-+91-9937148622 |

prerana_bgr@rediffmail.com |

  Friday 25th September 2026 |

| | | |

R.N.I. Regd No. ODIODI/2010/46693

Breaking News

ପ୍ରବଳ ବର୍ଷାରେ ରୋଷେଇ ଘର ଭାଙ୍ଗିଲା, ସହାୟତା ପାଇଁ ଗୁହାରି   (25-Sep-2026)       ||      *ଡାବୁଗାଁ ରେଞ୍ଜ ଗିରଲିଗୁଡା ଗ୍ରାମରେ ଭାଲୁ ସୁରକ୍ଷା ଡ୍ୟୁଟି*   (25-Sep-2026)       ||      ଜଳ ଘେରରେ ଥିବା ସାନ ଦହିଭଟା ଓ ବଡ ଦହିଭଟା ପରିଦର୍ଶନ କଲେ ଅତିରିକ୍ତ ସଚିବ, ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ   (25-Sep-2026)       ||      ରାଜ୍ୟପାଳ ପୁରସ୍କାର ପାଇଁ ବିନିକା ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟର ରେଡକ୍ରସ ବିଭାଗ ମନୋନୀତ   (25-Sep-2026)       ||      ସରକାରୀ ମହିଳା ମହାବିଦ୍ୟାଳୟରେ ବିଶ୍ୱ ଆତ୍ମହତ୍ୟା ନିରୋଧ ସଚେତନତା କାର୍ଯ୍ୟକ୍ରମ   (25-Sep-2026)       ||      ରାଜ୍ୟସ୍ତରୀୟ ସ୍କୁଲ ଗେମ୍ ଟାଏକୋଣ୍ଡୋ ରେ ବଲାଙ୍ଗିର କୁ ୪ଟି ପଦକ   (25-Sep-2026)       ||      ଓଡିଶା ଟି-୨୦ ଲିଗ୍‌ରେ ବଲାଙ୍ଗିର ର ତିନି ଯୁବ କ୍ରିକେଟର ସିଏମ୍ ଟ୍ରଫି ୨୦୨୬ ପାଇଁ ଦିବ୍ୟମ, ଓମ୍‌କାର ଓ ଯୋଗେଶ୍ୱର ମନୋନୀତ   (25-Sep-2026)       ||      ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଡିଏଭି ସ୍ୱୟଂ ଶାସିତ ମହାବିଦ୍ୟାଳୟକୁ ଜଳ ବିଶୋଧନ ପ୍ରକଳ୍ପ ପ୍ରଦାନ    (25-Sep-2026)       ||      ଟିଟିଲାଗଡ଼ ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିରରେ ନମାମି ଭାରତ’ କାର୍ଯ୍ୟକ୍ରମ ଅନୁଷ୍ଠିତ   (25-Sep-2026)       ||      ଛତାମଖନା ଡ୍ୟାମ୍ କ୍ଷତି, ଜଙ୍ଗଲ ନିଆଁ, ପ୍ରବାସୀ ଶ୍ରମିକ ଓ MMDR ସଂଶୋଧନକୁ ନେଇ ସରକାରଙ୍କ ତଥ୍ୟ   (25-Sep-2026)       ||      *ବର୍ଷା ଯୋଗୁଁ ସଲଫ ଗଛ ଘର ଉପରେ ପଡିଲା, ଅଳ୍ପକେ ବର୍ତ୍ତିଲେ ୨ ଭାଇ ଭଉଣୀ*   (25-Sep-2026)       ||      ଯୁବଶକ୍ତି ଜାଗ୍ରତ ହେଲେ, ଏଡ୍‌ସ ମୁକ୍ତ ସମାଜ ଗଢ଼ି ହେବ   (25-Sep-2026)       ||      ଲଗାଣ ବର୍ଷାରେ ଧସିଲା ଜାତୀୟ ରାଜପଥ କଡରେ ଥିବା କା ଏମ ଭି ୭୬ ର ପେଟ୍ରୋଲ ପମ୍ପର ସାଇଡ କାନ୍ଥ    (25-Sep-2026)       ||      ଭାରତ କୋ ଜାନୋ ଏବଂ ରାଷ୍ଟ୍ରୀୟ ସମୂହଗାନ ପ୍ରତିଯୋଗିତା   (25-Sep-2026)       ||      *ନୂଆଁଖାଇ ଭେଟଘାଟ ପାଇଁ କ୍ଷତ୍ରିୟ ଧାକଡ ସମାଜ କୋର କମିଟି ର ପ୍ରସ୍ତୁତି ବୈଠକ*   (25-Sep-2026)       ||      ଫରେଷ୍ଟରଙ୍କ ଆତ୍ମହତ୍ୟାର ଅନ୍ତରାଳେ♦️ ବଲାଙ୍ଗୀର ବନବିଭାଗରେ କୋଟି କୋଟି ହଡପ    (24-Sep-2026)       ||      କୁଟ୍ରୁମାଳି–ସିଜିମାଳି ଅଞ୍ଚଳର ଆଦିବାସୀ ଙ୍କୁ ସୁରକ୍ଷା ଦିଅ ନଚେତ ଦୁର୍ବାର ଆନ୍ଦୋଳନ ହେବ    (24-Sep-2026)       ||      ସରକାରୀ ମହିଳା ମହାବିଦ୍ୟାଳୟରେ ଏନ୍. ଏସ୍. ଏସ୍ ଦିବସ ପାଳିତ   (24-Sep-2026)       ||      ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ ଏନ.ଏସ.ଏସ ଦିବସ ପାଳିତ   (24-Sep-2026)       ||      ବର୍ଷା ଯୋଗୁଁ ଘର ଉପରେ ପଡିଲା ବିରାଟ ତେନ୍ତୁଳି ଗଛ, ଅଳ୍ପକେ ବର୍ତ୍ତିଲେ ଚୈତନ ମାଝୀଙ୍କ ପରିବାର   (24-Sep-2026)       ||     

