିନୋଦ ଦୀପ) ଆଗଲପୁର ବ୍ଲକ ରିନବଚନ ଗ୍ରାମ ପଞ୍ଚାୟତ ଉଚ୍ଚ ବାହାଲ ଗ୍ରାମ ର ସରକାରୀ ଉନ୍ନୀତ ଉଚ୍ଚ ବିଦ୍ୟାଳୟ ପରିସର ମଧ୍ୟରେ ବିଶିଷ୍ଟ ଆଦିବାସୀ ନେତା ବିର୍ସାମୁଣ୍ଡା ଙ୍କ ଜନ୍ମ ଜୟନ୍ତୀ ଅବସର ରେ ଜନ ଜାତୀୟ ଗୌରବ ଦିବସ ପାଳନ ଅବସର ରେ ସ୍ଵତନ୍ତ୍ର ପଲ୍ଲୀସଭା ଓ  ପ୍ରଶିକ୍ଷଣ ଶିବିର ଅନୁଷ୍ଠିତ ହୋଇଯାଇଛି l ଏଥିରେ ମୁଖ୍ୟ ଅତିଥି ଭାବେ ବ୍ଲକ ଗୋଷ୍ଠୀ ଉନ୍ନୟନ ଅଧିକାରୀ ମହାପାତ୍ର କୁଲଦୀପ ମହାନ୍ତି ଯୋଗ ଦେଇଥିବା ବେଳେ ଅତିରିକ୍ତ ଗୋଷ୍ଠୀ ଉନ୍ନୟନ ଅଧିକାରୀ ରୁଦ୍ରପ୍ରତାବ ସୁନା , ପି ଇ ଓ ଭୁଲା ମାଝି , ସ୍ଥାନୀୟ ସରପଞ୍ଚ ପ୍ରମିଳା ଦୋରା ଯୋଗଦେଇ ସଭାର ସଭାପତିତ୍ୱ କରିଥିଲେ l ଏହା ସହିତ ସମିତିସଭ୍ୟ l ଅନିତା ସାହୁ, ସୋନାଲି ଆଚାର୍ଯ୍ୟ ମଂଚାସୀନ ଅତିଥି ଭାବେ ଯୋଗ ଦେଇଥିଲେ l ସଭାରେ ଜଳ ଓ ପରିମଳ ବିଭାଗ ଯନ୍ତ୍ରୀ ଦୁର୍ଗାପ୍ରସାଦ ମିଶ୍ର ସଭାପତିତ୍ୱ କରିଥିବା ବେଳେ ଓ ପି ଇ ଓ ଭୁଲା ମାଝି ଙ୍କ ତତ୍ୱାବଧାନ ରେ ସଭା ଅନୁଷ୍ଠିତ ହୋଇଥିଲା l ସଭାରେ ପ୍ରଥମେ ଅତିଥି ମାନଙ୍କ ଦ୍ୱାରା ବିର୍ସାମୁଣ୍ଡା ଓ ମହାତ୍ମାଗାନ୍ଧୀ ଙ୍କ ଫୋଟୋ ରେ ପୁଷ୍ପମାଲ୍ୟ ଓ ଦୀପ ପ୍ରଜ୍ବଳନ କରାଯାଇ ଥିଲା l

ରାଷ୍ଟ୍ରୀୟ ଗ୍ରାମ୍ୟ ସ୍ବରାଜ ଅଭିଯାନ ଅନ୍ତର୍ଗତ ଜଙ୍ଗଲ ଅଧିକାର ଆଇନ ଉପରେ ଆଧାରିତ ବ୍ୟକ୍ତି ଗତ ଜଙ୍ଗଲ ଅଧିକାର , ସାମୁହିକ ଜଙ୍ଗଲ ଅଧିକାର , ସଂରକ୍ଷଣ ଓ ପରିଚାଳନା ଅଧିକାର ଉପରେ ଆଲୋଚନା କରାଯାଇ ଥିଲା l ଉଚ୍ଚବାହାଲ ରେ 80 ଶତକଡା ଲୋକ ଆଦିବାସୀ ଥିବାରୁ ବ୍ଲକ ରେ ଏହି ଗ୍ରାମ କୁ ଏହି ସଭା ପାଇଁ ଚୟନ କରାଯାଇ ଥିବା ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି l ଏହି ଗ୍ରାମ ରେ କିଡନୀ ରୋଗୀ ବେଶୀ ପରିମାଣ ରେ ଥିବାରୁ ଆଗଲପୁର ରେ ଡାଏଲେସିସ କେନ୍ଦ୍ର ଖୋଲିବା ସହିତ ଗ୍ରାମ ରେ ଏକ ଆୟୁର୍ବେଦିକ ହସ୍ପିଟାଲ ଖୋଲିବା ପାଇଁ ଦାବି ହେଉଛି ଏବଂ ଆଜିର ଦିନରୁ ନିଶା ମୁକ୍ତ କରିବାକୁ ସଭାରେ ଶପଥ ନେଇ ଥିଲେ l ଏହିପରି ଅତିଥି ମାନଙ୍କ ଦ୍ଵାରା ଆମ୍ବଚାରା ସ୍କୁଲ ପରିସର ମଧ୍ୟରେ ରୋପଣ କରାଯାଇ ଥିଲା l ଏହି ସଭାରେ ବହୁ ସଂଖ୍ୟାରେ ପୁରୁଷ , ମହିଳା ଯୋଗ ଦେଇଥିଲେ l ଶେଷରେ ଗ୍ରାମ ପଞ୍ଚାୟତ ଅଧିକାରୀ ସୌଭାଗ୍ୟ ପ ଧାନ ଧନ୍ୟବାଦ ଅର୍ପଣ କରି ସଭା ସାଙ୍ଗ କରାଯାଇଥିଲା l


