-+91-9937148622 |

prerana_bgr@rediffmail.com |

  Friday 25th September 2026 |

| | | |

R.N.I. Regd No. ODIODI/2010/46693

Breaking News

ବରପାଲି ମହାବିଦ୍ୟାଳୟର ରାଜନୀତି ବିଜ୍ଞାନ ବିଭାଗରେ ସ୍ବାଗତ ସମ୍ବର୍ଦ୍ଧନା ଉତ୍ସବ ପାଳିତ   (25-Sep-2026)       ||      ବରପାଲି ତହସିଲ ଛକ ଜୟ ଜଗଦମ୍ବା କ୍ଲବର ଦୁର୍ଗାପୂଜା ପାଇଁ ଶୁଭ ସ୍ତମ୍ଭ ସ୍ଥାପନ   (25-Sep-2026)       ||      ପ୍ରବଳ ବର୍ଷାରେ ରୋଷେଇ ଘର ଭାଙ୍ଗିଲା, ସହାୟତା ପାଇଁ ଗୁହାରି   (25-Sep-2026)       ||      *ଡାବୁଗାଁ ରେଞ୍ଜ ଗିରଲିଗୁଡା ଗ୍ରାମରେ ଭାଲୁ ସୁରକ୍ଷା ଡ୍ୟୁଟି*   (25-Sep-2026)       ||      ଜଳ ଘେରରେ ଥିବା ସାନ ଦହିଭଟା ଓ ବଡ ଦହିଭଟା ପରିଦର୍ଶନ କଲେ ଅତିରିକ୍ତ ସଚିବ, ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ   (25-Sep-2026)       ||      ରାଜ୍ୟପାଳ ପୁରସ୍କାର ପାଇଁ ବିନିକା ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟର ରେଡକ୍ରସ ବିଭାଗ ମନୋନୀତ   (25-Sep-2026)       ||      ସରକାରୀ ମହିଳା ମହାବିଦ୍ୟାଳୟରେ ବିଶ୍ୱ ଆତ୍ମହତ୍ୟା ନିରୋଧ ସଚେତନତା କାର୍ଯ୍ୟକ୍ରମ   (25-Sep-2026)       ||      ରାଜ୍ୟସ୍ତରୀୟ ସ୍କୁଲ ଗେମ୍ ଟାଏକୋଣ୍ଡୋ ରେ ବଲାଙ୍ଗିର କୁ ୪ଟି ପଦକ   (25-Sep-2026)       ||      ଓଡିଶା ଟି-୨୦ ଲିଗ୍‌ରେ ବଲାଙ୍ଗିର ର ତିନି ଯୁବ କ୍ରିକେଟର ସିଏମ୍ ଟ୍ରଫି ୨୦୨୬ ପାଇଁ ଦିବ୍ୟମ, ଓମ୍‌କାର ଓ ଯୋଗେଶ୍ୱର ମନୋନୀତ   (25-Sep-2026)       ||      ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଡିଏଭି ସ୍ୱୟଂ ଶାସିତ ମହାବିଦ୍ୟାଳୟକୁ ଜଳ ବିଶୋଧନ ପ୍ରକଳ୍ପ ପ୍ରଦାନ    (25-Sep-2026)       ||      ଟିଟିଲାଗଡ଼ ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିରରେ ନମାମି ଭାରତ’ କାର୍ଯ୍ୟକ୍ରମ ଅନୁଷ୍ଠିତ   (25-Sep-2026)       ||      ଛତାମଖନା ଡ୍ୟାମ୍ କ୍ଷତି, ଜଙ୍ଗଲ ନିଆଁ, ପ୍ରବାସୀ ଶ୍ରମିକ ଓ MMDR ସଂଶୋଧନକୁ ନେଇ ସରକାରଙ୍କ ତଥ୍ୟ   (25-Sep-2026)       ||      *ବର୍ଷା ଯୋଗୁଁ ସଲଫ ଗଛ ଘର ଉପରେ ପଡିଲା, ଅଳ୍ପକେ ବର୍ତ୍ତିଲେ ୨ ଭାଇ ଭଉଣୀ*   (25-Sep-2026)       ||      ଯୁବଶକ୍ତି ଜାଗ୍ରତ ହେଲେ, ଏଡ୍‌ସ ମୁକ୍ତ ସମାଜ ଗଢ଼ି ହେବ   (25-Sep-2026)       ||      ଲଗାଣ ବର୍ଷାରେ ଧସିଲା ଜାତୀୟ ରାଜପଥ କଡରେ ଥିବା କା ଏମ ଭି ୭୬ ର ପେଟ୍ରୋଲ ପମ୍ପର ସାଇଡ କାନ୍ଥ    (25-Sep-2026)       ||      ଭାରତ କୋ ଜାନୋ ଏବଂ ରାଷ୍ଟ୍ରୀୟ ସମୂହଗାନ ପ୍ରତିଯୋଗିତା   (25-Sep-2026)       ||      *ନୂଆଁଖାଇ ଭେଟଘାଟ ପାଇଁ କ୍ଷତ୍ରିୟ ଧାକଡ ସମାଜ କୋର କମିଟି ର ପ୍ରସ୍ତୁତି ବୈଠକ*   (25-Sep-2026)       ||      ଫରେଷ୍ଟରଙ୍କ ଆତ୍ମହତ୍ୟାର ଅନ୍ତରାଳେ♦️ ବଲାଙ୍ଗୀର ବନବିଭାଗରେ କୋଟି କୋଟି ହଡପ    (24-Sep-2026)       ||      କୁଟ୍ରୁମାଳି–ସିଜିମାଳି ଅଞ୍ଚଳର ଆଦିବାସୀ ଙ୍କୁ ସୁରକ୍ଷା ଦିଅ ନଚେତ ଦୁର୍ବାର ଆନ୍ଦୋଳନ ହେବ    (24-Sep-2026)       ||      ସରକାରୀ ମହିଳା ମହାବିଦ୍ୟାଳୟରେ ଏନ୍. ଏସ୍. ଏସ୍ ଦିବସ ପାଳିତ   (24-Sep-2026)       ||     

