-+91-9937148622 |

prerana_bgr@rediffmail.com |

  Tuesday 18th August 2026 |

| | | |

R.N.I. Regd No. ODIODI/2010/46693

Breaking News

*ଭାରତ ବିକାଶ ପରିଷଦ ସୋନପୁର ଶାଖା ପକ୍ଷରୁ ମେଗା ବୃକ୍ଷ ରୋପଣ କାର୍ଯକ୍ରମ*   (18-Aug-2026)       ||      କଣ୍ଟାବାଞ୍ଜି ରେ ସ୍ବାଧୀନତା ଦିବସରେ ସମ୍ବିଧାନ ହତ୍ୟା!    (18-Aug-2026)       ||      ନିଶାମୁକ୍ତ ସମାଜ ଗଠନ ଲକ୍ଷ୍ୟରେ ସୂଚନା ଓ ଲୋକସମ୍ପର୍କ ବିଭାଗ ପକ୍ଷରୁ ସାମୂହିକ ଶପଥ ପାଠ   (18-Aug-2026)       ||      *ରାସ୍ତା ଖାଳିବା ଘଟଣାକୁ କେନ୍ଦ୍ର କରି କେରଣ୍ଡୀ ଗ୍ରାମବାସୀ ଏବଂ ଜମି ମଲିକଙ୍କ ମଧ୍ୟରେ ସୃଷ୍ଟି ହେଲା ବିବାଦ*   (18-Aug-2026)       ||      ରାମମନ୍ଦିର କମିଟି ଗେଟ ଓ ମାର୍କେଟୟାଡ଼ ପାଇଁ ତହସିଲଦାର ଙ୍କ ଦ୍ୱାରସ୍ଥ   (18-Aug-2026)       ||      କଟକ ମହାନଗର ଶାନ୍ତି କମିଟିର ନବୀକରଣ କର୍ଯ୍ୟାଳୟ ଉଦଘାଟିତ   (18-Aug-2026)       ||      ବିଶ୍ରା ବ୍ଲକ ପରିସର ରେ ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଅନୁଷ୍ଠିତ   (17-Aug-2026)       ||      ଲୋକାର୍ପିତ କବିତା ସଂକଳନରେ ସୃଜନଶୀଳ ଚିନ୍ତାଧାରାର ପ୍ରତିଫଳନ♦️ କବି ରାଜକିଶୋର ପଣ୍ଡାଙ୍କ ରଚିତ ପୁସ୍ତକରେ ସ୍ଥାନ ପାଇଛି ୧୦୭ ଟି କବିତା    (17-Aug-2026)       ||      କବି ରାଜକିଶୋର ପଣ୍ଡା ରଚିତ ପୁସ୍ତକ ରେ ସ୍ଥାନ ପାଇଛି ୧୦୭ ଟି କବିତା    (17-Aug-2026)       ||      ଭୁବନେଶ୍ୱରରେ ଅନୁଷ୍ଠିତ ହେବ ଐତିହାସିକ ୱାର୍ଲ୍ଡ ଆଥଲେଟିକ୍ସ କଣ୍ଟିନେଣ୍ଟାଲ୍ ଟୁର ସିଲଭର୍ ମିଟ୍   (17-Aug-2026)       ||      ଆଗକୁ ନୂଆଖାଇ ପାଟଣେଶ୍ୱରୀ ମନ୍ଦିର ଗମ୍ଭାର ଘର ମରାମତି କେବେ ?   (17-Aug-2026)       ||      ଦେଓଗାଁରେ ଓଷ୍ଟା ପକ୍ଷରୁ ସାମ୍ବିଧାନିକ ବୈଠକ   (17-Aug-2026)       ||      ଇଷ୍ଟଜୋନ ବ୍ୟାଡମିଣ୍ଟ ଚମ୍ପିୟାନସିପ୍ ପାଇଁ ଓଡିଶା ଦଳ ଘୋଷଣା   (17-Aug-2026)       ||      ସ୍ମାର୍ଟ ଜଳସେଚନ ଓ ଚାହିଦାଭିତ୍ତିକ ଜଳ ପରିଚାଳନା ଉପରେ ଜଳ ସମ୍ପଦ ବିଭାଗ ପକ୍ଷରୁ ଏକଦିନିଆ କର୍ମଶାଳା   (17-Aug-2026)       ||      *କଳାହାଣ୍ଡି ଜିଲ୍ଲା ଆତ୍ମା ପକ୍ଷରୁ ଚାଷୀ ଙ୍କୁ ନେଇ ସୁବର୍ଣ୍ଣପୁର କ୍ଷେତ୍ର ପରିଦର୍ଶନ*- *ଚାଷୀ ଓ ବୈଜ୍ଞାନିକ ଙ୍କ ଭାବ ବିନିମୟ କାର୍ଯ୍ଯ କ୍ରମ*-   (17-Aug-2026)       ||      ଝରଣିପାଲି ଠାରେ ପଞ୍ଚାୟତ ସ୍ତରୀୟ ଜନ ଶୁଣାଣି ଶିବିର ଅନୁଷ୍ଠିତ   (17-Aug-2026)       ||      *ଏବେ ବି ବଞ୍ଚିଛି ମାନବିକତା*- *ବୋଲବମ ଚାରିଟେବୁଲ ଟ୍ରଷ୍ଟ କୁ ବୁଦ୍ଧିଜୀବି ମହଲରେ ପ୍ରଶଂସା*-   (17-Aug-2026)       ||      ଜିଲ୍ଲାସ୍ତରୀୟ ଫୁଟବଲ ପ୍ରିମିଅର ଲିଗ୍ ଚରଦା ହାଇସ୍କୁଲ୍ ପଡ଼ିଆରେ ଉଦଘାଟିତ ।   (17-Aug-2026)       ||      ଶିକ୍ଷକ ଯୋଗାଇବାର ପ୍ରତିଶ୍ରୁତି ପରେ ସ୍କୁଲ ଗେଟରୁ ଖୋଲିଲା ତାଲା   (17-Aug-2026)       ||      ନିଖିଳ ଓଡ଼ିଶା ଆଶା କର୍ମୀ ସଂଘ, ବେଲପଡ଼ା ବ୍ଲକ ସଂଘର ସମ୍ମିଳନୀ ଅନଷ୍ଠିତ ଓ ନୂତନକର୍ମକର୍ତ୍ତାଙ୍କୁ ନେଇ କାର୍ଯକାରୀ କମିଟି ଗଠନ    (17-Aug-2026)       ||     