HOME   ଜିଲ୍ଲା

ଓଡ଼ିଶା ସାମ୍ବାଦିକ ସଂଘ ସୁବର୍ଣ୍ଣପୁର ଶାଖା ପକ୍ଷରୁ ଜାତୀୟ ପ୍ରେସ୍ ଦିବସ ପାଳିତ-,,,,, *ସାମ୍ୱାଦିକ ଙ୍କ ସ୍ବାର୍ଥ ପ୍ରତି ସମସ୍ୟା ପ୍ରତି ସର୍ବଦା ଦୃଷ୍ଟି ଆକର୍ଷଣ କରେ ଓ ଜେ ୟୁ -- ଅତିଥି*

16-Nov-2024



ସୁବର୍ଣ୍ଣପୁର (ମନୋରଞ୍ଜନ ତ୍ରିପାଠୀ )
 ସ୍ଥାନୀୟ ଜିଲ୍ଲା ପରିଷଦ ସଭାଗୃହ ଠାରେ ଓଡିଶା ସାମ୍ବାଦିକ ସଂଘ ସୁବର୍ଣ୍ଣପୁର ଜିଲ୍ଲା ଶାଖା ପକ୍ଷରୁ ଜାତୀୟ ପ୍ରେସ୍ ଦିବସ ପାଳିତ ହୋଇଯାଇଛି। ଜିଲ୍ଲା ଶାଖା ସଭାପତି ମନରଞ୍ଜନ ତ୍ରିପାଠୀଙ୍କ ପ୍ରେରଣା ରେ ବରିଷ୍ଠ ସାମ୍ବାଦିକ ଦିଲ୍ଲୀପ ପାତ୍ରଙ୍କ ସଭାପତିତ୍ବରେ ଅନୁଷ୍ଠିତ ସଭାରେ  ମୁଖ୍ୟ ଅତିଥି ଭାବରେ ଅତିରିକ୍ତ ଜିଲ୍ଲାପାଳ ଅଞ୍ଜଳୀନା ପ୍ରଧାନ ଯୋଗ ଦେଇଥିବା ବେଳେ ଅନ୍ୟତମ ଅତିଥି ଭାବରେ ବରିଷ୍ଠ ସାମ୍ବାଦିକ ପର୍ଶୁରାମ ମିଶ୍ର, ରାଜ୍ୟ ସଂପାଦକ ରାଜ କିଶୋର ତ୍ରିପାଠୀ, ଡିଆଇପିଆରଓ ଅର୍ଜୁନ ମାଝୀ, ଫକିର ମୋହନ ମାଝୀ, ବରିଷ୍ଠ ନାଗରିକ କମିଟି ର ଜ୍ୟୋତି ରଞ୍ଜନ ପଟ୍ଟନାୟକ ଯୋଗ ଦେଇ ଓଡ଼ିଶା ସାମ୍ବାଦିକ ସଂଘ ରାଜ୍ୟର ସାମ୍ବାଦିକ ବନ୍ଧୁ ମାନଙ୍କ ସ୍ଵାର୍ଥ ପ୍ରତି ସର୍ବଦା ଧ୍ୟାନଦେଇ ତାଙ୍କର ସର୍ବନିମ୍ନ ଆବଶ୍ୟକତା କୁ  ପୁରଣ ପାଇଁ ବିଭିନ୍ନ ସମୟରେ ରାଜ୍ୟ ସରକାରଙ୍କ ଦୃଷ୍ଟି ଆକର୍ଷଣ କରୁଥିବା ଯୋଗୁଁ ସଂଘକୁ ସାଧୁବାଦ ଜଣାଇବା ସହ ପ୍ରଶଂସା କରିଥିଲେ। ସେହିପରି  ମୁଖ୍ୟବକ୍ତା ଭାବରେ ବିଜୁ ପଟ୍ଟନାୟକ ମହିଳା ମହାବିଦ୍ୟାଳୟ ଅଧ୍ୟାପକ ମଦନ ସୁନ୍ଦର କ୍ଷେତୀ ଯୋଗଦେଇ ସାମ୍ବାଦିକ ଙ୍କ ସୁରକ୍ଷା ନିମନ୍ତେ ସରକାର ଶିଘ୍ର ବିଲ୍ ଆଣିବା ଉପରେ ଗୁରୁତ୍ୱାରୋପ କରିବା ସହ ଉନ୍ନତ ସମାଜ ଗଠନରେ ସାମ୍ବାଦିକଙ୍କ କର୍ତ୍ତବ୍ୟ ବୋଧ ଓ ଉତ୍ତର ଦାୟିତ୍ଵ ବିଷୟରେ ସାରଗର୍ଭକ ମତ ଉପସ୍ଥାପନ କରିଥିଲେ‌। ସେହିପରି ଆଲୋଚନାରେ ଅଂଶଗ୍ରହଣ କରିଥିଲେ ରାଜ୍ୟ କାର୍ଯ୍ୟକାରିଣୀ ସଦସ୍ୟ ନୀଲ କମଲ ମିଶ୍ର, ବିନିକା ବ୍ଲକ ସଭାପତି ମୁକେଶ ବଗର୍ତ୍ତି ପ୍ରମୁଖ ରାଜ୍ୟ ସରକାର ବିଭିନ୍ନ ସମୟରେ ସାମ୍ବାଦିକଙ୍କ ପାଇଁ ଘୋଷଣା କରିଥିବା ସୁବିଧା ସୁଯୋଗକୁ କାର୍ଯ୍ୟକାରୀ କରିବା ଉପରେ ସରକାରୀ ସ୍ତରରେ ଦୃଢିଭୁତ କରିବା ସଂପର୍କରେ ମତ ରଖିଥିଲେ। ସଭାରେ ସଂଘ ଉପଦେଷ୍ଟା ସ୍ବର୍ଗତ ସାମ୍ବାଦିକ ଗୋପାଳ ମିଶ୍ରଙ୍କ ସୁପୁତ୍ର ଓ ସ୍ୱର୍ଗତ ବରିଷ୍ଠ ସାମ୍ୱାଦିକ ବିନୟ ପ୍ରଧାନ ଙ୍କ ଝିଅଙ୍କୁ ସଂଘ ପକ୍ଷରୁ ଆଜୀବନ ମାସିକ ପେନସନ ଆର୍ଥିକ ରାଶି ପ୍ରଦାନ କରାଯାଇଥିଲା l ସଭାରେ ଅନ୍ୟମାନଙ୍କ ମଧ୍ୟରେ ବରିଷ୍ଠ ସାମ୍ବାଦିକ ବିବେକାନନ୍ଦ ମିଶ୍ର, ସଦାନନ୍ଦ ପ୍ରଧାନ, ସନ୍ତୋଷ ମିଶ୍ର, ନବ କିଶୋର ମିଶ୍ର, ସତ୍ୟବ୍ରତ ପ୍ରଧାନ, ସଞ୍ଜୟ ସାହୁ, ପିତାମ୍ବର ମହାପାତ୍ର ,ଭାସ୍କର ବାବୁ ଶ୍ରଦ୍ଧାକର ଦାଶ,ରଞ୍ଜନ ହୋତା, ଡୋଳାମଣି ସାଲମା, ଲକ୍ଷଣ ପାତ୍ର, ସୂରୁବାବୁ କର୍ଣ୍ଣ, ଜିଲ୍ଲା ରକ୍ତଦାତା ସଂଯୋଜକ ମନୋଜ ପଣ୍ଡା, ଜିଲ୍ଲା କେମିଷ୍ଟ ଓ ଡ଼୍ରଗିଷ୍ଟ ସଂଘର କର୍ମକର୍ତ୍ତା ପ୍ରମୁଖ ଙ୍କ ସହ ତରଭା, ଉଲୁଣ୍ଡା, ବୀରମହାରାଜପୁର, ଡୁଙ୍ଗୁରିପାଲି ବିନିକା ଓ ସୋନପୁର ବ୍ଲକର ଅନେକ ସାମ୍ବାଦିକ ତଥା ସୋନପୁର କଲେଜ ଏନସିସି ର କର୍ଣ୍ଣେଲ ଆଶିଷ ଅଗ୍ରୱାଲା ଓ କେଡେଟ୍ସ ତଥା ସହରର ସ୍ଵଚ୍ଛଭାରତ ସଂଗଠନ, ରାମଧୂନ କ୍ଲବ, ଗୋପଲଜୀ ଯୋଗାଳୟ , ଦିବ୍ୟଉର୍ଜା ଯୋଗ ସମିତି, କୋଶଳ ହାଇସ୍କୁଲ, ଯଶୋଦା ଦେବୀ ନର୍ସିଂ ହୋମ, ତଥା ସହରର ବିଭିନ୍ନ ଅନୁଷ୍ଠାନ ଯୋଗ ଦେଇଥିଲ। ଶେଷରେ ଜିଲ୍ଲା ଶାଖା ସଂପାଦକ ମହାଦେବ ମଲ୍ଲିକ ଧନ୍ୟବାଦ ପ୍ରଦାନ କରିଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ପ୍ରବଳ ବର୍ଷାରେ ରୋଷେଇ ଘର ଭାଙ୍ଗିଲା, ସହାୟତା ପାଇଁ ଗୁହାରି   25-Sep-2026
