-+91-9937148622 |

prerana_bgr@rediffmail.com |

  Monday 22nd June 2026 |

| | | |

R.N.I. Regd No. ODIODI/2010/46693

Breaking News

.*ଜିଲ୍ଲା ମୁଖ୍ୟ ଚିକିତ୍ସାଳୟ ଓ ସହାରଞ୍ଚଳ ଆୟୁଷ୍ମାନ ସ୍ୱାସ୍ଥ୍ୟ ଓ ଆରୋଗ୍ୟ ମନ୍ଦିର ସୁବର୍ଣ୍ଣପୁର ଠାରେ ଅନ୍ତର୍ଜାତୀୟ ଯୋଗ ଦିବସ ପାଳିତ* -   (22-Jun-2026)       ||      ବରପାଲି ଥାନା ଅଞ୍ଚଳରେ ମହିଳାଙ୍କ ମୃତଦେହ ଉଦ୍ଧାର , ତଦନ୍ତ ଜାରି   (22-Jun-2026)       ||      ଲୋଇସିଂହା ବ୍ଲକ ପରିସରରେ 12ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳନ   (22-Jun-2026)       ||      *ଭୀମ ଭୋଇ ସମାଧି ପୀଠ ରେ ବିଶ୍ୱ ଯୋଗ ଦିବସ ପାଳନ*   (21-Jun-2026)       ||      ଶହୀଦ ଶ୍ରୂତି ବିଶ୍ୱାଳଙ୍କ ୧୬୮ତମ ବଳିଦାନ ଦିବସ ପାଳନ ଶହୀଦ ପୀଠର ମାନ୍ୟତା ପାଇଁ ସ୍ମୃତି କମିଟିର ଦାବୀ   (21-Jun-2026)       ||      ଧନୁପାଲି ଗୋପାଳ ଜୀ ମନ୍ଦିର ରଥଯାତ୍ରା ମନ୍ଦିର ଟ୍ରଷ୍ଟ ଆନୁକୂଲ୍ୟରେ କମିଟି ଗଠିତ ହୋଇଯାଛି। ରଥଯାତ୍ରା କମିଟି ଗଠିତ    (21-Jun-2026)       ||      ଦିବ୍ୟ ଜ୍ୟୋତି ଜାଗୃତି ଯୋଗ ସଂଗଠନ ପକ୍ଷରୁ ଅନ୍ତର୍ଜାତୀୟ ଯୋଗ ଦିବସ ପାଳିତ   (21-Jun-2026)       ||      ଗୁରୁଗ୍ରାମରେ ମହା ସମାରୋହରେ ରଜ ମହୋତ୍ସବ ଆୟୋଜନ   (21-Jun-2026)       ||      ବରାହ ସାମଲଙ୍କର ୮୦ତମ ଜନ୍ମଜୟନ୍ତୀ ପାଳନ   (21-Jun-2026)       ||      ଆୟୁଷ୍ମାନ ଆରୋଗ୍ୟ ମନ୍ଦିର ଅଟଗାଁ ପରିସରରେ 12ତମ ଅନ୍ତର୍ଜାତୀୟ ଯୋଗ ଦିବସ ପାଳିତ    (21-Jun-2026)       ||      ଆଗଲପୁର ବ୍ଲକ ରେ 12 ତମ ବିଶ୍ୱ ଯୋଗ ଦିବସ ମହା ସମରୋହରେ ପାଳିତ   (21-Jun-2026)       ||      ବିକାଶ ଧାରା ଓଡିଶା ସାରା କାର୍ଯ୍ୟକ୍ରମ ଅବସରରେ ବେନ୍ଦ୍ରା ପଂଚାୟତ ରେ ଜନ କଲ୍ୟାଣ ଶିବିର ଅନୁଷ୍ଠିତ    (21-Jun-2026)       ||      ବିକାଶ ଧାରା ଓଡିଶା ସାରା କାର୍ଯ୍ୟକ୍ରମ ଅବସରରେ ବେନ୍ଦ୍ରା ପଂଚାୟତ ରେ ଜନ କଲ୍ୟାଣ ଶିବିର ଅନୁଷ୍ଠିତ ହୋଇଥିଲା   (21-Jun-2026)       ||      ଗଣ୍ତାବାହାଲିଠାରେ ଅନ୍ତର୍ଜାତୀୟ ଯୋଗ ଦିବସ ପାଳିତ   (21-Jun-2026)       ||      *ସୁବର୍ଣ୍ଣପୁର ଠାରେ ବିଶ୍ଵ ଯୋଗ ଦିବସ ପାଳନ*- *ମଣିଷ ର ପ୍ରକୃତ ବନ୍ଧୁ ହେଉଛି ଶରୀର*- *ମୁଖ୍ୟ ଅତିଥି*-   (21-Jun-2026)       ||      ଦହ୍ୟା ଜୀବନ ବିକାଶ ଡିଗ୍ରୀ କଲେଜ ରେ ବିଶ୍ୱ ଯୋଗ ଦିବସ ପାଳନ -   (21-Jun-2026)       ||      ପ୍ରଶାସନ ର ଦୃଷ୍ଟି ପଡ଼ୁ   (21-Jun-2026)       ||      ପୁରୁଣାପାଣି ଶୀତଳ ଷଷ୍ଠୀ ଜଳନ୍ଧର ଦରବାର ଉଦ୍‌ଯାପିତ♦️ ଉତ୍ସବ ମାଧ୍ୟମରେ ଶାନ୍ତି, ମୈତ୍ରୀ ଓ ପ୍ରଗତି ର ବାର୍ତ୍ତାର ହେବ ପ୍ରସାର- ନରସିଂହ   (21-Jun-2026)       ||      ପାଳସାହି ରେ ଅlନ୍ତର୍ଜାତୀୟ ଯୋଗ ଦିବସ ପାଳିତ   (21-Jun-2026)       ||      ସତ୍ୟ ସାଇ ମନ୍ଦିର ପ୍ରତିଷ୍ଠା ମହୋତ୍ସବ ♦️୩୭ ୟୁନିଟ ରକ୍ତ ସଂଗୃହୀତ    (21-Jun-2026)       ||     

