-+91-9937148622 |

prerana_bgr@rediffmail.com |

  Friday 25th September 2026 |

| | | |

R.N.I. Regd No. ODIODI/2010/46693

Breaking News

ରାଜ୍ୟପାଳ ପୁରସ୍କାର ପାଇଁ ବିନିକା ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟର ରେଡକ୍ରସ ବିଭାଗ ମନୋନୀତ   (25-Sep-2026)       ||      ସରକାରୀ ମହିଳା ମହାବିଦ୍ୟାଳୟରେ ବିଶ୍ୱ ଆତ୍ମହତ୍ୟା ନିରୋଧ ସଚେତନତା କାର୍ଯ୍ୟକ୍ରମ   (25-Sep-2026)       ||      ରାଜ୍ୟସ୍ତରୀୟ ସ୍କୁଲ ଗେମ୍ ଟାଏକୋଣ୍ଡୋ ରେ ବଲାଙ୍ଗିର କୁ ୪ଟି ପଦକ   (25-Sep-2026)       ||      ଓଡିଶା ଟି-୨୦ ଲିଗ୍‌ରେ ବଲାଙ୍ଗିର ର ତିନି ଯୁବ କ୍ରିକେଟର ସିଏମ୍ ଟ୍ରଫି ୨୦୨୬ ପାଇଁ ଦିବ୍ୟମ, ଓମ୍‌କାର ଓ ଯୋଗେଶ୍ୱର ମନୋନୀତ   (25-Sep-2026)       ||      ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଡିଏଭି ସ୍ୱୟଂ ଶାସିତ ମହାବିଦ୍ୟାଳୟକୁ ଜଳ ବିଶୋଧନ ପ୍ରକଳ୍ପ ପ୍ରଦାନ    (25-Sep-2026)       ||      ଟିଟିଲାଗଡ଼ ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିରରେ ନମାମି ଭାରତ’ କାର୍ଯ୍ୟକ୍ରମ ଅନୁଷ୍ଠିତ   (25-Sep-2026)       ||      ଛତାମଖନା ଡ୍ୟାମ୍ କ୍ଷତି, ଜଙ୍ଗଲ ନିଆଁ, ପ୍ରବାସୀ ଶ୍ରମିକ ଓ MMDR ସଂଶୋଧନକୁ ନେଇ ସରକାରଙ୍କ ତଥ୍ୟ   (25-Sep-2026)       ||      *ବର୍ଷା ଯୋଗୁଁ ସଲଫ ଗଛ ଘର ଉପରେ ପଡିଲା, ଅଳ୍ପକେ ବର୍ତ୍ତିଲେ ୨ ଭାଇ ଭଉଣୀ*   (25-Sep-2026)       ||      ଯୁବଶକ୍ତି ଜାଗ୍ରତ ହେଲେ, ଏଡ୍‌ସ ମୁକ୍ତ ସମାଜ ଗଢ଼ି ହେବ   (25-Sep-2026)       ||      ଲଗାଣ ବର୍ଷାରେ ଧସିଲା ଜାତୀୟ ରାଜପଥ କଡରେ ଥିବା କା ଏମ ଭି ୭୬ ର ପେଟ୍ରୋଲ ପମ୍ପର ସାଇଡ କାନ୍ଥ    (25-Sep-2026)       ||      ଭାରତ କୋ ଜାନୋ ଏବଂ ରାଷ୍ଟ୍ରୀୟ ସମୂହଗାନ ପ୍ରତିଯୋଗିତା   (25-Sep-2026)       ||      *ନୂଆଁଖାଇ ଭେଟଘାଟ ପାଇଁ କ୍ଷତ୍ରିୟ ଧାକଡ ସମାଜ କୋର କମିଟି ର ପ୍ରସ୍ତୁତି ବୈଠକ*   (25-Sep-2026)       ||      ଫରେଷ୍ଟରଙ୍କ ଆତ୍ମହତ୍ୟାର ଅନ୍ତରାଳେ♦️ ବଲାଙ୍ଗୀର ବନବିଭାଗରେ କୋଟି କୋଟି ହଡପ    (24-Sep-2026)       ||      କୁଟ୍ରୁମାଳି–ସିଜିମାଳି ଅଞ୍ଚଳର ଆଦିବାସୀ ଙ୍କୁ ସୁରକ୍ଷା ଦିଅ ନଚେତ ଦୁର୍ବାର ଆନ୍ଦୋଳନ ହେବ    (24-Sep-2026)       ||      ସରକାରୀ ମହିଳା ମହାବିଦ୍ୟାଳୟରେ ଏନ୍. ଏସ୍. ଏସ୍ ଦିବସ ପାଳିତ   (24-Sep-2026)       ||      ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ ଏନ.ଏସ.ଏସ ଦିବସ ପାଳିତ   (24-Sep-2026)       ||      ବର୍ଷା ଯୋଗୁଁ ଘର ଉପରେ ପଡିଲା ବିରାଟ ତେନ୍ତୁଳି ଗଛ, ଅଳ୍ପକେ ବର୍ତ୍ତିଲେ ଚୈତନ ମାଝୀଙ୍କ ପରିବାର   (24-Sep-2026)       ||      * *ସାହାଣୀ କପ୍ ଫୁଟବଲ୍ ଦ୍ୱିତୀୟ ଦିଵସ ପ୍ରଥମ ମ୍ୟାଚ୍ ବରଗଡ଼ ଦଳ ୪-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ୧-୧ ଗୋଲ ସ୍କୋର ହୋଇ ଉଭୟ ଦଳ ଦଳ କୁ ୧-୧- ପଏଣ୍ଟ ମିଳିଛି* -   (24-Sep-2026)       ||      ଆଚାର ଜାର୍‌ରେ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ ବଲାଙ୍ଗୀର ସହର ପୋଲିସର ଚଢ଼ାଉ, ୩୭ କେଜି ୬୫୦ ଗ୍ରାମ ଗଞ୍ଜେଇ ଜବତ; ୨ ଗିରଫ    (24-Sep-2026)       ||      ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ    (24-Sep-2026)       ||     

