-+91-9937148622 |

prerana_bgr@rediffmail.com |

  Friday 25th September 2026 |

| | | |

R.N.I. Regd No. ODIODI/2010/46693

Breaking News

ପ୍ରବଳ ବର୍ଷାରେ ରୋଷେଇ ଘର ଭାଙ୍ଗିଲା, ସହାୟତା ପାଇଁ ଗୁହାରି   (25-Sep-2026)       ||      *ଡାବୁଗାଁ ରେଞ୍ଜ ଗିରଲିଗୁଡା ଗ୍ରାମରେ ଭାଲୁ ସୁରକ୍ଷା ଡ୍ୟୁଟି*   (25-Sep-2026)       ||      ଜଳ ଘେରରେ ଥିବା ସାନ ଦହିଭଟା ଓ ବଡ ଦହିଭଟା ପରିଦର୍ଶନ କଲେ ଅତିରିକ୍ତ ସଚିବ, ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ   (25-Sep-2026)       ||      ରାଜ୍ୟପାଳ ପୁରସ୍କାର ପାଇଁ ବିନିକା ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟର ରେଡକ୍ରସ ବିଭାଗ ମନୋନୀତ   (25-Sep-2026)       ||      ସରକାରୀ ମହିଳା ମହାବିଦ୍ୟାଳୟରେ ବିଶ୍ୱ ଆତ୍ମହତ୍ୟା ନିରୋଧ ସଚେତନତା କାର୍ଯ୍ୟକ୍ରମ   (25-Sep-2026)       ||      ରାଜ୍ୟସ୍ତରୀୟ ସ୍କୁଲ ଗେମ୍ ଟାଏକୋଣ୍ଡୋ ରେ ବଲାଙ୍ଗିର କୁ ୪ଟି ପଦକ   (25-Sep-2026)       ||      ଓଡିଶା ଟି-୨୦ ଲିଗ୍‌ରେ ବଲାଙ୍ଗିର ର ତିନି ଯୁବ କ୍ରିକେଟର ସିଏମ୍ ଟ୍ରଫି ୨୦୨୬ ପାଇଁ ଦିବ୍ୟମ, ଓମ୍‌କାର ଓ ଯୋଗେଶ୍ୱର ମନୋନୀତ   (25-Sep-2026)       ||      ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଡିଏଭି ସ୍ୱୟଂ ଶାସିତ ମହାବିଦ୍ୟାଳୟକୁ ଜଳ ବିଶୋଧନ ପ୍ରକଳ୍ପ ପ୍ରଦାନ    (25-Sep-2026)       ||      ଟିଟିଲାଗଡ଼ ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିରରେ ନମାମି ଭାରତ’ କାର୍ଯ୍ୟକ୍ରମ ଅନୁଷ୍ଠିତ   (25-Sep-2026)       ||      ଛତାମଖନା ଡ୍ୟାମ୍ କ୍ଷତି, ଜଙ୍ଗଲ ନିଆଁ, ପ୍ରବାସୀ ଶ୍ରମିକ ଓ MMDR ସଂଶୋଧନକୁ ନେଇ ସରକାରଙ୍କ ତଥ୍ୟ   (25-Sep-2026)       ||      *ବର୍ଷା ଯୋଗୁଁ ସଲଫ ଗଛ ଘର ଉପରେ ପଡିଲା, ଅଳ୍ପକେ ବର୍ତ୍ତିଲେ ୨ ଭାଇ ଭଉଣୀ*   (25-Sep-2026)       ||      ଯୁବଶକ୍ତି ଜାଗ୍ରତ ହେଲେ, ଏଡ୍‌ସ ମୁକ୍ତ ସମାଜ ଗଢ଼ି ହେବ   (25-Sep-2026)       ||      ଲଗାଣ ବର୍ଷାରେ ଧସିଲା ଜାତୀୟ ରାଜପଥ କଡରେ ଥିବା କା ଏମ ଭି ୭୬ ର ପେଟ୍ରୋଲ ପମ୍ପର ସାଇଡ କାନ୍ଥ    (25-Sep-2026)       ||      ଭାରତ କୋ ଜାନୋ ଏବଂ ରାଷ୍ଟ୍ରୀୟ ସମୂହଗାନ ପ୍ରତିଯୋଗିତା   (25-Sep-2026)       ||      *ନୂଆଁଖାଇ ଭେଟଘାଟ ପାଇଁ କ୍ଷତ୍ରିୟ ଧାକଡ ସମାଜ କୋର କମିଟି ର ପ୍ରସ୍ତୁତି ବୈଠକ*   (25-Sep-2026)       ||      ଫରେଷ୍ଟରଙ୍କ ଆତ୍ମହତ୍ୟାର ଅନ୍ତରାଳେ♦️ ବଲାଙ୍ଗୀର ବନବିଭାଗରେ କୋଟି କୋଟି ହଡପ    (24-Sep-2026)       ||      କୁଟ୍ରୁମାଳି–ସିଜିମାଳି ଅଞ୍ଚଳର ଆଦିବାସୀ ଙ୍କୁ ସୁରକ୍ଷା ଦିଅ ନଚେତ ଦୁର୍ବାର ଆନ୍ଦୋଳନ ହେବ    (24-Sep-2026)       ||      ସରକାରୀ ମହିଳା ମହାବିଦ୍ୟାଳୟରେ ଏନ୍. ଏସ୍. ଏସ୍ ଦିବସ ପାଳିତ   (24-Sep-2026)       ||      ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ ଏନ.ଏସ.ଏସ ଦିବସ ପାଳିତ   (24-Sep-2026)       ||      ବର୍ଷା ଯୋଗୁଁ ଘର ଉପରେ ପଡିଲା ବିରାଟ ତେନ୍ତୁଳି ଗଛ, ଅଳ୍ପକେ ବର୍ତ୍ତିଲେ ଚୈତନ ମାଝୀଙ୍କ ପରିବାର   (24-Sep-2026)       ||     