HOME   ରାଜ୍ୟ

୫୧ ତମ ଟିକ୍ରାପଡା ଅହୋରାତ୍ର ନାମଯଜ୍ଞ ଉଦଯାପିତ

16-Nov-2024



ବଲାଙ୍ଗୀର (ପ୍ରେରଣା ଖବର): ବଲାଙ୍ଗିର ଟିକ୍ରାପଡା ଶ୍ରୀ କୃଷ୍ଣ ଚୈତନ୍ୟ ସେବା ସଂସ୍ଥାନ ୫୧ତମ ଅହୋରାତ୍ର ନାମଯଜ୍ଞ  କାର୍ତ୍ତିକ ପୁର୍ଣିମା ରେ ଉଦଯାପିତ ହୋଇଯାଇଛି l ଚଳିତ ବର୍ଷ ଶ୍ରୀ କୃଷ୍ଣ ଚୈତନ୍ୟ ସେବା ସଂସ୍ଥାନ ସଭାପତି ପ୍ରକାଶ ନେପାକ, ସମ୍ପାଦକ ଅଙ୍କୁଶ ହୋତା, କୋଷାଧକ୍ଷ ହରେକୃଷ୍ଣ ପାତ୍ର, ଶରତ ଷlଣ୍ଢ ତଥା ମହିଳା କମିଟି ସଭାପତି ବନେଶ୍ୱରୀ ବେହେରା, ସମ୍ପାଦିକା ଲିନା ମହାନ୍ତି ଓ  ବରିଷ୍ଠ ସଭ୍ୟ  ଦୁର୍ଗା ସାହୁ, ପିଙ୍କୁ ପଣ୍ଡା, ବାବୁ ସା,ପ୍ରଦୀପ ସାହୁ,ଅଶୋକ ମିଶ୍ର,  କୁନା ବେହେରା, ଭରତ ପୋଢ଼,ସନ୍ତକ ବହିଦାର,ଶ୍ରୀବତ୍ସ ମହାରଣା,ଦିଜରାଜ ମିଶ୍ର, ରବି ଅଗ୍ରୱାଲ, ଦୁଲିଚନ୍ଦ ଅଗ୍ରୱାଲ,ରାଜେନ୍ଦ୍ର ମିଶ୍ର, ସୁନାଧର ବନଛୋର,ବରିଷ୍ଠ ଉପଦେଷ୍ଟା ଭଗବାନ ବଗର୍ତି, ବୈଷ୍ଣବ ସାହୁ, ଅନୁ ବେହେରା, ଅଶୋକ ଚାନ୍ଦ  ପ୍ରତ୍ୟକ୍ଷ ତତ୍ୱାବଧାନରେ ନାମଯଂଜ୍ଞ ଆୟୋଜନ କରାଯାଇଥିଲା l ଚତୁର୍ଦଶୀ ଦିନ ବାଳଗୋପାଳ ଓ ରାଧାକୃଷ୍ଣ ବେଶ ରେ ଶିଶୁ ମାନେ ପ୍ରହରୀ ମଣ୍ଡପ ରେ ପରିକ୍ରମା କରିଥିଲେ l ଚତୁର୍ଦଶୀ ସଂନ୍ଧ୍ୟା ରେ ମହିଳା ସଦସ୍ୟା ବିଳାସିନୀ ବେହେରା, ଲିନା ମହାନ୍ତି, ସବିତା ବେହେରା, ସନ୍ତୋଷିନୀ ଶେଖର ଦେଓ, ମୋନାଲିସା ପଣ୍ଡା, ମିନା ମହାନ୍ତି, ଦମୟନ୍ତୀ ବାଗ, ସୁନିତା ଖୁ୍ୱାସ, ସରୋଜିନୀ ପୋଢ଼, ପ୍ରଭାସିନୀ ମାହାନା, ସୀମା ପଣ୍ଡା, ରେବତୀ ସାହୁ, ସୁବାସିନୀ ବଗର୍ତି, ଶ୍ରୀଲତା ଦାସ, ତପସ୍ୱିନୀ ସାହୁ, ରଞ୍ଜୁ ଶତପଥି  ସଂନ୍ଧ୍ୟା ଆଳତି ଦେବା ସହ ପରିବାର, ପଡ଼ା ତଥା ବିଶ୍ୱ ଶାନ୍ତି ନିମନ୍ତେ ପ୍ରଭୁ ଙ୍କ ଠାରେ ପ୍ରାର୍ଥନା କରିଥିଲେ ଏବଂ ପଡ଼ାର ମହିଳା ମାନଙ୍କ ଦ୍ୱାରା ଛପନ ଭୋଗ ମହାପ୍ରଭୁ ଙ୍କୁ ଅର୍ପଣ କରାଯାଇଥିଲା l ପୂଜକ ଶୁକଦେବ ତ୍ରିପାଠୀ  ପୂଜା କାର୍ଯ୍ୟ ସମ୍ପାଦନା କରିଥିଲେ lଏହି ଅବସରରେ ବଲାଙ୍ଗିର ବିଧାୟକ ଶ୍ରୀଯୁକ୍ତ କଳିକେଶ ନାରାୟଣ ସିଂହଦେଓ, ବଲାଙ୍ଗିର ପୌର ପରିଷଦ ଅଧକ୍ଷା ଲିକା ସାହୁ, ଉପାଧ୍ୟକ୍ଷା ଗାୟତ୍ରୀ ଦେବି, ଯୁବ ନେତା ଗୋପାଳଜୀ ପାଣିଗ୍ରାହୀ ନାମଯଂଜ୍ଞ ରେ ସାମିଲ ହୋଇ ପ୍ରଭୁ ଙ୍କ ପୂଜାର୍ଚନା କରିଥିଲେ l ପ୍ରଜାପତି ବ୍ରହ୍ମକୁମାରୀ ଅନୁଷ୍ଠାନ ଆନୁକୂଲ୍ୟରେ ଏକ ମନୋରମ ଝାଙ୍କି ନାମଯଂଜ୍ଞ ସ୍ଥଳ ରେ ଆୟୋଜନ କରିଥିଲେ l ପୂର୍ଣମୀ ଦିନ 51 ତମ ନାମଯଂଜ୍ଞ ଉଦଯାପିତ ହୋଇଥିଲା l ମୁଖ୍ୟ କର୍ତ୍ତା ଶିବନାରାୟଣ ରଥ ଓ ନିଲମ ଶର୍ମାସହ ଏକ ବିରାଟ ପଟୁଆରରେ ପ୍ରଭୁ ଲଷ୍ମୀ ନାରାୟଣ ଙ୍କୁ ଗୋପାଳଜୀ ମନ୍ଦିରରେ ଅବସ୍ଥାପିତ କରାଯାଇଥିଲା l କମିଟି ର ସଦସ୍ୟ  ସଞ୍ଜୟ ଶତପଥି, ସୁନୀଲ ଦୋରା, ତୁଫାନ ସାହୁ,ବିକାଶ ସା,ଅଶୋକ ରାଉତ,ଶ୍ରୀୟା ହୋତା, ଭାରତୀ ନେପାକ ସୁଚରିତା ଶତପଥି, ମଞ୍ଜୁଳା ମିଶ୍ର, ଏହି କାର୍ଯ୍ୟକ୍ରମ ମାନ ଆୟୋଜନ କରିବାରେ ସହଯୋଗ କରିଥିଲେ l


