-+91-9937148622 |

prerana_bgr@rediffmail.com |

  Friday 25th September 2026 |

| | | |

R.N.I. Regd No. ODIODI/2010/46693

Breaking News

ବରପାଲି ମହାବିଦ୍ୟାଳୟର ରାଜନୀତି ବିଜ୍ଞାନ ବିଭାଗରେ ସ୍ବାଗତ ସମ୍ବର୍ଦ୍ଧନା ଉତ୍ସବ ପାଳିତ   (25-Sep-2026)       ||      ବରପାଲି ତହସିଲ ଛକ ଜୟ ଜଗଦମ୍ବା କ୍ଲବର ଦୁର୍ଗାପୂଜା ପାଇଁ ଶୁଭ ସ୍ତମ୍ଭ ସ୍ଥାପନ   (25-Sep-2026)       ||      ପ୍ରବଳ ବର୍ଷାରେ ରୋଷେଇ ଘର ଭାଙ୍ଗିଲା, ସହାୟତା ପାଇଁ ଗୁହାରି   (25-Sep-2026)       ||      *ଡାବୁଗାଁ ରେଞ୍ଜ ଗିରଲିଗୁଡା ଗ୍ରାମରେ ଭାଲୁ ସୁରକ୍ଷା ଡ୍ୟୁଟି*   (25-Sep-2026)       ||      ଜଳ ଘେରରେ ଥିବା ସାନ ଦହିଭଟା ଓ ବଡ ଦହିଭଟା ପରିଦର୍ଶନ କଲେ ଅତିରିକ୍ତ ସଚିବ, ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ   (25-Sep-2026)       ||      ରାଜ୍ୟପାଳ ପୁରସ୍କାର ପାଇଁ ବିନିକା ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟର ରେଡକ୍ରସ ବିଭାଗ ମନୋନୀତ   (25-Sep-2026)       ||      ସରକାରୀ ମହିଳା ମହାବିଦ୍ୟାଳୟରେ ବିଶ୍ୱ ଆତ୍ମହତ୍ୟା ନିରୋଧ ସଚେତନତା କାର୍ଯ୍ୟକ୍ରମ   (25-Sep-2026)       ||      ରାଜ୍ୟସ୍ତରୀୟ ସ୍କୁଲ ଗେମ୍ ଟାଏକୋଣ୍ଡୋ ରେ ବଲାଙ୍ଗିର କୁ ୪ଟି ପଦକ   (25-Sep-2026)       ||      ଓଡିଶା ଟି-୨୦ ଲିଗ୍‌ରେ ବଲାଙ୍ଗିର ର ତିନି ଯୁବ କ୍ରିକେଟର ସିଏମ୍ ଟ୍ରଫି ୨୦୨୬ ପାଇଁ ଦିବ୍ୟମ, ଓମ୍‌କାର ଓ ଯୋଗେଶ୍ୱର ମନୋନୀତ   (25-Sep-2026)       ||      ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଡିଏଭି ସ୍ୱୟଂ ଶାସିତ ମହାବିଦ୍ୟାଳୟକୁ ଜଳ ବିଶୋଧନ ପ୍ରକଳ୍ପ ପ୍ରଦାନ    (25-Sep-2026)       ||      ଟିଟିଲାଗଡ଼ ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିରରେ ନମାମି ଭାରତ’ କାର୍ଯ୍ୟକ୍ରମ ଅନୁଷ୍ଠିତ   (25-Sep-2026)       ||      ଛତାମଖନା ଡ୍ୟାମ୍ କ୍ଷତି, ଜଙ୍ଗଲ ନିଆଁ, ପ୍ରବାସୀ ଶ୍ରମିକ ଓ MMDR ସଂଶୋଧନକୁ ନେଇ ସରକାରଙ୍କ ତଥ୍ୟ   (25-Sep-2026)       ||      *ବର୍ଷା ଯୋଗୁଁ ସଲଫ ଗଛ ଘର ଉପରେ ପଡିଲା, ଅଳ୍ପକେ ବର୍ତ୍ତିଲେ ୨ ଭାଇ ଭଉଣୀ*   (25-Sep-2026)       ||      ଯୁବଶକ୍ତି ଜାଗ୍ରତ ହେଲେ, ଏଡ୍‌ସ ମୁକ୍ତ ସମାଜ ଗଢ଼ି ହେବ   (25-Sep-2026)       ||      ଲଗାଣ ବର୍ଷାରେ ଧସିଲା ଜାତୀୟ ରାଜପଥ କଡରେ ଥିବା କା ଏମ ଭି ୭୬ ର ପେଟ୍ରୋଲ ପମ୍ପର ସାଇଡ କାନ୍ଥ    (25-Sep-2026)       ||      ଭାରତ କୋ ଜାନୋ ଏବଂ ରାଷ୍ଟ୍ରୀୟ ସମୂହଗାନ ପ୍ରତିଯୋଗିତା   (25-Sep-2026)       ||      *ନୂଆଁଖାଇ ଭେଟଘାଟ ପାଇଁ କ୍ଷତ୍ରିୟ ଧାକଡ ସମାଜ କୋର କମିଟି ର ପ୍ରସ୍ତୁତି ବୈଠକ*   (25-Sep-2026)       ||      ଫରେଷ୍ଟରଙ୍କ ଆତ୍ମହତ୍ୟାର ଅନ୍ତରାଳେ♦️ ବଲାଙ୍ଗୀର ବନବିଭାଗରେ କୋଟି କୋଟି ହଡପ    (24-Sep-2026)       ||      କୁଟ୍ରୁମାଳି–ସିଜିମାଳି ଅଞ୍ଚଳର ଆଦିବାସୀ ଙ୍କୁ ସୁରକ୍ଷା ଦିଅ ନଚେତ ଦୁର୍ବାର ଆନ୍ଦୋଳନ ହେବ    (24-Sep-2026)       ||      ସରକାରୀ ମହିଳା ମହାବିଦ୍ୟାଳୟରେ ଏନ୍. ଏସ୍. ଏସ୍ ଦିବସ ପାଳିତ   (24-Sep-2026)       ||     