HOME   ଜିଲ୍ଲା

ଯୁବ ସମାଜସେଵୀ ସୁବ୍ରତ ଚିନ୍ଦ୍ରା ଙ୍କୁ ସୂର୍ଯ୍ୟ ପ୍ରକାଶ ମହାପାତ୍ର ସ୍ମୃତି ସମ୍ମାନ ପ୍ରଦାନ

16-Nov-2024



 ବରଗଡ଼/ଅତାବିରା(ଆକାଶ ମିଶ୍ର):  ଶିଶୁ ଦିବସ ଅବସରରେ ବାପୁଜୀ ସ୍ୱତନ୍ତ୍ର ବିଦ୍ୟାଳୟ,ବରଗଡ଼ଠାରେ ଓଡିଶା ଜନତା ସଂଘର୍ଷ ସମିତି ସ୍ବେଛାସେବୀ ସଂଗଠନ ପକ୍ଷରୁ ବରପାଲିର ଯୁବ ସମାଜସେବୀ ଶ୍ରୀମାନ ସୁବ୍ରତ ଚିନ୍ଦ୍ରାଙ୍କୁ 2024 ବର୍ଷ ନିମନ୍ତେ ସମାଜ ସେବା କ୍ଷେତ୍ରରେ ଉଲ୍ଲେଖନୀୟ ଅବଦାନ ଯୋଗୁଁ ସୂର୍ଯ୍ୟ ପ୍ରକାଶ ମହାପାତ୍ର ସ୍ମୃତି ସମ୍ମାନ ପ୍ରଦାନ କରାଯାଇଛି l ପ୍ରକାଶ ଥାଉକି, 2012 ମସିହା ଠାରୁ ଆରମ୍ଭ ହୋଇଥିବା ଏହି ସମ୍ମାନ ବରଗଡ଼ ଜିଲ୍ଲାର ପ୍ରତି ବ୍ଲକରୁ ପ୍ରତି ବର୍ଷ ଜଣେ ସମାଜସେବୀଙ୍କୁ ପ୍ରଦାନ କରାଯାଇଥାଏ l ବରପାଳିର ସୁବ୍ରତ ଚିନ୍ଦ୍ରା ଅସହାୟ, ଗରିବ, ରୋଗୀ ଓ ଛାତ୍ର ଛାତ୍ରୀ ଙ୍କୁ ସାହାଯ୍ୟ ସହଯୋଗ କରିବା ସହିତ ସେ ବୃକ୍ଷ ରୋପଣ, ରକ୍ତଦାନ ତଥା ବିଭିନ୍ନ ଧର୍ମାନୁଷ୍ଠାନ ଓ ସାଂସୃତିକ ଅନୁଷ୍ଠାନ ମାନଙ୍କୁ ଆର୍ଥିକ ସହଯୋଗ ଦେଇ ଆସୁଛନ୍ତି l ତାଙ୍କୁ ଉତ୍ସାହିତ କରିବା ପାଇଁ ଏହି ସମ୍ମାନ ପ୍ରଦାନ କରାଯାଇଛି l ସମିତି ସଭାପତି ଶ୍ରୀମାନ କିଶୋର ଚନ୍ଦ୍ର ସାହୁଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି ଉତ୍ସବରେ ମୁଖ୍ୟ ଅତିଥି ଭାବେ ସମାଜସେବୀ ପ୍ରିତମ ସିଂଙ୍କ ସମେତ ବିଭିନ୍ନ ବିଶିଷ୍ଟ ବ୍ୟକ୍ତିଗଣ ଯଥା : ପବିତ୍ର ଦେହେରୀ,ଭଗବାନ ପଧାନ,ପ୍ରଦୀପ ଥପା,ପ୍ରଦୀପ୍ତଭାନୁ ମହାନ୍ତି,ଉମେଶ ବିଶ୍ୱାଳ, ଭାବନା ଅଗ୍ରୱାଲ,ପ୍ରିୟଙ୍କା ଶର୍ମା,ସିମାଞ୍ଚଳ ସାହୁ,ଦିଲ୍ଲୀପ କୁମାର ପଣ୍ଡା, ସମିତିର ଉପସଭାପତି ମେଘନାଦ ସାହୁ,ସମ୍ପାଦକ ଅଭୟ କୁମାର ପଧାନ,ପରମାନନ୍ଦ ସାହୁ,ସହଦେଵ ଜାଳ, ହେମନ୍ତ ପଧାନ,ଶରତ ସାହୁ ଓ ଡାକ୍ତର ବିଶି ମଂଚାସୀନ ଥିଲେ l ସମ୍ପାଦକ ସମିତିର ବିଭିନ୍ନ କାର୍ଯ୍ୟକ୍ରମ ବାବଦରେ ଆଲୋକପାତ କରିଥିବା ବେଳେ ଉପସଭାପତି ଅତିଥି ପରିଚୟ ପ୍ରଦାନ କରିଥିଲେ l ସଭ୍ୟ ଦୁଃଖୀସେବକ ସାହୁ ମାନପତ୍ର ପଠନ କରିଥିଲେ l କାର୍ଯ୍ୟକ୍ରମରେ ସମିତିର ସଭ୍ୟ ସନାତନ ସାହୁ,ପ୍ରମୋଦ ସାହୁ,ସୂର୍ଯ୍ୟ କୁମାର ସେଠ,ତ୍ରିଲୋଚନ ସାହୁ,କାମଦେବ ବେହେରା,ଗଣେଶ ବର୍ଗେ,ସୁଶୀଳା ପଶାୟତ ଓ ଶିବାୟନୀ ପଣ୍ଡା ସହଯୋଗ କରିଥିଲେ l ପରିଶେଷରେ ସହ ସମ୍ପାଦକ ନେପାଳ ଦୁଆନ ଧନ୍ୟବାଦ ଅର୍ପଣ କରିଥିଲେ l


News Comment




Photo in News

Advertisment
Lastest News
  ଜିଲ୍ଲା  
ରାଜ୍ୟପାଳ ପୁରସ୍କାର ପାଇଁ ବିନିକା ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟର ରେଡକ୍ରସ ବିଭାଗ ମନୋନୀତ   25-Sep-2026
  ଜିଲ୍ଲା  
ସରକାରୀ ମହିଳା ମହାବିଦ୍ୟାଳୟରେ ବିଶ୍ୱ ଆତ୍ମହତ୍ୟା ନିରୋଧ ସଚେତନତା କାର୍ଯ୍ୟକ୍ରମ   25-Sep-2026
  ଜିଲ୍ଲା  
ରାଜ୍ୟସ୍ତରୀୟ ସ୍କୁଲ ଗେମ୍ ଟାଏକୋଣ୍ଡୋ ରେ ବଲାଙ୍ଗିର କୁ ୪ଟି ପଦକ   25-Sep-2026
  ଜିଲ୍ଲା  
ଓଡିଶା ଟି-୨୦ ଲିଗ୍‌ରେ ବଲାଙ୍ଗିର ର ତିନି ଯୁବ କ୍ରିକେଟର ସିଏମ୍ ଟ୍ରଫି ୨୦୨୬ ପାଇଁ ଦିବ୍ୟମ, ଓମ୍‌କାର ଓ ଯୋଗେଶ୍ୱର ମନୋନୀତ   25-Sep-2026
  ଜିଲ୍ଲା  
ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଡିଏଭି ସ୍ୱୟଂ ଶାସିତ ମହାବିଦ୍ୟାଳୟକୁ ଜଳ ବିଶୋଧନ ପ୍ରକଳ୍ପ ପ୍ରଦାନ   25-Sep-2026
  ଜିଲ୍ଲା  
ଟିଟିଲାଗଡ଼ ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିରରେ ନମାମି ଭାରତ’ କାର୍ଯ୍ୟକ୍ରମ ଅନୁଷ୍ଠିତ   25-Sep-2026
  ରାଜନୀତି  
ଛତାମଖନା ଡ୍ୟାମ୍ କ୍ଷତି, ଜଙ୍ଗଲ ନିଆଁ, ପ୍ରବାସୀ ଶ୍ରମିକ ଓ MMDR ସଂଶୋଧନକୁ ନେଇ ସରକାରଙ୍କ ତଥ୍ୟ   25-Sep-2026
  ଜିଲ୍ଲା  
*ବର୍ଷା ଯୋଗୁଁ ସଲଫ ଗଛ ଘର ଉପରେ ପଡିଲା, ଅଳ୍ପକେ ବର୍ତ୍ତିଲେ ୨ ଭାଇ ଭଉଣୀ*   25-Sep-2026
  ଜିଲ୍ଲା  
ଯୁବଶକ୍ତି ଜାଗ୍ରତ ହେଲେ, ଏଡ୍‌ସ ମୁକ୍ତ ସମାଜ ଗଢ଼ି ହେବ   25-Sep-2026
  ରାଜ୍ୟ  
ଲଗାଣ ବର୍ଷାରେ ଧସିଲା ଜାତୀୟ ରାଜପଥ କଡରେ ଥିବା କା ଏମ ଭି ୭୬ ର ପେଟ୍ରୋଲ ପମ୍ପର ସାଇଡ କାନ୍ଥ   25-Sep-2026
  ଜିଲ୍ଲା  
ଭାରତ କୋ ଜାନୋ ଏବଂ ରାଷ୍ଟ୍ରୀୟ ସମୂହଗାନ ପ୍ରତିଯୋଗିତା   25-Sep-2026
  ଜିଲ୍ଲା  
*ନୂଆଁଖାଇ ଭେଟଘାଟ ପାଇଁ କ୍ଷତ୍ରିୟ ଧାକଡ ସମାଜ କୋର କମିଟି ର ପ୍ରସ୍ତୁତି ବୈଠକ*   25-Sep-2026

You Might Also Like