-+91-9937148622 |

prerana_bgr@rediffmail.com |

  Wednesday 24th June 2026 |

| | | |

R.N.I. Regd No. ODIODI/2010/46693

Breaking News

ପୁଇଁତଲା ପ୍ରଗତି ଏଫ୍‌ପିସିର ଡାଲି ଓ ଧାନ ବିହନ ପ୍ରକ୍ରିୟାକରଣ କେନ୍ଦ୍ର ଉଦ୍ଘାଟିତ    (23-Jun-2026)       ||      ବିକାଶ ଧାରା ଓଡିଶା ସାରା କାର୍ଯ୍ୟକ୍ରମ   (23-Jun-2026)       ||      ବିକାଶ ର ଧାରା ଓଡିଶା ସାରା କାର୍ଯ୍ୟକ୍ରମ ରେ ରତାଖଣ୍ଡି ପଂଚାୟତ ପରିସରରେ ପଂଚାୟତ ସ୍ତରୀୟ ସମ୍ମିଳନୀ   (23-Jun-2026)       ||      ନୂଆବଜାର ବେଆଇନ ଫୁଡ୍ ମାର୍କେଟ୍‌କୁ ତୁରନୁ ଉଛେଦ କରାଯାଉ । ଦୁର୍ଘଟଣା ପରେ ଦୁର୍ଘଟଣା ବଢ଼ିବାରେ ଲାଗିଛି ।   (23-Jun-2026)       ||      ନୂତନ ଆୟକର ଆଇନ-୨୦୨୫ ସଂପର୍କରେ ସଚେତନତା ସୃଷ୍ଟି  କରିବା ପାଇଁ ବୈଠକ   (23-Jun-2026)       ||      ବରପାଲିରେ ଚାଞ୍ଚଲ୍ୟକର ହତ୍ୟାକାଣ୍ଡର ପର୍ଦ୍ଦାଫାଶ: ଟଙ୍କା ପାଇଁ ମହିଳାଙ୍କୁ ହତ୍ୟା, ଅଭିଯୁକ୍ତ ଗିରଫ   (23-Jun-2026)       ||      ବିକାଶ ଧାରା ଓଡିଶା ସାରା କାର୍ଯ୍ୟକ୍ରମ ଅବସରରେ ଝାରମୁଣ୍ଡା ପଂଚାୟତ ପରିସରରେ ପଂଚାୟତ ସ୍ତରୀୟ ସମ୍ମିଳନୀ କାର୍ଯ୍ୟକ୍ରମ   (23-Jun-2026)       ||      ବଲାଙ୍ଗୀର ଟି ଡି ଏମ୍ ଙ୍କ ମନୋମୁଖୀ କାରବାର ବିରୁଦ୍ଧରେ ସ୍ୱର ଉତ୍ତୋଳନ କଲା ଘରୋଇ ବସ ମାଲିକ ସଂଘ♦️ ବିନା ରୁଟ ପରମିଟ୍ ରେ ଦେବଗଡ଼ ଯାଉଥିବା ବସ୍ କୁ ବିରୋଧ କରି ଅଟକାଇଲେ    (23-Jun-2026)       ||      ବିକାଶ ଧାରା, ଓଡିଶା ସାରା ବକଟି ପଂଚାୟତ ପରିସରରେ ପଂଚାୟତ ସ୍ତରୀୟ ସମ୍ମିଳନୀ ତଥା ସୁଭଦ୍ରା ଶକ୍ତି ସମାବେଶ କାର୍ଯ୍ୟକ୍ରମ ଅନୁଷ୍ଠିତ   (23-Jun-2026)       ||      ଡାବୁଗାଁ ବ୍ଲକ ରେ ବିକାଶର ଧାରା ଓଡିଶା ସାରା କାର୍ଯ୍ୟକମ ମଧ୍ୟ ଚାଲୁ...... କିନ୍ତୁ ବ୍ଲକବାସୀଙ୍କୁ ସୂଚନା ଦେବା ଏଲଇଡି ମଧ୍ୟ ମରାମତି ହେଉ   (23-Jun-2026)       ||      ସ୍କୁଲ ପାଖରେ ମଦ ବିକ୍ରି କୁ ନେଇ ଅଭିଭାବକ ଓ ଗ୍ରାମବାସୀଙ୍କ ମଧ୍ୟରେ ଅସନ୍ତୋଷ    (23-Jun-2026)       ||      ଚୌଦ୍ୱାର ରେ ଅନ୍ତର୍ଜାତୀୟ ଯୋଗ ଦିବସ ପାଳିତ   (23-Jun-2026)       ||      ବିକାଶ ଧାରା ଓଡିଶା ସାରା ଉପଲକ୍ଷେ ସାଲେଭଟା ପଂଚାୟତ ପରିସରରେ ସୁଭଦ୍ରା ଶକ୍ତି ସମାବେଶ କାର୍ଯ୍ୟକ୍ରମ   (23-Jun-2026)       ||      ଆସନ୍ତା ଜୁଲାଇ ୧୨ ରେ ସୁବର୍ଣ୍ଣପୁର ଠାରେ ଅନୁଷ୍ଠିତ ହେବ ଓଜେୟୁ ରାଜ୍ୟ କାର୍ଯ୍ୟକାରିଣୀ ବୈଠକ   (23-Jun-2026)       ||      ବରପାଲିରେ ଜିଲ୍ଲାପାଳଙ୍କ ନିକଟ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ   (23-Jun-2026)       ||      ବରପାଲିରେ ଜିଲ୍ଲାପାଳଙ୍କ ନିକଟ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ   (23-Jun-2026)       ||      ନିଜ ଜନ୍ମ ମାଟିରେ ଡଃ ନିବେଦିତା ରଥଙ୍କୁ ଅଭୁତପୂର୍ବ ସଂବର୍ଦ୍ଧନା   (23-Jun-2026)       ||      ଜିଲ୍ଲା ସ୍ତରୀୟ STEM ଶିକ୍ଷା କାର୍ଯ୍ୟକ୍ରମରେ ଶିଶୁମାନଙ୍କ ସୃଜନ କ୍ଷମତାର ପ୍ରଦର୍ଶନ ଅନୁଷ୍ଠିତ   (23-Jun-2026)       ||      ବିକାଶ ଧାରା ଓଡିଶା ସାରା କାର୍ଯ୍ୟକ୍ରମ ଅବସରରେ ବେନ୍ଦ୍ରା ପଂଚାୟତ ପରିସରରେ ସୁଭଦ୍ରା ଶକ୍ତି ସମାବେଶ କାର୍ଯ୍ୟକ୍ରମ    (22-Jun-2026)       ||      ଗାଁ ସ୍କୁଲରେ ପହଞ୍ଚି କାର୍ଯ୍ୟରତ ଶିକ୍ଷକଙ୍କ ସହ ଆଲୋଚନା କଲେ ଡି.ଇ.ଓ ♦️ ସରକାରଙ୍କ ବିଭିନ୍ନ କାର୍ଯ୍ୟକ୍ରମର ସଫଳ ରୂପାୟନ ଉପରେ ଜୋର୍   (22-Jun-2026)       ||     