HOME   ଜିଲ୍ଲା

ନୂଆପଡ଼ା ଜିଲ୍ଲା କୋମନା ଠାରେ ଜିଲ୍ଲା ସ୍ତରୀୟ ରାଷ୍ଟ୍ରୀୟ ଜନଜାତିୟ ଗୌରବ ଦିବସ ପାଳିତ

16-Nov-2024



(ଡୋଲେଶ୍ୱର  ବାଗ )
ନୂଆପଡ଼ା ଜିଲ୍ଲା କୋମନା ଠାରେ ଜିଲ୍ଲା ସ୍ତରୀୟ ରାଷ୍ଟ୍ରୀୟ ଜନଜାତିୟ ଗୌରବ ଦିବସ ପାଳିତ ହୋଇଯାଇଛି। ଏହି ଦିବସ ରେ ମୁଖ୍ୟ ଅତିଥି ରୂପେ ନୂଆପଡ଼ା ବିଧାୟକ ରାଜେନ୍ଦ୍ର ପ୍ରସାଦ ଢୋଲକିଆ ଯୋଗ ଦେଇ ଆଦିବାସୀଙ୍କ ଉନ୍ନତି ବିକାଶ ଦ୍ବାରା ସମାଜର ମୁଖ୍ୟ ସ୍ରୋତ ରେ ସାମିଲ ହେବେ ବୋଲି ପ୍ରକାଶ କରିଛନ୍ତି। ସଭା କୁ ଜିଲ୍ଲାପାଳ ମଧୁସୂଦନ ଦାସ ଅଧ୍ୟକ୍ଷତା କରିଥିବା ବେଳେ ସାଂସଦ ପ୍ରତିନିଥି ପ୍ରେମ ଅଗ୍ରୱାଲ, ଜିଲ୍ଲା ଉନ୍ନୟନ ଅଧିକାରୀ ଲମ୍ବୋଦର ଧରୁଆ, ଉପ ଜିଲ୍ଲାପାଳ ଯୋଗେନ୍ଦ୍ର ମାଝୀ, ହୋମ ସିଂ ମାଝୀ, ଜିଲ୍ଲା ପରିଷଦ ସଭ୍ୟ ଭାନୁ ପ୍ରତାପ ସିଂ ମାଝୀ, ମୁରଲୀ ଭୋଇ, ଅବନୀ ଯୋଷୀ, ଦୃଷ୍ଟି ମାଝୀ ସହ ପାଞ୍ଚ ଗୋଟି ବ୍ଲକ ର ଜନ-ପ୍ରତିନିଧି  ମାନେ ସାମିଲ ହୋଇଥିଲେ।  ଆଦିବାସୀ ଙ୍କ ଉନ୍ନତି ଜନଜାତି ଙ୍କ ଗ୍ରାମ କୁ ସଡ଼କ, ଆବାସ ଗୃହ, ନଲ ଜଳ  ପ୍ରଦାନ କରିଥିବା ପ୍ରକାଶ କରିଥିଲେ। ବିହାର ର ଜମୁଆ ଠାରେ ପାଳିତ ହେଉଥିବା ରାଷ୍ଟ୍ରୀୟ ଜନଜାତିୟ ଗୌରବ ଦିବସ ସମାରୋହ କୁ ଭର୍ଚୁଆଲ ମାଧ୍ୟମ ରେ  କାର୍ଯ୍ୟକ୍ରମ ରେ ସାମିଲ ହୋଇଥିଲେ। ନୂଆପଡ଼ା ଜିଲ୍ଲା ରେ  ମଧ୍ୟ ମାଧୋ ସିଂ ହାତ ଖର୍ଚ୍ଚ ଯୋଜନା ର ଶୁଭାରମ୍ଭ କରିଛନ୍ତି। ନୂଆପଡ଼ା ଜିଲ୍ଲା ରେ ଜନଜାତି ଗ୍ରାମ ବିକାଶ ଅଭିଯାନ ରେ ୨୬୦ ଗୋଟି ଗ୍ରାମ କୁ ଅନ୍ତର୍ଭୁକ୍ତ କରି ବିକାଶ ମୂଳକ କାର୍ଯ୍ୟ ହେବ। ପଟ୍ଟା ପ୍ରଦାନ।