HOME   ଜିଲ୍ଲା

ବାଲିପଦର ମହୋତ୍ସବ "କୃଷ୍ଣସାର" ସ୍ମୃତିରେ ମଶାଲ ଯାତ୍ରା

08-Jan-2021



ଗଞ୍ଜାମ, ବୁଗୁଡା:: (ଡ଼ଃ.କୁମୁଦ ଚନ୍ଦ୍ର ବେହେରା) ବୁଗୁଡା ବ୍ଲକ୍ ଅନ୍ତର୍ଗତ ବାଲିପଦରଠାରେ ଗତ ୨୦୧୮ ମସିହା ଠାରୁ ପ୍ରତି ଜାନୁୟାରୀ ୭, ୮ ଓ ୯ ତିନି ଦିନ ବ୍ୟାପି ବାଲିପଦର ମହୋତ୍ସବ "କୃଷ୍ଣସାର" ଅନୁଷ୍ଠିତ ହୋଇ ଆସୁଥିଲା । ଚଳିତ ବର୍ଷ ପ୍ରଶାସନିକ କୋଭିଡ୍ ଗାଇଡ୍ ନିର୍ଦ୍ଦେଶକୁ ସମ୍ମାନ ଜଣାଇ ମହୋତ୍ସବ କମିଟି ପକ୍ଷରୁ ଏହା ସ୍ଥଗିତ ରଖାଯାଇଅଛି । ଏହାର ସ୍ମୃତି ଚାରଣ ସକାଶେ ବାଲିପଦରର ତିନି କିମ୍ବଦନ୍ତୀ ମହାପୁରୁଷ ଶିଳ୍ପୀ ଯୋଗୀ ମହାରଣା, ସଂଗ୍ରାମୀ କେ.ବାଳକୃଷ୍ଣ ପାତ୍ର ଓ କବି କଳ୍ପତରୁ ଦାସ ଙ୍କୁ ପୂର୍ବବତ ସ୍ମରଣ କରାଯାଇଥିଲା । ତିନିବ୍ୟକ୍ତିଙ୍କ ନାମରେ ତିନୋଟି ସ୍ମୃତି ମଶାଲ ସ୍ଥାନୀୟ ଗାଁ ଠାକୁରାଣୀ ମନ୍ଦିରରୁ ପଟୁଆରରେ ବାହାରି ଗ୍ରାମ ପରିକ୍ରମା କରାଯାଇଥିଲା । ମହୋତ୍ସବ କମିଟି ସଭାପତି ଇଂ.ଲକ୍ଷ୍ମୀ ପ୍ରସାଦ ନାୟକ, ସଂଯୋଜକ ଡକ୍ଟର ବି.ପ୍ରକାଶ ଚନ୍ଦ୍ର ପାତ୍ର, ସରପଞ୍ଚ ପୂର୍ଣ୍ଣଚନ୍ଦ୍ର ଜେନା ଓ ସମିତି ସଭ୍ୟ ମହେନ୍ଦ୍ର ପ୍ରସାଦ ପଣ୍ଡା ପ୍ରମୁଖ କାର୍ଯ୍ୟକ୍ରମରେ ଯୋଗଦେଇ ସ୍ମୃତି ମଶାଲକୁ ସମ୍ମାନ ଜଣାଇ ଶେଷରେ ମହୋତ୍ସବ ପଡିଆରେ ସ୍ଥାପନ କରିଥିଲେ । ସାଂସ୍କୃତିକ ସଂପାଦକ ରତ୍ନାକର ମହାରଣା କାର୍ଯ୍ୟକ୍ରମକୁ ସଂଞ୍ଚାଳନ କରିଥିବା ବେଳେ "ପ୍ରଥମେ ଜୀବନ, ଦ୍ୱିତୀୟରେ ମନୋରଞ୍ଜନ" ବାର୍ତ୍ତାକୁ ସଂଯୋଜକ ଶ୍ରୀ ପାତ୍ର ଉପସ୍ଥାପନ କରିଛନ୍ତି । ମହୋତ୍ସବ କମିଟିର କର୍ମକର୍ତ୍ତା କେ.ମନୋଜ ଆଚାରୀ, କାହ୍ନୁ ବାଡତ୍ୟା, ନାରାୟଣ ସାମନ୍ତରା, ଉମା ନାୟକ, ଜି.ସଂଜୀବ ପାତ୍ର, କୈଳାସ ପ୍ରଧାନ ସମେତ ତିନି କିମ୍ବଦନ୍ତୀ ମହାପୁରୁଷଙ୍କ ବଂଶଜ ଓ ଗ୍ରାମବାସୀ ଉପସ୍ଥିତ ରହି ଅଞ୍ଚଳବାସୀଙ୍କୁ ଶୁଭେଚ୍ଛା ଜ୍ଞାପନ କରିଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
