-+91-9937148622 |

prerana_bgr@rediffmail.com |

  Friday 25th September 2026 |

| | | |

R.N.I. Regd No. ODIODI/2010/46693

Breaking News

ରାଜ୍ୟପାଳ ପୁରସ୍କାର ପାଇଁ ବିନିକା ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟର ରେଡକ୍ରସ ବିଭାଗ ମନୋନୀତ   (25-Sep-2026)       ||      ସରକାରୀ ମହିଳା ମହାବିଦ୍ୟାଳୟରେ ବିଶ୍ୱ ଆତ୍ମହତ୍ୟା ନିରୋଧ ସଚେତନତା କାର୍ଯ୍ୟକ୍ରମ   (25-Sep-2026)       ||      ରାଜ୍ୟସ୍ତରୀୟ ସ୍କୁଲ ଗେମ୍ ଟାଏକୋଣ୍ଡୋ ରେ ବଲାଙ୍ଗିର କୁ ୪ଟି ପଦକ   (25-Sep-2026)       ||      ଓଡିଶା ଟି-୨୦ ଲିଗ୍‌ରେ ବଲାଙ୍ଗିର ର ତିନି ଯୁବ କ୍ରିକେଟର ସିଏମ୍ ଟ୍ରଫି ୨୦୨୬ ପାଇଁ ଦିବ୍ୟମ, ଓମ୍‌କାର ଓ ଯୋଗେଶ୍ୱର ମନୋନୀତ   (25-Sep-2026)       ||      ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଡିଏଭି ସ୍ୱୟଂ ଶାସିତ ମହାବିଦ୍ୟାଳୟକୁ ଜଳ ବିଶୋଧନ ପ୍ରକଳ୍ପ ପ୍ରଦାନ    (25-Sep-2026)       ||      ଟିଟିଲାଗଡ଼ ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିରରେ ନମାମି ଭାରତ’ କାର୍ଯ୍ୟକ୍ରମ ଅନୁଷ୍ଠିତ   (25-Sep-2026)       ||      ଛତାମଖନା ଡ୍ୟାମ୍ କ୍ଷତି, ଜଙ୍ଗଲ ନିଆଁ, ପ୍ରବାସୀ ଶ୍ରମିକ ଓ MMDR ସଂଶୋଧନକୁ ନେଇ ସରକାରଙ୍କ ତଥ୍ୟ   (25-Sep-2026)       ||      *ବର୍ଷା ଯୋଗୁଁ ସଲଫ ଗଛ ଘର ଉପରେ ପଡିଲା, ଅଳ୍ପକେ ବର୍ତ୍ତିଲେ ୨ ଭାଇ ଭଉଣୀ*   (25-Sep-2026)       ||      ଯୁବଶକ୍ତି ଜାଗ୍ରତ ହେଲେ, ଏଡ୍‌ସ ମୁକ୍ତ ସମାଜ ଗଢ଼ି ହେବ   (25-Sep-2026)       ||      ଲଗାଣ ବର୍ଷାରେ ଧସିଲା ଜାତୀୟ ରାଜପଥ କଡରେ ଥିବା କା ଏମ ଭି ୭୬ ର ପେଟ୍ରୋଲ ପମ୍ପର ସାଇଡ କାନ୍ଥ    (25-Sep-2026)       ||      ଭାରତ କୋ ଜାନୋ ଏବଂ ରାଷ୍ଟ୍ରୀୟ ସମୂହଗାନ ପ୍ରତିଯୋଗିତା   (25-Sep-2026)       ||      *ନୂଆଁଖାଇ ଭେଟଘାଟ ପାଇଁ କ୍ଷତ୍ରିୟ ଧାକଡ ସମାଜ କୋର କମିଟି ର ପ୍ରସ୍ତୁତି ବୈଠକ*   (25-Sep-2026)       ||      ଫରେଷ୍ଟରଙ୍କ ଆତ୍ମହତ୍ୟାର ଅନ୍ତରାଳେ♦️ ବଲାଙ୍ଗୀର ବନବିଭାଗରେ କୋଟି କୋଟି ହଡପ    (24-Sep-2026)       ||      କୁଟ୍ରୁମାଳି–ସିଜିମାଳି ଅଞ୍ଚଳର ଆଦିବାସୀ ଙ୍କୁ ସୁରକ୍ଷା ଦିଅ ନଚେତ ଦୁର୍ବାର ଆନ୍ଦୋଳନ ହେବ    (24-Sep-2026)       ||      ସରକାରୀ ମହିଳା ମହାବିଦ୍ୟାଳୟରେ ଏନ୍. ଏସ୍. ଏସ୍ ଦିବସ ପାଳିତ   (24-Sep-2026)       ||      ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ ଏନ.ଏସ.ଏସ ଦିବସ ପାଳିତ   (24-Sep-2026)       ||      ବର୍ଷା ଯୋଗୁଁ ଘର ଉପରେ ପଡିଲା ବିରାଟ ତେନ୍ତୁଳି ଗଛ, ଅଳ୍ପକେ ବର୍ତ୍ତିଲେ ଚୈତନ ମାଝୀଙ୍କ ପରିବାର   (24-Sep-2026)       ||      * *ସାହାଣୀ କପ୍ ଫୁଟବଲ୍ ଦ୍ୱିତୀୟ ଦିଵସ ପ୍ରଥମ ମ୍ୟାଚ୍ ବରଗଡ଼ ଦଳ ୪-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ୧-୧ ଗୋଲ ସ୍କୋର ହୋଇ ଉଭୟ ଦଳ ଦଳ କୁ ୧-୧- ପଏଣ୍ଟ ମିଳିଛି* -   (24-Sep-2026)       ||      ଆଚାର ଜାର୍‌ରେ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ ବଲାଙ୍ଗୀର ସହର ପୋଲିସର ଚଢ଼ାଉ, ୩୭ କେଜି ୬୫୦ ଗ୍ରାମ ଗଞ୍ଜେଇ ଜବତ; ୨ ଗିରଫ    (24-Sep-2026)       ||      ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ    (24-Sep-2026)       ||     

