-+91-9937148622 |

prerana_bgr@rediffmail.com |

  Friday 25th September 2026 |

| | | |

R.N.I. Regd No. ODIODI/2010/46693

Breaking News

ବରପାଲି ମହାବିଦ୍ୟାଳୟର ରାଜନୀତି ବିଜ୍ଞାନ ବିଭାଗରେ ସ୍ବାଗତ ସମ୍ବର୍ଦ୍ଧନା ଉତ୍ସବ ପାଳିତ   (25-Sep-2026)       ||      ବରପାଲି ତହସିଲ ଛକ ଜୟ ଜଗଦମ୍ବା କ୍ଲବର ଦୁର୍ଗାପୂଜା ପାଇଁ ଶୁଭ ସ୍ତମ୍ଭ ସ୍ଥାପନ   (25-Sep-2026)       ||      ପ୍ରବଳ ବର୍ଷାରେ ରୋଷେଇ ଘର ଭାଙ୍ଗିଲା, ସହାୟତା ପାଇଁ ଗୁହାରି   (25-Sep-2026)       ||      *ଡାବୁଗାଁ ରେଞ୍ଜ ଗିରଲିଗୁଡା ଗ୍ରାମରେ ଭାଲୁ ସୁରକ୍ଷା ଡ୍ୟୁଟି*   (25-Sep-2026)       ||      ଜଳ ଘେରରେ ଥିବା ସାନ ଦହିଭଟା ଓ ବଡ ଦହିଭଟା ପରିଦର୍ଶନ କଲେ ଅତିରିକ୍ତ ସଚିବ, ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ   (25-Sep-2026)       ||      ରାଜ୍ୟପାଳ ପୁରସ୍କାର ପାଇଁ ବିନିକା ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟର ରେଡକ୍ରସ ବିଭାଗ ମନୋନୀତ   (25-Sep-2026)       ||      ସରକାରୀ ମହିଳା ମହାବିଦ୍ୟାଳୟରେ ବିଶ୍ୱ ଆତ୍ମହତ୍ୟା ନିରୋଧ ସଚେତନତା କାର୍ଯ୍ୟକ୍ରମ   (25-Sep-2026)       ||      ରାଜ୍ୟସ୍ତରୀୟ ସ୍କୁଲ ଗେମ୍ ଟାଏକୋଣ୍ଡୋ ରେ ବଲାଙ୍ଗିର କୁ ୪ଟି ପଦକ   (25-Sep-2026)       ||      ଓଡିଶା ଟି-୨୦ ଲିଗ୍‌ରେ ବଲାଙ୍ଗିର ର ତିନି ଯୁବ କ୍ରିକେଟର ସିଏମ୍ ଟ୍ରଫି ୨୦୨୬ ପାଇଁ ଦିବ୍ୟମ, ଓମ୍‌କାର ଓ ଯୋଗେଶ୍ୱର ମନୋନୀତ   (25-Sep-2026)       ||      ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଡିଏଭି ସ୍ୱୟଂ ଶାସିତ ମହାବିଦ୍ୟାଳୟକୁ ଜଳ ବିଶୋଧନ ପ୍ରକଳ୍ପ ପ୍ରଦାନ    (25-Sep-2026)       ||      ଟିଟିଲାଗଡ଼ ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିରରେ ନମାମି ଭାରତ’ କାର୍ଯ୍ୟକ୍ରମ ଅନୁଷ୍ଠିତ   (25-Sep-2026)       ||      ଛତାମଖନା ଡ୍ୟାମ୍ କ୍ଷତି, ଜଙ୍ଗଲ ନିଆଁ, ପ୍ରବାସୀ ଶ୍ରମିକ ଓ MMDR ସଂଶୋଧନକୁ ନେଇ ସରକାରଙ୍କ ତଥ୍ୟ   (25-Sep-2026)       ||      *ବର୍ଷା ଯୋଗୁଁ ସଲଫ ଗଛ ଘର ଉପରେ ପଡିଲା, ଅଳ୍ପକେ ବର୍ତ୍ତିଲେ ୨ ଭାଇ ଭଉଣୀ*   (25-Sep-2026)       ||      ଯୁବଶକ୍ତି ଜାଗ୍ରତ ହେଲେ, ଏଡ୍‌ସ ମୁକ୍ତ ସମାଜ ଗଢ଼ି ହେବ   (25-Sep-2026)       ||      ଲଗାଣ ବର୍ଷାରେ ଧସିଲା ଜାତୀୟ ରାଜପଥ କଡରେ ଥିବା କା ଏମ ଭି ୭୬ ର ପେଟ୍ରୋଲ ପମ୍ପର ସାଇଡ କାନ୍ଥ    (25-Sep-2026)       ||      ଭାରତ କୋ ଜାନୋ ଏବଂ ରାଷ୍ଟ୍ରୀୟ ସମୂହଗାନ ପ୍ରତିଯୋଗିତା   (25-Sep-2026)       ||      *ନୂଆଁଖାଇ ଭେଟଘାଟ ପାଇଁ କ୍ଷତ୍ରିୟ ଧାକଡ ସମାଜ କୋର କମିଟି ର ପ୍ରସ୍ତୁତି ବୈଠକ*   (25-Sep-2026)       ||      ଫରେଷ୍ଟରଙ୍କ ଆତ୍ମହତ୍ୟାର ଅନ୍ତରାଳେ♦️ ବଲାଙ୍ଗୀର ବନବିଭାଗରେ କୋଟି କୋଟି ହଡପ    (24-Sep-2026)       ||      କୁଟ୍ରୁମାଳି–ସିଜିମାଳି ଅଞ୍ଚଳର ଆଦିବାସୀ ଙ୍କୁ ସୁରକ୍ଷା ଦିଅ ନଚେତ ଦୁର୍ବାର ଆନ୍ଦୋଳନ ହେବ    (24-Sep-2026)       ||      ସରକାରୀ ମହିଳା ମହାବିଦ୍ୟାଳୟରେ ଏନ୍. ଏସ୍. ଏସ୍ ଦିବସ ପାଳିତ   (24-Sep-2026)       ||     