HOME   ଜିଲ୍ଲା

କଣ୍ଟାବାଞ୍ଜି ସାମ୍ବାଦିକ ସଂଘ ଦ୍ବାରା ଜାତୀୟ ପ୍ରେସ ଦିବସ ପାଳିତ । କଣ୍ଟାବାଞ୍ଜିର ବିକାଶରେ ସାମ୍ବାଦିକତା ଅତୀତ ବର୍ତ୍ତମାନ ଓ ଭବିଷ୍ୟତ ଉପରେ ଆଲୋଚନାଚକ୍ର

16-Nov-2024



କଣ୍ଟାବାଞ୍ଜି(କୈଳାସ ସଗ୍ରିଆ) ବଲାଙ୍ଗୀର ଜିଲ୍ଲା କଣ୍ଟାବାଞ୍ଜି ଅନ୍ତର୍ଗତ ଡାକବଙ୍ଗଳା ପରିସରରେ ଆଜି ଶନିବାର ଏଗାର ଘଣ୍ଟା ସମୟେ ସାମ୍ବାଦିକ ସଙ୍ଘ ତରଫରୁ  ଜାତୀୟ ପ୍ରେସ ଦିବସ ପାଳିତ ହୋଇଯାଇଛି । ଏହି ଅବସରରେ କଣ୍ଟାବାଞ୍ଜି ଅଞ୍ଚଳର ବିକାଶ ରେ ଗଣମାଧ୍ୟମ ର ଅତୀତ ,ବର୍ତ୍ତମାନ ଓ ଭବିଷ୍ୟତ ଉପରେ ଆଲୋଚନା କରାଯାଇଥିଲା। ଏହି କାର୍ଯ୍ୟକ୍ରମ ରେ ମୂଖ୍ୟ ଅତିଥି ଭାଭେ କଣ୍ଟାବାଞ୍ଜି ସରକାରୀ ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରର ମେଡିକାଲ ଅଧିକାରୀ ଡ଼ଃ ରାକେଶ ପଣ୍ଡିତ , ସମ୍ମାନୀତ ଅତିଥି ଅଗ୍ରୱାଲ ସଭା ଟ୍ରଷ୍ଟ ର ସଭାପତି କୈଳାସ ଚନ୍ଦ୍ର ଅଗ୍ରୱାଲ ଓ ମୁଖ୍ୟ ବକ୍ତା ଭାବରେ ବରିଷ୍ଠ ଆଇନଜୀବୀ ବିଷ୍ଣୁ ପ୍ରସାଦ ଶର୍ମା  ଯୋଗ ଦେଇଥିଲେ । ଏହି ଅବସରରେ ସାମ୍ବାଦିକ ମାନଙ୍କ ସରକାରଙ୍କ ଠାରେ ବିଭିନ୍ନ ସମସ୍ୟା ଓ ଅଧିକାରୀ ଉପରେ ଆଲୋଚନା କରାଯାଇଥିଲା ଏହି ପରି କି କଣ୍ଟାବାଞ୍ଜି ଅଞ୍ଚଳର ବିକାଶ ଉପରେ ସାମ୍ବାଦିକ ମାନଙ୍କ ଭୂମିକା କୁ ପ୍ରଶଂସା କରିବା ସହ ଆଗମୀ ଭବିଷ୍ୟତ ରେ ସାମ୍ବାଦିକ ମାନଙ୍କ ସୁରକ୍ଷା ଓ ଜୀଵନ ଜୀବିକା ଉପରେ ସରକାରଙ୍କ ଦୃଷ୍ଟି ଆକର୍ଷଣ କରିବା କୁ ନେଇ ନିଷ୍ପତି ନିଆଯାଇଥିଲା । ମୂଖ୍ୟ ବକ୍ତା ନିଜର ଅଭିଭାଷଣ ରେ ସାମ୍ବାଦିକ ମାନଙ୍କ ନିଃସ୍ୱାର୍ଥ କଲମ ଚାଳନ ଯୋଗୁ ଆଜି କେବିକେ ଯୋଜନା , ଏମ ଜି ଏନାର ଜିଏସ ଯୋଜନା , ଏମ ଡ଼ି ଏମ ଯୋଜନା , ଦାଦନ ସମସ୍ୟା ଭଳି ଯୋଜନା କୁ ଲୋକ ଲୋଚନ କୁ ଆଣି ଥିବା ରୁ ସରକାର ଏଥି ପ୍ରତି ସଚେତନ ହୋଇ ବିଭିନ୍ନ ଯୋଜନା କରିଥିବା କୁ ନଜର କୁ ଆସିଛି । ଆଗମୀ ଦିନ ଆଞ୍ଚଲିକ ସାମ୍ବାଦିକଙ୍କର ଭୂମିକା ଆହୁରି ଗୃତ ପୁର୍ଣ ହେବା ବୋଲି ଉପସ୍ଥିତ ଅତିଥି ନିଜ ନିଜର ବକ୍ତବ୍ୟ ପ୍ରଦାନ କରିଥିଲେ ।  