HOME   ଜିଲ୍ଲା

୫ ଜଣ ଦାଦନ ଶ୍ରମିକ ଉଦ୍ଧାର ଡ୍ରାଇଭର ଗିରଫ ସର୍ଦ୍ଦାର ଫେରାର

16-Nov-2024



ପାଟଣାଗଡ଼ (ପୁର୍ଣ୍ଣ ଶଶୀ ଶେଖର ରାଓ)ବଲାଙ୍ଗିର ଜିଲ୍ଲା ଏକ ଦାଦନ ପ୍ରବଣ ଜିଲ୍ଲା ଭାବେ ବେଶ ପରିଚିତ ଥିବା ବେଳେ ବର୍ତ୍ତମାନ ଦାଦନ ଋତୁ ର ତୃତୀୟ ପର୍ଯ୍ୟାୟ ରେ ପହଞ୍ଚି ଯାଇଛି। ପ୍ରତିବର୍ଷ ଭଳି ଚଳିତ ବର୍ଷ ମଧ୍ୟ ବେଆଇନ ଦାଦନ ଶ୍ରମିକ ଚାଲାଣ ହେଉଥିବା ବେଳେ ପ୍ରଥମ ଓ ଦ୍ବିତୀୟ ପର୍ଯ୍ୟାୟ ରେ ବଲାଙ୍ଗିର ଜିଲ୍ଲାରେ ପ୍ରଥମେ ବେଲପଡା, ଦ୍ବିତୀୟ ରେ ତୁରେକେଲା ତୃତୀୟ ରେ ଖପ୍ରାଖୋଲ ଚତୁର୍ଥ ରେ ଲାଠୋର ଓ ପଞ୍ଚମରେ କଣ୍ଟାବାଞ୍ଜି, ଷଷ୍ଠ ରେ ଲାଠୋର ଓ ସପ୍ତମ ରେ ପାଟଣାଗଡ଼ ପୋଲିସ ଦ୍ବାରା ଦାଦନ ଶ୍ରମିକ ଉଦ୍ଧାର ହୋଇଥିବା ବେଳେ ଅନ୍ୟ ଥାନା ଦ୍ବାରା  ଥରେ ମଧ୍ୟ ଧରାଯାଇନାହିଁ।ରାଜ୍ୟ ସରକାର ବେଆଇନ ଦାଦନ ଶ୍ରମିକ ଚାଲାଣ ଉପରେ ରୋକ୍ ଲଗାଇବା ପାଇଁ ଟାକ୍ସଫୋର୍ସ ଗଠନ କରିଥିବା ବେଳେ ତାହା କେଉଁଠି କାର୍ଯ୍ୟକାରୀ ହେଉଛି ଜନସାଧାରଣଙ୍କୁ ଅଜଣା। ସର୍ଦ୍ଦାର ମାନେ ପୋଲିସ ଅଧିକାରୀ ଓ କର୍ମଚାରୀଙ୍କ ସହ ସାକ୍ଷାତକାର କରି ବେଧଡକ ବେଆଇନ ଦାଦନ ଚାଲାଣ କରୁଥିବା ଶୁଣିବାକୁ ମିଳୁଥିବା ବେଳେ ବଲାଙ୍ଗିର ଜିଲ୍ଲାରେ ତିନୋଟି ପୋଲିସ ବେଲପଡା, ତୁରେକେଲା ଓ ଖପ୍ରାଖୋଲ ସକ୍ରିୟ ହୋଇ ଦାଦନ ଶ୍ରମିକ ଉଦ୍ଧାର କରୁଥିବା ଦେଖିବାକୁ ମିଳିଛି। ସୂଚନା ଅନୁସାରେ ଗତକାଲି ବିଳମ୍ବିତ ରାତିରେ ବେଲପଡା ଥାନା କପାଣି ଗ୍ରାମ ପଞ୍ଚାୟତ ତରା ଗାଁ ର ୫ ଜଣକୁ ଉକ୍ତ ଗ୍ରାମର ଡ୍ରାଇଭର ନବୀନ ପୁଟେଲ ନିଜ ଗାଡ଼ିରେ କଣ୍ଟାବାଞ୍ଜି ଥାନା ଚଟୁଅନ୍କା ଗାଁ ର ସର୍ଦ୍ଦାର ଜନ୍ମଜୟ ପନିକା ପାଖକୁ ନେଇ ଦେଉଥିବା ସମୟରେ ବେଲପଡା ଥାନା ଅଧିକାରୀ ଅନନ୍ତ ପ୍ରଧାନ ଙ୍କ ନିର୍ଦ୍ଦେଶନାରେ ଏ, ଏସ, ଆଇ ଭଜମନ ବିଶି ଯାଇ ବେଲପଡା ଥାନା ବିଛୁବାହାଲି ଠାରେ ଧରିବାରେ ସକ୍ଷମ ହୋଇଥିଲେ। ରାତିରେ ଶ୍ରମିକ ମାନଙ୍କୁ ନିଜ ଘରକୁ ପଠାଇ ଦେଇଥିବା ବେଳେ କେଶ୍ ନମ୍ବର ୩୧୪/୧୪ ଡ୍ରାଇଭର କୁ ଗିରଫ କରିଥିବା ବେଳେ ସର୍ଦ୍ଦାର ଫେରାର ହୋଇଥିବା ଥାନା ଅଧିକାରୀ ଅନନ୍ତ ପ୍ରଧାନ ସୂଚନା ଦେଇଛନ୍ତି।