HOME   ଜିଲ୍ଲା

ଆଦିବାସୀ କଲ୍ୟାଣ ମହାସଂଘ ତରଫରୁ ରାଜ୍ୟ ସ୍ତରୀୟ କ୍ରାନ୍ତିବୀର ବିର୍ସା ମୁଣ୍ଡା ଜୟନ୍ତୀ ମହୋତ୍ସବ ପାଳିତ

15-Nov-2024



ବଲାଙ୍ଗିର(ପ୍ରେରଣା ଖବର): ସ୍ଥାନୀୟ କୋଶଲ କଳା ମଣ୍ଡଳ ପଡ଼ିଆ ଠାରେ ଜ଼ିଲ୍ଲା ଆଦିବାସୀ କଲ୍ୟାଣ ସଂଘ ତରଫରୁ ରାଜ୍ୟ ସ୍ତରୀୟ ଭଗବାନ ବିର୍ସା ମୁଣ୍ଡା ଜୟନ୍ତୀ ମହୋତ୍ସବ ପାଳିତ ହୋଇଯାଇଛି l ଜୟନ୍ତୀ ସଭା ପୂର୍ବରୁ ଆଦିବାସୀ ମାନେ ପାରମ୍ପରିକ ବେସଭୁଷା, ନୃତ୍ୟ ବାଦ୍ୟ ସହିତ ସହର ରେ ସାଂସ୍କୃତିକ ଶୋଭାଯାତ୍ରା କରିଥିଲେ l ଶୋଭାଯାତ୍ରା ପରେ ଜୟନ୍ତୀ ମହୋତ୍ସବ ଉପଲକ୍ଷେ ଏକ ସଭା ମହାସଂଘର ସଭାପତି ବାଳକୃଷ୍ଣ ଶବର ଙ୍କ ସଭାପତିତ୍ୱ ରେ ଅନୁଷ୍ଠିତ ହୋଇଥିଲା l ସଭା ରେ ଭାରତୀୟ ସ୍ୱାଧୀନତା ସଂଗ୍ରାମୀ ଆଦିବାସୀ ନେତା ବୀର ବିର୍ସା ମୁଣ୍ଡା ଙ୍କ ବଳିଦାନ, ଅବଦାନ, ଅଧୁରାସପ୍ନ କୁ ସାକାର କରିବାକୁ ଆଦିବାସୀ ନେତା ମାନେ ଉଦବୋଧନ ଦେଇଥିଲେ l ଆଦିବାସୀ ଙ୍କ ଜମି,ଜଳ, ଜଙ୍ଗଲ, ଜୀବଜନ୍ତୁ, ଜୀବନ ଜୀବିକା ର ସୁରକ୍ଷା,ସହିତ ଆଦିବାସୀ କଳା, ସଂସ୍କୃତି ଐତିହ୍ୟ, ଭାସ୍କର୍ଯ୍ୟ, ଭାଷା, ଧାର୍ମିକ ପୀଠ ର ସଂରକ୍ଷଣ ଏବଂ ପୁନଃଉଦ୍ଧାର  ଆଦିବାସୀ ମାନଙ୍କୁ ଉଚ୍ଚ ଶିକ୍ଷା, ଗୁଣାତ୍ମକ ଶିକ୍ଷା, ଉତ୍ତମ ସ୍ୱାସ୍ଥ୍ୟ ସେବା, ସାମାଜିକ, ଅର୍ଥନୈତିକ ବିକାଶ ପାଇଁ ଆଦିବାସୀ ଏକଜୁଟ ହେବାକୁ ଉଦବୋଧନ ଦେଇଥିଲେ l ସୁପ୍ରିମ କୋର୍ଟ ଦେଇଥିବା କ୍ରିମି ଲେୟାର ରାୟ ର ପୁନଃ ସମୀକ୍ଷା କରି ଉଛେଦ କରିବା, ଓଡିଶା ସ୍ଥାନ ସଂରକ୍ଷଣ ଆଇନ ଅନୁସାରେ ସରକାରୀ ବିଭାଗ ରେ ଆଦିବାସୀ ପ୍ରାର୍ଥୀ ମାନଙ୍କ ପାଇଁ ସ୍ୱତନ୍ତ୍ର ନିଯୁକ୍ତି ପ୍ରକ୍ରିୟା ରେ ଚାକିରୀ ଦେବା, ମେଡିକାଲ, ଇଞ୍ଜିନିଅରିଙ୍ଗ, ବୃତ୍ତିଗତ ଉଚ୍ଚ ଶିକ୍ଷା ରେ ଶତକଡା ୧୨ ପ୍ରତିଶତ ବଦଳରେ ୨୩ ପ୍ରତିଶତ କୁ ବୃଦ୍ଧି କରିବା, ତ୍ରିସ୍ତରୀୟ ପଞ୍ଚାୟତ ସଂସ୍ଥା ରେ ସରପଞ୍ଚ, ସମିତି ସଭ୍ୟ, ବ୍ଲକ ଅଧ୍ୟକ୍ଷ ପଦବୀ ରେ ଆଦିବାସୀ ମାନଙ୍କ ପାଇଁ ୨୩ ପ୍ରତିଶତ ସଂରକ୍ଷଣ କାର୍ଯ୍ୟକାରୀ କରିବା,ପେସା ଆଇନ ଲାଗୁ କରିବା, ନକଲି ଆଦିବାସୀ ମାନଙ୍କ ଜlଲଜାତି ପ୍ରମାଣପତ୍ର ରବ୍ଦ କରିବା, ଆଦିବାସୀ ଭାଷା କୁଇ, ଗୋଣ୍ଡି, ମୁଣ୍ଡାରୀ, ହୋ, ଭୂମିଜ, ସଉରା ଭାଷା କୁ ସମ୍ବିଧାନ ର ଅଷ୍ଟମ ଅନୁସୂଚୀ ରେ ସାମିଲ କରିବା ଦାବୀ କରିଥିଲେ l ସଭା ରେ ମୁଖ୍ୟ ଅତିଥି ଭାବରେ

ରାଜ୍ୟସଭା ସାଂସଦ ନିରଞ୍ଜନ ବିଶି, ମୁଖ୍ୟ ବକ୍ତା ବାଳକୃଷ୍ଣ ଶବର ନୁଆଁପଡ଼ା , ସମ୍ମାନିତ ଅତିଥି ମହାସଂଘର ଉପସଭାପତି ରାମ ଶବର ଗଞ୍ଜାମ , ପରମାନନ୍ଦ ମାଝୀ କଳାହାଣ୍ଡି ,ସଭାପତି ଶ୍ୟାମ ସୁନ୍ଦର ଭୋଇ ବଲାଙ୍ଗିର, ଗୁପ୍ତେଶ୍ୱର ମଲ୍ଲିକ ସୋନପୁର ,ଶ୍ରୀମତୀ ବନଳତା ମାଝୀ, ଆଦିବାସୀ ନେତା ପଦ୍ମନ ପ୍ରଧାନୀ, ଦଶରଥ ଛତ୍ରିଆ, ସନ୍ତୋଷ ପୁଟା, ମନରଞ୍ଜନ ଭୋଇ, ରସିକ ଧରୁଆ,ପାଳେଶ୍ୱର ଭୋଇ, ନିତ୍ୟାନନ୍ଦ ମାଝୀ, ମୀନକେତନ ମାଝୀ, ପ୍ରଫୁଲ୍ଲ ତୁମୁନିଆଁ, କାର୍ତ୍ତିକ ମଲ୍ଲିକ, ରାମଚନ୍ଦ୍ର ମୁର୍ମୁ, ଚୌବନ କିଶୋର ମାଝୀ, ଭୁବନେଶ୍ୱର ଧରୁଆ, ଥବିର ପୂଜାରୀ ପ୍ରମୁଖ ମଞ୍ଚାସିନ ଥିଲେ l ସାଧାରଣ ସମ୍ପାଦକ ହେମେନ୍ଦ୍ର ନାଥ ହାଂସଦl ସଭା ପରିଚାଳନା କରିଥିଲେ l