HOME   ଜିଲ୍ଲା

ଜର୍ଣ୍ଣାଲିଷ୍ଟ ଏସୋସିଏସନ ଝାରବନ୍ଧ ଦ୍ୱାରା ଜାତୀୟ ପ୍ରେସ ଦିବସ ପାଳିତ

16-Nov-2024



ବରଗଡ:(ନିରଞ୍ଜନ ତ୍ରିପାଠୀ)-ଜର୍ଣ୍ଣାଲିଷ୍ଟ ଏସୋସିଏସନ ଝାରବନ୍ଧ ତରଫରୁ ଆଜି ଅମଠି ପଞ୍ଚାୟତ ଉଚ୍ଚ ବିଦ୍ୟାଳୟ ଠାରେ  ସଭାପତି ମୋତିଲାଲ ବାଗ ଙ୍କ ସଭାପତିତ୍ବରେ ଜାତୀୟ ପ୍ରେସ ଦିବସ 2024 ପାଳିତ ହୋଇଯାଇଛି l ଏହି କାର୍ଯ୍ୟକ୍ରମ ରେ ମୁଖ୍ୟ ଅତିଥି ଭାବେ ପୁରୁଷୋତ୍ତମ ମିର୍ଦ୍ଧା ଗୋଷ୍ଠୀ ଉନ୍ନୟନ ଅଧିକାରୀ ଝାରବନ୍ଧ ଯୋଗ ଦେଇ ଥିବା ବେଳେ ସମ୍ମାନିତ ଅତିଥି  ଭାବେ  ଅତିରିକ୍ତ ବ୍ଲକ ଶିକ୍ଷା ଅଧିକାରୀ ମହେନ୍ଦ୍ର ପ୍ରଧାନ ,ବୈତାଳି  କ୍ଲଷ୍ଟର ସିଆରସିସି ଦିବସ କୁମାର ସାହୁ, ସମ୍ୱନ୍ୱିତ ଶିଶୁ ବିକାଶ ପ୍ରକଳ୍ପ ଅଧିକାରୀ ଙ୍କ କାର୍ଯ୍ୟାଳୟ ର ସୁପରଭାଇଜର ଜାହ୍ନବୀ ମେହେର, ପଂଚାୟତ ଉଚ୍ଚ ବିଦ୍ୟାଳୟ ର ପ୍ରଧାନ ଶିକ୍ଷକ ଦିବ୍ୟ କିଶୋର ପ୍ରଧାନ ପ୍ରମୁଖ ଯୋଗ ଦେଇଥିଲେ l ଏହି ଅବସରରେ ତୁମୁରିପାଣି ଠାରେ  ବୈତାଳି କ୍ଲଷ୍ଟର ର ସମସ୍ତ ଶିଶୁ ସାମ୍ବାଦିକ ମାନଂକୁ ନେଇ ଏକ ତାଲିମ ଶିବିର ଅନୁଷ୍ଠିତ ହୋଇଥିଲା l ଖବର ସଂଗ୍ରହ, ଖବର ଲେଖିବା ଶୈଳୀ, ଫୋଟୋ ଭିଡ଼ିଓ ଉତ୍ତୋଳନ, ସାକ୍ଷାତକାର ର ଶୈଳୀ  ବିଷୟରେ ତାଲିମ ପ୍ରଦାନ କରାଯାଇଥିଲା l ଜର୍ଣ୍ଣାଲିଷ୍ଟ ଏସୋସିଏସନ ଝାରବନ୍ଧ ତରଫରୁ ଶିଶୁ ସାମ୍ବାଦିକ ମାନଙ୍କୁ ନେଇ ତାଲିମ ପ୍ରଦାନ ଏବଂ ଜାତୀୟ ପ୍ରେସ ଦିବସ ପାଳନ କାର୍ଯ୍ୟକ୍ରମ କୁ ଅତିଥି ମାନେ ସମାଜ ପାଇଁ ଏକ ସୁନ୍ଦର ପ୍ରୟାସ ବୋଲି ଅଭିନନ୍ଦନ ଜଣାଇ ଥିଲେ l ଜର୍ଣ୍ଣାଲିଷ୍ଟ ଏସୋସିଏସନ ର ନିଆରା ପ୍ରୟାସ ବାସ୍ତବ ରେ ଆଗମୀ ଦିନରେ ଶିକ୍ଷା ବିଭାଗ ରେ ଏକ ନୂତନ ବାର୍ତ୍ତା ପ୍ରଦାନ କରି ଉତ୍ତମ ଛାତ୍ରଛାତ୍ରୀ  ଙ୍କର ଚରିତ୍ର ଗଠନ ରେ ସହାୟକ ହେବା ସହ ଅନ୍ୟ ମାନଙ୍କ ପାଇଁ ପ୍ରେରଣା ସାଜିବ ବୋଲି ବିଡ଼ିଓ ଶ୍ରୀ ମିର୍ଦ୍ଧା କହିଥିଲେ l ଏହି ଅବସରରେ ଝାରବନ୍ଧ ବ୍ଲକ ଶିକ୍ଷା ଅଧିକାରୀ ଙ୍କ କାର୍ଯ୍ୟାଳୟ ଅଧୀନରେ ଥିବା ସମସ୍ତ ବିଦ୍ୟାଳୟ ର ଶିଶୁ ସାମ୍ବାଦିକ ଙ୍କୁ ଆଗକୁ ଆଣି ତାଙ୍କୁ ମଧ୍ୟ ବୈତାଳି କ୍ଲଷ୍ଟର ର ଶିଶୁ ସାମ୍ବାଦିକ ଭଳି ଗଢିବା ପାଇଁ ସଭାପତି ମୋତିଲାଲ ବାଗ ସମସ୍ତଙ୍କୁ ଆହ୍ୱାନ କରିଥିଲେ l ପାଇକମାଲ ବ୍ଲକ ରେ ଜୀବନ ହାରିଥିବା ନାବାଳିକା  ର ଆତ୍ମା ର ସଦଗତି ନିମନ୍ତେ ସମସ୍ତେ ଦୁଇ ମିନିଟ ନିରବ ପ୍ରାର୍ଥନା କରିଥିଲେ l ଜର୍ଣ୍ଣାଲିଷ୍ଟ ଏସୋସିଏସନ ର ସମ୍ପାଦକ ସୋମନାଥ ବାଗ ଧନ୍ୟବାଦ ଜ୍ଞାପନ କରିଥିଲେ l ଏହି କାର୍ଯ୍ୟକ୍ରମ କୁ ସଫଳ ଭାବେ ରୂପାୟନ କରିବା ପାଇଁ  ସଦସ୍ୟ ସୌଦାଗର ବରିହା, ଗୌରୀଶଙ୍କର ପାଞ୍ଚଭାୟା, ବାସନ୍ତୀ ପାଇକ ପ୍ରମୁଖ ସହଯୋଗ କରିଥିଲେ l ଅମଠି ଉଚ୍ଚ ବିଦ୍ୟାଳୟ ର ସମସ୍ତ ଛାତ୍ରଛାତ୍ରୀ ଶିକ୍ଷକ ଶିକ୍ଷୟତ୍ରୀ ସାମିଲ ଥିଲେ l