News Comment




Photo in News

Advertisment
Lastest News
  ଜିଲ୍ଲା  
ପ୍ରବଳ ବର୍ଷାରେ ରୋଷେଇ ଘର ଭାଙ୍ଗିଲା, ସହାୟତା ପାଇଁ ଗୁହାରି   25-Sep-2026
  ଜିଲ୍ଲା  
*ଡାବୁଗାଁ ରେଞ୍ଜ ଗିରଲିଗୁଡା ଗ୍ରାମରେ ଭାଲୁ ସୁରକ୍ଷା ଡ୍ୟୁଟି*   25-Sep-2026
  ଜିଲ୍ଲା  
ଜଳ ଘେରରେ ଥିବା ସାନ ଦହିଭଟା ଓ ବଡ ଦହିଭଟା ପରିଦର୍ଶନ କଲେ ଅତିରିକ୍ତ ସଚିବ, ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ   25-Sep-2026
  ଜିଲ୍ଲା  
ରାଜ୍ୟପାଳ ପୁରସ୍କାର ପାଇଁ ବିନିକା ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟର ରେଡକ୍ରସ ବିଭାଗ ମନୋନୀତ   25-Sep-2026
  ଜିଲ୍ଲା  
ସରକାରୀ ମହିଳା ମହାବିଦ୍ୟାଳୟରେ ବିଶ୍ୱ ଆତ୍ମହତ୍ୟା ନିରୋଧ ସଚେତନତା କାର୍ଯ୍ୟକ୍ରମ   25-Sep-2026
  ଜିଲ୍ଲା  
ରାଜ୍ୟସ୍ତରୀୟ ସ୍କୁଲ ଗେମ୍ ଟାଏକୋଣ୍ଡୋ ରେ ବଲାଙ୍ଗିର କୁ ୪ଟି ପଦକ   25-Sep-2026
  ଜିଲ୍ଲା  
ଓଡିଶା ଟି-୨୦ ଲିଗ୍‌ରେ ବଲାଙ୍ଗିର ର ତିନି ଯୁବ କ୍ରିକେଟର ସିଏମ୍ ଟ୍ରଫି ୨୦୨୬ ପାଇଁ ଦିବ୍ୟମ, ଓମ୍‌କାର ଓ ଯୋଗେଶ୍ୱର ମନୋନୀତ   25-Sep-2026
  ଜିଲ୍ଲା  
ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଡିଏଭି ସ୍ୱୟଂ ଶାସିତ ମହାବିଦ୍ୟାଳୟକୁ ଜଳ ବିଶୋଧନ ପ୍ରକଳ୍ପ ପ୍ରଦାନ   25-Sep-2026
  ଜିଲ୍ଲା  
ଟିଟିଲାଗଡ଼ ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିରରେ ନମାମି ଭାରତ’ କାର୍ଯ୍ୟକ୍ରମ ଅନୁଷ୍ଠିତ   25-Sep-2026
  ରାଜନୀତି  
ଛତାମଖନା ଡ୍ୟାମ୍ କ୍ଷତି, ଜଙ୍ଗଲ ନିଆଁ, ପ୍ରବାସୀ ଶ୍ରମିକ ଓ MMDR ସଂଶୋଧନକୁ ନେଇ ସରକାରଙ୍କ ତଥ୍ୟ   25-Sep-2026
  ଜିଲ୍ଲା  
*ବର୍ଷା ଯୋଗୁଁ ସଲଫ ଗଛ ଘର ଉପରେ ପଡିଲା, ଅଳ୍ପକେ ବର୍ତ୍ତିଲେ ୨ ଭାଇ ଭଉଣୀ*   25-Sep-2026
  ଜିଲ୍ଲା  
ଯୁବଶକ୍ତି ଜାଗ୍ରତ ହେଲେ, ଏଡ୍‌ସ ମୁକ୍ତ ସମାଜ ଗଢ଼ି ହେବ   25-Sep-2026

You Might Also Like