News Comment




Photo in News

Advertisment
Lastest News
  ଜିଲ୍ଲା  
ରାଜ୍ୟପାଳ ପୁରସ୍କାର ପାଇଁ ବିନିକା ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟର ରେଡକ୍ରସ ବିଭାଗ ମନୋନୀତ   25-Sep-2026
  ଜିଲ୍ଲା  
ସରକାରୀ ମହିଳା ମହାବିଦ୍ୟାଳୟରେ ବିଶ୍ୱ ଆତ୍ମହତ୍ୟା ନିରୋଧ ସଚେତନତା କାର୍ଯ୍ୟକ୍ରମ   25-Sep-2026
  ଜିଲ୍ଲା  
ରାଜ୍ୟସ୍ତରୀୟ ସ୍କୁଲ ଗେମ୍ ଟାଏକୋଣ୍ଡୋ ରେ ବଲାଙ୍ଗିର କୁ ୪ଟି ପଦକ   25-Sep-2026
  ଜିଲ୍ଲା  
ଓଡିଶା ଟି-୨୦ ଲିଗ୍‌ରେ ବଲାଙ୍ଗିର ର ତିନି ଯୁବ କ୍ରିକେଟର ସିଏମ୍ ଟ୍ରଫି ୨୦୨୬ ପାଇଁ ଦିବ୍ୟମ, ଓମ୍‌କାର ଓ ଯୋଗେଶ୍ୱର ମନୋନୀତ   25-Sep-2026
  ଜିଲ୍ଲା  
ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଡିଏଭି ସ୍ୱୟଂ ଶାସିତ ମହାବିଦ୍ୟାଳୟକୁ ଜଳ ବିଶୋଧନ ପ୍ରକଳ୍ପ ପ୍ରଦାନ   25-Sep-2026
  ଜିଲ୍ଲା  
ଟିଟିଲାଗଡ଼ ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିରରେ ନମାମି ଭାରତ’ କାର୍ଯ୍ୟକ୍ରମ ଅନୁଷ୍ଠିତ   25-Sep-2026
  ରାଜନୀତି  
ଛତାମଖନା ଡ୍ୟାମ୍ କ୍ଷତି, ଜଙ୍ଗଲ ନିଆଁ, ପ୍ରବାସୀ ଶ୍ରମିକ ଓ MMDR ସଂଶୋଧନକୁ ନେଇ ସରକାରଙ୍କ ତଥ୍ୟ   25-Sep-2026
  ଜିଲ୍ଲା  
*ବର୍ଷା ଯୋଗୁଁ ସଲଫ ଗଛ ଘର ଉପରେ ପଡିଲା, ଅଳ୍ପକେ ବର୍ତ୍ତିଲେ ୨ ଭାଇ ଭଉଣୀ*   25-Sep-2026
  ଜିଲ୍ଲା  
ଯୁବଶକ୍ତି ଜାଗ୍ରତ ହେଲେ, ଏଡ୍‌ସ ମୁକ୍ତ ସମାଜ ଗଢ଼ି ହେବ   25-Sep-2026
  ରାଜ୍ୟ  
ଲଗାଣ ବର୍ଷାରେ ଧସିଲା ଜାତୀୟ ରାଜପଥ କଡରେ ଥିବା କା ଏମ ଭି ୭୬ ର ପେଟ୍ରୋଲ ପମ୍ପର ସାଇଡ କାନ୍ଥ   25-Sep-2026
  ଜିଲ୍ଲା  
ଭାରତ କୋ ଜାନୋ ଏବଂ ରାଷ୍ଟ୍ରୀୟ ସମୂହଗାନ ପ୍ରତିଯୋଗିତା   25-Sep-2026
  ଜିଲ୍ଲା  
*ନୂଆଁଖାଇ ଭେଟଘାଟ ପାଇଁ କ୍ଷତ୍ରିୟ ଧାକଡ ସମାଜ କୋର କମିଟି ର ପ୍ରସ୍ତୁତି ବୈଠକ*   25-Sep-2026

You Might Also Like