ସଙ୍ଘ ର ଉପ ସଭାପତି ମୋହନ ସୋନିଙ୍କ ସଭାପତିତ୍ୱ ରେ କାର୍ଯ୍ୟକାରୀ ସଭାପତି ଗୁରୁଦୟଲ ହଂସ , ବରିଷ୍ଠ ସାମ୍ବାଦିକ ସୁଭାଷ ବେହେରା, ଜୀବନନ୍ଦ ମହାନ୍ତି , ଶିବ ଶଙ୍କର ବାଗ , ସମ୍ପାଦକ ଏସ କେ ସମିମ , କୋଷାଧ୍ୟକ୍ଷ କୃତିକର ବାଗ , କୈଳାସ ସାଗରୀୟ , ବିନୋଦ ସିଂ , କୁଶଳ ସିଂ ଠାକୁର ପ୍ରମୁଖ ଉପସ୍ଥିତ ଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ବରପାଲି ମହାବିଦ୍ୟାଳୟର ରାଜନୀତି ବିଜ୍ଞାନ ବିଭାଗରେ ସ୍ବାଗତ ସମ୍ବର୍ଦ୍ଧନା ଉତ୍ସବ ପାଳିତ   25-Sep-2026
  ଜିଲ୍ଲା  
ବରପାଲି ତହସିଲ ଛକ ଜୟ ଜଗଦମ୍ବା କ୍ଲବର ଦୁର୍ଗାପୂଜା ପାଇଁ ଶୁଭ ସ୍ତମ୍ଭ ସ୍ଥାପନ   25-Sep-2026
  ଜିଲ୍ଲା  
ପ୍ରବଳ ବର୍ଷାରେ ରୋଷେଇ ଘର ଭାଙ୍ଗିଲା, ସହାୟତା ପାଇଁ ଗୁହାରି   25-Sep-2026
  ଜିଲ୍ଲା  
*ଡାବୁଗାଁ ରେଞ୍ଜ ଗିରଲିଗୁଡା ଗ୍ରାମରେ ଭାଲୁ ସୁରକ୍ଷା ଡ୍ୟୁଟି*   25-Sep-2026
  ଜିଲ୍ଲା  
ଜଳ ଘେରରେ ଥିବା ସାନ ଦହିଭଟା ଓ ବଡ ଦହିଭଟା ପରିଦର୍ଶନ କଲେ ଅତିରିକ୍ତ ସଚିବ, ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ   25-Sep-2026
  ଜିଲ୍ଲା  
ରାଜ୍ୟପାଳ ପୁରସ୍କାର ପାଇଁ ବିନିକା ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟର ରେଡକ୍ରସ ବିଭାଗ ମନୋନୀତ   25-Sep-2026
  ଜିଲ୍ଲା  
ସରକାରୀ ମହିଳା ମହାବିଦ୍ୟାଳୟରେ ବିଶ୍ୱ ଆତ୍ମହତ୍ୟା ନିରୋଧ ସଚେତନତା କାର୍ଯ୍ୟକ୍ରମ   25-Sep-2026
  ଜିଲ୍ଲା  
ରାଜ୍ୟସ୍ତରୀୟ ସ୍କୁଲ ଗେମ୍ ଟାଏକୋଣ୍ଡୋ ରେ ବଲାଙ୍ଗିର କୁ ୪ଟି ପଦକ   25-Sep-2026
  ଜିଲ୍ଲା  
ଓଡିଶା ଟି-୨୦ ଲିଗ୍‌ରେ ବଲାଙ୍ଗିର ର ତିନି ଯୁବ କ୍ରିକେଟର ସିଏମ୍ ଟ୍ରଫି ୨୦୨୬ ପାଇଁ ଦିବ୍ୟମ, ଓମ୍‌କାର ଓ ଯୋଗେଶ୍ୱର ମନୋନୀତ   25-Sep-2026
  ଜିଲ୍ଲା  
ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଡିଏଭି ସ୍ୱୟଂ ଶାସିତ ମହାବିଦ୍ୟାଳୟକୁ ଜଳ ବିଶୋଧନ ପ୍ରକଳ୍ପ ପ୍ରଦାନ   25-Sep-2026
  ଜିଲ୍ଲା  
ଟିଟିଲାଗଡ଼ ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିରରେ ନମାମି ଭାରତ’ କାର୍ଯ୍ୟକ୍ରମ ଅନୁଷ୍ଠିତ   25-Sep-2026
  ରାଜନୀତି  
ଛତାମଖନା ଡ୍ୟାମ୍ କ୍ଷତି, ଜଙ୍ଗଲ ନିଆଁ, ପ୍ରବାସୀ ଶ୍ରମିକ ଓ MMDR ସଂଶୋଧନକୁ ନେଇ ସରକାରଙ୍କ ତଥ୍ୟ   25-Sep-2026

You Might Also Like