News Comment




Photo in News

Advertisment
Lastest News
  ଜିଲ୍ଲା  
.*ଜିଲ୍ଲା ମୁଖ୍ୟ ଚିକିତ୍ସାଳୟ ଓ ସହାରଞ୍ଚଳ ଆୟୁଷ୍ମାନ ସ୍ୱାସ୍ଥ୍ୟ ଓ ଆରୋଗ୍ୟ ମନ୍ଦିର ସୁବର୍ଣ୍ଣପୁର ଠାରେ ଅନ୍ତର୍ଜାତୀୟ ଯୋଗ ଦିବସ ପାଳିତ* -   22-Jun-2026
  ଜିଲ୍ଲା  
ବରପାଲି ଥାନା ଅଞ୍ଚଳରେ ମହିଳାଙ୍କ ମୃତଦେହ ଉଦ୍ଧାର , ତଦନ୍ତ ଜାରି   22-Jun-2026
  ଜିଲ୍ଲା  
ଲୋଇସିଂହା ବ୍ଲକ ପରିସରରେ 12ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳନ   22-Jun-2026
  ଜିଲ୍ଲା  
*ଭୀମ ଭୋଇ ସମାଧି ପୀଠ ରେ ବିଶ୍ୱ ଯୋଗ ଦିବସ ପାଳନ*   21-Jun-2026
  ଜିଲ୍ଲା  
ଶହୀଦ ଶ୍ରୂତି ବିଶ୍ୱାଳଙ୍କ ୧୬୮ତମ ବଳିଦାନ ଦିବସ ପାଳନ ଶହୀଦ ପୀଠର ମାନ୍ୟତା ପାଇଁ ସ୍ମୃତି କମିଟିର ଦାବୀ   21-Jun-2026
  ଜିଲ୍ଲା  
ଧନୁପାଲି ଗୋପାଳ ଜୀ ମନ୍ଦିର ରଥଯାତ୍ରା ମନ୍ଦିର ଟ୍ରଷ୍ଟ ଆନୁକୂଲ୍ୟରେ କମିଟି ଗଠିତ ହୋଇଯାଛି। ରଥଯାତ୍ରା କମିଟି ଗଠିତ   21-Jun-2026
  ଜିଲ୍ଲା  
ଦିବ୍ୟ ଜ୍ୟୋତି ଜାଗୃତି ଯୋଗ ସଂଗଠନ ପକ୍ଷରୁ ଅନ୍ତର୍ଜାତୀୟ ଯୋଗ ଦିବସ ପାଳିତ   21-Jun-2026
  ଜିଲ୍ଲା  
ଗୁରୁଗ୍ରାମରେ ମହା ସମାରୋହରେ ରଜ ମହୋତ୍ସବ ଆୟୋଜନ   21-Jun-2026
  ଜିଲ୍ଲା  
ବରାହ ସାମଲଙ୍କର ୮୦ତମ ଜନ୍ମଜୟନ୍ତୀ ପାଳନ   21-Jun-2026
  ଜିଲ୍ଲା  
ଆୟୁଷ୍ମାନ ଆରୋଗ୍ୟ ମନ୍ଦିର ଅଟଗାଁ ପରିସରରେ 12ତମ ଅନ୍ତର୍ଜାତୀୟ ଯୋଗ ଦିବସ ପାଳିତ   21-Jun-2026
  ଜିଲ୍ଲା  
ଆଗଲପୁର ବ୍ଲକ ରେ 12 ତମ ବିଶ୍ୱ ଯୋଗ ଦିବସ ମହା ସମରୋହରେ ପାଳିତ   21-Jun-2026
  ଜିଲ୍ଲା  
ବିକାଶ ଧାରା ଓଡିଶା ସାରା କାର୍ଯ୍ୟକ୍ରମ ଅବସରରେ ବେନ୍ଦ୍ରା ପଂଚାୟତ ରେ ଜନ କଲ୍ୟାଣ ଶିବିର ଅନୁଷ୍ଠିତ   21-Jun-2026

You Might Also Like