News Comment




Photo in News

Advertisment
Lastest News
  ଜିଲ୍ଲା  
ସରକାରୀ ମହିଳା ମହାବିଦ୍ୟାଳୟରେ ବିଶ୍ୱ ଆତ୍ମହତ୍ୟା ନିରୋଧ ସଚେତନତା କାର୍ଯ୍ୟକ୍ରମ   25-Sep-2026
  ଜିଲ୍ଲା  
ରାଜ୍ୟସ୍ତରୀୟ ସ୍କୁଲ ଗେମ୍ ଟାଏକୋଣ୍ଡୋ ରେ ବଲାଙ୍ଗିର କୁ ୪ଟି ପଦକ   25-Sep-2026
  ଜିଲ୍ଲା  
ଓଡିଶା ଟି-୨୦ ଲିଗ୍‌ରେ ବଲାଙ୍ଗିର ର ତିନି ଯୁବ କ୍ରିକେଟର ସିଏମ୍ ଟ୍ରଫି ୨୦୨୬ ପାଇଁ ଦିବ୍ୟମ, ଓମ୍‌କାର ଓ ଯୋଗେଶ୍ୱର ମନୋନୀତ   25-Sep-2026
  ଜିଲ୍ଲା  
ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଡିଏଭି ସ୍ୱୟଂ ଶାସିତ ମହାବିଦ୍ୟାଳୟକୁ ଜଳ ବିଶୋଧନ ପ୍ରକଳ୍ପ ପ୍ରଦାନ   25-Sep-2026
  ଜିଲ୍ଲା  
ଟିଟିଲାଗଡ଼ ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିରରେ ନମାମି ଭାରତ’ କାର୍ଯ୍ୟକ୍ରମ ଅନୁଷ୍ଠିତ   25-Sep-2026
  ରାଜନୀତି  
ଛତାମଖନା ଡ୍ୟାମ୍ କ୍ଷତି, ଜଙ୍ଗଲ ନିଆଁ, ପ୍ରବାସୀ ଶ୍ରମିକ ଓ MMDR ସଂଶୋଧନକୁ ନେଇ ସରକାରଙ୍କ ତଥ୍ୟ   25-Sep-2026
  ଜିଲ୍ଲା  
*ବର୍ଷା ଯୋଗୁଁ ସଲଫ ଗଛ ଘର ଉପରେ ପଡିଲା, ଅଳ୍ପକେ ବର୍ତ୍ତିଲେ ୨ ଭାଇ ଭଉଣୀ*   25-Sep-2026
  ଜିଲ୍ଲା  
ଯୁବଶକ୍ତି ଜାଗ୍ରତ ହେଲେ, ଏଡ୍‌ସ ମୁକ୍ତ ସମାଜ ଗଢ଼ି ହେବ   25-Sep-2026
  ରାଜ୍ୟ  
ଲଗାଣ ବର୍ଷାରେ ଧସିଲା ଜାତୀୟ ରାଜପଥ କଡରେ ଥିବା କା ଏମ ଭି ୭୬ ର ପେଟ୍ରୋଲ ପମ୍ପର ସାଇଡ କାନ୍ଥ   25-Sep-2026
  ଜିଲ୍ଲା  
ଭାରତ କୋ ଜାନୋ ଏବଂ ରାଷ୍ଟ୍ରୀୟ ସମୂହଗାନ ପ୍ରତିଯୋଗିତା   25-Sep-2026
  ଜିଲ୍ଲା  
*ନୂଆଁଖାଇ ଭେଟଘାଟ ପାଇଁ କ୍ଷତ୍ରିୟ ଧାକଡ ସମାଜ କୋର କମିଟି ର ପ୍ରସ୍ତୁତି ବୈଠକ*   25-Sep-2026
  ଜିଲ୍ଲା  
ଫରେଷ୍ଟରଙ୍କ ଆତ୍ମହତ୍ୟାର ଅନ୍ତରାଳେ♦️ ବଲାଙ୍ଗୀର ବନବିଭାଗରେ କୋଟି କୋଟି ହଡପ   24-Sep-2026

You Might Also Like