*ଭାରତ ବିକାଶ ପରିଷଦ ସୋନପୁର ଶାଖା ପକ୍ଷରୁ ମେଗା ବୃକ୍ଷ ରୋପଣ କାର୍ଯକ୍ରମ*   18-Aug-2026
  ଜିଲ୍ଲା  
କଣ୍ଟାବାଞ୍ଜି ରେ ସ୍ବାଧୀନତା ଦିବସରେ ସମ୍ବିଧାନ ହତ୍ୟା!   18-Aug-2026
  ଜିଲ୍ଲା  
ନିଶାମୁକ୍ତ ସମାଜ ଗଠନ ଲକ୍ଷ୍ୟରେ ସୂଚନା ଓ ଲୋକସମ୍ପର୍କ ବିଭାଗ ପକ୍ଷରୁ ସାମୂହିକ ଶପଥ ପାଠ   18-Aug-2026
  ଜିଲ୍ଲା  
*ରାସ୍ତା ଖାଳିବା ଘଟଣାକୁ କେନ୍ଦ୍ର କରି କେରଣ୍ଡୀ ଗ୍ରାମବାସୀ ଏବଂ ଜମି ମଲିକଙ୍କ ମଧ୍ୟରେ ସୃଷ୍ଟି ହେଲା ବିବାଦ*   18-Aug-2026
  ଜିଲ୍ଲା  
ରାମମନ୍ଦିର କମିଟି ଗେଟ ଓ ମାର୍କେଟୟାଡ଼ ପାଇଁ ତହସିଲଦାର ଙ୍କ ଦ୍ୱାରସ୍ଥ   18-Aug-2026
  ଜିଲ୍ଲା  
କଟକ ମହାନଗର ଶାନ୍ତି କମିଟିର ନବୀକରଣ କର୍ଯ୍ୟାଳୟ ଉଦଘାଟିତ   18-Aug-2026
  ଜିଲ୍ଲା  
ବିଶ୍ରା ବ୍ଲକ ପରିସର ରେ ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଅନୁଷ୍ଠିତ   17-Aug-2026
  ଜିଲ୍ଲା  
ଲୋକାର୍ପିତ କବିତା ସଂକଳନରେ ସୃଜନଶୀଳ ଚିନ୍ତାଧାରାର ପ୍ରତିଫଳନ♦️ କବି ରାଜକିଶୋର ପଣ୍ଡାଙ୍କ ରଚିତ ପୁସ୍ତକରେ ସ୍ଥାନ ପାଇଛି ୧୦୭ ଟି କବିତା   17-Aug-2026
  ଜିଲ୍ଲା  
କବି ରାଜକିଶୋର ପଣ୍ଡା ରଚିତ ପୁସ୍ତକ ରେ ସ୍ଥାନ ପାଇଛି ୧୦୭ ଟି କବିତା   17-Aug-2026
  ଜିଲ୍ଲା  
ଭୁବନେଶ୍ୱରରେ ଅନୁଷ୍ଠିତ ହେବ ଐତିହାସିକ ୱାର୍ଲ୍ଡ ଆଥଲେଟିକ୍ସ କଣ୍ଟିନେଣ୍ଟାଲ୍ ଟୁର ସିଲଭର୍ ମିଟ୍   17-Aug-2026
  ଜିଲ୍ଲା  
ଆଗକୁ ନୂଆଖାଇ ପାଟଣେଶ୍ୱରୀ ମନ୍ଦିର ଗମ୍ଭାର ଘର ମରାମତି କେବେ ?   17-Aug-2026
  ଜିଲ୍ଲା  
ଦେଓଗାଁରେ ଓଷ୍ଟା ପକ୍ଷରୁ ସାମ୍ବିଧାନିକ ବୈଠକ   17-Aug-2026

You Might Also Like