HOME   ଜିଲ୍ଲା

ନର୍ଲା ଡାକ ବଙ୍ଗଳା ଠାରେ ଜାତୀୟ ପ୍ରେସ ଦିବସ ପାଳିତ

16-Nov-2024



ନର୍ଲା (ଚିନ୍ତାମଣି ନାଏକ )
 କଳାହାଣ୍ଡି ଜିଲ୍ଲା ନର୍ଲା ବ୍ଳକ୍ ସ୍ଥିତ ନର୍ଲା ଡାକ ବଙ୍ଗଳା ପରିସରରେ ନର୍ଲା ଓଜେୟୁ ଶାଖା ପ୍ରେସ ଆସୋସିଏସନ ର ସଭାପତି ଶ୍ରୀଯୁକ୍ତ ଚିନ୍ତାମଣି ନାଏକ ଙ୍କ ସଭାତିତ୍ବରେ ଜାତୀୟ ପ୍ରେସ ଦିବସ ୨୦୨୪   ପାଳିତ ହୋଇଯାଇଛି ଏହି କାର୍ଯ୍ୟକ୍ରମ ରେ ମୁଖ୍ୟ ଅତିଥି ଭାବରେ ଏମ୍ ରାମପୁର ବାର୍ ଆସୋସିଏସନ୍ ର ବରିଷ୍ଟ ଆଇନ୍ ଜୀବୀ ଶ୍ରୀଯୁକ୍ତ ପ୍ରକାଶ ଚନ୍ଦ୍ର ପଣ୍ଡା ଯୋଗଦେଇଥିବା ବେଳେ ସମ୍ମାନିତ ଅତିଥି ଭାବେ ନର୍ଲା ତହସିଲଦାର ଶ୍ରୀଯୁକ୍ତ ବଳଦେବ ବେହେରା ଓ କଳାହାଣ୍ଡି କୃଷକ ସଙ୍ଗଠନ ନେତା ତଥା ସମାଜସେବୀ  ଦୁର୍ଯୋଧନ କୁମାର ଏବଂ କେସିଙ୍ଗା ବ୍ଳକ୍ ନିର୍ମଳ ଟିଭି ଏମ୍ ଡି ନୃପରାଜ୍ ସାହୁ ଆଇନଜୀବୀ ସଞ୍ଜୟ କୁମାର ସାହୁ ସମାଜ ସେବି ଯୁଗେଶ କୁମାର ନାଏକ ପ୍ରମୁଖ ଉପସ୍ଥିତଥିଲେ, ଏଵଂ ଗଣତନ୍ତ୍ର ର ପବିତ୍ର ଚତୁର୍ଥ ସ୍ତମ୍ବ କୁ ଶୃଙ୍ଖଳିତ ଭାବରେ ପରିଚାଳନା କରି ନିରପେକ୍ଷ ଓ ନିର୍ଭୀକ ତଥ୍ଯ ଭିତ୍ତିକ ଖବର ପ୍ରସାରଣ କଲେ ସମାଜ ତଥା ଦେଶର ଉନ୍ନତି ହୋଇପାରିବ ବୋଲି ମତ ପ୍ରକାଶ କରିଛନ୍ତି

ଏହି କାର୍ଯ୍ୟକ୍ରମରେ  ସମ୍ପାଦକ ସନ୍ତୋଷ କୁମାର ପାତ୍ର ମଞ୍ଚ ପରିଚଳନା କରିଥିବା ବେଳେ ସଙ୍ଘ ର ବରିଷ୍ଟ ସଦସ୍ୟ ଭିକାରି ଗୌଡ଼ ଡୋଳାମଣୀ ସାହୁ ସଂଜୀବ ଦାଶ ସଦାଶିବ ନାଗ ନରୋତମ ପାୟସିଂ ଅଜିତ ମାଝୀ  ବାବୁଲାଲ ବାଗ ତପନ ସାହୁ ଗଣେଶ ଭୋଇ ଚତୂର୍ଭୁଜ ନାଏକ ଜଗରନ୍ନାଥ ନାଏକ ପ୍ରମୁଖ ଏହି କାର୍ଯ୍ୟକ୍ରମରେ ଉପସ୍ଥିତ ରହି ସକ୍ରିୟ ଅଂଶଗ୍ରହଣ କରିଥିଲେ ଏବଂ ସଂଘ ର ଉପଦେଷ୍ଟା ମଣ୍ଡଳୀ ମୁଖ୍ୟ ତଥା ଯୁବ ଆଇନ୍ ଜୀବି ଦୀପକ୍ କୁମାର ସାହୁ ମାର୍ଗ ଦର୍ଶନ ଦେଇଥିଲେ


News Comment




Photo in News

Advertisment
Lastest News
  ଜିଲ୍ଲା  
ପୁଇଁତଲା ପ୍ରଗତି ଏଫ୍‌ପିସିର ଡାଲି ଓ ଧାନ ବିହନ ପ୍ରକ୍ରିୟାକରଣ କେନ୍ଦ୍ର ଉଦ୍ଘାଟିତ   23-Jun-2026
  ଜିଲ୍ଲା  
ବିକାଶ ଧାରା ଓଡିଶା ସାରା କାର୍ଯ୍ୟକ୍ରମ   23-Jun-2026
  ଜିଲ୍ଲା  
ବିକାଶ ର ଧାରା ଓଡିଶା ସାରା କାର୍ଯ୍ୟକ୍ରମ ରେ ରତାଖଣ୍ଡି ପଂଚାୟତ ପରିସରରେ ପଂଚାୟତ ସ୍ତରୀୟ ସମ୍ମିଳନୀ   23-Jun-2026
  ଜିଲ୍ଲା  
ନୂଆବଜାର ବେଆଇନ ଫୁଡ୍ ମାର୍କେଟ୍‌କୁ ତୁରନୁ ଉଛେଦ କରାଯାଉ । ଦୁର୍ଘଟଣା ପରେ ଦୁର୍ଘଟଣା ବଢ଼ିବାରେ ଲାଗିଛି ।   23-Jun-2026
  ଜିଲ୍ଲା  
ନୂତନ ଆୟକର ଆଇନ-୨୦୨୫ ସଂପର୍କରେ ସଚେତନତା ସୃଷ୍ଟି  କରିବା ପାଇଁ ବୈଠକ   23-Jun-2026
  ଜିଲ୍ଲା  
ବରପାଲିରେ ଚାଞ୍ଚଲ୍ୟକର ହତ୍ୟାକାଣ୍ଡର ପର୍ଦ୍ଦାଫାଶ: ଟଙ୍କା ପାଇଁ ମହିଳାଙ୍କୁ ହତ୍ୟା, ଅଭିଯୁକ୍ତ ଗିରଫ   23-Jun-2026
  ଜିଲ୍ଲା  
ବିକାଶ ଧାରା ଓଡିଶା ସାରା କାର୍ଯ୍ୟକ୍ରମ ଅବସରରେ ଝାରମୁଣ୍ଡା ପଂଚାୟତ ପରିସରରେ ପଂଚାୟତ ସ୍ତରୀୟ ସମ୍ମିଳନୀ କାର୍ଯ୍ୟକ୍ରମ   23-Jun-2026
  ଜିଲ୍ଲା  
ବଲାଙ୍ଗୀର ଟି ଡି ଏମ୍ ଙ୍କ ମନୋମୁଖୀ କାରବାର ବିରୁଦ୍ଧରେ ସ୍ୱର ଉତ୍ତୋଳନ କଲା ଘରୋଇ ବସ ମାଲିକ ସଂଘ♦️ ବିନା ରୁଟ ପରମିଟ୍ ରେ ଦେବଗଡ଼ ଯାଉଥିବା ବସ୍ କୁ ବିରୋଧ କରି ଅଟକାଇଲେ   23-Jun-2026
  ଜିଲ୍ଲା  
ବିକାଶ ଧାରା, ଓଡିଶା ସାରା ବକଟି ପଂଚାୟତ ପରିସରରେ ପଂଚାୟତ ସ୍ତରୀୟ ସମ୍ମିଳନୀ ତଥା ସୁଭଦ୍ରା ଶକ୍ତି ସମାବେଶ କାର୍ଯ୍ୟକ୍ରମ ଅନୁଷ୍ଠିତ   23-Jun-2026
  ଜିଲ୍ଲା  
ଡାବୁଗାଁ ବ୍ଲକ ରେ ବିକାଶର ଧାରା ଓଡିଶା ସାରା କାର୍ଯ୍ୟକମ ମଧ୍ୟ ଚାଲୁ...... କିନ୍ତୁ ବ୍ଲକବାସୀଙ୍କୁ ସୂଚନା ଦେବା ଏଲଇଡି ମଧ୍ୟ ମରାମତି ହେଉ   23-Jun-2026
  ଜିଲ୍ଲା  
ସ୍କୁଲ ପାଖରେ ମଦ ବିକ୍ରି କୁ ନେଇ ଅଭିଭାବକ ଓ ଗ୍ରାମବାସୀଙ୍କ ମଧ୍ୟରେ ଅସନ୍ତୋଷ   23-Jun-2026
  ଜିଲ୍ଲା  
ଚୌଦ୍ୱାର ରେ ଅନ୍ତର୍ଜାତୀୟ ଯୋଗ ଦିବସ ପାଳିତ   23-Jun-2026

You Might Also Like