News Comment




Photo in News

Advertisment
Lastest News
  ଜିଲ୍ଲା  
ବରପାଲି ମହାବିଦ୍ୟାଳୟର ରାଜନୀତି ବିଜ୍ଞାନ ବିଭାଗରେ ସ୍ବାଗତ ସମ୍ବର୍ଦ୍ଧନା ଉତ୍ସବ ପାଳିତ   25-Sep-2026
  ଜିଲ୍ଲା  
ବରପାଲି ତହସିଲ ଛକ ଜୟ ଜଗଦମ୍ବା କ୍ଲବର ଦୁର୍ଗାପୂଜା ପାଇଁ ଶୁଭ ସ୍ତମ୍ଭ ସ୍ଥାପନ   25-Sep-2026
  ଜିଲ୍ଲା  
ପ୍ରବଳ ବର୍ଷାରେ ରୋଷେଇ ଘର ଭାଙ୍ଗିଲା, ସହାୟତା ପାଇଁ ଗୁହାରି   25-Sep-2026
  ଜିଲ୍ଲା  
*ଡାବୁଗାଁ ରେଞ୍ଜ ଗିରଲିଗୁଡା ଗ୍ରାମରେ ଭାଲୁ ସୁରକ୍ଷା ଡ୍ୟୁଟି*   25-Sep-2026
  ଜିଲ୍ଲା  
ଜଳ ଘେରରେ ଥିବା ସାନ ଦହିଭଟା ଓ ବଡ ଦହିଭଟା ପରିଦର୍ଶନ କଲେ ଅତିରିକ୍ତ ସଚିବ, ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ   25-Sep-2026
  ଜିଲ୍ଲା  
ରାଜ୍ୟପାଳ ପୁରସ୍କାର ପାଇଁ ବିନିକା ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟର ରେଡକ୍ରସ ବିଭାଗ ମନୋନୀତ   25-Sep-2026
  ଜିଲ୍ଲା  
ସରକାରୀ ମହିଳା ମହାବିଦ୍ୟାଳୟରେ ବିଶ୍ୱ ଆତ୍ମହତ୍ୟା ନିରୋଧ ସଚେତନତା କାର୍ଯ୍ୟକ୍ରମ   25-Sep-2026
  ଜିଲ୍ଲା  
ରାଜ୍ୟସ୍ତରୀୟ ସ୍କୁଲ ଗେମ୍ ଟାଏକୋଣ୍ଡୋ ରେ ବଲାଙ୍ଗିର କୁ ୪ଟି ପଦକ   25-Sep-2026
  ଜିଲ୍ଲା  
ଓଡିଶା ଟି-୨୦ ଲିଗ୍‌ରେ ବଲାଙ୍ଗିର ର ତିନି ଯୁବ କ୍ରିକେଟର ସିଏମ୍ ଟ୍ରଫି ୨୦୨୬ ପାଇଁ ଦିବ୍ୟମ, ଓମ୍‌କାର ଓ ଯୋଗେଶ୍ୱର ମନୋନୀତ   25-Sep-2026
  ଜିଲ୍ଲା  
ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଡିଏଭି ସ୍ୱୟଂ ଶାସିତ ମହାବିଦ୍ୟାଳୟକୁ ଜଳ ବିଶୋଧନ ପ୍ରକଳ୍ପ ପ୍ରଦାନ   25-Sep-2026
  ଜିଲ୍ଲା  
ଟିଟିଲାଗଡ଼ ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିରରେ ନମାମି ଭାରତ’ କାର୍ଯ୍ୟକ୍ରମ ଅନୁଷ୍ଠିତ   25-Sep-2026
  ରାଜନୀତି  
ଛତାମଖନା ଡ୍ୟାମ୍ କ୍ଷତି, ଜଙ୍ଗଲ ନିଆଁ, ପ୍ରବାସୀ ଶ୍ରମିକ ଓ MMDR ସଂଶୋଧନକୁ ନେଇ ସରକାରଙ୍କ ତଥ୍ୟ   25-Sep-2026

You Might Also Like