  ଜିଲ୍ଲା  
*ଡାବୁଗାଁ ରେଞ୍ଜ ଗିରଲିଗୁଡା ଗ୍ରାମରେ ଭାଲୁ ସୁରକ୍ଷା ଡ୍ୟୁଟି*   25-Sep-2026
  ଜିଲ୍ଲା  
ଜଳ ଘେରରେ ଥିବା ସାନ ଦହିଭଟା ଓ ବଡ ଦହିଭଟା ପରିଦର୍ଶନ କଲେ ଅତିରିକ୍ତ ସଚିବ, ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ   25-Sep-2026
  ଜିଲ୍ଲା  
ରାଜ୍ୟପାଳ ପୁରସ୍କାର ପାଇଁ ବିନିକା ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟର ରେଡକ୍ରସ ବିଭାଗ ମନୋନୀତ   25-Sep-2026
  ଜିଲ୍ଲା  
ସରକାରୀ ମହିଳା ମହାବିଦ୍ୟାଳୟରେ ବିଶ୍ୱ ଆତ୍ମହତ୍ୟା ନିରୋଧ ସଚେତନତା କାର୍ଯ୍ୟକ୍ରମ   25-Sep-2026
  ଜିଲ୍ଲା  
ରାଜ୍ୟସ୍ତରୀୟ ସ୍କୁଲ ଗେମ୍ ଟାଏକୋଣ୍ଡୋ ରେ ବଲାଙ୍ଗିର କୁ ୪ଟି ପଦକ   25-Sep-2026
  ଜିଲ୍ଲା  
ଓଡିଶା ଟି-୨୦ ଲିଗ୍‌ରେ ବଲାଙ୍ଗିର ର ତିନି ଯୁବ କ୍ରିକେଟର ସିଏମ୍ ଟ୍ରଫି ୨୦୨୬ ପାଇଁ ଦିବ୍ୟମ, ଓମ୍‌କାର ଓ ଯୋଗେଶ୍ୱର ମନୋନୀତ   25-Sep-2026
  ଜିଲ୍ଲା  
ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଡିଏଭି ସ୍ୱୟଂ ଶାସିତ ମହାବିଦ୍ୟାଳୟକୁ ଜଳ ବିଶୋଧନ ପ୍ରକଳ୍ପ ପ୍ରଦାନ   25-Sep-2026
  ଜିଲ୍ଲା  
ଟିଟିଲାଗଡ଼ ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିରରେ ନମାମି ଭାରତ’ କାର୍ଯ୍ୟକ୍ରମ ଅନୁଷ୍ଠିତ   25-Sep-2026
  ରାଜନୀତି  
ଛତାମଖନା ଡ୍ୟାମ୍ କ୍ଷତି, ଜଙ୍ଗଲ ନିଆଁ, ପ୍ରବାସୀ ଶ୍ରମିକ ଓ MMDR ସଂଶୋଧନକୁ ନେଇ ସରକାରଙ୍କ ତଥ୍ୟ   25-Sep-2026
  ଜିଲ୍ଲା  
*ବର୍ଷା ଯୋଗୁଁ ସଲଫ ଗଛ ଘର ଉପରେ ପଡିଲା, ଅଳ୍ପକେ ବର୍ତ୍ତିଲେ ୨ ଭାଇ ଭଉଣୀ*   25-Sep-2026
  ଜିଲ୍ଲା  
ଯୁବଶକ୍ତି ଜାଗ୍ରତ ହେଲେ, ଏଡ୍‌ସ ମୁକ୍ତ ସମାଜ ଗଢ଼ି ହେବ   25-Sep-2026

You Might Also Like