News Comment




Photo in News

Advertisment
Lastest News
  ଜିଲ୍ଲା  
ବରପାଲି ମହାବିଦ୍ୟାଳୟର ରାଜନୀତି ବିଜ୍ଞାନ ବିଭାଗରେ ସ୍ବାଗତ ସମ୍ବର୍ଦ୍ଧନା ଉତ୍ସବ ପାଳିତ   25-Sep-2026
  ଜିଲ୍ଲା  
ବରପାଲି ତହସିଲ ଛକ ଜୟ ଜଗଦମ୍ବା କ୍ଲବର ଦୁର୍ଗାପୂଜା ପାଇଁ ଶୁଭ ସ୍ତମ୍ଭ ସ୍ଥାପନ   25-Sep-2026
  ଜିଲ୍ଲା  
ପ୍ରବଳ ବର୍ଷାରେ ରୋଷେଇ ଘର ଭାଙ୍ଗିଲା, ସହାୟତା ପାଇଁ ଗୁହାରି   25-Sep-2026
  ଜିଲ୍ଲା  
*ଡାବୁଗାଁ ରେଞ୍ଜ ଗିରଲିଗୁଡା ଗ୍ରାମରେ ଭାଲୁ ସୁରକ୍ଷା ଡ୍ୟୁଟି*   25-Sep-2026
  ଜିଲ୍ଲା  
ଜଳ ଘେରରେ ଥିବା ସାନ ଦହିଭଟା ଓ ବଡ ଦହିଭଟା ପରିଦର୍ଶନ କଲେ ଅତିରିକ୍ତ ସଚିବ, ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ   25-Sep-2026
  ଜିଲ୍ଲା  
ରାଜ୍ୟପାଳ ପୁରସ୍କାର ପାଇଁ ବିନିକା ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟର ରେଡକ୍ରସ ବିଭାଗ ମନୋନୀତ   25-Sep-2026
  ଜିଲ୍ଲା  
ସରକାରୀ ମହିଳା ମହାବିଦ୍ୟାଳୟରେ ବିଶ୍ୱ ଆତ୍ମହତ୍ୟା ନିରୋଧ ସଚେତନତା କାର୍ଯ୍ୟକ୍ରମ   25-Sep-2026
  ଜିଲ୍ଲା  
ରାଜ୍ୟସ୍ତରୀୟ ସ୍କୁଲ ଗେମ୍ ଟାଏକୋଣ୍ଡୋ ରେ ବଲାଙ୍ଗିର କୁ ୪ଟି ପଦକ   25-Sep-2026
  ଜିଲ୍ଲା  
ଓଡିଶା ଟି-୨୦ ଲିଗ୍‌ରେ ବଲାଙ୍ଗିର ର ତିନି ଯୁବ କ୍ରିକେଟର ସିଏମ୍ ଟ୍ରଫି ୨୦୨୬ ପାଇଁ ଦିବ୍ୟମ, ଓମ୍‌କାର ଓ ଯୋଗେଶ୍ୱର ମନୋନୀତ   25-Sep-2026
  ଜିଲ୍ଲା  
ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଡିଏଭି ସ୍ୱୟଂ ଶାସିତ ମହାବିଦ୍ୟାଳୟକୁ ଜଳ ବିଶୋଧନ ପ୍ରକଳ୍ପ ପ୍ରଦାନ   25-Sep-2026
  ଜିଲ୍ଲା  
ଟିଟିଲାଗଡ଼ ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିରରେ ନମାମି ଭାରତ’ କାର୍ଯ୍ୟକ୍ରମ ଅନୁଷ୍ଠିତ   25-Sep-2026
  ରାଜନୀତି  
ଛତାମଖନା ଡ୍ୟାମ୍ କ୍ଷତି, ଜଙ୍ଗଲ ନିଆଁ, ପ୍ରବାସୀ ଶ୍ରମିକ ଓ MMDR ସଂଶୋଧନକୁ ନେଇ ସରକାରଙ୍କ ତଥ୍ୟ   25-Sep-2026

You Might Also Like